ଫସିଗଲା ବାଂଲାଦେଶ! ହଜରତ ଶାହଜଲାଲ ଅନ୍ତର୍ଜାତୀୟ ବିମାନ ବନ୍ଦରରେ ଲାଗିଲା ଭୟଙ୍କର ନିଆଁ

ଢାକା,୧୮।୧୦: ବାଂଲାଦେଶର ରାଜଧାନୀ ଢାକାର ହଜରତ ଶାହଜଲାଲ ଅନ୍ତର୍ଜାତୀୟ ବିମାନବନ୍ଦରରେ ଶନିବାର ଅପରାହ୍ନରେ ଏକ ଭୟଙ୍କର ଅଗ୍ନିକାଣ୍ଡ ଘଟିଥିଲା, ଯାହା ପରେ ସେଠାରୁ ସମସ୍ତ ବିମାନ ଉଡ଼ାଣକୁ ଅସ୍ଥାୟୀ ଭାବରେ ବନ୍ଦ କରିଦିଆଯାଇଛି। ସୂଚନା ଅନୁଯାୟୀ, ଅପରାହ୍ନ ପ୍ରାୟ ୨ଟା୧୫ ସମୟରେ ବିମାନବନ୍ଦରରେ କାର୍ଗୋ ଟର୍ମିନାଲରେ ଅଗ୍ନିକାଣ୍ଡ ଘଟିଥିଲା।
ବିମାନ ବାଂଲାଦେଶ ଏୟାରଲାଇନ୍ସର ମୁଖପାତ୍ର କୌସର ମହମୁଦ କହିଛନ୍ତି ଯେ ଅଗ୍ନିକାଣ୍ଡ ଘଟିବା ମାତ୍ରେ ବିମାନବନ୍ଦର ଅଗ୍ନିଶମ ବାହିନୀ, ବାୟୁସେନା ଅଗ୍ନିଶମ ୟୁନିଟ ଏବଂ ଅନ୍ୟାନ୍ୟ ସଂସ୍ଥାର ଦଳ ତୁରନ୍ତ ଘଟଣାସ୍ଥଳରେ ପହଞ୍ଚି ମିଳିତ ଭାବରେ ନିଆଁକୁ ନିୟନ୍ତ୍ରଣ କରିବା ପାଇଁ କାର୍ଯ୍ୟ ଆରମ୍ଭ କରିଥିଲେ।
ବର୍ତ୍ତମାନ ନିଆଁକୁ ନିୟନ୍ତ୍ରଣ କରିବା ପାଇଁ ପ୍ରୟାସ ଜାରି ରହିଛି ଏବଂ ସମସ୍ତ ବିମାନ ଚଳାଚଳ ବନ୍ଦ କରାଯାଇଛି। ଏପର୍ଯ୍ୟନ୍ତ କୌଣସି କ୍ଷୟକ୍ଷତିର ରିପୋର୍ଟ ମିଳିନାହିଁ।

 

Dharitri – Odisha’s No.1 Odia Daily


Enter your email to get our daily news in your inbox.

All Right Reserved By Dharitri.Com

UPI ବ୍ୟବହାରକାରୀଙ୍କ ପାଇଁ ବଡ଼ ଖବର: ନଭେମ୍ୱର ଶେଷ ବଳକୁ ବଦଳିବ ପେମେଣ୍ଟ ନିୟମ? ଲାଗିବ ଏକ୍ସଟ୍ରା ଚାର୍ଜ!

ନୂଆଦିଲ୍ଲୀ,୧୦।୧୧: ପର୍ୱପର୍ୱାଣୀ ଶେଷ ହେବା ପରେ ୟୁପିଆଇ (UPI) ପେମେଣ୍ଟ ଉପରେ ଏମଡିଆର (MDR) ଚାର୍ଜକୁ ନେଇ ଚର୍ଚ୍ଚା ଜୋର୍‌ ଧରିଛି। ୨,୦୦୦ ଟଙ୍କାରୁ ଅଧିକ ଟ୍ରାଞ୍ଜାକ୍ସନ…

ନ୍ୟୁଜିଲ୍ୟାଣ୍ଡ ବିପକ୍ଷ ଟେଷ୍ଟ ସିରିଜ ପୂର୍ବରୁ ଟିମ ଇଣ୍ଡିଆ ପାଇଁ ଆସିଲା ବଡ଼ ଖୁସି ଖବର, ଫିଟ ହେଲେ ଏହି ଖେଳାଳି!

ନୂଆଦିଲ୍ଲୀ,୧୦।୧୧: ନ୍ୟୁଜିଲ୍ୟାଣ୍ଡ ବିପକ୍ଷ ଦୁଇ ମ୍ୟାଚ ବିଶିଷ୍ଟ ଟେଷ୍ଟ ସିରିଜ ପୂର୍ବରୁ, ଷ୍ଟାର୍‌ ୱିକେଟକିପର-ବ୍ୟାଟର ଋଷଭ ପନ୍ତ ବିସିସିଆଇ (BCCI) ର ‘ସେଣ୍ଟର ଅଫ ଏକ୍ସଲେନ୍ସ’ (COE)…

ବନ୍ୟା ବିପନ୍ନଙ୍କୁ ସମ୍ପୂର୍ଣ୍ଣ କ୍ଷତିପୂରଣ ଦାବିରେ ୧୩ରେ ଗଣଧାରଣା: ଡିସେମ୍ବର ୩ରେ…

ଛତ୍ରପୁର, ୧୦/୧୧ (ଦିଲ୍ଲୀପି ସାମଲ): ଗଞ୍ଜାମ ଜିଲ୍ଲାର ବନ୍ୟା ବିପନ୍ନ, କ୍ଷତିଗ୍ରସ୍ତ ଚାଷୀ ଓ ସାଧାରଣ ଜନତାଙ୍କୁ ସମ୍ପୂର୍ଣ୍ଣ କ୍ଷତିପୂରଣ ଓ ଉପଯୁକ୍ତ ସହାୟତା ଦାବିରେ ଆସନ୍ତା…

EPFOକୁ ନେଇ ଆସିଲା ବଡ଼ ଅପଡେଟ୍‌: ୩ ଗୁଣ ବଢିଯିବ ପ୍ରାଇଭେଟ୍‌ କର୍ମଚାରୀଙ୍କ…

ନୂଆଦିଲ୍ଲୀ,୧୦।୧୧: ଘରୋଇ କ୍ଷେତ୍ରରେ କାମ କରୁଥିବା କର୍ମଚାରୀ ଏବଂ ପେନସନଭୋଗୀଙ୍କୁ ମିଳିପାରେ ବଡ଼ ଉପହାର। ଏମ୍ପ୍ଲଏଜ ପ୍ରୋଭିଡେଣ୍ଟ ଫଣ୍ଡ ଅର୍ଗାନାଇଜେସନ (EPFO) ଆସନ୍ତା ନଭେମ୍ବର ୧୯ ତାରିଖରେ…

ରାମପ୍ରସାଦଙ୍କୁ ମିଳିଲା ଯୁବ ବୈଜ୍ଞାନିକ ପୁରସ୍କାର, ମନ୍ତ୍ରୀ କଲେ ସମ୍ବର୍ଦ୍ଧିତ

ଦିଗପହଣ୍ଡି,୧୦।୧୧(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ଭୀଷ୍ମଗିରି ଗ୍ରାମର ଡ଼. ରାମପ୍ରସାଦ ପାଢ଼ୀ ଯାନ୍ତ୍ରିକ ଓ ପ୍ରଯୁକ୍ତି ବିଦ୍ୟାରେ ଗବେଷଣା କରି ସମଗ୍ର ଦେଶ…

୩୫ ଲକ୍ଷରୁ ଊର୍ଦ୍ଧ୍ୱ ଟଙ୍କା ଠକେଇ ମାମଲା: ଜେଲ୍ ଗଲେ ଦମ୍ପତି

ଦିଗପହଣ୍ଡି, ୧୦।୧୧ (ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ୍ ଅନ୍ତର୍ଗତ କଉଡ଼ିଆ ଗ୍ରାମର ଶମ୍ଭୁ ପ୍ରଧାନ ଓରଫ ମୁନା ଏବଂ ତାଙ୍କ ସ୍ତ୍ରୀ କଳ୍ପନା…

ଚତୁର୍ଥ ODI ପୂର୍ବରୁ BCCIର ବଡ଼ ଘୋଷଣା: ଦଳରୁ ବାଦ୍‌ ପଡ଼ିଲେ ଶୁଭମନ ଗିଲ, ଏହି ଖେଳାଳିଙ୍କୁ ମିଳିଲା ସ୍ଥାନ, ଦେଖନ୍ତୁ ଚୂଡାନ୍ତ ଏକାଦଶ ତାଲିକା

ନୂଆଦିଲ୍ଲୀ,୧୦।୧୧: ଭାରତ ଓ ନ୍ୟୁଜିଲାଣ୍ଡ ମଧ୍ୟରେ ଚାଲିଥିବା ଦିନିକିଆ ସିରିଜର ଚତୁର୍ଥ ମ୍ୟାଚ ‘ବେ ଓଭାଲ’ (ତୌରଙ୍ଗା)ରେ ଖେଳାଯିବ। ଘରୋଇ ଦଳ ପାଇଁ ଏହି ମ୍ୟାଚ ‘କର…

ୟୁପି ନିର୍ବାଚନରେ ଭାଜପାର ନୂଆ ଚାଲ୍‌! ସୂର୍ଯ୍ୟକୁମାର ନା ଦେବିଶା, କାହାକୁ ମିଳିବ ଟିକେଟ୍‌? ହେଲାଣି ଚର୍ଚ୍ଚା

ନୂଆଦିଲ୍ଲୀ,୧୦।୧୧: ଭାରତୀୟ ଟି-୨୦ ଦଳର ପୂର୍ବତନ ଅଧିନାୟକ ସୂର୍ଯ୍ୟକୁମାର ଯାଦବଙ୍କ ଦୁଇଟି ଫଟୋ ଏବେ ରାଜନୈତିକ ମହଲରେ ନୂଆ ଚର୍ଚ୍ଚା ସୃଷ୍ଟି କରିଛି। ନିଜ ଅଧିନାୟକତ୍ୱରେ ଭାରତକୁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?