ଜଳ ଘେରରେ ବାଞ୍ଜିପଦର ବିଦ୍ୟାଳୟ, ଖବର ପ୍ରକାଶ ପରେ ପହଞ୍ଚିଲେ ତହସିଲଦାର

କର୍ଲାମୁଣ୍ଡା,୬ା୭(ପ୍ରଦୀପ କୁମାର ସାହୁ): କଳାହାଣ୍ଡି ଜିଲା କର୍ଲାମୁଣ୍ଡା ବ୍ଲକ ସାପଲହରା ପଞ୍ଚାୟତ ବାଞ୍ଜିପଦର୍ ପ୍ରାଥମିକ ବିଦ୍ୟାଳୟରେ ଦୁଇ ଫୁଟ ବର୍ଷା ପାଣି ଜମି ରହିଛି । ଏନେଇ ଧରିତ୍ରୀରେ ଖବର ପ୍ରକାଶ ପାଇବା ପରେ ପ୍ରଶାସନ ପକ୍ଷରୁ ତତ୍ପରତା ପ୍ରକାଶ ପାଇଛି। ଏହି ଅବସରରେ ସୋମବାର କର୍ଲାମୁଣ୍ଡା ତହସିଲଦାର ଅରୁଣ କୁମାର ବର୍ଗେ, ଅତିରିକ୍ତ ବ୍ଲକ ଶିକ୍ଷା ଅଧିକାରୀ ଗୋପ ମଣୀ ସାହୁ, ନୋଡାଲ ସିଆରସିସି ପ୍ରସନ୍ନ କୁମାର ସାହୁ, ରେଗଡା ସିଆରସିସି ପ୍ରଭା ରଞ୍ଜନ ବନଛୋର ତଥା କର୍ଲାମୁଣ୍ଡା ଅଗ୍ନି ଶ୍ରମ୍ ଵିଭାଗ ବିଦ୍ୟାଳୟ ଠାରେ ପହଞ୍ଚିଥିବା ଦେଖିବାକୁ ମିଳିଛି ।

ତେବେ ଗାଁର କିଛି ବ୍ୟକ୍ତି ପାଣି ତାଙ୍କ ଜମିକୁ ଛାଡିବାକୁ ରାଜି ହେଉ ନ ଥିବାରୁ ଖବର ଲେଖା ପର୍ଯ୍ୟନ୍ତ ଜଳ ନିଷ୍କାସନ ବ୍ୟବସ୍ଥା ହୋଇ ପାରୁ ନଥିବା ଜଣାପଡ଼ିଛି । ଏନେଇ ତହସିଲଦାର ଓ ଅନ୍ୟ ଅଧିକାରୀ ମାନେ ଗାଁ ଲୋକଙ୍କ ସହିତ ଆଲୋଚନା କରୁଥିବା ବେଳେ ଜଳ ଘେରରେ ଥିବା ବିଦ୍ୟାଳୟଟି ବିପଦପୂର୍ଣ୍ଣ ଅବସ୍ଥାରେ ରହିଛି ।

 

Dharitri – Odisha’s No.1 Odia Daily

Enter your email to get our daily news in your inbox.

All Right Reserved By Dharitri.Com

ମଦ ନିଶା ଛାଡ଼ିବାର ସରଳ ଚିକିତ୍ସା

କିଛି ବର୍ଷ ମଧ୍ୟରେ ମଦ ନିଶା ଏକ ଗମ୍ଭୀର ସମସ୍ୟାରେ ପରିଣତ ହୋଇଯାଇଛି। ମଦ ନିଶା ଯୋଗୁ ବ୍ୟକ୍ତିର ଶାରୀରିକ ଓ ମାନସିକ ସ୍ବାସ୍ଥ୍ୟ ଉପରେ ଖରାପ…

ପାକିସ୍ତାନ ଖବରକାଗଜର ବଡ଼ ଦାବି: ଇସଲାମାବାଦରେ ହେବ ଆମେରିକା-ଇରାନ ଦ୍ୱିତୀୟ ପର୍ଯ୍ୟାୟ ଶାନ୍ତି ଆଲୋଚନା

ଇସଲାମାବାଦ,୬।୭: ଏକ ରିପୋର୍ଟ ଅନୁଯାୟୀ, ପାକିସ୍ତାନର ରାଜଧାନୀ ଇସଲାମାବାଦରେ ଆମେରିକା ଏବଂ ଇରାନ ମଧ୍ୟରେ ଦ୍ୱିତୀୟ ପର୍ଯ୍ୟାୟ ଆଲୋଚନା ହୋଇପାରେ। ପଶ୍ଚିମ ଏସିଆରେ ଶାନ୍ତି ଫେରାଇ ଆଣିବା…

ରକ୍ତ ସଞ୍ଚାଳନକୁ ସକ୍ରିୟ କରେ ମହୁ, ଆହୁରି ଅନେକ ସମସ୍ୟା ଦୂର କରିବାରେ…

ମହୁରେ ଅନେକ ପ୍ରକାର ସ୍ବାସ୍ଥ୍ୟୋପକାରୀ ଗୁଣ ଭରି ରହିଛି। ବିଶେଷଭାବରେ ଥଣ୍ଡା ସମସ୍ୟାରୁ ଉପଚାର ପାଇଁ ଏହା ବେଶ୍‌ ସହାୟକ ହୋଇଥାଏ। ତେବେ ଏଥିରେ ଏଭଳି ତତ୍ତ୍ୱ…

‘କେବଳ ଆମେରିକା ନୁହେଁ, ଭାରତ ମଧ୍ୟ ଆମର ବନ୍ଧୁ’, ଜେଡି ଭାନ୍ସଙ୍କୁ କଡ଼ା ଜବାବ ଦେଲେ ଇସ୍ରାଏଲୀ ପ୍ରଧାନମନ୍ତ୍ରୀ ନେତାନ୍ୟାହୁ

ଜେରୁଜେଲମ,୬।୭: ଇସ୍ରାଏଲର ପ୍ରଧାନମନ୍ତ୍ରୀ ବେଞ୍ଜାମିନ ନେତାନ୍ୟାହୁ ଭାରତକୁ ଇସ୍ରାଏଲର ସବୁଠାରୁ ଶକ୍ତିଶାଳୀ ସମର୍ଥକମାନଙ୍କ ମଧ୍ୟରୁ ଜଣେ ବୋଲି ବର୍ଣ୍ଣନା କରିଥିଲେ। ସେ ଆମେରିକାର ନିର୍ବାଚିତ ଉପ-ରାଷ୍ଟ୍ରପତି ଜେଡି…

ରାଜକନିକାରେ ଚାଞ୍ଚଲ୍ୟ, ଯୁବକଙ୍କ ହାତକୁ ଧାରୁଆ ଅସ୍ତ୍ରରେ ହାଣି ଫେରାର ମାରିଲେ…

ରାଜକନିକା,୬।୭(ସଞ୍ଜୟ କୁମାର ଦାଶ): ରାଜକନିକା ଥାନା ଅଞ୍ଚଳରେ ସୋମବାର ଦିବା ୧୦ ଘଟିକା ସମୟରେ ଘଟିଯାଇଛି ଏକ ଚାଞ୍ଚଲ୍ୟକର ଘଟଣା । ବରୁଣାଡିଆ ଗାଁର ଯୁବକ ଜଣକ…

୫୯ ନଂ ଜାତୀୟ ରାଜପଥରେ ମାଳମାଳ ଗାଈ-ଛେଳି, ଟ୍ରାଫିକ ସମସ୍ୟା ସହ ବଢୁଛି ଦୁର୍ଘଟଣା

ଦାରିଙ୍ଗବାଡି,୬ା୭(ଅରୁଣ ସାହୁ ): କନ୍ଧମାଳ ଜିଲା ଦାରିଙ୍ଗବାଡି ଦେଇ ଯାଇଥିବା ୫୯ ନଂ ଜାତୀୟ ରାଜପଥ ଗାଈ, ବଳଦ ଛେଳିଙ୍କ ଆଡ୍ଡାସ୍ଥଳୀ ପାଲଟିଛି । ଏବେ ଲଗାଣ…

ରାମ ମନ୍ଦିର ଟ୍ରଷ୍ଟର ଗୁରତ୍ୱପୂର୍ଣ୍ଣ ବୈଠକ ପୂର୍ବରୁ ଅଧ୍ୟକ୍ଷ ନୃତ୍ୟଗୋପାଳ ଦାସଙ୍କ ଚିଠିକୁ ନେଇ ବଢ଼ିଲା ଚର୍ଚ୍ଚା…

ଅଯୋଧ୍ୟା,୬।୭: ଅଯୋଧ୍ୟା ରାମ ମନ୍ଦିର ଦାନ ଟଙ୍କା ଚୋରି ସମ୍ପର୍କରେ ଶ୍ରୀରାମ ଜନ୍ମଭୂମି ତୀର୍ଥ କ୍ଷେତ୍ର ଟ୍ରଷ୍ଟର ଗୁରୁତ୍ୱପୂର୍ଣ୍ଣ ବୈଠକ ପୂର୍ବରୁ, ଟ୍ରଷ୍ଟର ଅଧ୍ୟକ୍ଷ ମହନ୍ତ ନୃତ୍ୟଗୋପାଳ…

ସୁପ୍ରିମକୋର୍ଟରୁ ମୁଖ୍ୟମନ୍ତ୍ରୀ ବିଜୟଙ୍କୁ ବଡ଼ ଝଟକା

ନୂଆଦିଲ୍ଲୀ,୬।୭: ତାମିଲନାଡୁର ନବନିଯୁକ୍ତ ମୁଖ୍ୟମନ୍ତ୍ରୀ ବିଜୟଙ୍କୁ ସୁପ୍ରିମକୋର୍ଟରୁ ଏକ ବଡ଼ ଝଟକା ଲାଗିଛି। ନିର୍ବାଚନ ପ୍ରଚାର ସମୟରେ ଘଟିଥିବା କରୁର ଦଳାଚକଟା ସମ୍ପର୍କରେ ପ୍ରସଙ୍ଗ ପୁଣି ଥରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri