Bank Holidays November: ନଭେମ୍ବର ବିଭିନ୍ନ ପର୍ବରେ ଏତିକି ଦିନ ବନ୍ଦ ରହିବ ବ୍ୟାଙ୍କ

ନୂଆଦିଲ୍ଲୀ,୨୮/୧୦: ଆସନ୍ତା ନଭେମ୍ବର ମାସରେ ଅନେକ ରାଜ୍ୟରେ ୧୫ ଦିନ ବ୍ୟାଙ୍କ ବନ୍ଦ ରହିବ। ଅନେକ କାର୍ଯ୍ୟ ବାଧାପ୍ରାପ୍ତ ହୋଇପାରେ, କାରଣ ପ୍ରତ୍ୟେକ ରାଜ୍ୟରେ ଭିନ୍ନ ଆଧାରରେ ଛୁଟି ମିଳିଥାଏ। ଭାରତୀୟ ରିଜର୍ଭ ବ୍ୟାଙ୍କ(ଆରବିଆଇ) ନଭେମ୍ବରରେ ସମସ୍ତ ରବିବାର ଦ୍ୱିତୀୟ ଏବଂ ଚତୁର୍ଥ ଶନିବାର ମିଶାଇ ୧୫ ଦିନବ୍ୟାଙ୍କ ଛୁଟି ରହିବ।

ନଭେମ୍ବର ମାସରେ ବିଭିନ୍ନ ରାଜ୍ୟରେ ବ୍ୟାଙ୍କ ଛୁଟି ତାଲିକା:

ନଭେମ୍ବର ୨ ((ବୁଧବାର) – କନ୍ନଡ ରାଜୋତ୍ସବ / କରୱା ଚୋୖଥ: ହିମାଚଳ ପ୍ରଦେଶର କର୍ଣ୍ଣାଟକ, ମଣିପୁରରେ ବ୍ୟାଙ୍କ ବନ୍ଦ।
ନଭେମ୍ବର ୧୦ (ଶୁକ୍ରବାର) – ୱାଙ୍ଗାଲା ମହୋତ୍ସବ: ମେଘାଳୟରେ ବ୍ୟାଙ୍କଗୁଡିକ ବନ୍ଦ।
୧୩ ନଭେମ୍ବର (ସୋମବାର) – ଗୋବର୍ଦ୍ଧନ ପୂଜା / ଲକ୍ଷ୍ମୀ ପୂଜା (ଦୀପାବଳି): ତ୍ରିପୁରା, ଉତ୍ତରପ୍ରଦେଶ, ସିକ୍କିମ୍, ମଣିପୁର, ରାଜସ୍ଥାନ, ଉତ୍ତରପ୍ରଦେଶ ଏବଂ ମହାରାଷ୍ଟ୍ରରେ ବ୍ୟାଙ୍କ ବନ୍ଦ।
୧୪ ନଭେମ୍ବର (ମଙ୍ଗଳବାର) – ଦିୱାଲୀ (ବାଲି ପ୍ରତୀପଡା) / ଦୀପାୱାଲି / ବିକ୍ରମ ସମ୍ୱତ ନୂତନ ବର୍ଷ ଦିବସ / ଲକ୍ଷ୍ମୀ ପୂଜା – ଗୁଜୁରାଟ, ମହାରାଷ୍ଟ୍ର, କର୍ଣ୍ଣାଟକ, ସିକ୍କିମ୍ ରେ ବ୍ୟାଙ୍କ ବନ୍ଦ।

୧୫ ନଭେମ୍ବର (ବୁଧବାର) – (ଭାଇଦୁଜ/ ଚିତ୍ରଗୁପ୍ତ ଜୟନ୍ତୀ / ଲକ୍ଷ୍ମୀ ପୂଜା (ଦୀପାବଳି) / ନିଙ୍ଗୋଲ ଚାକୋବା / ଭଟ୍ରି – ସିକ୍କିମ, ମଣିପୁର, ଉତ୍ତରପ୍ରଦେଶ, ବଙ୍ଗଳା, ହିମାଚଳ ପ୍ରଦେଶରେ ବ୍ୟାଙ୍କଗୁଡିକ ବନ୍ଦ।

୨୦ ନଭେମ୍ବର (ସୋମବାର) – ଛଟ (ପ୍ରଭାତ ଆର୍ଗିଆ) – ବିହାର ଏବଂ ରାଜସ୍ଥାନରେ ବ୍ୟାଙ୍କ ବନ୍ଦ।
୨୩ ନଭେମ୍ବର (ମଙ୍ଗଳବାର) – ସେଙ୍ଗ୍ କୁଟ୍ସନେମ୍ / ଇଗାସ୍-ବାଗୱାଲ୍ – ଉତ୍ତରପ୍ରଦେଶ ଏବଂ ସିକ୍କିମରେ ବ୍ୟାଙ୍କଗୁଡିକ ବନ୍ଦ।
୨୭ ନଭେମ୍ବର (ସୋମବାର) – ତ୍ରିପୁରା, ମିଜୋରାମ, ମହାରାଷ୍ଟ୍ର, ମଧ୍ୟପ୍ରଦେଶ, ଓଡ଼ିଶା, ଚଣ୍ଡିଗଡ଼, ଉତ୍ତରପ୍ରଦେଶ, ହାଇଦ୍ରାବାଦ – ତେଲେଙ୍ଗାନା, ରାଜସ୍ଥାନ, ଜାମ୍ମୁ, ଉତ୍ତରପ୍ରଦେଶ, ବଙ୍ଗଳା, ମହାରାଷ୍ଟ୍ର, ନୂଆଦିଲ୍ଲୀ, ବିହାର, ଝାଡ଼ଖଣ୍ଡ, ହିମାଚଳ ପ୍ରଦେଶରେ ବ୍ୟାଙ୍କ ବନ୍ଦ ରହିଛି।
୩୦ ନଭେମ୍ବର (ଗୁରୁବାର) – କନକଦାସ୍ ଜୟନ୍ତୀ – କର୍ଣ୍ଣାଟକରେ ବ୍ୟାଙ୍କଗୁଡିକ ବନ୍ଦ।


Enter your email to get our daily news in your inbox.

All Right Reserved By Dharitri.Com

ଗୋଟିଏ ଦିନରେ ରେକର୍ଡ ଭାଙ୍ଗିଲା ସୁନା-ରୁପା ଦର! କିଣିବା ପୂର୍ବରୁ ମୁଣ୍ଡରେ ହାତ ଦେଲେଣି ଗ୍ରାହକ,ବିଶେଷଜ୍ଞ ଚକିତ… 

ନୂଆଦିଲ୍ଲୀ,୮।୪: ପୁଣି ବଢ଼ିଲା ସୁନା-ରୁପା ଦର। ବୁଧବାର ବଜାରରେ ଏକ ବଡ଼ ପରିବର୍ତ୍ତନ ଦେଖିବାକୁ ମିଳିଛି, ଯାହା ବିଶେଷଜ୍ଞଙ୍କୁ ମଧ୍ୟ ଆଶ୍ଚର୍ଯ୍ୟ କରିଦେଇଛି। ରୁପା ଦରରେ ଗୋଟିଏ…

ବଚସା ହେଲା କାଳ….ଏୟାର ଗନ୍ ବ୍ୟବହାର କରି ବ୍ୟକ୍ତିଙ୍କ ଗୁପ୍ତାଙ୍ଗରେ ଭରିଦେଲେ ପବନ, ତାପରେ….

ଚଣ୍ଡିଗଡ଼,୮ା୪: ହରିୟାଣାର ଗୁରୁଗ୍ରାମରେ ଏକ ଆଶ୍ଚର୍ଯ୍ୟଜନକ ଘଟଣା ସାମ୍ନାକୁ ଆସିଛି । ଏୟାର ଗନ୍ ବ୍ୟବହାର କରି ଜଣେ ବ୍ୟକ୍ତିଙ୍କ ଗୁପ୍ତାଙ୍ଗରେ ବାୟୁ ପ୍ରବେଶ କରିବାରୁ ତାଙ୍କର…

ଯୁଦ୍ଧବିରତି ଭିତରେ ଭାରତର ବଡ଼ ବିଜୟ! ୭ବର୍ଷ ପରେ ଚାଇନାକୁ ଦେଲା ଝଟ୍‌କା

ନୂଆଦିଲ୍ଲୀ,୮।୪: ଆମେରିକା ଏବଂ ଇରାନ ମଧ୍ୟରେ ଦୁଇ ସପ୍ତାହ ପାଇଁ ଯୁଦ୍ଧବିରତି ଘୋଷଣା ପରେ, ବୁଧବାର (୮ ଏପ୍ରିଲ, ୨୦୨୬) ଦିନ ଅଶୋଧିତ ତୈଳ ଭବିଷ୍ୟତରେ ତୀବ୍ର…

ଯୁଦ୍ଧବିରତି ଭିତରେ ବଦଳିଲା ଗ୍ୟାସ ସିଲିଣ୍ଡର ଦର, ଜାଣନ୍ତୁ ବଢିଲା ନା କମିଲା…

ନୂଆଦିଲ୍ଲୀ,୮।୪: ବିଶ୍ୱ ଉତ୍ତେଜନା ମଧ୍ୟରେ, ସାଧାରଣ ଲୋକଙ୍କ ପାଇଁ ଏକ ଆଶ୍ୱସ୍ତିକର ଖବର ଆସିଛି। ଆମେରିକା ଏବଂ ଇରାନ ମଧ୍ୟରେ ଯୁଦ୍ଧବିରତି ଘୋଷଣା ପରେ, ଅନ୍ତର୍ଜାତୀୟ ବଜାରରେ…

ବିବାଦୀୟ ମନ୍ତବ୍ୟ ଦେବା ପରେ କ୍ଷମା ମାଗିଲେ ଖାର୍ଗେ, ଭାବନାକୁ ଆଘାତ ଦେବା…

ନୂଆଦିଲ୍ଲୀ,୮।୪: କଂଗ୍ରେସ ଅଧ୍ୟକ୍ଷ ମଲ୍ଲିକାର୍ଜୁନ ଖାର୍ଗେ ଗୁଜରାଟର ଲୋକଙ୍କ ସମ୍ପର୍କରେ ଦେଇଥିବା ବୟାନ ପାଇଁ କ୍ଷମା ପ୍ରାର୍ଥନା କରିଛନ୍ତି । ସେ କହିଛନ୍ତି ଯେ ସେ ସବୁବେଳେ ଗୁଜରାଟର…

ଆମେରିକା-ଇରାନ ଯୁଦ୍ଧବିରତିରେ ଭାରତର ପ୍ରଥମ ପ୍ରତିକ୍ରିୟା: ଆମେ ଏହାକୁ ସ୍ୱାଗତ କରୁଛୁ, ଆମେ ଆରମ୍ଭରୁ…

ନୂଆଦିଲ୍ଲୀ,୮।୪:ଆମେରିକା-ଇରାନ ବିବାଦରେ ଘୋଷଣା ହୋଇଥିବା ଯୁଦ୍ଧବିରତି ଉପରେ ଭାରତ ସରକାର ପ୍ରଥମ ପ୍ରତିକ୍ରିୟା ପ୍ରକାଶ କରିଛନ୍ତି। ବୁଧବାରବୈଦେଶିକ ବ୍ୟାପାର ମନ୍ତ୍ରଣାଳୟ ଏହି ଯୁଦ୍ଧବିରତିକୁ ସ୍ୱାଗତ କରି ଏକ…

ଆମେରିକା-ଇରାନ ଯୁଦ୍ଧବିରତି ପରେ କେନ୍ଦ୍ର ସରକାରଙ୍କ ବଡ଼ ଘୋଷଣା: ଏମାନେ ପ୍ରଥମେ ପାଇବେ…

ନୂଆଦିଲ୍ଲୀ,୮।୪: ଆମେରିକା-ଇରାନ ଯୁଦ୍ଧବିରତି ପରେ ତୁରନ୍ତ କେନ୍ଦ୍ର ସରକାର LPG ସମ୍ପର୍କରେ ଏକ ବଡ଼ ନିଷ୍ପତ୍ତି ନେଇଛନ୍ତି। ଦେଶବ୍ୟାପୀ LPG ଅଭାବକୁ ଦୃଷ୍ଟିରେ ରଖି, ସରକାର ଗ୍ୟାସ…

ଆମେରିକା-ଇରାନ ଯୁଦ୍ଧବିରତି ଭିତରେ ଭାରତର ବଲ୍ଲେବଲ୍ଲେ, ମିଳିଲା ବଡ଼ ଅଫର୍‌

ନୂଆଦିଲ୍ଲୀ,୮।୪: ଗତ କିଛି ସପ୍ତାହ ଧରି, ଆମେରିକା ଏବଂ ଇରାନ ମଧ୍ୟରେ ବୃଦ୍ଧି ପାଉଥିବା ଉତ୍ତେଜନା ସମଗ୍ର ବିଶ୍ୱକୁ ଏବଂ ଭାରତୀୟ ବଜାରକୁ ନିଶ୍ୱାସ ନେବାରେ ବାଧ୍ୟ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri