Posted inଖେଳ

ଟସ୍‌ ଜିତିଲା ବାଂଲାଦେଶ, ବ୍ୟାଟିଂ ନିଷ୍ପତ୍ତି…

ଢାକା,୭।୧୨ : ଭାରତ ଏବଂ ବାଂଲାଦେଶ ମଧ୍ୟରେ ଚାଲିଥିବା ଏକଦିବସୀୟ ସିରିଜର ଦ୍ୱିତୀୟ ମ୍ୟାଚ ଢାକାରେ ଆରମ୍ଭ ହୋଇଛି। ଏହି ସିରିଜର ପ୍ରଥମ ମ୍ୟାଚରେ ଭାରତକୁ ଗୋଟିଏ ୱିକେଟ ବ୍ୟବଧାନରେ ପରାଜୟର ସାମ୍ନା କରିବାକୁ ପଡିଥିଲା। ଟିମ ଇଣ୍ଡିଆ ଏହି ମ୍ୟାଚ ଜିତିବାକୁ ଏବଂ ତିନି ମ୍ୟାଚ ବିଶିଷ୍ଟ ସିରିଜକୁ ୧-୧ରେ ସମାନ କରିବାକୁ ଚାହୁଁଛି।

ବାଂଲାଦେଶ ଅଧିନାୟକ ଲିଟୋନ ଦାସ ଟସ ଜିତି ପ୍ରଥମେ ବ୍ୟାଟିଂ କରିବାକୁ ନିଷ୍ପତ୍ତି ନେଇଛନ୍ତି। ଫଳରେ ଟିମ୍‌ ଇଣ୍ଡିଆ ଅଧିନାୟକ ରୋହିତ ଶର୍ମାଙ୍କ ନେତୃତ୍ୱରେ ବୋଲିଂ ଆରମ୍ଭ କରିଛି।


Enter your email to get our daily news in your inbox.

All Right Reserved By Dharitri.Com

ଭୟଙ୍କର ହେଲା ଯୁଦ୍ଧ! ପ୍ରଥମ ଥର ପାଇଁ ଆମେରିକାର ୮୦୦ କୋଟିର ଫାଇଟର ଜେଟ୍‌କୁ ଇରାନର ଟାର୍ଗେଟ, ବଢ଼ିଲା…

ୱାଶିଂଟନ, ୧୯।୩:ମଧ୍ୟ-ପ୍ରାଚ୍ୟ ରଣାଙ୍ଗନରୁ ଏକ ବଡ଼ ଖବର ସାମ୍ନାକୁ ଆସିଛି। ଆମେରିକାର ଏକ ଅତ୍ୟାଧୁନିକ F-୩୫ ଷ୍ଟେଲଥ ଫାଇଟର ଜେଟ୍‌ ଇରାନ ଉପରେ ଏକ ଯୁଦ୍ଧ ମିଶନରେ…

ଇଂଲଣ୍ଡ ଗସ୍ତ ପୂର୍ବରୁ ଆୟର୍ଲାଣ୍ଡରେ ଟି୨୦ ସିରିଜ ଖେଳିବ ଟିମ୍‌ ଇଣ୍ଡିଆ

ନୂଆଦିଲ୍ଲୀ,୧୯ା୩: ବିଶ୍ୱ ଚାମ୍ପିୟନ ଭାରତ, ଇଂଲଣ୍ଡରେ ଧଳା ବଲ ସିରିଜ୍‌ ଖେଳିବା ପୂର୍ବରୁ ଆସନ୍ତା ଜୁନରେ ଆୟର୍ଲାଣ୍ଡ ବିପକ୍ଷରେ ଏକ ଟି୨୦ ସିରିଜ୍‌ ଖେଳିବ। ଆୟର୍ଲାଣ୍ଡର ଡାଇରେକ୍ଟର…

ଗୋଟିଏ ଦିନରେ IPLରୁ ୩ ବଡ଼ ଖେଳାଳି ବାହାର, ଲିଗ୍‌ ଆରମ୍ଭ ପୂର୍ବରୁ ହଇଚଇ

ନୂଆଦିଲ୍ଲୀ, ୧୯।୩: ଆଇପିଏଲ୍‌ର ନୂଆ ସିଜନ ଆରମ୍ଭ ହେବାକୁ ଆଉ ମାତ୍ର କିଛି ଦିନ ବାକି ଥିବା ବେଳେ ଏକାଧିକ ଫ୍ରାଞ୍ଚାଇଜ ପାଇଁ ଅଡୁଆ ବଢ଼ିବାରେ ଲାଗିଛି।…

ମମତାଙ୍କ ପାଇଁ ଭାଜପାର ‘ଚକ୍ରବ୍ୟୁହ’: ଏପଟେ ଶୁଭେନ୍ଦୁ, ସେପଟେ ହୁମାୟୁନଙ୍କ ମୁସଲିମ୍‌ କାର୍ଡ, ଅସୁବିଧା…

କୋଲକାତା,୧୯।୩: ପଶ୍ଚିମବଙ୍ଗ ରାଜନୀତିରେ ଗୁରୁବାର ଏକ ବଡ଼ ଧରଣର ହଲଚଲ ଦେଖିବାକୁ ମିଳିଛି। ଆଗାମୀ ବିଧାନସଭା ନିର୍ବାଚନ ପାଇଁ ଭବାନୀପୁର ଆସନ ଏବେ ହଟ୍‌ସ୍ପଟ ପାଲଟିଛି। ମୁଖ୍ୟମନ୍ତ୍ରୀ…

ପୁଣି ୮୮୦୦ ଶସ୍ତା ହେଲା ସୁନା,ରୂପା ବି ୨୫,୫୦୦ ଖସିଲା; ମୁଣ୍ଡରେ ହାତ ଦେଲେଣି ନିବେଶକ,ଆଗକୁ…

ନୂଆଦିଲ୍ଲୀ, ୧୯।୩: ଗୁରୁବାର ସାରେ ମଲ୍ଟି କମୋଡିଟି ଏକ୍ସଚେଞ୍ଜ (MCX) ରେ ସୁନା ଓ ରୁପା ଦରରେ ଜୋରଦାର ହ୍ରାସ ପରିଲକ୍ଷିତ ହୋଇଛି। ମଧ୍ୟ-ପ୍ରାଚ୍ୟରେ ଉତ୍ତେଜନା ଲାଗି…

ରାଜ୍ୟଗୋଷ୍ଠୀ କ୍ରୀଡ଼ା ପାଇଁ ଘୋଷଣା ହେଲା ତାରିଖ ଏବଂ ସ୍ଥାନ, ଜାଣନ୍ତୁ…

ନୂଆଦିଲ୍ଲୀ,୧୯ା୩: ରାଜ୍ୟଗୋଷ୍ଠୀ କ୍ରୀଡ଼ାର ୮ମ ସଂସ୍କରଣ ୨୦୨୭ ଅକ୍ଟୋବର ୨୯ରୁ ନଭେମ୍ବର ୪ ମାଲ୍‌ଟା ଓ ଗୋଜୋରେ ହେବ। ଉଦ୍‌ଘାଟନୀ ଉତ୍ସବ ଅକ୍ଟୋବର ୨୯ରେ ଏହାପଛକୁ ଅକ୍ଟୋବର…

ଆମେରିକାକୁ ଟାର୍ଗେଟ କରିପାରେ ପାକିସ୍ତାନର…! ଗୁପ୍ତଚର ସଂସ୍ଥା ମୁଖ୍ୟଙ୍କ ବୟାନ ପରେ ବିଶ୍ୱରେ ଚାଞ୍ଚଲ୍ୟ

ୱାଶିଂଟନ/ଇସଲାମାବାଦ,୧୯।୩: ଆମେରିକାର ଶୀର୍ଷ ଗୁପ୍ତଚର ସଂସ୍ଥାର ମୁଖ୍ୟ ତୁଲସୀ ଗବାର୍ଡଙ୍କ ଏକ ବିସ୍ଫୋରକ ବୟାନ ଏବେ ସାରା ବିଶ୍ୱର ଦୃଷ୍ଟି ଆକର୍ଷଣ କରିଛି। ପାକିସ୍ତାନ ଏବେ ଏଭଳି…

ଗଞ୍ଜାମ ଏସ୍‌ପି ଶୁଭେନ୍ଦୁ କୁମାର ପାତ୍ରଙ୍କୁ ମିଳିବ ସମ୍ମାନଜନକ ‘ଡିଜିପି ଡିସ୍କ ଆୱାର୍ଡ’,ଛୁଟିଛି ଶୁଭେଚ୍ଛାର ସୁଅ

ଛତ୍ରପୁର,୧୯।୩(ଦିଲ୍ଲୀପ ସାମଲ): ପୋଲିସ ସେବାରେ ନିଜର ଉଲ୍ଲେଖନୀୟ କୃତିତ୍ୱ ଓ ଦକ୍ଷତା ପାଇଁ ଗଞ୍ଜାମ ଆରକ୍ଷୀ ଅଧିକ୍ଷକ (SP) ଶୁଭେନ୍ଦୁ କୁମାର ପାତ୍ର ‘ଡିଜିପି ଡିସ୍କ ଆୱାର୍ଡ’…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri