ଲୁଟ୍‌ ଭୟରେ ଶୋଉ ନାହାନ୍ତି ବାଂଲାଦେଶୀ

ଢାକା,୮ା୮ : ବାଂଲାଦେଶରେ ଶେଖ୍‌ ହାସିନା ସରକାରର ପତନ ପରେ ଅରାଜକତା ଲାଗିରହିଛି। ଲୁଟ୍‌ପାଟ ଓ ଡକାୟତି ଭୟରେ ଲୋକମାନେ ରାତିରେ ନ ଶୋଇ ଦଳବଦ୍ଧ ହୋଇ ରାସ୍ତାଘାଟ ଓ ଗଳିଗୁଡ଼ିକରେ ପହରା ଦେଉଛନ୍ତି। ସୋମବାର ଶେଖ୍‌ ହାସିନା ଦେଶ ଛାଡ଼ି ପଳାଇବା ପରେ ଦେଶର ସୁରକ୍ଷାକୁ ନେଇ ଚିନ୍ତା ବଢ଼ିଛି।

ସୁରକ୍ଷା ଯବାନଙ୍କ ଉପରେ ମରଣାନ୍ତକ ଆକ୍ରମଣ ହେଉଥିବାରୁ ପୋଲିସ ଡ୍ୟୁଟିରେ ଯୋଗ ଦେଉନାହିଁ। ଆନ୍ଦୋଳନକାରୀଙ୍କ ଦ୍ୱାରା ସୃଷ୍ଟ ଅରାଜକତା ଓ ଭୟ ଏବେ ମଧ୍ୟ ଲାଗିରହିଛି। ୨ ଦିନ ହେଲା ଆଇନ ଶୃଙ୍ଖଳା ସ୍ଥିତି ଅଭାବରୁ ଅପରାଧୀ ଗ୍ୟାଙ୍ଗ୍‌ଗୁଡ଼ିକ ଲୁଟ୍‌ ଓ ଡକାୟତିରେ ମାତିଛନ୍ତି।

ମଙ୍ଗଳବାର ରାତିରେ ଦୁର୍ବୃତ୍ତମାନେ ଉକ୍ତ ଅଞ୍ଚଳରେ ଆତଙ୍କ ଖେଳାଇଥିଲେ। ଫଳରେ ଲୋକମାନଙ୍କୁ ସତର୍କ ରହିବାକୁ ମସ୍‌ଜିଦଗୁଡ଼ିକ ନିୟମିତ ଘୋଷଣା କରିଥିଲେ। ବୁଧବାର ରାତିରେ ରାଜଧାନୀ ଢାକାର ଉତ୍ତରାଠାରୁ ମହମ୍ମଦପୁର ପର୍ଯ୍ୟନ୍ତ ଲୋକମାନେ ସେମାନଙ୍କ ପଡୋଶୀମାନଙ୍କ ସହ ମିଶି ପହରା ଦେଉଥିବାର ଭିଡିଓ ସୋସିଆଲ ମିଡିଆରେ ପୋଷ୍ଟ କରାଯାଇଛି। ମଦ୍ରାସାଗୁଡ଼ିକର ଶହ ଶହ ଛାତ୍ର ମଧ୍ୟ ସହରର ବିଭିନ୍ନ ସ୍ଥାନରେ ଜଗୁଥିବା ଦେଖାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ଏ କି ସଙ୍କେତ! ରାତାରାତି ରକ୍ତ ପରି ନାଲି ହୋଇଗଲା ସମୁଦ୍ର; ଜାଣନ୍ତୁ ଏହା ପଛର କାରଣ

ନୂଆଦିଲ୍ଲୀ,୧୭ା୧୨: ଇରାନର ହରମୁଜ୍ ଦ୍ୱୀପର ଉପକୂଳବର୍ତ୍ତୀ ଅଞ୍ଚଳରେ ଏକ ଅଦ୍ଭୁତ ଏବଂ ଚମତ୍କାର ପରିବର୍ତ୍ତନ ଦେଖିବାକୁ ମିଳିଛି। ସାମ୍ପ୍ରତିକ ପ୍ରବଳ ବର୍ଷା ପରେ ଦ୍ୱୀପର ବେଳାଭୂମି...

‘ବରଗଡ଼ ଜିଲା ମୁଖ୍ୟ ହସ୍ପିଟାଲରେ ମେଡିକାଲ କଲେଜ ପ୍ରତିଷ୍ଠା ହେଉ’

ବରଗଡ଼,୧୭।୧୨(ପ୍ରେମାନନ୍ଦ ଖମାରୀ)- ବରଗଡ଼ ଜିଲା ମୁଖ୍ୟ ହସ୍ପିଟାଲକୁ ଏକ ସୁପର ସ୍ପେଶାଲିଟି ହସ୍ପିଟାଲରେ ପରିଣତ କରି ସହିତ ଜିଲା ହସ୍ପିଟାଲ ପରିସରରେ ୧୦୦ ଏମବିବିଏସ ସିଟ୍...

ଶିଆଳ କାମୁଡାରେ ଏକାଧିକ ଗୁରୁତର, ମେଡିକାଲରେ ଭର୍ତ୍ତି

ଧର୍ମଶାଳା,୧୭/୧୨(ଶିବ ପ୍ରସାଦ ମହାନ୍ତି): ଧର୍ମଶାଳା ଥାନା ଅନ୍ତର୍ଗତ ମଙ୍ଗଳପୁର ପଞ୍ଚାୟତରେ ଏକ ଶିଆଳ କାମୁଡାରେ ଏକାଧିକ ଗୁରୁତର ହୋଇଛନ୍ତି । ସମସ୍ତ ଆହତ ଧର୍ମଶାଳା ଗୋଷ୍ଠୀ...

ଶ୍ରୀମନ୍ଦିର ଭିତର ଫଟୋ ଭାଇରାଲ ଘଟଣା, ଆଇନ ମନ୍ତ୍ରୀ କହିଲେ…

ପୁରୀ ୧୭ା୧୨( ଅଜିତ୍ କୁମାର ମହାନ୍ତି ): କିଛି ଦିନର ବ୍ୟବଧାନ ପରେ ପୁଣି ଶ୍ରୀମନ୍ଦିର ଭତିରର ଫୋଟ ସୋସିଆଲ ମିଡିଆରେ ଭାଇରାଲ ହୋଇଛି। ତେବେ...

ଏବେ ବୁନ୍ଧାଏ ପାଣି ପାଇଁ ବି ଡହଳ ବିକଳ ହେବ ପାକିସ୍ତାନ! ଭାରତ ପରେ ଏହି ଦେଶ ନେଲା ବଡ ଆକ୍ସନ

ଇସଲାମାବାଦ,୧୭।୧୨: ପହଲଗାମରେ ଆତଙ୍କବାଦୀ ଆକ୍ରମଣ ପରେ, ଭାରତ ପାକିସ୍ତାନକୁ ସିନ୍ଧୁ ନଦୀ ଜଳ ଯୋଗାଣ ବନ୍ଦ କରିଦେଇଛି, ଯାହା ଫଳରେ ଅନେକ ଅଞ୍ଚଳରେ ମରୁଡ଼ି ଭଳି...

କିସ୍‌ ଛାତ୍ରଙ୍କୁ ହତ୍ୟା, ପ୍ରେସ୍‌ମିଟ୍‌ରେ ସ୍ପଷ୍ଟ କରି ପୋଲିସ କମିଶନର କହିଲେ…

ଭୁବନେଶ୍ୱର,୧୭ା୧୨: କିସ୍‌ ଛାତ୍ରଙ୍କୁ ହତ୍ୟା କରାଯାଇଥିବା ସ୍ପଷ୍ଟ କରିଛନ୍ତି ପୋଲିସ କମିଶନର। ପ୍ରେସମିଟ୍‌ରେ ପୋଲିସ କମିଶନର ଏସ୍‌ ଦେବଦତ୍ତ ସିଂ ଏକଥା ସ୍ପଷ୍ଟ କରିଛନ୍ତି। ‘ଜୋକର...

‘ଭାରତରେ ଉତ୍ପାଦନ ହ୍ରାସ ପାଉଛି…,’ ଜର୍ମାନୀରେ BMW ଫ୍ୟାକ୍ଟ୍ରିରେ ପହଞ୍ଚି ଭିଡିଓ ଶେୟାର କଲେ ରାହୁଲ

ବର୍ଲିନ,୧୭।୧୨: କଂଗ୍ରେସ ନେତା ଏବଂ ବିରୋଧୀ ଦଳ ନେତା ରାହୁଲ ଗାନ୍ଧୀ ବୁଧବାର ଜର୍ମାନୀର BMW କାରଖାନା ପରିଦର୍ଶନ କରିଥିଲେ। ଏହି ଗସ୍ତ ସମୟରେ ସେ...

ବଦନାମ ହେଲା TMC, ଭିଡିଓ ଶେୟାର କଲା ଭାଜପା

ନୂଆଦିଲ୍ଲୀ,୧୭।୧୨: ତୃଣମୂଳ କଂଗ୍ରେସ ଏମପି କୀର୍ତ୍ତି ଆଜାଦଙ୍କ ଏକ ଭିଡିଓ ସୋସିଆଲ ମିଡିଆରେ ଭାଇରାଲ ହେଉଛି। ଏଥିରେ ଆଜାଦ ସଂସଦ ଭିତରେ ସିଗାରେଟ ପିଉଥିବାର ଦେଖାଯାଉଛି।...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri