Posted inଜାତୀୟ

ବାଂଲାଦେଶୀ ଶରଣାର୍ଥୀ ଭାରତର ନାଗରିକ : ମମତା…

କୋଲକାତା,୨୩।୧୧ : ଦେଶରେ ସିଏଏ ଲାଗୁ ହେବା ନେଇ ଚର୍ଚ୍ଚା ମଧ୍ୟରେ ପଶ୍ଚିମବଙ୍ଗ ମୁଖ୍ୟମନ୍ତ୍ରୀ ମମତା ବାନାର୍ଜୀ ବୁଧବାର ଭାଜପା ଏବଂ କେନ୍ଦ୍ର ସରକାରଙ୍କୁ ଟାର୍ଗେଟ କରି କହିଛନ୍ତି ଯେ ବାଂଲାଦେଶରୁ ଆସିଥିବା ଶରଣାର୍ଥୀମାନେ ଭାରତର ନାଗରିକ। ସିଏଏ ନାମରେ ଲୋକଙ୍କୁ ବିଭ୍ରାନ୍ତ କରାଯାଉଛି।

ତେଣୁ ଏଥିପ୍ରତି ସତର୍କ ରହିବାକୁ ମମତା କୋଲକାତାର ନେତାଜୀ ଇନଡୋର ଷ୍ଟାଡିୟମରେ ରାଜ୍ୟ ସରକାର ଶରଣାର୍ଥୀଙ୍କ ମଧ୍ୟରେ ଜମି ଲିଜ ବଣ୍ଟନ କାର୍ଯ୍ୟକ୍ରମରେ ଯୋଗ ଦେଇ ପରାମର୍ଶ ଦେଇଛନ୍ତି। ମମତା କହିଛନ୍ତି ଯେ ସବୁକିଛି ହରାଇବା ପରେ ବାଂଲାଦେଶରୁ ଏତେ ସଂଖ୍ୟକ ଲୋକ ଏଠାକୁ ଆସିଛନ୍ତି। ଯେଉଁମାନେ ମାର୍ଚ୍ଚ ୧୯୭୧ ପର୍ଯ୍ୟନ୍ତ ଆସିଥିଲେ ସେମାନେ ଆଇନଗତ ଭାବରେ ଭାରତର ନାଗରିକ ଅଟନ୍ତି। ନାଗରିକ ହେବା ପରେ ତାଙ୍କୁ ଜଣେ ଭାରତୀୟ ନାଗରିକ ମାନ୍ୟତା ଦିଆଯିବ ବୋଲି ସେ କହିଛନ୍ତି।

ସେମାନଙ୍କର ନାମ ଭୋଟର ତାଲିକାରେ ପଞ୍ଜିକୃତ ହୋଇଛି। ଏହା ସହିତ ସେମାନଙ୍କ ପାଖରେ ଆଧାର ଏବଂ ରାଶନ କାର୍ଡ ମଧ୍ୟ ରହିଥିବା ମମତା କହିଛନ୍ତି। ସେମାନେ ବର୍ଷ ବର୍ଷ ଧରି ଭୋଟ ଦେଉଛନ୍ତି। ଭାରତର ନାଗରିକ ବୋଲି ସେମାନେ ଏହା କରିପାରୁଛନ୍ତି ବୋଲି ମମତା କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ରକ୍ଷାବନ୍ଧନ ପର୍ଯ୍ୟନ୍ତ ୩ ରାଶିଙ୍କୁ ବୁଧ ଦେବେ ଶୁଭ ଫଳ! ଅଚାନକ ଟଙ୍କା….

ଜ୍ୟୋତିଷ ଶାସ୍ତ୍ର ଅନୁସାରେ ବୁଧ ଗ୍ରହକୁ ବୁଦ୍ଧି, ବାଣିଜ୍ୟ ଓ ଆର୍ଥିକ କାରବାରର କାରକ ଗ୍ରହ ବୋଲି ମନାଯାଏ । ବୁଧ ଏବେ କେତୁଙ୍କ ମଘା ନକ୍ଷତ୍ରରେ…

ଉଛୁଳୁଛି ସମୁଦ୍ର, ପୃଥିବୀ ଆଡକୁ ମାଡି ଆସୁଛି ବଡ଼ ‘ବିପର୍ଯ୍ୟୟ’? ବର୍ଷା-ବନ୍ୟା ଦେଉଛି ବିପଦର ବଡ଼ ସଙ୍କେତ

ନୂଆଦିଲ୍ଲୀ,୨୫।୮: ବିଶ୍ୱ ପାଣିପାଗ ଧାରାରେ ଦ୍ରୁତ ପରିବର୍ତ୍ତନ ହେଉଛି। କିଛି ଅଞ୍ଚଳ ପ୍ରବଳ ଗରମ ଅନୁଭବ କରୁଥିବା ବେଳେ, ଅନ୍ୟ ଅଞ୍ଚଳରେ ଅଳ୍ପ ସମୟ ମଧ୍ୟରେ ଏତେ…

୫୦ କିଲୋ ପିଆଜ କିଣିଲେ ଉଠାଇନେବ ପୋଲିସ! ଜାଣନ୍ତୁ ନିୟମ

ନୂଆଦିଲ୍ଲୀ,୨୫।୮: ସାରା ଦେଶରେ ପିଆଜ ଦରରେ ଦ୍ରୁତ ବୃଦ୍ଧି ଦେଖିବାକୁ ମିଳିଛି। ମାତ୍ର ଗୋଟିଏ ସପ୍ତାହ ମଧ୍ୟରେ ପିଆଜ ଦର ପ୍ରାୟ ୧୭ ପ୍ରତିଶତ ବଢ଼ିଛି। ଅନେକ…

ଅବସର ନେବେ ଗଡ଼କରୀ! ଦେଲେ ଏମିତି ବୟାନହେଲାଣି ରାଜନୈତିକ ଚର୍ଚ୍ଚା

ନୂଆଦିଲ୍ଲୀ,୨୫।୮: ନାଗପୁର ଜିଲାର କାଟୋଲ ଅଞ୍ଚଳର ପାରାଡସିଙ୍ଗାରେ ଆୟୋଜିତ ଏକଲବ୍ୟ ଏକଲ ବିଦ୍ୟାଳୟର ଶିକ୍ଷକ ଏବଂ ପର୍ଯ୍ୟବେକ୍ଷକଙ୍କ ପାଇଁ ଏକ ତାଲିମ ଅଧିବେଶନରେ କେନ୍ଦ୍ରମନ୍ତ୍ରୀ ନୀତିନ ଗଡକରୀ…

ବୈଭବ ସୂର୍ଯ୍ୟବଂଶୀ ତାଙ୍କ ଜର୍ସିର ପ୍ରକୃତ ନମ୍ବର କାହିଁକି ଲୁଚାଇ ଦେଇଥିଲେ? ଯାହା ପାଲଟିଲାଣି ଆଲୋଚନାର ବିଷୟ

ନୂଆଦିଲ୍ଲୀ,୨୫।୮: ସମସ୍ତଙ୍କ ନଜର ଏବେ ଭାରତର ଯୁବ ତାରକା, 15 ବର୍ଷୀୟ ବୈଭବ ସୂର୍ଯ୍ୟବଂଶୀଙ୍କ ଉପରେ। ଏହି ଯୁବ ବ୍ୟାଟସମ୍ୟାନ ତାଙ୍କର ବିସ୍ଫୋରକ ବ୍ୟାଟିଂ ଶୈଳୀ ମାଧ୍ୟମରେ…

ଏନସିସି ଆର୍ମି ୱିଙ୍ଗର କ୍ୟାଡେଟ ଚୟନ ଶିବିର: ଛାତ୍ରୀଛାତ୍ରଙ୍କ ମଧ୍ୟରେ ବୃଦ୍ଧି ପାଉଛି ଆଗ୍ରହ

ଭଞ୍ଜନଗର, ୨୫।୮ (ବାବୁଲା ପ୍ରଧାନ)- ଗଞ୍ଜାମ ଜିଲା ଭଞ୍ଜନଗରସ୍ଥିତ କବି ସମ୍ରାଟ ଉପେନ୍ଦ୍ର ଭଞ୍ଜ ମହାବିଦ୍ୟାଳୟରେ ମଙ୍ଗଳବାର ଏନସିସି ଆର୍ମି ୱିଙ୍ଗର କ୍ୟାଡେଟ ଚୟନ ଶିବିର ଅନୁଷ୍ଠିତ…

ବ୍ୟବସାୟୀଙ୍କ ଘରୁ ଚୋରି ଘଟଣାରେ ୬ ଗିରଫ: ସୁନା-ରୁପା ଜବତ

କେସିଙ୍ଗା,୨୫।୮(ତୁମେଶ୍ୱର ସାହୁ) : କେସିଙ୍ଗା ସହର ୱାର୍ଡ ନଂ-୩ର ବ୍ୟବସାୟୀ ପୁନମ ଜୈନଙ୍କ ଘରୁ ଗତ ଜୁଲାଇ ୨୧ ତାରିଖରେ ତାଲା ଭାଙ୍ଗି ସୁନା, ରୁପା ଓ…

ସ୍ବାମୀଙ୍କ ଆଗରେ ଚାଲିଗଲା ସାବିତ୍ରୀଙ୍କ ଜୀବନ: ନାତୁଣୀ ଜନ୍ମଦିନ ସାରି ଫେରୁଥିବାବେଳେ ଘଟିଲା…

ତାଳଚେର,୨୫।୮(ମନୋଜ ନନ୍ଦ): ଅନୁଗୋଳ ଜିଲା ତାଳଚେର ଚାଇଁପାଳ ଓଭର ବ୍ରିଜ ନିକଟରେ ଏକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ଘଟିଛି। ଏଠାରେ ଏକ ସ୍କୁଟିକୁ ଧକ୍କା ଦେଇଛି ଟ୍ରକ।…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri