କେନ୍ଦୁଝର,୨୦।୨ (ସ୍ବ.ପ୍ର.): କେନ୍ଦୁଝର ଜିଲା ସଦର ଥାନା ଅନ୍ତର୍ଗତ ପଳାଶପଙ୍ଗା-ବାମୋରୀ ରାସ୍ତାରେ ଶନିବାର ପୂର୍ବାହ୍ନରେ ଏକ ଅଜଣା ଗାଡି ଧକ୍କାରେ ଜଣେ ବ୍ୟାଙ୍କ କର୍ମଚାରୀଙ୍କ ମୃତ୍ୟୁ ଘଟିଛି। ସେ ହେଲେ ଚନ୍ଦନ କୁମାର ସାହୁ (୨୮) । ତାଙ୍କ ଘର ହରିଚନ୍ଦନପୁର ବ୍ଲକ ବଡ଼ପଳାଶପାଳ ଗ୍ରାମରେ।
ଚନ୍ଦନ ଝୁମ୍ପୁରାରେ ରହି ବ୍ୟାଙ୍କ୍ ଅଫ୍ ବରଦା, ମଲଦା ଶାଖାକୁ ଯିବା ଆସିବା କରୁଥିଲେ। ସବୁଦିନ ଭଳି ବାଇକରେ ଯାଉଥିଲେ। ଦୁର୍ଘଟଣା ପରେ ଗୁରୁତର ଅବସ୍ଥାରେ ତାଙ୍କୁ ଝୁମ୍ପୁରା ଗୋଷ୍ଠୀ ସ୍ବାସ୍ଥ୍ୟ କେନ୍ଦ୍ରକୁ ନିଆଯାଇଥିଲା। ସେଠାରେ ଡାକ୍ତର ତାଙ୍କୁ ମୃତ ଷୋଷଣା କରିଥିଲେ। ପୋଲିିସ ମୃତଦେହ ଜବତକରି ତଦନ୍ତ କରୁଛି।
Posted inଆମ ଜିଲା ଖବର, କେନ୍ଦୁଝର View All
ଶିକ୍ଷାବିତ୍ ବିମଳ ଷଡ଼ଙ୍ଗୀଙ୍କ ପରଲୋକ
ଖୋର୍ଦ୍ଧା,୧୮।୯(ପ୍ରଭାତ ପାଣିଗ୍ରାହୀ): ଉତ୍କଳ ସମ୍ମିଳନୀର ରାଜ୍ୟ ଉପସଭାପତି ବରିଷ୍ଠ ନାଗରିକ, ବୁଦ୍ଧିଜୀବୀ ତଥା ଶିକ୍ଷାବିତ, ଖବରକାଗଜର ବିଶିଷ୍ଟ ସଂଗ୍ରାହକ ଭାବେ ପରିଚିତ ଖୋର୍ଦ୍ଧା ନିବାସୀ ବିମଳ ଷଡଙ୍ଗୀ(୭୫)…
ଜାରି ହେଲା ପୌର ନିର୍ବାଚନ ସଂଶୋଧିତ ସମୟସୂଚୀ, ଆସନ୍ତା ୨୪ସୁଦ୍ଧା…
ଭୁବନେଶ୍ୱର,୧୮।୯: ଗୃହ ନିର୍ମାଣ ଏବଂ ନଗର ଉନ୍ନୟନ ବିଭାଗ ପକ୍ଷରୁ ଶୁକ୍ରବାର ପୌର ନିର୍ବାଚନ ନେଇ ୱାର୍ଡ ସୀମା ନିର୍ଦ୍ଧାରଣ ପାଇଁ ସଂଶୋଧିତ ସମୟସୂଚୀ ଜାରି କରାଯାଇଛି।…
ବାଡ଼ିକୁ ଗାଈ ଆଣିବା ପାଇଁ ଯାଇଥିଲେ ପୀତାମ୍ବର, ବଜ୍ରପାତ ହେବାରୁ…
ମହାକାଳପଡ଼ା,୧୮ା୯(ପ୍ରତାପ ଚନ୍ଦ୍ର ସ୍ବାଇଁ): କେନ୍ଦ୍ରାପଡ଼ା ଜିଲା ମହାକାଳପଡ଼ା ବ୍ଲକ ପେଟଛେଲା ପଞ୍ଚାୟତ ସ୍ଥାନୀୟ କେନ୍ତିଆ ଗ୍ରାମର ପୀତାମ୍ବର ରାଉତ(୬୦) ନିଜ ବାଡ଼ିକୁ ଗାଈ ଆଣିବାକୁ ଯାଇ ବଜ୍ରପାତର…
ନକଲି ଫେସ୍ବୁକ୍ ଆଇଡିରେ ଠକି ନେଇଥିଲେ ୨୫ ଲକ୍ଷ ଟଙ୍କା, ୩ ଭଉଣୀଭାଇଙ୍କୁ ବାନ୍ଧିଲା ସାଇବର ପୋଲିସ
ସମ୍ବଲପୁର,୧୮ା୯(ପ୍ରମୋଦ ବହିଦାର): ଫେସ୍ବୁକରେ ନକଲି ଆଇଡି ଖୋଲି ଟଙ୍କାକୁ ଦ୍ୱିଗୁଣ କରିଦେବାର ପ୍ରଲୋଭନ ଦେଖାଇ ଲକ୍ଷାଧିକ ଟଙ୍କା ଠକେଇ କରିଥିବା ଦୁଇ ଭଉଣୀଙ୍କ ସହ ଭାଇଙ୍କୁ ଗିରଫ…
ବାଇକ୍ରେ ଯାଉଥିବାବେଳେ ଯୁବକଙ୍କ ଉପରେ ଭାଙ୍ଗିପଡ଼ିଲା ଗଛ ଡାଳ, ପେଟରେ ଗଳିଯିବାରୁ…
କେନ୍ଦ୍ରାପଡ଼ା,୧୮ା୯(ଜଗନ୍ନାଥ ଧଳ): କେନ୍ଦ୍ରାପଡ଼ା ବ୍ଲକ ସଦର ଥାନା ଅନ୍ତର୍ଗତ ଗଣ୍ଡାକିଆ ରାସ୍ତାରେ ଶୁକ୍ରବାର ଏକ ଅଘଟଣ ଘଟିଛି।ଏହି ରାସ୍ତାର କଂସାରଠାରେ ଗଛଡାଳ ବାଇକ୍ ଉପରେ ପଡ଼ିବା ସହ…
ଗୋଟିଏ ରୁମ୍ରେ ଯୁବତୀଙ୍କ ସହ ରାତି କାଟିଲେ ଫାଣ୍ଡି ଅଧିକାରୀ, ଗ୍ରାମବାସୀ ଦେଖିବା ପରେ ବାହାରୁ ତାଲା ପକାଇ…
ଉମରକୋଟ,୧୮।୯(ସନ୍ତୋଷ ଶତପଥୀ): ନବରଙ୍ଗପୁର ଜିଲା ଡାବୁଗାଁ ଥାନା ଅଧୀନ ସିଂସାରି ଫାଣ୍ଡି ଅଧିକାରୀ ଫାଣ୍ଡି ପରିସରରେ ଥିବା ଏକ ରୁମ୍ରେ ଜଣେ ଯୁବତୀଙ୍କ ସହ ବୁଧବାର ରାତିରେ…
ଘରେ ବାହାର ପଟୁ ତାଲା ପକାଇ ୫ ଛେଳି ଚୋରି, ୨ ଜଣଙ୍କୁ ଧରି…
ପାଟଣା,୧୮ା୯(ବୀରକିଶୋର ଦାଶ): କିଛିଦିନ ହେବ ପାଟଣା, ଘଟଗାଁ, ତୁରୁମୁଙ୍ଗା ଥାନା ଅଞ୍ଚଳର ପାଟଣା ଓ ସାହାରପଡ଼ା ବ୍ଲକ ଅଞ୍ଚଳରେ ଛେଳି ଚୋରି ବୃଦ୍ଧି ପାଇଛି। ବହୁ ସଂଖ୍ୟକ…
ମା’ ରାମଚଣ୍ଡୀଙ୍କ ମନ୍ଦିରରେ ୧ ହଜାର ଦୀପ ପ୍ରଜ୍ଜ୍ୱଳନ, ବିଧାୟକ ପହଞ୍ଚି…
ମହାକାଳପଡ଼ା,୧୮ା୯(ପ୍ରତାପ ଚନ୍ଦ୍ର ସ୍ବାଇଁ): କେନ୍ଦ୍ରାପଡା ଜିଲା ମହାକାଳପଡ଼ା ଅଞ୍ଚଳର ବିଭିନ୍ନ ଧର୍ମାନୁଷ୍ଠନରେ ପ୍ରଧାନମନ୍ତ୍ରୀ ମୋଦିଜୀଙ୍କ ୭୬ତମ ଜନ୍ମ ଦିବସ ଅବସରରେ ମା’ ରାମଚଣ୍ଡୀ ମନ୍ଦିର ପରିସରରେ ଏକ…

