ବ୍ୟାଙ୍କ ବାଣ୍ଟୁଛି ନକଲି ନୋଟ୍‌

ଇସଲମାବାଦ,୧୪ା୩: ଲୋକେ ବ୍ୟାଙ୍କକୁ ସୁରକ୍ଷିତ ସ୍ଥାନ ଭାବି ଟଙ୍କା ଜମା କରିଥାନ୍ତି। ମାତ୍ର ବ୍ୟାଙ୍କରୁ ଯଦି ନକଲି ନୋଟ୍‌ ମିଳେ ତେବେ ଲୋକେ କାହା ଉପରେ ଭରସା କରିବେ। ଏପରି ଘଟଣା ଦେଖିବାକୁ ମିଳିଛି ପାକିସ୍ତାନରେ। ଏଠାରେ ଅନେକ ନକଲି ନୋଟ୍‌ ଛପାଯାଉଛି ଏବଂ ବ୍ୟାଙ୍କଗୁଡ଼ିକ ଲୋକମାନଙ୍କ ମଧ୍ୟରେ ବଣ୍ଟନ କରୁଛନ୍ତି। ଯେତେବେଳେ ଲୋକମାନେ ଜାଣିବାକୁ ପାଇଲେ ଯେ, ବ୍ୟାଙ୍କ ନକଲି ନୋଟ ଜାରି କରୁଛି, ସେମାନେ ଏଥିରେ ଅସନ୍ତୋଷ ବ୍ୟକ୍ତ କରିଛନ୍ତି। ଗୁରୁବାର ଏକ ଗଣମାଧ୍ୟମ ରିପୋର୍ଟ ଅନୁଯାୟୀ, ପାକିସ୍ତାନର କେନ୍ଦ୍ରୀୟ ବ୍ୟାଙ୍କ ଏକ ଭିଡିଓ ଭାଇରାଲ ହେବା ପରେ ବାଣିଜି୍ୟକ ବ୍ୟାଙ୍କକୁ ୧୦୦୦ ଟଙ୍କା ମୂଲ୍ୟର କିଛି ଭୁଲ୍‌ ମୁଦ୍ରିତ ବ୍ୟାଙ୍କ ନୋଟ୍‌ କିପରି ପ୍ରଦାନ କରାଯାଇଛି ତାହା ଅନୁସନ୍ଧାନ କରୁଛି ବୋଲି କହିଛି।


Enter your email to get our daily news in your inbox.

All Right Reserved By Dharitri.Com

କୁଲାଡ ଯାଉଥିଲେ ସାଗର, ଧକ୍କା ଦେଲା କାର୍‌: ଆଉ ତା’ପରେ…

ଭଞ୍ଜନଗର,୨୨/୬(ବାବୁଲା ପ୍ରଧାନ)-ଗଞ୍ଜାମ ଜିଲା ଭଞ୍ଜନଗର ଥାନା ଅନ୍ତର୍ଗତ କୁଲାଡ ପଞ୍ଚାୟତ କାର୍ଯ୍ୟାଳୟ ନିକଟରେ ସୋମବାର ଅପରାହ୍ନରେ ଏକ ସ୍କୁଟି ସହ କାର ଗାଡି ମଧ୍ୟରେ ମୁହାଁମୁହିଁ ଧକ୍କା…

କୋଚିଂ ସେଣ୍ଟରରେ ଭୟଙ୍କର ଅଗ୍ନିକାଣ୍ଡ: ୧୧ ଛାତ୍ର ଜୀବନ୍ତ ଦଗ୍ଧ

ଲକ୍ଷ୍ନୌ,୨୨।୫: ଲକ୍ଷ୍ନୌର ଆଲିଗଞ୍ଜରେ ଏକ କୋଚିଂ ସେଣ୍ଟରରେ ଭୟଙ୍କର ଅଗ୍ନିକାଣ୍ଡ ଘଟିଛି। ଏଥିରେ ୧୧ ଜଣ ଛାତ୍ରଙ୍କ ମୃତ୍ୟୁ ଘଟିଥିବା ଜଣାପଡ଼ିଛି। ଅନେକ ଛାତ୍ର କୋଚିଂ ସେଣ୍ଟର…

ଲାଲୁ ଜଣେ ବଡ଼ ଖଳନାୟକ: କାହିଁକି ଏମିତି କହିଲେ ମୁଖ୍ୟମନ୍ତ୍ରୀ

ପାଟନା,୨୨।୬:ବିହାର ଉପମୁଖ୍ୟମନ୍ତ୍ରୀ ସମ୍ରାଟ ଚୌଧୁରୀ ପୁଣି ଥରେ ରାଷ୍ଟ୍ରୀୟ ଜନତା ଦଳ (RJD) ସୁପ୍ରିମୋ ଲାଲୁ ପ୍ରସାଦ ଯାଦବ ଏବଂ ତାଙ୍କ ପରିବାରକୁ ଟାର୍ଗେଟ୍‌ କରିଛନ୍ତି। ଲାଲୁ…

ଟେଷ୍ଟ କ୍ରିକେଟ୍‌କୁ ଫେରିବେ କି ବିରାଟ କୋହଲି, ନିଜେ କଲେ ବଡ଼ ଖୁଲାସା

ନୂଆଦିଲ୍ଲୀ,୨୨।୬: ପ୍ରଖ୍ୟାତ ଭାରତୀୟ କ୍ରିକେଟ ତାରକା ବିରାଟ କୋହଲି ଆଘାତ ଯୋଗୁ ପଡ଼ିଆରୁ ବାଦ୍‌ ପଡ଼ିଛନ୍ତି। ଏଥିପାଇଁ ସେ ଭାରତ ଏବଂ ଆଫଗାନିସ୍ତାନ ମଧ୍ୟରେ ସମ୍ପ୍ରତି ଅନୁଷ୍ଠିତ…

ଷ୍ଟାର୍ମରଙ୍କ ଇସ୍ତଫା ପରେ ଜାଣନ୍ତୁ କିଏ ହେବେ ବ୍ରିଟେନର ଆଗାମୀ ପ୍ରଧାନମନ୍ତ୍ରୀ

ଲଣ୍ଡନ,୨୨।୬: ୟୁକେ ପ୍ରଧାନମନ୍ତ୍ରୀ କୀର ଷ୍ଟାର୍ମରଙ୍କ ଇସ୍ତଫା ସମ୍ପର୍କରେ କଳ୍ପନାଜଳ୍ପନାର ଅନ୍ତ ଘଟିଛି। ସୋମବାର ଷ୍ଟାର୍ମର ପ୍ରଧାନମନ୍ତ୍ରୀ ପଦ ଛାଡିବା ନିଷ୍ପତ୍ତି ଘୋଷଣା କରିଛନ୍ତି। ଷ୍ଟାର୍ମର କହିଛନ୍ତି,…

ଲେବର ପାର୍ଟିରେ ଉତ୍ତେଜନା ମଧ୍ୟରେ ୟୁକେ ପ୍ରଧାନମନ୍ତ୍ରୀ ପଦରୁ ଇସ୍ତଫା ଦେଲେ କିର୍‌ ଷ୍ଟାର୍ମର

ଲଣ୍ଡନ,୨୨।୬: ବ୍ରିଟିଶ ପ୍ରଧାନମନ୍ତ୍ରୀ କିର୍‌ ଷ୍ଟାର୍ମରଙ୍କ ଇସ୍ତଫା ସମ୍ପର୍କରେ କଳ୍ପନାଜଳ୍ପନାର ଅନ୍ତ ଘଟିଛି। ସୋମବାର (ଜୁନ ୨୨) କିର୍‌ ଷ୍ଟାର୍ମର ପ୍ରଧାନମନ୍ତ୍ରୀ ପଦ ଛାଡିବା ନିଷ୍ପତ୍ତି ଘୋଷଣା…

‘ଅଧିକ ଚିନ୍ତା କର ନାହିଁ’, କିଏ ଆଉ କାହିଁକି ଏମିତି କହିଲେ ବୈଭବ ସୂର୍ଯ୍ୟବଂଶୀଙ୍କୁ? ତା’ପରେ ଆସିଲା ଝଡ଼…

ନୂଆଦିଲ୍ଲୀ,୨୨।୬: ବୈଭବ ସୂର୍ଯ୍ୟବଂଶୀ ଜାଣିଥିଲେ ଯେ ଶ୍ରୀଲଙ୍କାରେ ତ୍ରି-ସିରିଜରେ ସମସ୍ତଙ୍କ ନଜର ତାଙ୍କ ଉପରେ ରହିବ। ୧୫ ବର୍ଷୀୟ ବ୍ୟାଟସମ୍ୟାନଙ୍କୁ ଭାରତ ଏ ପାଇଁ ଜଣେ ପ୍ରମୁଖ…

ସରକାରଙ୍କ ବଡ଼ ଉପହାର, ୨୦ ପ୍ରତିଶତ ବଢିଲା DA, ଆଶା କର୍ମୀଙ୍କୁ ମିଳିବ ୨ହଜାର, ମହିଳାଙ୍କ ପାଇଁ ମାଗଣା ବସ ସେବା

କୋଲକାତା,୨୨।୬: ସୋମବାର, ପଶ୍ଚିମବଙ୍ଗ ସରକାର ଅନେକ ସୁବିଧା ଘୋଷଣା କରିଛନ୍ତି। ରାଜ୍ୟ କ୍ୟାବିନେଟ ରାଜ୍ୟ କର୍ମଚାରୀଙ୍କ ପାଇଁ ମହଙ୍ଗା ଭତ୍ତା (DA) 20 ପ୍ରତିଶତ ବୃଦ୍ଧି କରିବାକୁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri