ବାଂଲାଦେଶରେ ବଢିଲା ଶ୍ରମିକଙ୍କ ଅଡୁଆ, ଅନେକ କପଡ଼ା ଫ୍ୟାକ୍ଟ୍ରିରେ ଝୁଲିଲା ତାଲା

ଢାକା,୨୨।୩: ଗତ ବର୍ଷ ଅଗଷ୍ଟରେ ମହମ୍ମଦ ୟୁନୁସଙ୍କ ନେତୃତ୍ୱରେ ମଧ୍ୟବର୍ତ୍ତୀକାଳୀନ ସରକାର ଗଠନ ହେବା ପରେ ବାଂଲାଦେଶରେ ଆଇନ ଶୃଙ୍ଖଳା ପରିସ୍ଥିତି ବିଗିଡ଼ିବାରେ ଲାଗିଛି। ହିଂସା ଏବଂ ପ୍ରତିବାଦ ଯୋଗୁଁ ଅନେକ କପଡ଼ା କାରଖାନା ବନ୍ଦ ହୋଇଯାଇଛି।
ଫଳସ୍ବରୂପ, ହଜାର ହଜାର ଶ୍ରମିକ ସେମାନଙ୍କର ପ୍ରାପ୍ୟ ନ ଦେବାରୁ ରାସ୍ତାକୁ ଓହ୍ଲାଇ ପ୍ରତିବାଦ ଏବଂ ଧର୍ମଘଟ କରୁଛନ୍ତି। ସ୍ଥାନୀୟ ଗଣମାଧ୍ୟମ ଅନୁଯାୟୀ, ଶନିବାର ହଜାର ହଜାର ଶ୍ରମିକ କାରଖାନା ଖୋଲିବା ଏବଂ ବକେୟା ପାଉଣା ପ୍ରଦାନ ଦାବିରେ ପ୍ରଦର୍ଶନ କରିଥିଲେ ଏବଂ ରାଜପଥ ଅବରୋଧ କରିଥିଲେ।
ରାଜପଥ ଜାମ ଯୋଗୁଁ ଘଣ୍ଟା ଘଣ୍ଟା ଧରି ଯାତାୟାତ ବାଧାପ୍ରାପ୍ତ ହୋଇଥିଲା। ଢାକା ଡିଭିଜନର ଗାଜିପୁର ଜିଲାର ଜାଏଣ୍ଟ ନିଟ ଗାର୍ମେଣ୍ଟ ଫ୍ୟାକ୍ଟ୍ରିର ଶ୍ରମିକମାନେ କାରଖାନା ବନ୍ଦ ହେବାର ନୋଟିସ ଦେଖିବା ପରେ ପ୍ରତିବାଦ କରିଥିଲେ।
ଗାଜିପୁର ଶିଳ୍ପାଞ୍ଚଳର ଏସଆଇ ଫାରୁକ ହୁସେନ କହିଛନ୍ତି ଯେ କର୍ମଚାରୀମାନେ ଗୁରୁବାର ଛୁଟି ଏବଂ ବୋନସ ପ୍ରଦାନକୁ ନେଇ ମଧ୍ୟ ପ୍ରତିବାଦ କରିଥିଲେ। ଏହା ପରେ, କାରଖାନା ବନ୍ଦ କରିବା ପାଇଁ ଏକ ନୋଟିସ ଜାରି କରାଯାଇଥିଲା।


Enter your email to get our daily news in your inbox.

All Right Reserved By Dharitri.Com

୨୦୨୬ ସୁଦ୍ଧା ଓଡ଼ିଶାର ପ୍ରତ୍ୟେକ ଗାଁକୁ ପିଇବା ପାଣି ପହଞ୍ଚାଇବା: ମୁଖ୍ୟମନ୍ତ୍ରୀ ମୋହନ ମାଝୀ

ଭୁବନେଶ୍ୱର, ୨୫।୪: ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଗୁରୁବାର କହିଛନ୍ତି ଯେ ତାଙ୍କ ସରକାର ୨୦୨୬ ସୁଦ୍ଧା ରାଜ୍ୟର ପ୍ରତ୍ୟେକ ଗାଁକୁ ପିଇବା ପାଣି ଯୋଗାଇ...

ଆକ୍ରମଣ ପଛରେ କେନ୍ଦ୍ରର ହାତ କହି ବିଧାୟକ ଗିରଫ

ଗୁଆହାଟୀ,୨୫।୪:ପୁଲଓ୍ବାମା ଏବଂ ପହଲଗାମ୍‌ରେ ଆତଙ୍କବାଦୀ ଆକ୍ରମଣ ପଛରେ ସରକାରଙ୍କ ଷଡ଼ଯନ୍ତ୍ର ରହିଥିବା ମନ୍ତବ୍ୟ ଦେଇ ଆସାମର ଏଆଇୟୁଡିଏଫ୍‌ ବିଧାୟକ ଅମିନୁଲ ଇସ୍‌ଲାମ ଗିରଫ ହୋଇଛନ୍ତି। ଉଭୟ...

ପାକିସ୍ତାନ ସହ ଖେଳିବ ନାହିଁ କି ଭାରତ: ପହଲଗାମ ଆକ୍ରମଣ ପରେ ICCକୁ ଚିଠି ଲେଖିଲା BCCI

ନୂଆଦିଲ୍ଲୀ,୨୫।୪: ପହଲଗାମରେ ହୋଇଥିବା ଆତଙ୍କବାଦୀ ଆକ୍ରମଣ ପରେ, ଭାରତୀୟ କ୍ରିକେଟ ଦଳ ଆଉ ପାକିସ୍ତାନ ସହିତ କୌଣସି ଦ୍ୱିପାକ୍ଷିକ ସିରିଜ ଖେଳିବ ନାହିଁ। ଉଭୟ ଦଳ...

ପହଲଗାମ ଆକ୍ରମଣରେ ସମ୍ପୃକ୍ତ ଆତଙ୍କବାଦୀଙ୍କ ଘର ଉଡ଼ାଇ ଦେଲେ ସୁରକ୍ଷା ବାହିନୀ

ଶ୍ରୀନଗର,୨୫।୪: ପହଲଗାମ ଆକ୍ରମଣ ପରେ ଭାରତୀୟ ସେନା ସର୍ଚ୍ଚ ଅପରେଶନକୁ ଜୋରଦାର କରିଛି। ଏନଆଇଏ ମଧ୍ୟ ଜମ୍ମୁ ଏବଂ କାଶ୍ମୀର ପୋଲିସ ସହିତ ମିଶି ଆକ୍ରମଣର...

‘ହମାସ ନେତାମାନେ POK ଗସ୍ତ କରିଥିଲେ’: ଇସ୍ରାଏଲ କୂଟନୀତିକଙ୍କ ଦାବି, ପାକିସ୍ତାନ ଓ ଲସ୍କର ସହ ହମାସର ସମ୍ପର୍କ

ନୂଆଦିଲ୍ଲୀ, ୨୫।୪: ଇସ୍ରାଏଲର ଜଣେ ବରିଷ୍ଠ କୂଟନୀତିକ ଏକ ଚାଞ୍ଚଲ୍ୟକର ଦାବି କରି କହିଛନ୍ତି ଯେ, ପାଲେଷ୍ଟାଇନର ଆତଙ୍କବାଦୀ ସଂଗଠନ ହମାସର ନେତାମାନେ ପାକିସ୍ତାନ ଅଧିକୃତ...

ଭାଜପାର ୨ ଗୋଷ୍ଠୀ ମଧ୍ୟରେ ମାରପିଟ: ପଞ୍ଚାୟତିରାଜ ଦିବସ ପାଳନ ବେଳେ ଗଣ୍ଡଗୋଳ

ବାସୁଦେବପୁର,୨୫।୪(ନାରାୟଣ ପ୍ରସାଦ ବାରିକ୍‌):ଭଦ୍ରକ ଜିଲା ବାସୁଦେବପୁର ବ୍ଲକ କାର୍ଯ୍ୟାଳୟ ପରିସରରେ ଗୁରୁବାର ପୂର୍ବାହ୍ନରେ ଜାତୀୟ ପଞ୍ଚାୟତିରାଜ ଦିବସ ପାଳନ ସହ ରାଶନ କାର୍ଡ ବଣ୍ଟନ କରାଯାଇଛି।...

ଗରମ, ଗୁଳୁଗୁଳିରେ ଜନଜୀବନ ଅସ୍ତବ୍ୟସ୍ତ

ଭବାନୀପାଟଣା,୨୫ା୪(ଉତ୍ତମ କୁମାର ଦାଶ):ବଣପାହାଡ ଘେରା କଳାହାଣ୍ଡି ଜିଲାରେ ପାରଦ ଏବେ ଉପରମୁହାଁ। ଝାଞ୍ଜି ପବନ ସାଙ୍ଗକୁ ଗୁଳୁଗୁଳିରେ ଅସ୍ତବ୍ୟସ୍ତ ଜନଜୀବନ। ସହରର ତାପମାତ୍ରା ଏବେ ୪୫...

ପହଲଗାମ ଆତଙ୍କବାଦୀ ଆକ୍ରମଣ ରିପୋର୍ଟକୁ ନେଇ ନ୍ୟୁୟର୍କ ଟାଇମ୍ସକୁ ପାଠ ପଢାଇଲେ ଆମେରିକା ସରକାର

ନୂଆଦିଲ୍ଲୀ/ୱାଶିଂଟନ,୨୫।୪: ଜମ୍ମୁ ଓ କାଶ୍ମୀରର ପହଲଗାମର ବୈସରନ ଉପତ୍ୟକାରେ ୨୨ ଏପ୍ରିଲ ୨୦୨୫ରେ ଘଟିଥିବା ଆତଙ୍କବାଦୀ ଆକ୍ରମଣ, ଯେଉଁଥିରେ ୨୬ ଜଣ ପର୍ଯ୍ୟଟକ ଓ ସ୍ଥାନୀୟ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri