Posted inଖେଳ

ଗିଲ୍‌ଙ୍କ ଶତକ ସତ୍ତ୍ୱେ ଭାରତ ପରାସ୍ତ

କଲମ୍ବୋ, ୧୬।୯: ଶୁବମନ ଗିଲଙ୍କ ଲଢ଼ୁଆ ଶତକ ସତ୍ତ୍ୱେ ଭାରତ ଚଳିତ ଏସିଆ କପ୍‌ କ୍ରିକେଟ ଟୁର୍ନାମେଣ୍ଟର ଶୁକ୍ରବାର ଅନୁଷ୍ଠିତ ଅନ୍ତିମ ସୁପର-୪ ମ୍ୟାଚରେ ବାଂଲାଦେଶଠାରୁ ୬ ରନରେ ହାରି ଯାଇଛି। ବାଂଲାଦେଶ ୫୦ ଓଭରରେ ୮ ଉଇକେଟ ହରାଇ ୨୬୫ ରନ କରିଥିଲା। ଜବାବରେ ଭାରତ ୪୯.୫ ଓଭରରେ ୨୫୯ ରନକରି ଅଲ୍‌ଆଉଟ ହୋଇ ଯାଇଥିଲା। ତେବେ ଏହି ପରାଜୟ ଭାରତର ଫାଇନାଲ ଖେଳିବାରେ ପ୍ରତିବନ୍ଧକ ସାଜିନାହିଁ। ଭାରତ ଓ ଶ୍ରୀଲଙ୍କା ମଧ୍ୟରେ ଫାଇନାଲ ରବିବାର ଅନୁଷ୍ଠିତ ହେବ।
ବାଂଲାଦେଶ ଶାକିବ ଅଲ୍‌ ହାସନଙ୍କ ୮୦ (୬ ଚୌକା, ୩ ଛକା) ଏବଂ ତୋହ୍ବିଦ ହ୍ରିଦୟଙ୍କ ୫୪ ରନ ବଳରେ ସମ୍ମାନ ଜନକ ସ୍କୋର କରିଥିଲା। ଜାଡେଜା ଦିନିକିଆରେ ୨୦୦ ଉଇକେଟ ପୂରଣ କରିଥିଲେ।
ସଂକ୍ଷିପ୍ତ ସ୍କୋର
ବାଂଲାଦେଶ ୫୦ ଓଭରରେ ୨୬୫/୮ (ଶାକିବ ଅଲ୍‌ ହାସନ-୮୦, ତୋହ୍ବିଦ ହ୍ରିଦୟ-୫୪, ନସୁମ ଅହମଦ-୪୪, ଶାର୍ଦ୍ଦୂଳ ଠାକୁର-୩/୬୫, ମହମ୍ମଦ ଶାମି-୨/୩୨, ପ୍ରସିଦ୍ଧ କ୍ରିଷ୍ଣା-୧/୪୩, ଅକ୍ଷର ପଟେଲ-୧/୪୭, ରବୀନ୍ଦ୍ର ଜାଡେଜା-୧/୫୩)। ଭାରତ ୪୯.୫ ଓଭରରେ ୨୫୯/ଅଲ୍‌ଆଉଟ (ଶୁବମନ ଗିଲ୍‌-୧୨୧, ଅକ୍ଷର ପଟେଲ-୪୨, ମୁସ୍ତାଫିଜୁର ରହମନ-୩/୫୦, ତନଜିମ ହାସନ ସକିବ-୨/୩୨, ମେହେଦି ହାସନ-୨/୫୦, ଶାକିବ ଅଲ୍‌ ହାସନ-୧/୪୩, ମେହିଦି ହାସନ ମିରାଜ-୧/୨୯)।


Enter your email to get our daily news in your inbox.

All Right Reserved By Dharitri.Com

ପିକଅପ୍‌-କାର ମୁହାଁମୁହିଁ ଧକ୍କା: ଚାଲିଗଲା ଅମିତାଙ୍କ ଜୀବନ

ଭଞ୍ଜନଗର,୧୧।୮(ବାବୁଲା ପ୍ରଧାନ):ଗଞ୍ଜାମ ଜିଲା ଭଞ୍ଜନଗର ଥାନା ଅନ୍ତର୍ଗତ ମୁଜାଗଡ଼ ପେଟ୍ରୋଲ ପମ୍ପ ନିକଟରେ ମଙ୍ଗଳବାର ସକାଳେ ଏକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ଘଟିଛି। ଏଥିରେ ଜଣେ ମହିଳା…

ଜାପାନରୁ ଆସୁ ନେତାଜୀଙ୍କ ଅସ୍ଥି: ସୁପ୍ରିମକୋର୍ଟର ଦ୍ବାରସ୍ଥ ହେଲେ ସୁଭାଷ ଚନ୍ଦ୍ର ବୋଷଙ୍କ ଝିଅ, କେନ୍ଦ୍ରକୁ ନୋଟିସ୍!

ନୂଆଦିଲ୍ଲୀ,୧୧।୮: ସ୍ୱାଧୀନତା ସଂଗ୍ରାମୀ ନେତାଜୀ ସୁଭାଷ ଚନ୍ଦ୍ର ବୋଷଙ୍କ ଅସ୍ଥିକୁ ଜାପାନର ଟୋକିଓ ସ୍ଥିତ ରେଙ୍କୋଜି ମନ୍ଦିରରୁ ଭାରତ ଆଣିବା ଦାବିକୁ ନେଇ ସୁପ୍ରିମକୋର୍ଟଙ୍କ ଦ୍ୱାରସ୍ଥ ହୋଇଛନ୍ତି…

ବିନାଶ କାଳେ ବିପରୀତ ବୁଦ୍ଧି.. କାହିଁକି ଏମିତି କହିଲେ ସୁନୀତା

ବଲିଉଡର ବରିଷ୍ଠ ଅଭିନେତା ଗୋବିନ୍ଦାଙ୍କୁ ନିକଟରେ ମୁମ୍ବାଇ ବିମାନବନ୍ଦରରେ ଅଭିନେତ୍ରୀ କୋମଲ ରାଣୀ ସ୍ବର୍ଣ୍ଣକରଙ୍କ ସହ ଦେଖାଯାଇଥିଲା। ଆଗାମୀ ଚଳଚ୍ଚିତ୍ର ‘ରୂପା’ରେ ଗୋବିନ୍ଦାଙ୍କ ସହ-ଅଭିନେତ୍ରୀ ଭାବେ କୋମଲ…

ରୋହିତ ଶର୍ମାଙ୍କ ସନ୍ନ୍ୟାସ ନେବା ପକ୍କା? ଏହି ଖୁସି ଖବର ଲକ୍ଷ ଲକ୍ଷ ପ୍ରଶଂସକଙ୍କ ମନ ଭାଙ୍ଗିଦେବ!

ନୂଆଦିଲ୍ଲୀ, ୧୧।୮: ରୋହିତ ଶର୍ମା ଇଂଲଣ୍ଡ ବିପକ୍ଷ ଦିନିକିଆ ସିରିଜରେ ଜବରଦସ୍ତ ପ୍ରଦର୍ଶନ କରିଥିଲେ। ତୃତୀୟ ଦିନିକିଆ ମ୍ୟାଚରେ ଏହି ଭାରତୀୟ ଖେଳାଳି ଏକ ଚମତ୍କାର ଶତକ…

ଜରୁରୀ ଅବତରଣ କଲା ମୁଖ୍ୟମନ୍ତ୍ରୀଙ୍କ ହେଲିକପ୍ଟର, ବଡ଼ ଦୁର୍ଘଟଣାରୁ….

କୋଲକାତା,୧୧।୮: ପଶ୍ଚିମବଙ୍ଗ ମୁଖ୍ୟମନ୍ତ୍ରୀ ଶୁଭେନ୍ଦୁ ଅଧିକାରୀଙ୍କୁ ନେଇ ଯାଉଥିବା ଏକ ହେଲିକପ୍ଟର ପୂର୍ବ ମେଦିନୀପୁରର କୋଲାଘାଟରେ ଜରୁରୀ ଅବତରଣ କରୁଛି । ସେ ଖୁଦିରାମ ବୋଷଙ୍କ ଶ୍ରାଦ୍ଧ…

କିଏ ସେହି ଯୁବତୀ, ଯାହାଙ୍କ ପ୍ରେମରେ ଉବୁଟୁବୁ ଗୋବିନ୍ଦା

ଅଭିନେତା ଗୋବିନ୍ଦା ତାଙ୍କ ବ୍ୟକ୍ତିଗତ ଜୀବନକୁ ନେଇ ଚର୍ଚ୍ଚାରେ ଅଛନ୍ତି। ସ୍ତ୍ରୀ ସୁନିତା ଆହୁଜା ତାଙ୍କ ନାଁରେ ଅନୈତିକ ସମ୍ପର୍କ ରଖିଥିବାର ଅଭିଯୋଗ ଆଣିଛନ୍ତି। ନିକଟରେ ଗୋବିନ୍ଦା…

ଭାଜପାକୁ କଟାକ୍ଷ କଲେ ପ୍ରିୟଙ୍କା କହିଲେ, ‘ପ୍ରଥମ ଥର ପାଇଁ ଶାସକ ଦଳକୁ ସଂସଦରେ ପ୍ରତିବାଦ କରୁଥିବାର ଦେଖିଲି’

ନୂଆଦିଲ୍ଲୀ,୧୧।୮: ମଙ୍ଗଳବାର ସଂସଦର ମୌସୁମୀ ଅଧିବେଶନର ୧୭ତମ ଦିନ, ଯାହାକୁ ଅତ୍ୟନ୍ତ ଗୁରୁତ୍ୱପୂର୍ଣ୍ଣ ମନେ କରାଯାଏ। ଅଧିବେଶନ ଆରମ୍ଭ ହେବା ପୂର୍ବରୁ, NDA ସମର୍ଥକମାନେ ଏକ ଶୋଭାଯାତ୍ରା…

ଧୋକା ଦେଇଛନ୍ତି ରାହୁଲ ଗାନ୍ଧୀ: କାହିଁକି ଏମିତି କହିଲେ କଙ୍ଗନା ରାଣାଓ୍ବତ

ନୂଆଦିଲ୍ଲୀ,୧୧।୮: ସଂସଦର ମକର ଦ୍ୱାରରେ କଂଗ୍ରେସ ନେତା ରାହୁଲ ଗାନ୍ଧୀଙ୍କ ବିରୋଧରେ ବିତର୍କ ଏଡାଇବା ଅଭିଯୋଗରେ ଏନଡିଏ ଏମ୍‌ପିମାନେ ମଙ୍ଗଳବାର ପ୍ରତିବାଦ ପ୍ରଦର୍ଶନ କରିଥିଲେ। ପ୍ଲାକାର୍ଡ ଧରି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri