ବାଂଲାଦେଶୀ ବିଶୃଙ୍ଖଳା, ଦେଶ ପ୍ରତି ବିପଦ: ଅନୁପ୍ରବେଶକାରୀ ରହୁଥିବା ସ୍ତାନରେ…

ସ୍ଥାନରେଭୁବନେଶ୍ୱରଳ,୨୭।୬: ବାଂଲାଦେଶୀ ଅନୁପ୍ରବେଶକାରୀ ପ୍ରସଙ୍ଗରେ ନଗର ଉନ୍ନୟନ ମନ୍ତ୍ରୀକୃଷ୍ଣଚନ୍ଦ୍ର ମହାପାତ୍ର ପ୍ରତିକ୍ରିୟା ରଖିଛନ୍ତି। ସେ କହିଛନ୍ତି, ଦେଶର ସୁରକ୍ଷା ପାଇଁ ସରକାର ସଂକଳ୍ପବଦ୍ଧ। ଅନୁପ୍ରବେଶକାରୀ ରହୁଥିବା ସ୍ଥାନରେ ବିଭ୍ରାନ୍ତ ସୃଷ୍ଟି ହେଉଛି। ବାଂଲାଦେଶୀ ବିଶୃଙ୍ଖଳା ଓ ଦେଶ ପ୍ରତି ବିପଦ ତିଆରି କରୁଛନ୍ତି।ସର୍ଭେ ଚାଲିଛି ପଦକ୍ଷେପ ନିଶ୍ଚୟ।

ପୂର୍ବରୁ ସେ କହିଥିଲେ, ବାଂଲାଦେଶୀ ଅନୁପ୍ରବେଶକାରୀଙ୍କ ପାଇଁ ଟୁଇନ୍‌ ସିଟିରେ ଅପରାଧ ବଢୁଛି। ବସ୍ତିରୁ ବାର୍‌ ସବୁଠି ମାତିଛନ୍ତି ବାଂଲାଦେଶୀ ଅନୁପ୍ରବେଶକାରୀ। ଚୋରା ନିଶା କାରବାର ସହିତ ଅପରାଧ ଘଟାଉଛନ୍ତି। ତେବେ ସେମାନଙ୍କୁ ଚେକ୍‌ ଦେବାକୁ ନଗର ଉନ୍ନୟନ ଓ ଅବକାରୀ ବିଭାଗର ଆକ୍ସନ ପ୍ଲାନ କରିଛି।
ଅନ୍ୟପକ୍ଷେ ସହରକୁ ସୁରକ୍ଷିତ ରଖିବାକୁ ଅନୁପ୍ରବେଶକାରୀ ମୁକ୍ତ କରାଯିବ। ବସ୍ତିରେ ରହୁଥିବା ଅପରାଧିଙ୍କ ଘରକୁ ଭଙ୍ଗା ଯାଉଛି ବୋଲି ସେ କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ସୁନ୍ଦରଗଡ଼ରେ ଜାତୀୟ ପତାକା ଉତ୍ତୋଳନ କଲେ ଉପମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡ଼ା

ସୁନ୍ଦରଗଡ଼,୧୫ା୮(ଜୟନାରାୟଣ ମେଣ୍ଡୁଳି): ସୁନ୍ଦରଗଡ଼ ଜିଲା ସଦରମହକୁମାରେ ୮୦ତମ ସ୍ବାଧୀନତା ଦିବସ ସମାରୋହ ପାଳିତ ହୋଇଯାଇଛି। ସୁନ୍ଦରଗଡ଼ ସରକାରୀ ମହାବିଦ୍ୟାଳୟ ସମ୍ମୁଖ ଯାତ୍ରାପଡ଼ିଆଠାରେ ଆୟୋଜିତ ଜିଲାସ୍ତରୀୟ ସମାରୋହରେ ଉପମୁଖ୍ୟମନ୍ତ୍ରୀ…

ଲାଲ୍‌କିଲ୍ଲାରେ ସ୍ୱାଧୀନତା ଦିବସ ସମାରୋହକୁ ଆସିଲେନି ରାହୁଲ ଗାନ୍ଧୀ, ଦିଲ୍ଲୀରେ ପଡିଲା ଚହଳ!

ନୂଆଦିଲ୍ଲୀ,୧୫।୮: କଂଗ୍ରେସ ସଭାପତି ମଲ୍ଲିକାର୍ଜୁନ ଖାର୍ଗେ ଏବଂ ରାହୁଲ ଗାନ୍ଧୀ, କ୍ରମାଗତ ଦ୍ୱିତୀୟ ବର୍ଷ ପାଇଁ, ଲାଲକିଲ୍ଲାରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀଙ୍କ ନେତୃତ୍ୱରେ ଅନୁଷ୍ଠିତ ୮୦ତମ ସ୍ୱାଧୀନତା…

ଜାତୀୟ ପତାକା ଉତ୍ତୋଳନ ପରେ ହଠାତ୍‌ ଅସୁସ୍ଥ ହୋଇପଡ଼ିଲେ ୯ ଛାତ୍ରୀ, ତଳେ ଗଡ଼ି ଦେଖାଇଲେ ଅସ୍ବାଭାବିକ ଆଚରଣ

ଦେବଗଡ଼,୧୫ା୮(ଶଶାଙ୍କ ଶେଖର ଝାଙ୍କର): ଦେବଗଡ଼ ଜିଲା ବାରକୋଟ ବ୍ଲକ ପଡିଆନାଲି ୟୁଜିୟୁପି ସ୍କୁଲରେ ସ୍ବାଧୀନତା ଦିବସରେ ଏକ ଅଘଟଣ ଘଟିଛି । ଜାତୀୟ ପତାକା ଉତ୍ତୋଳନ ପରେ…

ପ୍ରତିଷ୍ଠିତ ବ୍ୟବସାୟୀଙ୍କୁ ଅପହରଣ, ଲୋକେସନ୍‌ ଟ୍ରାକ୍‌ କରି ତନାଘନା ଚଳାଇଛି ପୋଲିସ

ବଲାଙ୍ଗୀର,୧୫ା୮(ସୁନିଲ କୁମାର ମହାନ୍ତି): ବଲାଙ୍ଗୀରର ଜଣାଶୁଣା ବ୍ୟବସାୟୀ ନରେନ୍ଦ୍ର ସାହୁ (ଗୁଣ୍ଡା)ଙ୍କୁ କିଛି ଲୋକ ଅପହରଣ କରିଥିବା ପରିବାର ଲୋକେ ସନ୍ଦେହ କରି ବଲାଙ୍ଗୀର ଟାଉନ ଥାନାରେ…

ବିକଶିତ ଭାରତ ପାଇଁ ମୋଦି ଦେଲେ ୭ ଫର୍ମୁଲା: ଜାଣନ୍ତୁ କ’ଣ କ’ଣ

ନୂଆଦିଲ୍ଲୀ,୧୫।୮: ସ୍ବାଧୀନତା ଦିବସ ଅବସରରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଲାଲକିଲ୍ଲାର ପ୍ରାଚୀରରୁ ଦେଶକୁ ‘ଶକ୍ତିର ସପ୍ତଧାରା’ର ଦୃଷ୍ଟିକୋଣ ଉପସ୍ଥାପନ କରିଛନ୍ତି। ସେ କହିଛନ୍ତି, ବିକଶିତ ଭାରତ ନିର୍ମାଣ…

ତ୍ରିରଙ୍ଗା ଉଡ଼ାଇଲେ ମୁଖ୍ୟମନ୍ତ୍ରୀ: କହିଲେ, ମୋଦିଙ୍କ ହାତରେ ଦେଶ ଆଜି ସୁରକ୍ଷିତ

ଭୁବନେଶ୍ୱର,୧୫।୮: ଗାନ୍ଧି ମାର୍ଗରେ ରାଜ୍ୟସ୍ତରୀୟ ୮୦ତମ ସ୍ବାଧୀନତା ଦିବସ ସମାରୋହ ଅନୁଷ୍ଠିତ ହୋଇଯାଇଛି। ମୁଖ୍ୟମନ୍ତ୍ରୀ ମୋହନ ମାଝୀ ଜାତୀୟ ପତାକା ଉତ୍ତୋଳନ କକରିଛନ୍ତି। ଏହି ଅବସରରେ ମୁଖ୍ୟମନ୍ତ୍ରୀ…

ସେମିକଣ୍ଡକ୍ଟର, ପରମାଣୁ ଶକ୍ତି, ଭୋକାଲ ଫର୍‌ ଲୋକାଲ… ପ୍ରଧାନମନ୍ତ୍ରୀ ମୋଦିଙ୍କ ଅଭିଭାଷଣର ୧୦ଟି ବଡ଼ କଥା

ନୂଆଦିଲ୍ଲୀ,୧୫।୮: ଆଜି ଦେଶ ସ୍ବାଧୀନତାର ୮୦ ବର୍ଷ ପୂରଣ କରୁଛି। ଅଗଷ୍ଟ ୧୫ ଅବସରରେ, ପ୍ରଧାନମନ୍ତ୍ରୀ ମୋଦି ଲଗାତାର 13 ଥର ପାଇଁ ତ୍ରିରଙ୍ଗା ଉତ୍ତୋଳନ କରିଥିଲେ…

Gen Zଙ୍କ ସହ Gen Alphaଙ୍କ ପାଇଁ ବଡ଼ ଘୋଷଣା କଲେ ମୋଦି, ମାଗଣାରେ ମିଳିବ…

ନୂଆଦିଲ୍ଲୀ,୧୫।୮: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଲାଲକିଲ୍ଲାର ପ୍ରାଚୀରରୁ Gen Z ଏବଂ Gen Alphaଙ୍କ ପାଇଁ ଏକ ବଡ଼ ଉପହାର ଘୋଷଣା କରିଛନ୍ତି। ପ୍ରଧାନମନ୍ତ୍ରୀ କହିଛନ୍ତି ଯେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri