ଦିନେ କି ଦୁଇଦିନ ନୁହେଁ ଅକ୍ଟୋବରରେ ୧୮ଦିନ ବନ୍ଦ ରହିବ ବ୍ୟାଙ୍କ

ଦିନେ କି ଦୁଇଦିନ ନୁହେଁ ଅକ୍ଟୋବରରେ ୧୮ଦିନ ବନ୍ଦ ରହିବ ବ୍ୟାଙ୍କ
ନୂଆଦିଲ୍ଲୀ,୨୭।୯: ପାର୍ବଣ ଆସିଛି। ଅକ୍ଟୋବର ପହିଲାରୁ ଆରମ୍ଭ କରି ମାସ ଶେଷ ଯାଏଁ ପର୍ବପର୍ବାଣୀ ପାଳନ କରିବେ ଭାରତବାସୀ। ତେବେ ପର୍ବପର୍ବାଣୀ ଯୋଗୁ ସ୍କୁଲ କଲେଜ ଏବଂ ବିଭିନ୍ନ ଅନୁଷ୍ଠାନ ସହ ବ୍ୟାଙ୍କ ମଧ୍ୟ ବନ୍ଦ ରହିବ। ତେବେ ଏହି ଅକ୍ଟୋବରରେ ୧୮ଦିନ ବ୍ୟାଙ୍କ ବନ୍ଦ ରହିବାକୁ ଯାଉଛି। ଏପରି ପରିସ୍ଥିତିରେ, ଯଦି ଆପଣଙ୍କର ବ୍ୟାଙ୍କ ସହିତ ଜଡିତ କୌଣସି କାର୍ଯ୍ୟ ଅଛି, ତେବେ ଏହାକୁ ଠିକ୍‌ ସମୟରେ ଏବଂ ଯଥାଶୀଘ୍ର ସମ୍ପୂର୍ଣ୍ଣ କରନ୍ତୁ। ଅକ୍ଟୋବରରେ ଦେଶରେ ଗାନ୍ଧୀ ଜୟନ୍ତୀ, ମହାଳୟା, କଟି ବିହୁ, ଦୁର୍ଗାପୂଜା, ଦଶହରା, ଲକ୍ଷ୍ମୀପୂଜା, ସର୍ଦ୍ଦାର ବଲ୍ଲଭଭାଇ ପଟେଲଙ୍କ ଜନ୍ମଦିନ ଯୋଗୁ ବ୍ୟାଙ୍କଗୁଡିକ ବନ୍ଦ ରହିବ।

ଭାରତୀୟ ରିଜର୍ଭ ବ୍ୟାଙ୍କ(ଆରବିଆଇ) ବ୍ୟାଙ୍କ ଛୁଟିଦିନକୁ ତିନୋଟି ଶ୍ରେଣୀରେ ବିଭକ୍ତ କରିଛି। ଯେଉଁଥିରେ ପ୍ରଥମ ନାମ ହେଉଛି ନେଗେଟିବଲ ଇନଷ୍ଟ୍ରୁମେଣ୍ଟସ ଆକ୍ଟ ଅନୁଯାୟୀ ବ୍ୟାଙ୍କ ଛୁଟି। ଦ୍ୱିତୀୟ ଶ୍ରେଣୀ ହେଉଛି ନେଗୋଶିଏବୁଲ ଇନଷ୍ଟ୍ରୁମେଣ୍ଟସ ଆକ୍ଟ ଓ ରିଅଲ ଟାଇମ ଗ୍ରସ ସେଟଲେମେଣ୍ଟ ଅଧୀନରେ ବ୍ୟାଙ୍କ ଛୁଟି। ତୃତୀୟ ବର୍ଗ ହେଉଛି ବ୍ୟାଙ୍କ ଛୁଟି, ଏହି ଦିନ ବ୍ୟାଙ୍କରେ କାରବାର ବନ୍ଦ ଥାଏ।


Enter your email to get our daily news in your inbox.

All Right Reserved By Dharitri.Com

ଇରାନ ଯୁଦ୍ଧରେ ରୁଷିଆର ଏଣ୍ଟ୍ରି? ଟ୍ରମ୍ପଙ୍କ ହଜିଲା ନିଦ, ଭୟଙ୍କର ହୋଇପାରେ…

ନୂଆଦିଲ୍ଲୀ/ତେହେରାନ, ୨୬।୩: ପଶ୍ଚିମ ଏସିଆରେ ଜାରି ରହିଥିବା ଯୁଦ୍ଧ ମଧ୍ୟରେ ରୁଷିଆ ଏବଂ ଇରାନର ବଢୁଥିବା ନିକଟତରତା ବିଶ୍ୱ ପାଇଁ ଚିନ୍ତାର କାରଣ ପାଲଟିଛି। ପଶ୍ଚିମା ଗୋଇନ୍ଦା…

ବସଷ୍ଟାଣ୍ଡରେ OSRTC ବସ୍‌ରେ ଲାଗିଲା ନିଆଁ: ଜୀବନ ବଞ୍ଚାଇବାକୁ କିଏ ଝରକା ପଟେ ଡେଇଁଲେ ତ କିଏ… VIDEO 

କୋରାପୁଟ, ୨୬।୩ (ଅମିତାଭ ବେହେରା): କୋରାପୁଟ ବସଷ୍ଟାଣ୍ଡରେ ଏକ ବଡ଼ ଧରଣର ଅଘଟଣ ଟଳିଯାଇଛି। ଗୁରୁବାର ସଂନ୍ଧ୍ୟାରେ ଏକ ସରକାରୀ (OSRTC) ବସ୍‌ରେ ହଠାତ ନିଆଁ ଲାଗିଯିବା…

ଏମିତି ପ୍ରଶ୍ନରେ ରାଗିଗଲେ ଶୁବମନ ଗିଲ, T20 ଟିମରୁ…

ନୂଆଦିଲ୍ଲୀ,୨୬।୩: ଭାରତୀୟ ଦିନିକିଆ ଏବଂ ଟେଷ୍ଟ ଅଧିନାୟକ ଶୁବମନ ଗିଲ ଗୁରୁବାର କହିଛନ୍ତି ଯେ ୨୦୨୬ ଟି୨୦ ବିଶ୍ୱକପ ପୂର୍ବରୁ ଭାରତୀୟ ଦଳରୁ ବାଦ ପଡ଼ିବା ପରେ…

ଚକ୍‌ମା ଦେଉଛନ୍ତି ଟ୍ରମ୍ପ! ପୁଣି ଓଲଟିଲେ, କହିଲେ ‘ଡିଲ ପାଇଁ ଭିକ୍ଷା କରୁଥିଲା ଇରାନ, ମୁଁ ନୁହେଁ’, ସାରା ବିଶ୍ୱ ଆଶ୍ଚର୍ଯ୍ୟ

ଓ୍ବାଶିଂଟନ,୨୬।୩: ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ପୁଣି ଥରେ ଇରାନ ସହିତ ଶାନ୍ତି ଚୁକ୍ତିର ସମ୍ଭାବନା ଉପରେ ସନ୍ଦେହ ପ୍ରକାଶ କରି କହିଛନ୍ତି ଯେ ଇରାନ ଯୁଦ୍ଧ…

ଗଜପତିରେ ଗଞ୍ଜେଇ କାରବାର ଉପରେ ପୋଲିସର ଶକ୍ତ ପ୍ରହାର: ୪.୦୬ ଟନ୍‌ର ଗଞ୍ଜେଇ ଜବତ, ମୂଲ୍ୟ…

ପାରଳାଖେମୁଣ୍ଡି/ମୋହନା, ୨୬।୩ (ଗିରିଧାରୀ ପରିଚ୍ଛା/ମନ୍ମଥ ମିଶ୍ର): ଗଜପତି ଜିଲାରେ ଅବାଧ ଗଞ୍ଜେଇ ଚାଷ ଓ ଚାଲାଣକୁ ରୋକିବା ପାଇଁ ପୋଲିସ ପ୍ରଶାସନ ପକ୍ଷରୁ ଚଢାଉକୁ ଜୋରଦାର କରାଯାଇଛି।…

West Asia Conflict: ‘ପରିସ୍ଥିତି କରୋନା ପରି ହେବାକୁ ଯାଉଛି’ – ଯୁଦ୍ଧ ଲଢୁଥିବା ଦେଶଗୁଡ଼ିକ ଏହାର ପ୍ରଭାବକୁ ଅନୁଭବ କରୁନାହାଁନ୍ତି

ମସ୍କୋ,୨୬।୩: ରୁଷିଆ ରାଷ୍ଟ୍ରପତି ପୁଟିନ ପଶ୍ଚିମ ଏସିଆରେ ଚାଲିଥିବା ଯୁଦ୍ଧ ସମ୍ପର୍କରେ ଏକ ଗୁରୁତ୍ୱପୂର୍ଣ୍ଣ ବିବୃତ୍ତି ଦେଇଛନ୍ତି। ସେ କହିଛନ୍ତି ଯେ ଏହି ସଂଘର୍ଷର ପ୍ରଭାବ ପୂର୍ବାନୁମାନ…

ଦୁଃସାହସ! ଯୁଦ୍ଧ ଭିତରେ ଟ୍ରମ୍ପଙ୍କ ଭାଷା କହିଲାଣି ପାକିସ୍ତାନ! ଇସାକ ଦାରଙ୍କ ବୟାନକୁ ନେଇ ନିଆଁବାଣ ଇରାନ

ଇସଲାମାବାଦ,୨୬।୩: ପାକିସ୍ତାନର ବୈଦେଶିକ ମନ୍ତ୍ରୀ ଇସାକ ଦାର ଗୁରୁବାର (୨୬ ମାର୍ଚ୍ଚ, ୨୦୨୬) କହିଛନ୍ତି ଯେ ଆମେରିକା ଏବଂ ଇରାନ ମଧ୍ୟରେ ପରୋକ୍ଷ ଶାନ୍ତି ଆଲୋଚନା ଚାଲିଛି।…

ପଟ୍ଟାମୁଣ୍ଡାଇରେ ଚାଞ୍ଚଲ୍ୟ: କଳିଙ୍ଗାଘାଟ ନଦୀପଠାରୁ ଅଖାରେ ଭର୍ତ୍ତି ମଣିଷ କଙ୍କାଳ ଉଦ୍ଧାର, ହତ୍ୟା କରି ଫିଙ୍ଗି ଦେଇଥିବା ସନ୍ଦେହ…

ପଟ୍ଟାମୁଣ୍ଡାଇ,୨୬।୩(କଳ୍ପତରୁ ନାୟକ): କେନ୍ଦ୍ରାପଡ଼ା ଜିଲା ପଟ୍ଟାମୁଣ୍ଡାଇ ଗ୍ରାମାଞ୍ଚଳ ଥାନା ଅନ୍ତର୍ଗତ ଗୁଣୁପୁର କଳିଙ୍ଗାଘାଟ ନଦୀପଠାରେ ଏକ ଅଭାବନୀୟ ଦୃଶ୍ୟ ଦେଖିବାକୁ ମିଳିଛି। ନଦୀପଠାରୁ ମଣିଷ ଖପୁରୀ ଓ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri