ବାଂଲାଦେଶରେ ଟ୍ରେନ୍‌ ଦୁର୍ଘଟଣା: ୨୦ରେ ପହଞ୍ଚିଲା ମୃତ୍ୟୁ ସଂଖ୍ୟା, ଉଦ୍ଧାର କାର୍ଯ୍ୟ ଜାରି

ଢାକା,୨୪।୧୦: ବାଂଲାଦେଶର ଉତ୍ତର-ପୂର୍ବ କିଶୋରଗଞ୍ଜ ଜିଲାରେ ଏକ ମାଲବାହୀ ଏବଂ ଯାତ୍ରୀବାହୀ ଟ୍ରେନ୍‌ ମଧ୍ୟରେ ସୋମବାର ମୁହାଁମୁହିଁ ଧକ୍କା ହୋଇଥିଲ। ଦୁର୍ଘଟଣାଜନିତ ମୃତ୍ୟୁ ସଂଖ୍ୟା ମଙ୍ଗଳବାର ୨୦କୁ ବୃଦ୍ଧିପାଇଛି। ଦୁର୍ଘଟଣାରେ ଶତାଧିକ ଲୋକ ଗୁରୁତର ଆହତ ହୋଇଥିବା ଜଣାପଡିଛି। ଆହତମାନଙ୍କୁ ଚିକିତ୍ସା ପାଇଁ ସ୍ଥାନୀୟ ବିଭିନ୍ନ ହସ୍ପିଟାଲରେ ଭର୍ତ୍ତି କରି ଚିକିତ୍ସା କରାଯାଉଛି। ବହୁ ଲୋକ ଏବେ ବି ବଗି ତଳେ ଫସି ରହିଛନ୍ତି। ଫଳରେ ମୃତ୍ୟୁ ସଂଖ୍ୟା ଆହୁରି ବଢିବା ସମ୍ଭାବନା ରହିଛି। ଉଦ୍ଧାର କାର୍ଯ୍ୟରେ ଉଦ୍ଧାରକାରୀ ଦଳଙ୍କ ସହ ବାଂଲାଦେଶ ଅଗ୍ନିଶମ କର୍ମଚାରୀ ନିୟୋଜିତ ହୋଇଛନ୍ତି। ଏପରି କି କେଉଁ ପରିସ୍ଥିତିରେ ଏଭଳି ଦୁର୍ଘଟଣା ଘଟିଲା ସେନେଇ ତଦନ୍ତ କରାଯିବ ବୋଲି ଜଣେ ଅଧିକାରୀ ସୂଚନା ଦେଇଛନ୍ତି। ଖରାପ ଭିତ୍ତିଭୂମି ସାଙ୍ଗକୁ ବିପର୍ଯ୍ୟସ୍ତ ସିଗ୍‌ନାଲ ବ୍ୟବସ୍ଥା ପାଇଁ ଏହି ଦୁର୍ଘଟଣା ଘଟିଥିବା କୁହାଯାଉଛି।


Enter your email to get our daily news in your inbox.

All Right Reserved By Dharitri.Com

ବିଜ୍ଞପ୍ତି ଜାରିି: ସବୁ ରାଜ୍ୟ-କେନ୍ଦ୍ରଶାସିତ ଅଞ୍ଚଳରେ VBGRAMG ଆକ୍ଟ-୨୦୨୫ ଲାଗୁ

ନୂଆଦିଲ୍ଲୀ,୧୧।୫: ଗ୍ରାମ୍ୟ ଉନ୍ନୟନ ମନ୍ତ୍ରଣାଳୟ ସୋମବାର VBG RAMG ଆକ୍ଟ-୨୦୨୫ ଲାଗୁ ହେବା ନେଇ ବିଧିବଦ୍ଧ ବିଜ୍ଞପ୍ତି ଜାରି କରିଛି। ଜୁଲାଇ ପହିଲା ୨୦୨୬ରୁ VB-G RAM…

ଭବାନୀପାଟଣାରେ ବର୍ଷିଲେ ମୋକିମ, କହିଲେ ମୁଁ କୌଣସି ଗଡ଼କୁ ବିଶ୍ୱାସ କରେନି

ଭବାନୀପାଟଣା,୧୧ା୫(ଉତ୍ତମ ଦାଶ): କଳାହାଣ୍ଡିର ବିକାଶ ନାଁରେ ଓଡ଼ିଶା ଜନତା କଂଗ୍ରେସ ପକ୍ଷରୁ ସୋମବାର ଏକ ବିଶାଳ ସମାବେଶ ଆୟୋଜନ କରାଯାଇଛି। ଭବାନୀପାଟଣାରେ ଆୟୋଜିତ ଏହି ସମାବେଶରେ ପିସିସି…

ମୁଖ୍ୟମନ୍ତ୍ରୀ ହେଉ ହେଉ ପ୍ରଥମ କ୍ୟାବିନେଟ ବୈଠକରେ ୬ ବଡ଼ ନିଷ୍ପତ୍ତି ନେଲେ ଶୁଭେନ୍ଦୁ, ଯାହା କରି ନଥିଲେ ଦିଦି କରି ଦେଖାଇବେ ଅଧିକାରୀ

କୋଲକାତା,୧୧।୫: ପଶ୍ଚିମବଙ୍ଗ ମୁଖ୍ୟମନ୍ତ୍ରୀ ଶୁଭେନ୍ଦୁ ଅଧିକାରୀଙ୍କ ଅଧ୍ୟକ୍ଷତାରେ ସୋମବାର ପ୍ରଥମ କ୍ୟାବିନେଟ ବୈଠକ ଅନୁଷ୍ଠିତ ହୋଇଥିଲା, ଯେଉଁଥିରେ ସମସ୍ତ ସମ୍ପୃକ୍ତ ଅଧିକାରୀ ଉପସ୍ଥିତ ଥିଲେ। ବୈଠକ ପରେ,…

ଅନ୍ୟ ଥାନା ଉପରେ ନିର୍ଭର କରୁଛି ପୁରୁଷୋତ୍ତମପୁର ପୋଲିସ: ମହିଳା-ଶିଶୁ ଡେକ୍ସରେ ପୁରୁଷ ଅଧିକାରୀ, ସମସ୍ୟା ଜଣାଇବାକୁ କୁଣ୍ଠିତ ପୀଡ଼ିତା

ପୁରୁଷୋତ୍ତମପୁର,୧୦।୫ (ସବିତା ମିଶ୍ର): ରାଜ୍ୟରେ ମହିଳା ଓ ଶିଶୁଙ୍କ ପ୍ରତି ବଢ଼ିଚାଲିଥିବା ନିର୍ଯାତନାକୁ ରୋକିବା ସହ ଅପରାଧୀଙ୍କୁ କଠୋର ଦଣ୍ଡ ଦେବା ପାଇଁ ସରକାରଙ୍କ ଗୃହ ବିଭାଗ…

କଟକରେ ବୁଲିଲା ଖଣ୍ଡା: ହଠାତ୍‌ ସ୍କୁଟିରେ ଆସି…

କଟକ,୧୧।୫: କଟକରେ ବୁଲିଲା ଖଣ୍ଡା । ଚନ୍ଦନ ଯାତ୍ରା ଚାଲୁଥିବା ସମୟରେ ଖଣ୍ଡାରେ ଆକ୍ରମଣ। ଏଭଳି ଅଭାବନୀୟ ଘଟଣା ଘଟିଛି ସଦର ଥାନା ପୁରୁଣା କାଚରାମାଳରେ। ମରଣାନ୍ତକ…

ବର୍ଷେ ପର୍ଯ୍ୟନ୍ତ ସୁନା ନ କିଣିଲେ କ’ଣ ଶସ୍ତା ହୋଇଯିବ ସୁନା? ଜାଣନ୍ତୁ…

ନୂଆଦିଲ୍ଲୀ,୧୧।୫: ଭାରତୀୟ ପରିବାରରେ ସୁନା ସର୍ବଦା ଏକ ସ୍ବତନ୍ତ୍ର ସ୍ଥାନ ଅଧିକାର କରିଆସିଛି, ତାହା ଅଳଙ୍କାର ଆକାରରେ ହେଉ କିମ୍ବା ନିବେଶ ଭାବରେ। ତଥାପି, ଭାରତ ବିଶ୍ୱର…

ସରକାର ଗଠନର ଗୋଟିଏ ଦିନ ପରେ ଦେଖାଦେଲାଣି ଫାଟ, ଅସନ୍ତୋଷ ପ୍ରକାଶ କଲେ ସହଯୋଗୀ …

ଚେନ୍ନାଇ,୧୧।୫: ତାମିଲନାଡୁ ମୁଖ୍ୟମନ୍ତ୍ରୀ ଥାଲାପତି ବିଜୟଙ୍କ ଶପଥ ଗ୍ରହଣ ସମାରୋହ ସମୟରେ ଏକ ବିବାଦ ସୃଷ୍ଟି ହୋଇଥିଲା ଯେତେବେଳେ, ଜାତୀୟ ସଙ୍ଗୀତ(ଜନଗଣ ମନ) ଏବଂ ରାଷ୍ଟ୍ରଗୀତ(ବନ୍ଦେ ମାତରମ)…

ଶୁଭେନ୍ଦୁ ଅଧିକାରୀଙ୍କ ବଡ଼ ନିଷ୍ପତ୍ତି: ଭାରତ-ବାଂଲାଦେଶ ସୀମାରେ ଲାଗିବ ତାରବାଡ଼

କୋଲକାତା,୧୧।୫: ପଶ୍ଚିମବଙ୍ଗ ମୁଖ୍ୟମନ୍ତ୍ରୀ ହେବା ପରେ ଶୁଭେନ୍ଦୁ ଅଧିକାରୀ ସୋମବାର ଏକ ବଡ଼ ନିଷ୍ପତ୍ତି ନେଇଛନ୍ତି। ଭାରତ-ବାଂଲାଦେଶ ସୀମାରେ ତାରବାଡ଼ ପାଇଁ ଜମି ଯୋଗାଇ ଦେବାକୁ ଘୋଷଣା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri