ନୋବେଲ ବିଜେତାଙ୍କ ଚେତାବନୀ, ଭାରତ ପର୍ଯ୍ୟନ୍ତ ବ୍ୟାପିବ ବାଂଲାଦେଶ ହିଂସା

ଢାକା/ନୂଆଦିଲ୍ଲୀ,୪।୮: ନୋବେଲ ବିଜେତା ତଥା ଗ୍ରାମୀଣ ବ୍ୟାଙ୍କର ପ୍ରତିଷ୍ଠାତା ପ୍ରଫେସର ମହମ୍ମଦ ୟୁନୁସ କହିଛନ୍ତି ଯେ ବାଂଲାଦେଶରେ ବ୍ୟାପିଥିବା ହିଂସା ପଡୋଶୀ ଦେଶ (ଭାରତ) କୁ ମଧ୍ୟ ବ୍ୟାପିବ। ସେ କହିଛନ୍ତି ଯେ ଏହାକୁ ବାଂଲାଦେଶର ଆଭ୍ୟନ୍ତରୀଣ ପ୍ରସଙ୍ଗ ବୋଲି କହିବା ଦୁଃଖଦାୟକ।
ପ୍ରଧାନମନ୍ତ୍ରୀ ଶେଖ ହସିନାଙ୍କ ଇସ୍ତଫା ଦାବିରେ ବାଂଲାଦେଶର ରାଜଧାନୀ ଢାକାରେ ଶାସକ ଆୱାମୀ ଲିଗର ସମର୍ଥକ ତଥା ସମର୍ଥକଙ୍କ ମଧ୍ୟରେ ରବିବାର ସଂଘର୍ଷରେ ଅତି କମରେ ୯୧ଜଣଙ୍କର ମୃତ୍ୟୁ ଘଟିଥିବା ବେଳେ ୩୦ଜଣ ଆହତ ହୋଇଛନ୍ତି।
ବାଂଲାଦେଶରେ ରହୁଥିବା ନାଗରିକମାନଙ୍କୁ ଯୋଗାଯୋଗରେ ରହିବାକୁ ଏବଂ ସତର୍କ ରହିବାକୁ ଭାରତ କହିଛି। ଏହା ସହିତ ଛାତ୍ରମାନଙ୍କ ସମେତ ସମସ୍ତ ଭାରତୀୟଙ୍କୁ ଜରୁରୀକାଳୀନ ପରିସ୍ଥିତିରେ ହେଲ୍ପଲାଇନ ନମ୍ବର + 88-01313076402 ସହିତ ଯୋଗାଯୋଗ କରିବାକୁ ପରାମର୍ଶ ଦିଆଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ଟ୍ରେନି ଡାକ୍ତରଙ୍କ ସହ ସେଦିନ ରାତିରେ କ’ଣ ହୋଇଥିଲା? ସତ ବଖାଣିଲେ ସାଥି

କୋଲକାତା,୮।୯: କୋଲକାତାର ଆର.ଜି କର ହସ୍ପିଟାଲରେ ଜଣେ ମହିଳା ଟ୍ରେନି ଡାକ୍ତରଙ୍କୁ ବଳାତ୍କାର ଓ ପରେ ର୍ନିଦ୍ଦୟ ଭାବେ ହତ୍ୟା ମାମଲା ଦେଶକୁ ଚକିତ କରିଛି।...

ଭାଜପାକୁ ଲାଗିବ ବଡ ଝଟ୍‌କା! ‘ଜୋ ରାମ କୋ ଲାୟେ ହୈ’ର ଗାୟକ ଧରିବେ ହାତ!

ଚଣ୍ଡିଗଡ଼,୮।୯: ହରିୟାଣା ବିଧାନସଭା ନିର୍ବାଚନ ସମୟରେ ଭାଜପାକୁ ଆଉ ଏକ ବଡ଼ ଝଟକା ଲାଗିପାରେ। ଜଣାଶୁଣା ଗାୟକ କାହ୍ନେୟା ମିତ୍ତଲ କଂଗ୍ରେସରେ ଯୋଗ ଦେଇପାରନ୍ତି। ଟିକେଟ...

ରୁଷିଆ ଯିବେ ଏନଏସଏ ଅଜିତ ଡୋଭାଲ

ନୂଆଦିଲ୍ଲୀ,୮।୯: ଦୁଇ ବର୍ଷରୁ ଅଧିକ ସମୟ ଧରି ରୁଷିଆ ଏବଂ ୟୁକ୍ରେନ ମଧ୍ୟରେ ଯୁଦ୍ଧ ଚାଲିଛି। ନିକଟରେ ରୁଷିଆର ରାଷ୍ଟ୍ରପତି ଭ୍ଲାଦିମିର ପୁଟିନ କହିଥିଲେ ଯେ...

ବଦଳିବ ରବୀନ୍ଦ୍ରନାଥ ଟାଗୋରଙ୍କ ଦ୍ୱାରା ଲିଖିତ ଜାତୀୟ ସଙ୍ଗିତ! ଜମାତ-ଇ-ଇସଲାମି ଦେଲା ଅଲଟିମେଟମ

ଢାକା,୮।୯: ବାଂଲାଦେଶର ଜମାତ-ଇ-ଇସଲାମି ଦଳର ପୂର୍ବତନ ମୁଖ୍ୟଙ୍କ ପୁତ୍ର ଅବଦୁଲ୍ଲା ଅମାନ ଆଜମୀ ଦେଶର ଜାତୀୟ ସଂଗୀତ ପରିବର୍ତ୍ତନ କରିବାକୁ ଦାବି କରିଛନ୍ତି। ରବୀନ୍ଦ୍ରନାଥ ଟାଗୋରଙ୍କ...

ସରକାରଙ୍କ ବଡ଼ ଘୋଷଣା: ଏନ୍‌ଆର୍‌ସି ନମ୍ବର ନ ଦେଲେ ତିଆରି ହେବନି ଆଧାରକାର୍ଡ, ଏହିଦିନଠାରୁ ହେବ ଲାଗୁ…

ଦିଶପୁର,୮ା୯: ଆସାମ ମୁଖ୍ୟମନ୍ତ୍ରୀ ହିମନ୍ତ ବିଶ୍ୱଶର୍ମା ଶନିବାର ଏକ ବଡ଼ ଘୋଷଣା କରିଛନ୍ତି। ସେ ସ୍ପଷ୍ଟ କରିଛନ୍ତି ଯେ, ତାଙ୍କ ନେତୃତ୍ୱରେ ରାଜ୍ୟ ସରକାର ଆଧାରକାର୍ଡ...

ପଶ୍ଚିମବଙ୍ଗ ନାବାଳିକା ବଳାତ୍କାର ହତ୍ୟା ଘଟଣାରେ ଜଣଙ୍କୁ ମୃତ୍ୟୁଦଣ୍ଡ

କୋଲକାତା,୭।୯: ପଶ୍ଚିମବଙ୍ଗର ଏକ ଜିଲା କୋର୍ଟ ଗତ ବର୍ଷ ଦାର୍ଜିଲିଂ ଜିଲାର ମାଟିଗାରାରେ ଜଣେ ନାବାଳିକାକୁ ବଳାତ୍କାର ଓ ହତ୍ୟା ମାମଲାରେ ଜଣେ ବ୍ୟକ୍ତିଙ୍କୁ ଶନିବାର...

ଯଦି ସାହାସ ଅଛି ହରିୟାଣା ଆସ, ଭିନେଶଙ୍କ ବିରୋଧରେ ପ୍ରଚାର କର

ନୂଆଦିଲ୍ଲୀ,୭।୯: କୁସ୍ତିଯୋଦ୍ଧା ଭିନେଶ ଫୋଗାଟ ଏବଂ ବଜରଙ୍ଗ ପୁନିଆ କଂଗ୍ରେସ ଦଳରେ ଯୋଗଦେବା ପରଠାରୁ ଭାରତୀୟ ରେସଲିଂ ଆସୋସିଏସନର ପୂର୍ବତନ ସଭାପତି ବ୍ରିଜ ଭୂଷଣ ଶରଣ...

ଛାରପୋକ, ମଶାଙ୍କୁ ନେଇ ରେଲ ବୋର୍ଡରେ ଆତଙ୍କ, ଆସିଲା ନୂଆ ଆଦେଶ

ନୂଆଦିଲ୍ଲୀ,୭।୯: ବେଡ ବଗ ବା ଛାରପୋକ ଏବଂ ମଶା କାହାର ବି ନିଦକୁ ନଷ୍ଟ କରିପାରନ୍ତି। ସେମାନେ ଟ୍ରେନ ପାଇଁ ମଧ୍ୟ ବିପଦ ସୃଷ୍ଟି କରିପାରନ୍ତି...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri