Posted inଖେଳ

ଆତ୍ମହତ୍ୟା କଲେ କ୍ରିକେଟର୍‌

ବାଂଲାଦେଶର ପୂର୍ବତନ ଅଣ୍ଡର-୧୯ କ୍ରିକେଟର ମହମ୍ମଦ ସୋଜିବ ଆତ୍ମହତ୍ୟା କରିଛନ୍ତି। ନଭେମ୍ବର ୧୪ରେ ସେ ନିଜ ଘରେ ଆତ୍ମହତ୍ୟା କରିଥିବା ସୂଚନା ମିଳିଛି। ୨୧ବର୍ଷର ସାଜିବ ମଧ୍ୟ ବାଂଲାଦେଶର ଅଣ୍ଡର -୧୯ଦଳର ଏକ ଅଂଶ ଥିଲେ। ଏହି ଯୁବ ବ୍ୟାଟ୍ସମ୍ୟାନ ମଧ୍ୟ ବାଂଲାଦେଶର ଅଣ୍ଡର -୧୯ ଏସିଆ କପ ଦଳର ମଧ୍ୟ ଅଂଶ ଥିଲେ। ୨୦୧୮ରେ, ସେ ସିନେପୁକୁର ପାଇଁ ଲିଷ୍ଟ ଏ କ୍ରିକେଟରେ ଡେବ୍ୟୁ କରିଥିଲେ। ସେଠାରେ ସେ ୯, ୦, ଏବଂ ୧ ସ୍କୋର କରି ନ ଥିଲେ। ତେବେ ମାର୍ଚ୍ଚ ୨୦୧୮ ଠାରୁ ସେ କୌଣସି ପ୍ରତିଯୋଗିତାମୂଳକ ମ୍ୟାଚ ଖେଳି ନ ଥିଲେ। ବାଂଲାଦେଶ କ୍ରିକେଟ ବୋର୍ଡ ଗେମ ଡେଭଲପମେଣ୍ଟ ମ୍ୟାନେଜର ଆବୁ ଇନାମ ମହମ୍ମଦ କହିଛନ୍ତି ଯେ ଟୁର୍ନାମେଣ୍ଟରୁ ବାହାରିବା କାରଣରୁ ସୋଜିବ ହୁଏତ ଏହି ବିପଦପୂର୍ଣ୍ଣ ପଦକ୍ଷେପ ନେଇଥାଇପାରନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

Posted inଖେଳ View All

ପୂଜାରାଙ୍କୁ ଆଖି ଦେଖାଉଥିବା ବୋଲର୍‌ଙ୍କୁ କନ୍ଦାଇଲେ ଯାଦବ

ଓଭାଲ୍‌,୭।୯: ଓଭାଲ ଟେଷ୍ଟରେ ଭାରତ ଇଂଲଣ୍ଡକୁ ୧୫୭ ରନ୍‌ରେ ପରାସ୍ତ କରିଛି। ଖେଳର ପଞ୍ଚମ ଦିନରେ ଭାରତୀୟ ବୋଲରମାନେ ଓଭାଲ ପିଚରେ ଚମତ୍କାର ବୋଲିଂ କରି...

ସାକ୍ଷୀ ଏବେ ‘ଦେଶୀ ପହେଲୱାନୀ’

ନୂଆଦିଲ୍ଲୀ, ୨୧।୪-କରୋନା ଭାଇରସ ସଂକ୍ରମଣ ଜନିତ ଲକ୍‌ଡାଉନ୍‌ ସ୍ଥିିତିରେ ଅଲିମ୍ପିକ୍ସ ବ୍ରୋଞ୍ଜ ମେଡାଲିଷ୍ଟ ସାକ୍ଷୀ ମଲିକ ନିଜକୁ ଫିଟ୍‌ ରଖିବା ପାଇଁ ଏବେ ‘ଦେଶୀ ପହେଲିୱାନୀ’...

ସେଲ୍‌ଫି ନେବାପରେ ଜଣାପଡ଼ିଲା କ୍ରିକେଟର୍‌ଙ୍କୁ ହୋଇଛି କରୋନା

ନୂଆଦିଲ୍ଲୀ, ୨୯।୭: ପସନ୍ଦର ସେଲିବ୍ରିଟିଙ୍କୁ ଜୀବନରେ ଥରେ ହେଉନା କାହିଁକି ଭେଟିବାକୁ ସବୁ ପ୍ରଶଂସକଙ୍କ ସ୍ବପ୍ନ ଥାଏ। ଏପରିକି କେତେଜଣ ଭାଗ୍ୟଶାଳୀ ବ୍ୟକ୍ତି ଥାଆନ୍ତି ଯିଏକି...

ରୋମାଣ୍ଟିକ୍‌ ଅନ୍ଦାଜ୍‌ରେ ସାନିଆଙ୍କୁ ଜନ୍ମଦିନ ଶୁଭେଚ୍ଛା ଜଣାଇଲେ ଶୋଏବ

ଭାରତର ଟେନିସ ତାରକା ସାନିଆ ମିର୍ଜା ଏବଂ ପାକିସ୍ତାନୀ କ୍ରିକେଟର ଶୋଏବ ମଲିକ ଛାଡପତ୍ରକୁ ନେଇ ବେଶ୍‌ ଆଲୋଚନା ହେଉଛି। ଏହି ଚର୍ଚ୍ଚା ମଧ୍ୟରେ ଶୋଏବ...

ୟୁକ୍ରେନ୍‌ ଲାଗି ସହାୟତା ଘୋଷଣା କଲେ ଫେଡେରର୍‌

ନୂଆଦିଲ୍ଲୀ,୨୦।୨: ରୁଷିଆ ଏବଂ ୟୁକ୍ରେନ ମଧ୍ୟରେ ଚାଲିଥିବା ଯୁଦ୍ଧକୁ ଇତିମଧ୍ୟରେ ୨୫ ଦିନ ବିତିଗଲାଣି। ରୁଷିଆର ଲଗାତାର ରକେଟ ଓ ବୋମା ମାଡରେ ଧ୍ୱଂସ ହୋଇଗଲାଣି...

ଅଷ୍ଟ୍ରେଲୀୟ ଫୁଟବଲର କୋଭିଡ-୧୯ ଆକ୍ରାନ୍ତ

ସିଡନୀ,୨୮।୩ (ଏ.ପି.):  ଅଷ୍ଟ୍ରେଲିଆର ଜଣେ ଏ-ଲିଗ୍‌ ଫୁଟବଲର କାରୋନା ଭାଇରସ୍‌ରେ ଆକ୍ରାନ୍ତ ହୋଇଛନ୍ତି। ପ୍ରଥମ ଅଷ୍ଟ୍ରେଲୀୟ ପେସାଦାର ଫୁଟବଲ ଭାବା ସେ ଏହି ଭାଇରସ୍‌ ଦ୍ୱାରା...

ରାଜେଶ ସିଏସ୍‌କେର ନେଟ୍‌ ବୋଲର

ଭୁବନେଶ୍ୱର, ୬।୩(କ୍ରୀଡ଼ା ପ୍ରତିନିଧି)- ଇଣ୍ଡିଆନ ପ୍ରିମିୟର ଲିଗ୍‌ (ଆଇପିଏଲ୍‌)ରେ ଓଡ଼ିଶା ଖେଳାଳିମାନେ ନିକଟ ଅତୀତରେ ଖେଳିବାରେ ସକ୍ଷମ ହୋଇନାହାନ୍ତି। ନିଲାମ ପ୍ରକ୍ରିୟାରେ ମଧ୍ୟ ସେମାନେ ସାମିଲ...

ଆଇପିଏଲ୍‌ରେ ନିଜ ଭବିଷ୍ୟତକୁ ନେଇ ମୁହଁ ଖୋଲିଲେ ଧୋନୀ

ମୁମ୍ବାଇ,୨।୫: ଇଣ୍ଡିଆନ ପ୍ରିମିୟର ଲିଗ (ଆଇପିଏଲ)ରେ ମହେନ୍ଦ୍ର ସିଂ ଧୋନୀ ପୁଣି ଥରେ  ଚେନ୍ନାଇ ସୁପର କିଙ୍ଗ୍ସର ଅଧିନାୟକ ଦାୟିତ୍ୱ ଗ୍ରହଣ କରିଛନ୍ତି। ରବିବାର ଖେଳାଯାଇଥିବା...

Advertisement
Archives

Model This Week