Posted inଖେଳ

ବାଂଲାଦେଶ ଦେଶ ଜିତିଲା ଟସ, ବୋଲିଂ ନିଷ୍ପତ୍ତି, ବ୍ୟାଟିଂ କରିବ ଶ୍ରୀଲଙ୍କା…

କଲେମ୍ବୋ,୯।୯ : ଏସିଆ କପରେ ସୁପର ଫୋରର ଦ୍ୱିତୀୟ ମ୍ୟାଚ ଶ୍ରୀଲଙ୍କାର ଆର.ପ୍ରେମଦାସା ଷ୍ଟାଡିୟମରେ ବାଂଲାଦେଶ ଏବଂ ଶ୍ରୀଲଙ୍କା ମଧ୍ୟରେ ଖେଳାଯାଉଛି। ସୁପର ଫୋରର ପ୍ରଥମ ମ୍ୟାଚରେ ବାଂଲାଦେଶ ଦଳ ପାକିସ୍ତାନକୁ ହରାଇଛି ଏବଂ ଫାଇନାଲ ଦୌଡ଼ରେ ଏହି ଦଳ ଜିତିବା ଜରୁରୀ ଅଟେ। ଏଥି ସହିତ ଡିଫେଣ୍ଡିଂ ଚାମ୍ପିଅନ ଶ୍ରୀଲଙ୍କା ମଧ୍ୟ ବିଜୟ ସହ ଫାଇନାଲ ପାଇଁ ନିଜର ଦାବିକୁ ସୁଦୃଢ଼ କରିବାକୁ ଚାହୁଁଛି। ବାଂଲାଦେଶ ଟସ ଜିତି ପ୍ରଥମେ ବୋଲିଂ କରିବାକୁ ନିଷ୍ପତ୍ତି ନେଇଛି। ଫଳରେ ଶ୍ରୀଲଙ୍କା ବ୍ୟାଟିଂ କରିବାକୁ ପଡ଼ିଆକୁ ଓହ୍ଲାଇଛି।

ବାଂଲାଦେଶ ପ୍ଲେଇଙ୍ଗ ୧୧ରେ ମହମ୍ମଦ ନାଏମ, ମେହେଦି ହାସନ ମିରାଜ, ଲିଟନ ଦାସ, ଶାକିବ ଅଲ ହାସନ (ଅଧିନାୟକ), ତାହିଦ ହ୍ରିଡୋ, ମୁଶଫିକୁର ରହୀମ (ଡବ୍ଲୁ), ଶାମିମ ହୁସେନ, ଟାସ୍କିନ ଅହମ୍ମଦ, ସେରିଫୁଲ ଇସଲାମ, ହାସନ ମହମୁଦ, ନାସୁମ ଅହମ୍ମଦ ପ୍ରମୁଖ ଅଛନ୍ତି।

ସେହିପରି ଶ୍ରୀଲଙ୍କା ପ୍ଲେଇଙ୍ଗ ୧୧ରେ ପୃଥମ ନିସଙ୍କା, ଡିମୁଥ କରୁଣାତ୍ନେ, କୁସାଲ ମେଣ୍ଡିସ (ଡବ୍ଲୁ), ସାଦିରା ସମରୱିକ୍ରାମା, ଚାରିଥ ଆସାଲଙ୍କା, ଧନଞ୍ଜୟ ଦେ ସିଲଭା, ଦାସୁନ ଶାନାକା (ଅଧିନାୟକ), ଡୁନିଥ ଭେଲାଲେଜ, ମହିଷ ଟିକସାନା କାସୁନ ରାଜିତା, ମାଥିଶା ପୃଥରିନା।


Enter your email to get our daily news in your inbox.

All Right Reserved By Dharitri.Com

‘ପୁଣିଥରେ ଦେଶରେ ଲକଡାଉନ୍‌ ଲାଗୁ କରିପାରନ୍ତି’, ପ୍ରଧାନମନ୍ତ୍ରୀ ମୋଦିଙ୍କ ମୁଖ୍ୟମନ୍ତ୍ରୀମାନଙ୍କ ସହ ବୈଠକ ପରେ ଏମିତି କହିଲେ…

ନୂଆଦିଲ୍ଲୀ,୨୭।୩: ପଶ୍ଚିମବଙ୍ଗ ବିଧାନସଭା ନିର୍ବାଚନ ପାଖେଇ ଆସୁଥିବାରୁ ମୁଖ୍ୟମନ୍ତ୍ରୀ ମମତା ବାନାର୍ଜୀ ପୁଣିଥରେ ମୋଦି ସରକାର ଏବଂ ନିର୍ବାଚନ କମିଶନଙ୍କ ବିରୋଧରେ ମୋର୍ଚ୍ଚା ଖୋଲିଛନ୍ତି। ପଶ୍ଚିମ ବର୍ଦ୍ଧମାନରେ…

ଇରାନ ସଂଘର୍ଷ ଭିତରେ ଭାରତ ପାଇଁ ଆଶ୍ବସ୍ତି, ଆସିଲା LPG ବୋଝେଇ ଟ୍ୟାଙ୍କର

ନୂଆଦିଲ୍ଲୀ,୨୭ା୩: ଭାଡିନାର ବନ୍ଦରରୁ ଗୁରୁତ୍ୱପୂର୍ଣ୍ଣ ଆଶ୍ୱସ୍ତି ଖବର ମିଳିଛି । ମଧ୍ୟପ୍ରାଚ୍ୟରେ ବଢ଼ୁଥିବା ଉତ୍ତେଜନା ମଧ୍ୟରେ, ଭାରତ ପାଇଁ ଆଶ୍ୱସ୍ତିର ସଙ୍କେତ ଦେଖାଦେଇଛି । ଏଲପିଜି ବୋଝେଇ…

ପେଟ୍ରୋଲ-ଡିଜେଲ ଶସ୍ତା କଲେ ସରକାର, ହ୍ରାସ ହେଲା ଉତ୍ପାଦ ଶୁଳ୍କ, ଜାଣନ୍ତୁ ପ୍ରତି ଲିଟର କେତେ…

ନୂଆଦିଲ୍ଲୀ,୨୭ା୩: ଆମେରିକା-ଇରାନ ଯୁଦ୍ଧ ଯୋଗୁ ଦେଶବ୍ୟାପୀ ଇନ୍ଧନ ମୂଲ୍ୟ ବୃଦ୍ଧିର ଆଶଙ୍କାକୁ ଦୃଷ୍ଟିରେ ରଖି ଭାରତ ସରକାର ପେଟ୍ରୋଲ ଏବଂ ଡିଜେଲ ଉଭୟ ଉପରେ ଅତିରିକ୍ତ ଉତ୍ପାଦ…

ସିକ୍ରେଟ କ୍ୟାବିନରେ ଚାଲାଣ ହେଉଥିଲା ୧୮୭ କେଜି ଗଞ୍ଜେଇ, ମାଡ଼ିବସିଲା ସୁବଳୟା ପୋଲିସ

ଅମରପାଲି,୨୭ା୩(ପୀତାମ୍ବର ସାହୁ): ସୁବର୍ଣ୍ଣପୁର ଜିଲା ସୁବଳୟା ଥାନା ପୋଲିସ ଗୁରୁବାର ସୋନପୁର-ବୀରମହାରାଜପୁର ରାସ୍ତାର ଦୁରଦୁରା ନର୍ସରୀ ନିକଟରୁ ଏକ ପିକଅପରେ ଚାଲାଣ ହେଉଥିବା ୧୮୭ କେଜି ଗଞ୍ଜେଇ…

ପୂର୍ବ ଶତ୍ରୁତାରୁ ତୁମୁଳ କାଣ୍ଡ, ଗାଁଦାଣ୍ଡରେ ଯୁବକଙ୍କୁ ପିଟି ହତ୍ୟା

ଅମରପାଲି,୨୭ା୩(ପୀତାମ୍ବର ସାହୁ): ସୁବର୍ଣ୍ଣପୁର ଜିଲା ସୁବଳୟା ଥାନା ଅନ୍ତର୍ଗତ ପିତାମହୁଲ ଗାଁ ଦାଣ୍ଡରେ ଜଣେ ଯୁବକଙ୍କୁ ପିଟି ହତ୍ୟା କରାଯାଇଥିବା ଅଭିଯୋଗ ହୋଇଛି। ହତ୍ୟାର ଶିକାର ହୋଇଛନ୍ତି…

ବଡ଼ବଡ଼ିଆ ଜବରଦଖଲକାରୀଙ୍କ ବଦଳରେ ଗରିବଙ୍କ କୁଡ଼ିଆ ଉଚ୍ଛେଦ, ପ୍ରତିବାଦରେ ତାତିଲେ ଲୋକେ

ବରଗଡ଼,୨୭।୩(ପ୍ରେମାନନ୍ଦ ଖମାରୀ): ବରଗଡ଼ ସହରରେ ଜବରଦଖଲ ଉଚ୍ଛେଦ ଅଭିଯାନ ଚାଲିଛି। ଏହି କ୍ରମରେ ବୁଲଡୋଜର ପର୍ଯ୍ୟାୟକ୍ରମେ ସହରର ଗୋଟିଏ ସ୍ଥାନରୁ ଅନ୍ୟ ଜବରଦଖଲ ସ୍ଥାନକୁ ମାଡ଼ି ବସିଛି।…

ସୃଜନଶୀଳତାକୁ ପ୍ରାଧାନ୍ୟ

ଖୋର୍ଦ୍ଧାସ୍ଥିତ ଆର୍ଯ୍ୟବର୍ତ୍ତ ଆନ୍‌ସିଏଣ୍ଟ ଏକାଡେମୀ (ଏଏଏ)ର ପ୍ରିନ୍ସିପାଲ ଭାବେ ଡ. ଦୀପ୍ତିମୟୀ ମହାନ୍ତି କାର୍ଯ୍ୟରତ ଥିବାବେଳେ ତାଙ୍କର ଶିକ୍ଷାକ୍ଷେତ୍ରରେ ୩୦ ବର୍ଷର ଅଭିଜ୍ଞତା ରହିଛି। ଅବିରତ ଉତ୍ସାହ…

ବଚସା ହେଲା କାଳ…ସ୍ତ୍ରୀକୁ ସିଲିଣ୍ଡର ଛେଚି ହତ୍ୟା କଲେ ସ୍ବାମୀ

ଚଣ୍ଡିଗଡ଼,୨୭।୩: ହରିୟାଣାର ଗୁରୁଗ୍ରାମ ଜିଲାରୁ ଏକ ହୃଦୟ ବିଦାରକ ରିପୋର୍ଟ ସାମ୍ନାକୁ ଆସିଛି। ରିପୋର୍ଟ ଅନୁସାରେ, ଗୁରୁଗ୍ରାମର ଚୌମା ଗାଁରେ, ଗୁଞ୍ଜନ ନାମକ ଜଣେ ୨୨ ବର୍ଷୀୟା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri