Posted inଜାତୀୟ

ବାଂଲାଦେଶ ବିପକ୍ଷରେ ଖେଳିବ ଭାରତ, ଜାଣନ୍ତୁ କେବେ କେବେ ରହିଛି ମ୍ୟାଚ୍‌

ନୂଆଦିଲ୍ଲୀ, ୧୧।୦୮: ଭାରତୀୟ କ୍ରିକେଟ୍‌ ଟିମ୍‌ ନିକଟରେ ଶ୍ରୀଲଙ୍କା ବିପକ୍ଷ ସିରିଜ୍‌ ଶେଷ କରିଛି। ଟି-୨୦ ସିରିଜ୍‌ ୩-୦ରେ ବିଜୟ ପରେ ୱାନ୍‌ଡେ ସିରିଜ୍‌ରେ ୦-୨ରେ ଶ୍ରୀଲଙ୍କା ଠାରୁ ପରାସ୍ତ ହୋଇଥିଲା ଟିମ୍‌ ଇଣ୍ଡିଆ । ବର୍ତ୍ତମାନ ଗୋଟିଏ ମାସ ପର୍ଯ୍ୟନତ ରୋହିତ ବାହିନୀର କୈଣସି ଅନ୍ତର୍ଜାତୀୟ ମ୍ୟାଚ୍‌ ନାହିଁ । ସେପ୍ଚେମ଼୍ବରରେ ବାଂଲାଦେଶ ବିପକ୍ଷ ଟେଷ୍ଟ୍‌ ସିରିଜ୍‌ ଖେଳିବାକୁ ଯାଉଛି ଟିମ୍‌ ଇଣ୍ଡିଆ । ଏହାପରେ ଟି-୨୦ ସିରିଜ୍‌ ଖେଳାଯିବ ।

ତେବେ ଏହିପରି ରହିଛି ଭାରତ ବନାମ ବାଂଲାଦେଶ ମଧ୍ୟରେ ଟେଷ୍ଟ ସିରିଜ କାର୍ଯ୍ୟସୂଚୀ-

ପ୍ରଥମ ଟେଷ୍ଟ ମ୍ୟାଚ – ସେପ୍ଟେମ୍ବର ୧୯ରୁ ସେପ୍ଟେମ୍ବର ୨୩, ୯.୩୦ ସକାଳ, ସ୍ଥାନ- ଚେନ୍ନାଇ

ଦ୍ୱିତୀୟ ଟେଷ୍ଟ ମ୍ୟାଚ – ୨୭ ସେପ୍ଟେମ୍ବରରୁ ୧ ଅକ୍ଟୋବର, ସକାଳ ୯.୩୦, ସ୍ଥାନ- କାନପୁର

ଭାରତ ବନାମ ବାଂଲାଦେଶ ମଧ୍ୟରେ ଟି-୨୦ ସିରିଜର କାର୍ଯ୍ୟସୂଚୀ

ପ୍ରଥମ ଟି-୨୦ ମ୍ୟାଚ – ୬ ଅକ୍ଟୋବର, ସା ୭ଟା, ସ୍ଥାନ- ଧର୍ମଶାଳା

ଦ୍ୱିତୀୟ ଟି -୨୦ ମ୍ୟାଚ – ୯ ଅକ୍ଟୋବର, ସା ୭ଟା, ସ୍ଥାନ- ଦିଲ୍ଲୀ

ତୃତୀୟ ଟି-୨୦ ମ୍ୟାଚ – ୧୨ ଅକ୍ଟୋବର, ସା ୭ଟା, ସ୍ଥାନ- ହାଇଦ୍ରାବାଦ


Enter your email to get our daily news in your inbox.

All Right Reserved By Dharitri.Com

ବୈଦେଶିକ ମୁଦ୍ରାଭଣ୍ଡାରରେ ୧୧ ବିଲିୟନ ଡଲାର ବୃଦ୍ଧି

ନୂଆଦିଲ୍ଲୀ,୫ା୯: ଅଗଷ୍ଟ ୨୮ ସୁଦ୍ଧା ଶେଷ ହୋଇଥିବା ସପ୍ତାହରେ ଭାରତର ବୈଦେଶିକ ମୁଦ୍ରାଭଣ୍ଡାର ପରିମାଣରେ ୧୧.୪୭୫ ବିଲିୟନ ଡଲାର ବୃଦ୍ଧି ଘଟିବା ସହ ମୋଟ ଭଣ୍ଡାର ପରିମାଣ…

୧.୮୫ କୋଟି ଗ୍ରାହକଙ୍କ ସହ ଜିଓ ଓଡ଼ିଶାରେ ଅଗ୍ରଣୀ

ଭୁବନେଶ୍ୱର, ୫ା୯: ସାରା ଦେଶ ସହ ଓଡ଼ିଶାରେ ମଧ୍ୟ ରିଲାଏନ୍ସ ଜିଓ ୫ ସେପ୍ଟେମ୍ବର ୨୦୧୬ରେ ବ୍ୟବସାୟିକ ଟେଲିସେବା ଆରମ୍ଭ କରିଥିଲା। ୧୦ ବର୍ଷ ମଧ୍ୟରେ ଜିଓ…

ସେପ୍ଟେମ୍ବର ୧୫ରୁ ବନ୍ଦ ହୋଇପାରେ ଦୋକାନୀଙ୍କ ୟୁପିଆଇ

ନୂଆଦିଲ୍ଲୀ,୫ା୯: ଅନ୍‌ଲାଇନ ପେମେଣ୍ଟ ବ୍ୟବସ୍ଥାକୁ ନେଇ ଏବେ ଦେଶରେ ୧୦ ଲକ୍ଷ କ୍ଷୁଦ୍ର ବ୍ୟବସାୟୀ ସଙ୍କଟରେ ପଡ଼ିଛନ୍ତି। କାରଣ ସେମାନଙ୍କ କଓ୍ବୋଇସି ପ୍ରକ୍ରିୟା ଏ ପର୍ଯ୍ୟନ୍ତ ଶେଷ…

ନାମ, କାରଣ ଖୋଜୁଛି ଜିଲାପାଳଙ୍କ ମୋବାଇଲ: ଗୁରୁତର ସମସ୍ୟାରେ ବନ୍ୟାଞ୍ଚଳବାସୀ

ଯାଜପୁର,୫ା୯(ହର୍ଷବର୍ଦ୍ଧନ ବେହେରା):ସରକାରୀ ସେବାକୁ ସାଧାରଣ ଲୋକଙ୍କ ପାଖରେ ସହଜରେ ପହଞ୍ଚାଇବା ପାଇଁ ରାଜ୍ୟ ସରକାର ‘ଲୋକଙ୍କ ସରକାର’ କାର୍ଯ୍ୟକ୍ରମ ମାଧ୍ୟମରେ ବ୍ୟାପକ ପ୍ରୟାସ କରୁଛନ୍ତି। ଜିଲା ପ୍ରଶାସନ…

କ୍ରମାଗତ କ୍ଷତି ପରେ ଶେୟାର ବଜାରରେ ସାମାନ୍ୟ ସୁଧାର

ମୁମ୍ବାଇ,୫ା୯: ଚଳିତ ସପ୍ତାହରେ କ୍ରମାଗତ ଭାବେ ୪ଟି କାର୍ଯ୍ୟଦିବସରେ ଶେୟାର ବଜାର କାରବାର ହ୍ରାସ ପାଇ ଆସିଥିଲାବେଳେ ଶୁକ୍ରବାର କାରବାର ପରେ ସାମାନ୍ୟ ସୁଧାର ଆସିଛି। ଏହାଦ୍ୱାରା…

୪୦ ବର୍ଷ ପରେ ଖୋଲେ ଭାଗ୍ୟର ତାଲା! ଏହି ୩ ରାଶିର ଲୋକଙ୍କ ଉପରେ ବର୍ଷେ ଧନ , ଯଶ

ଜୀବନରେ ଅନେକ ସଂଘର୍ଷ କରିବା ପରେ ମଧ୍ୟ ଯଦି ସଫଳତା ମିଳୁନାହିଁ, ତେବେ ଜ୍ୟୋତିଷ ଶାସ୍ତ୍ର ଅନୁସାରେ ଏହା ପଛରେ ଗ୍ରହ ନକ୍ଷତ୍ରର ପ୍ରଭାବ ଥାଇପାରେ। ଜ୍ୟୋତିଷର…

ଜଣେ ଶିକ୍ଷକଙ୍କ କାନ୍ଧରେ ସ୍କୁଲ ଭାର: ୭ ବିଷୟ ସହ ଶାରୀରିକ ଶିକ୍ଷା ଦେଉଛନ୍ତି ସାହିତ୍ୟ ସାର୍‌

ହାଟଡିହୀ,୫।୯(ଶୁଭକାନ୍ତ ନାୟକ):କେନ୍ଦ୍ର ଓ ରାଜ୍ୟ ସରକାର ସମସ୍ତଙ୍କୁ ଶିକ୍ଷା, ଉତ୍ତମ ଶିକ୍ଷାର ନାରା ଦେଉଛନ୍ତି। ମାତ୍ର ବାସ୍ତବ ସ୍ଥିତି କିନ୍ତୁ ଓଲଟା। ଗ୍ରାମାଞ୍ଚଳରେ ସ୍କୁଲରେ ମୌଳିକ ସୁବିଧା,…

ଡୋପ୍‌ ଟେଷ୍ଟରେ ଧରାପଡ଼ିଥିବା ଏୟାର ଇଣ୍ଡିଆ ପାଇଲଟ୍‌ ବହିଷ୍କୃତ

ନୂଆଦିଲ୍ଲୀ,୫ା୯: ଫୁକେଟ୍‌ରୁ ଦିଲ୍ଲୀ ଉଡ଼ାଣ ବେଳେ ବିମାନ ହଠାତ୍‌ ୩୦୦ ଫୁଟ୍‌ ଖସିବା ଘଟଣା ପରେ ନିଷେଧ ନିଶାଦ୍ରବ୍ୟ ସେବନ କରିଥିବା ଡୋପ୍‌ ଟେଷ୍ଟରୁ ଧରାପଡ଼ିବା ପରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri