ନୂତନ ସରପଞ୍ଚ ଭାବେ ଦାୟିତ୍ୱ ନେଲେ ବନିତା ଶବର, ପଞ୍ଚାୟତର ଉନ୍ନତି ନିମନ୍ତେ…..

ଗୁଡାରି,୧୮।୨(ପ୍ରମୋଦ କୁମାର ପତି): ରାୟଗଡ଼ା ଜିଲା ଗୁଡାରି ବ୍ଲକର ଏମକେରାଇ ଗ୍ରାମପଞ୍ଚାୟତର ନୂତନ ସରପଞ୍ଚ ଭାବେ ବୁଧବାର ଦାୟିତ୍ୱ ଗ୍ରହଣ କଲେ ବନିତା ଶବର । ଗ୍ରାମପଞ୍ଚାୟତର ୭ ନମ୍ବର ୱାର୍ଡର ୱାର୍ଡ ସଭ୍ୟ ତଥା ନାଏବ ସରପଞ୍ଚ ଥିଲେ ବନିତା। ପୂର୍ବତନ ସରପଞ୍ଚ ତେୟାରଗ୍ରାସମୀ ଶବର ପାର୍ଟ ଟାଇମ ଟିଚେର ଭାବେ ନିଯୁକ୍ତି ପାଇବା ପରେ ସେ ନିଜ ପଦବୀରୁ ଇସ୍ତଫା ଦେଇଥିଲେ। ଏହି ଅବସରରେ ସ୍ଥାନୀୟ ଗ୍ରାମପଞ୍ଚାୟତ କାର୍ଯ୍ୟାଳୟରେ ଏକ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଥିଲା।

ପୂର୍ବତନ ସରପଞ୍ଚ, ବ୍ଲକ ଅଧକ୍ଷ ବିଶ୍ୱନାଥ ଶବର ସମିତି ସଭ୍ୟ ଅର୍ଜୁନ ଶବର, ପୂର୍ବତନ ଗୁଣୁପୁର ବିଧାୟକ ରଘୁନାଥ ଗମାଙ୍ଗ, ରଘୁନାଥ ପାତ୍ର, ସୁଦାମ ଶବର, ସନ୍ତୋଷ ମହାନ୍ତି, ଲ୍ୟାମ୍ପସ ସଭାପତି ରାମଚନ୍ଦ୍ର ଗମାଙ୍ଗଙ୍କ ସମେତ ବହୁ ମାନ୍ୟଗଣ୍ୟ ବ୍ୟକ୍ତିଙ୍କ ଉପସ୍ଥିତିରେ ଏହି କାର୍ଯ୍ୟକ୍ରମ ହୋଇଥିଲା । ଏହି କାର୍ଯ୍ୟକ୍ରମରେ ନୂଆ ସରପଞ୍ଚ ଭାବେ ଶପଥ ନେଲେ ବନିତା ଶବର । ଗ୍ରାମପଞ୍ଚାୟତ କାର୍ଯ୍ୟ ନିର୍ବାହୀ ଅଧିକାରୀ କୃଷ୍ଣଚନ୍ଦ୍ର ବେହେରା କାର୍ଯ୍ୟକ୍ରମ ପରିଚାଳନା କରିଥିଲେ ଏବଂ କାର୍ଯ୍ୟାଳୟର ସମସ୍ତ କର୍ମଚାରୀ ସହଯୋଗ କରିଥିଲେ । ପଞ୍ଚାୟତବାସୀଙ୍କ ସହଯୋଗରେ ପଞ୍ଚାୟତର ଉନ୍ନତି ନିମନ୍ତେ ଚେଷ୍ଟା କରିବି ବୋଲି ନୂତନ ସରପଞ୍ଚ ମତ ପ୍ରକାଶ କରିଛନ୍ତି ।

Dharitri – Odisha’s No.1 Odia Daily

Enter your email to get our daily news in your inbox.

All Right Reserved By Dharitri.Com

ବାତ୍ୟାଞ୍ଚଳ ବୁଲି ଲୋକଙ୍କ ସମସ୍ୟା ବୁଝିଲେ ବ୍ରହ୍ମପୁର ଏମ୍‌ପି

ଦିଗପହଣ୍ଡି,୩୧।୧୦(ଅଶେଷ ନାଥ ମିଶ୍ର): ବ୍ରହ୍ମପୁର ଏମ୍‌ପି ଡ.ପ୍ରଦୀପ ପାଣିଗ୍ରାହୀ ଶନିବାର ଦିଗପହଣ୍ଡି ବ୍ଳକ ଗସ୍ତରେ ଆସି ବାତ୍ୟା ଅର୍ଣ୍ଣବର କରାଳ ରୂପରେ କ୍ଷତିଗ୍ରସ୍ତ ହୋଇଥିବା ବିଭିନ୍ନ ଗ୍ରାମ…

ଜିଲାପାଳଙ୍କ ସହ ଆଲୋଚନା କଲା ବିଜେଡି ଫ୍ୟାକ୍ଟ ଫାଇଣ୍ଡିଂ ଟିମ୍‌

ଛତ୍ରପୁର, ୩୧ା୧୦(ଦିଲୀପ ସାମଲ): ବିଜେଡି ସୁପ୍ରିମୋ ତଥା ବିରୋଧୀ ଦଳ ନେତା ନବୀନ ପଟ୍ଟନାୟକଙ୍କ ନିର୍ଦ୍ଦେଶରେ ବିଜେଡି ମୁଖ୍ୟ ସଚେତକ ପ୍ରମିଳା ମଲ୍ଲିକଙ୍କ ନେତୃତ୍ୱରେ ଏକ ଫ୍ୟାକ୍ଟ…

ଧୋଇଗଲା ବିଜୁ ସେତୁ ରାସ୍ତା, ତିନି ଖଣ୍ଡ ଗାଁ ଲୋକେ ହନ୍ତସନ୍ତ

ମୋହନା,୩୧ା୧୦(ମନ୍ମଥ ମିଶ୍ର): ତିନି ଖଣ୍ଡ ଗାଁକୁ ସଂଯୋଗ କରୁଥିବା ବିଜୁ ସେତୁ ଏବେ ବିପଦସଙ୍କୁଳ ଅବସ୍ଥାରେ। ଅର୍ଣ୍ଣବ ବାତ୍ୟାର ପ୍ରଭାବରେ ବ୍ରିଜ୍‌ ରାସ୍ତା ସହ ପ୍ରୋଟେକ୍ସନ ଗାଡ଼ୱାଲ…

ଗଞ୍ଜାମରେ ରବିବାର ଛୁଟି ବାତିଲ

ଛତ୍ରପୁର,୩୧ା୧୦(ଦିଲୀପ ସାମଲ): ଗଞ୍ଜାମ ଜିଲାରେ ବର୍ଷା ଆଶଙ୍କା ଏବଂ ବନ୍ୟା ପରିସ୍ଥିତିକୁ ଦୃଷ୍ଟିରେ ରଖି ଜିଲା ପ୍ରଶାସନ ପକ୍ଷରୁ ୨ଟି ଗୁରୁତ୍ୱପୂର୍ଣ୍ଣ ନିର୍ଦ୍ଦେଶନାମା ଜାରି ହୋଇଛି। ଛାତ୍ରୀଛାତ୍ରଙ୍କ…

କନ୍ଧମାଳରେ ସରକାରୀ ଛୁଟି ବାତିଲ, ରବିବାର ଖୋଲା ରହିବ କାର୍ଯ୍ୟାଳୟ

ଫୁଲବାଣୀ,୩୧ା୧୦(ରାକେଶ କୁମାର ରାଉତ): ବାତ୍ୟା ଜନିତ କ୍ଷୟକ୍ଷତି ଓ ଉଦ୍ଧାର କାର୍ଯ୍ୟ ତଥା ଆଗକୁ ଆସୁଥିବା ଅନ୍ୟ ଏକ ସମ୍ଭାବ୍ୟ ବାତ୍ୟା ପରିପ୍ରେକ୍ଷୀରେ କନ୍ଧମାଳ ଜିଲାପାଳ ୧…

ବେଆଇନ ଗ୍ୟାସ୍‌ ମହଜୁଦ୍‌ ଉପରେ ଯୋଗାଣ ବିଭାଗର ଚଢ଼ାଉ, ୨୨୯ ଘରୋଇ ସିଲିଣ୍ଡର ଜବତ

ଖୋର୍ଦ୍ଧା,୩୧ା୧୦(ପ୍ରଭାତ ପାଣିଗ୍ରାହୀ): ଘରୋଇ ରନ୍ଧନ ଗ୍ୟାସ୍‌ ସିଲିଣ୍ଡରର ବେଆଇନ ମହଜୁଦ ଓ କଳାବଜାର ଉପରେ ଖୋର୍ଦ୍ଧା ଜିଲା ଯୋଗାଣ ବିଭାଗ ପକ୍ଷରୁ ବଡ଼ଧରଣର ଚଢ଼ାଉ କରାଯାଇଛି। ଭୁବନେଶ୍ୱର…

ବନ୍ୟା ପ୍ରପୀଡ଼ିତଙ୍କୁ ଭେଟିଲେନି, ଚା’ ପିଇ ଚାଲିଗଲା ବିଜେଡି ଟିମ୍‌, ନିରାଶ ହେଲେ ଅଞ୍ଚଳବାସୀ

ପୁରୁଷୋତ୍ତମପୁର,୩୧ା୧୦(ସବିତା ମିଶ୍ର): ବାତ୍ୟା ଅର୍ଣ୍ଣବ ଓ ଋଷିକୁଲ୍ୟାର ପ୍ରଳୟଙ୍କରୀ ବନ୍ୟାରେ ଛାରଖାର ଗଞ୍ଜାମ ଜିଲା ପୁରୁଷୋତ୍ତମପୁର ଅଞ୍ଚଳ। ବନ୍ୟା କ୍ଷୟକ୍ଷତି ଅନୁଧ୍ୟାନ ପାଇଁ ଶନିବାର ରାତିରେ ପହଞ୍ଚିଲା…

ବର୍ଷା ପବନରେ ଧାନଫସଲ ନଷ୍ଟ: କ୍ଷତିପୂରଣ ଦାବି କଲା କୃଷକ ସଂଗଠନ

ଅତାବିରା,୩୧ା୧୦(ଯୁଧିଷ୍ଠିର ମହାପାତ୍ର): ବାତ୍ୟା ଅର୍ଣ୍ଣବ ପ୍ରଭାବରେ ଅଦିନିଆ ବର୍ଷା ଓ ପ୍ରବଳ ପବନ ଯୋଗୁ ବରଗଡ଼ ଜିଲା ଅତାବିରା ଅଞ୍ଚଳର ଚାଷୀଙ୍କ ଫସଲ କ୍ଷତିଗ୍ରସ୍ତ ହୋଇଛି। ଏହାକୁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?