ଶହୀଦନଗର ମାଲାବାରରେ ‘ବ୍ୟାଙ୍ଗେଲ ଫେଷ୍ଟିଭାଲ’

ଭୁବନେଶ୍ୱର,୧୯।୨: ମାଲାବାର ଗୋଲ୍‌ଡ ଆଣ୍ଡ ଡାଇମଣ୍ଡସର ଶହୀଦନଗରସ୍ଥିତ ଏକ୍ସକ୍ଲୁସିଭ ଷ୍ଟୋର ପରିସରରେ ଏକ ୧୦ ଦିନିଆ ‘ବ୍ୟାଙ୍ଗେଲ ଫେଷ୍ଟିଭାଲ’ ନିକଟରେ ଅନୁଷ୍ଠିତ ହୋଇଯାଇଛି। ଏହି ଅବସରରେ ଷ୍ଟୋରର ବରିଷ୍ଠ ଅଧିକାରୀ ଅସ୍‌ନାଫଙ୍କ ସମେତ ମ୍ୟାନେଜମେଣ୍ଟ ଷ୍ଟାଫ୍‌ ଓ ଗ୍ରାହକମାନଙ୍କ ଉପସ୍ଥିତିରେ ଫେଷ୍ଟିଭାଲର ଶୁଭାରମ୍ଭ କରାଯାଇଥିଲା। ଏହି ପରିପ୍ରେକ୍ଷୀରେ ବ୍ରାଣ୍ଡ୍‌ର ବିଭିନ୍ନ ବର୍ଗର ଗହଣା ଓ ଚଳିତ ବିବାହ ଋତୁ ପାଇଁ ସ୍ବତନ୍ତ୍ର ଭାବେ ପ୍ରସ୍ତୁତ ବ୍ୟାଙ୍ଗେଲଗୁଡିକ ପ୍ରଦର୍ଶନ ହେଉଛି ବୋଲି ଜଣାପଡ଼ିଛି। ଉକ୍ତ ଫେଷ୍ଟିଭାଲ ଫେବୃୟାରୀ ୨୬ ତାରିଖ ପର୍ଯ୍ୟନ୍ତ ଜାରି ରହିବ। ବିଶେଷକରି ଉକ୍ତ ଫେଷ୍ଟିଭାଲ ସହ ଷ୍ଟୋରର ୧୦ ଫେୟାର ପ୍ରାଇସ୍‌ ପ୍ରମିଜ ସୁବିଧା ଜରିଆରେ ଗ୍ରାହକଙ୍କୁ ସୁଲଭ ମୂଲ୍ୟରେ ଆକର୍ଷଣୀୟ ଗହଣା ସମ୍ଭାର ଯୋଗାଇ ଦିଆଯାଉଛି। ଅପରପକ୍ଷରେ ମାଲାବାର ଗ୍ରୁପ୍‌ ତା’ର ବ୍ୟବସାୟିକ କାର୍ଯ୍ୟକଳାପରୁ ଆୟ କରିଥିବା ଲାଭର ସିଂହଭାଗ ସାମାଜିକ କାର୍ଯ୍ୟରେ ବିନିଯୋଗ କରିଥାଏ ବୋଲି ମାଲାବାର ଶହୀଦନଗର ଷ୍ଟୋରର ମୁଖ୍ୟ ବାଣିଜି୍ୟକ ଅଧିକାରୀ ସିଦ୍ଧେଶ୍ୱର ରଥ ମତପ୍ରକାଶ କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ତେଲ ବଜାରରେ ବଡ଼ ହଲଚଲ: ଜାରି ହେଲା ପେଟ୍ରୋଲ- ଡିଜେଲର ନୂଆ ଦାମ୍‌,ଦେଖନ୍ତୁ…

ନୂଆଦିଲ୍ଲୀ,୬।୮: ସରକାରୀ ତେଲ କମ୍ପାନୀଗୁଡ଼ିକ ଆଜି ଅର୍ଥାତ୍‌ ଅଗଷ୍ଟ ୬ ତାରିଖ ପାଇଁ ପେଟ୍ରୋଲ ଏବଂ ଡିଜେଲର ତାଜା ଦାମ୍‌ ଜାରି କରିଛନ୍ତି। ଆଜି ଦେଶର ଅଧିକାଂଶ…

ଫିଲ୍ମ ନା ଆଉ କିଛି…କେଉଁଥିରୁ ଏତେଟଙ୍କା କମାନ୍ତି ଉଦୟନିଧି ଷ୍ଟାଲିନ୍‌? ଜାଣନ୍ତୁ ନେଟଓ଼୍ବର୍ଥ

ନୂଆଦିଲ୍ଲୀ,୫।୮: ତାମିଲନାଡୁ ରାଜନୀତିରେ ଆଜିକାଲି ପ୍ରବଳ ହଲଚଲ ଦେଖିବାକୁ ମିଳୁଛି। ତାଞ୍ଜାଭୁରରେ ଆୟୋଜିତ ଏକ ଜନସଭା ସମୟରେ ଅଭିନେତ୍ରୀ ତ୍ରିଷା କୃଷ୍ଣନଙ୍କୁ ନେଇ ଦିଆଯାଇଥିବା ବିବାଦୀୟ ବକ୍ତବ୍ୟ…

କେବେ ମାର୍କେଟକୁ ଆସିବ ପ୍ଲାଷ୍ଟିକ୍‌ ନୋଟ୍‌? RBI ଗଭର୍ନର କହିଦେଲେ ଲଞ୍ଚ୍‌ ଡେଟ୍‌

ନୂଆଦିଲ୍ଲୀ,୫।୮: ଆପଣ ମଧ୍ୟ ଶୁଣିଛନ୍ତି କି ଯେ ଖୁବ୍‌ଶୀଘ୍ର ଭାରତରେ କାଗଜ ନୋଟ୍ ବଦଳରେ ପ୍ଲାଷ୍ଟିକ୍ (ପଲିମର୍) ନୋଟ୍ ଚାଲିବାକୁ ଯାଉଛି? ଯଦି ଆପଣଙ୍କ ମନରେ ମଧ୍ୟ…

ଅନଲାଇନ ପେମେଣ୍ଟବେଳେ ଏକ୍ସଟ୍ରା ଚାର୍ଜ ଲାଗିଲେ କେତେ ଲୋକ ଛାଡିଦେବେ UPI? ସର୍ଭେରେ ବଡ଼ ଖୁଲାସା

ନୂଆଦିଲ୍ଲୀ,୫।୮: ଭାରତରେ ୟୁପିଆଇ (UPI) ଏବେ ଏକ ନୂଆ ପ୍ରସ୍ତାବକୁ ନେଇ ବେଶ ଚର୍ଚ୍ଚାରେ ଅଛି। ପ୍ରକୃତରେ ସରକାର ଡିଜିଟାଲ୍ ପେମେଣ୍ଟ ସହିତ ଜଡ଼ିତ ଆଇନରେ ପରିବର୍ତ୍ତନ…

RBIର ବଡ଼ ନିଷ୍ପତ୍ତି, ଅପରିବର୍ତ୍ତିତ ରହିଲା ରେପୋ ରେଟ୍‌; ଋଣଗ୍ରାହକଙ୍କୁ ଆଶ୍ୱସ୍ତି

ନୂଆଦିଲ୍ଲୀ,୫।୮: ଭାରତୀୟ ରିଜର୍ଭ ବ୍ୟାଙ୍କ (RBI)ର ମୌଦ୍ରିକ ନୀତି କମିଟି (MPC) ବୈଠକ ପରେ ଏକ ବଡ଼ ନିଷ୍ପତ୍ତି ନିଆଯାଇଛି। ଆରବିଆଇ ରେପୋ ରେଟ୍‌କୁ ୫.୨୫ ପ୍ରତିଶତରେ…

ଗ୍ରାହକଙ୍କ ପାଇଁ ଖୁସି ଖବର: ଶସ୍ତା ହୋଇଯିବ ପେଟ୍ରୋଲ-ଡିଜେଲ! ହ୍ରାସ ପାଇଲା…

ନୂଆଦିଲ୍ଲୀ,୫।୮: ଆଜି ବିଶ୍ୱ ବଜାରରେ ଅଶୋଧିତ ତୈଳ (କ୍ରୁଡ ଅଏଲ) ଦରରେ ବଡ଼ ଧରଣର ହ୍ରାସ ଦେଖାଯାଇଛି। ଆମେରିକା ଓ ଇରାନ ମଧ୍ୟରେ ଚାଲିଥିବା କୂଟନୈତିକ ଆଲୋଚନା…

ସୁୁପ୍ରିମକୋର୍ଟଙ୍କ କଡ଼ା ନିର୍ଦ୍ଦେଶ, ଏମାନଙ୍କୁ ଆଉ ମିଳିବନି ପେଟ୍ରୋଲ…

ନୂଆଦିଲ୍ଲୀ,୪।୮: ବିନା ଥାର୍ଡ ପାର୍ଟି ବୀମାରେ ଚାଲୁଥିବା ଗାଡ଼ିକୁ ନେଇ କଠୋର ହେଲେ ସୁପ୍ରିମକୋର୍ଟ। ଅଦାଲତ କହିଛନ୍ତି ଯେଉଁ ଗାଡ଼ିଗୁଡ଼ିକର ବୈଧ ଥାର୍ଡ ପାର୍ଟି ବୀମା ନାହିଁ…

ଆସନ୍ତାକାଲି ଠାରୁ ମିଳିବ ଶୁଦ୍ଧ ପେଟ୍ରୋଲ? E20ରୁ ମିଳିବ ମୁକ୍ତି, ବଡ଼ ବୟାନ ଦେଲେ ସରକାର…

ନୂଆଦିଲ୍ଲୀ,୪।୮:: ଗତ କିଛି ଦିନ ଧରି, ସୋସିଆଲ ମିଡିଆରେ ଏକ ଖବର ଭାଇରାଲ ହେଉଛି, ଯେଉଁଥିରେ ଦାବି କରାଯାଉଛି ଯେ, ସରକାର E20 ପେଟ୍ରୋଲକୁ ପର୍ଯ୍ୟାୟକ୍ରମେ ବନ୍ଦ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri