ଜିଲାପାଳଙ୍କ ଅଫିସ ଆଗରେ ବ୍ୟାଙ୍କ ମିତ୍ରଙ୍କ ବିକ୍ଷୋଭ

ଛତ୍ରପୁର,୧୬।୯(ସନ୍ତୋଷ ପାଢୀ): ଗଞ୍ଜାମ ଜିଲା ଏସବିଆଇ ବ୍ୟାଙ୍କମିତ୍ର ଆସୋସିଏଶନ ପକ୍ଷରୁ ଶନିବାର ଛତ୍ରପୁରସ୍ଥିତ ଜିଲାପାଳଙ୍କ କାର୍ଯ୍ୟାଳୟ ସମ୍ମୁଖରେ ବିକ୍ଷୋଭ ପ୍ରଦର୍ଶନ କରାଯାଇଛି । ସରକାରଙ୍କ ସିଏସ୍‌ପି ପ୍ଲସ ଯୋଜନାରେ ଏସବିଆଇ ସିଏସ୍‌ପିମାନଙ୍କୁ ସାମିଲ କରିବା ଦାବିରେ ଏହି ଆନ୍ଦୋଳନ ହୋଇଥିଲା । ପରେ ଜିଲାପାଳଙ୍କୁ ଏକ ସ୍ମାରକପତ୍ର ପ୍ରଦାନ କରାଯାଇଥିଲା।
ସେମାନଙ୍କ  କହିବାନୁଯାୟୀ,  ବିଭିନ୍ନ ପଞ୍ଚାୟତରେ ଏସବିଆଇ ଦ୍ୱାରା ଅନୁମୋଦନ ପାଇଁ ବ୍ୟାଙ୍କମିତ୍ର ଭାବେ କାମ କରିଆସୁଛନ୍ତି । ଦୀର୍ଘ ୧୨ ବର୍ଷ ହେଲା ଅର୍ଥ ଲଗାଣ କରିଞ୍‌ ପଞ୍ଚାୟତ ମାନଙ୍କରେ ବ୍ୟାଙ୍କ ସେବା ଗୁଡିକ ଟଙ୍କା ଜମା, ଟଙ୍କା ଉଠାଣ, ନୂତନ ବ୍ୟାଙ୍କ ଖାତା, ସରକାରଙ୍କ ମଧୁବାବୁ ପେନଶନ, ବାର୍ଦ୍ଧକ୍ୟ ଭତା ଓ ମିଶନ ଶକ୍ତି ଦ୍ୱାରା ଉପକୃତ ହେଉଥିବା ମା’ ମାନଙ୍କର ଋଣ ଆଦି ବ୍ୟାବସ୍ଥା କରି ପରିବାର ପ୍ରତିପୋଷଣ କରୁଛନ୍ତି । ତେବେ ପ୍ରତି ପଞ୍ଚାୟତରେ ସିଏସପି ପ୍ଲସ ନୂତନ ଭାବେ ଖୋଲାଯାଇ ବ୍ୟାଂକିଙ୍କ ସେବା ପ୍ରଦାନ କରାଯିବ ବୋଲି ନିଷ୍ପତି ହୋଇଛି । ଏଣୁ ସିଏସପି ପ୍ଲସରେ ସେମାନଙ୍କୁ ସାମିଲ କରିବା ଲାଗି ଏମାନଙ୍କ ପକ୍ଷରୁ ଅନୁରୋଧ କରାଯାଇଛି ।

Enter your email to get our daily news in your inbox.

All Right Reserved By Dharitri.Com

ରାମନବମୀରେ ବିରଳ ସଂଯୋଗ, ଏହି ୩ ରାଶିର ଖୋଲିବ ଭାଗ୍ୟ

୨୭ ମାର୍ଚ୍ଚ ୨୦୨୬, ପ୍ରେମ ଏବଂ ସମ୍ପର୍କ ଦୃଷ୍ଟିରୁ ବିଶେଷ ଦିନ ହେବାକୁ ଯାଉଛି । ଆଜି ସାରା ଦେଶରେ ରାମନବମୀ ପାଳନ ହେଉଥିବା ବେଳେ ଅନେକ…

ପ୍ରଭୁ ରାମଙ୍କ ସୂର୍ଯ୍ୟାଭିଷେକ: ଦେଖିବାକୁ ପ୍ରବଳ ଭିଡ଼

ନୂଆଦିଲ୍ଲୀ,୨୭।୩: ରାମ ନବମୀ ଅବସରରେ ଅଯୋଧ୍ୟାରେ ଭକ୍ତଙ୍କ ସୁଅ ଛୁଟିଛି। ସକାଳୁ ସକାଳୁ ପ୍ରଭୁ ରାମଙ୍କୁ ସ୍ନାନ କରାଯାଇଥିଲା ଏବଂ ଆକର୍ଷଣୀୟ ପୋଷାକ ପିନ୍ଧି ସଜ୍ଜିତ କରାଯାଇଥିଲା।…

କ୍ଲାସ୍‌ରୁମ୍‌ରେ ଛାତ୍ରୀଙ୍କୁ ପ୍ରେମ ନିବେଦନ କଲେ ପ୍ରଫେସର, ତା’ପରେ ଯାହା ଘଟିଲା… କ୍ୟାମ୍ପସରେ ହଇଚଇ

ବେଙ୍ଗାଲୁରୁ,୨୭।୩: ବେଙ୍ଗାଲୁରୁ ଗ୍ରାମୀଣ ଜିଲାର ଟି. ବେଗୁରରେ ଥିବା ଶ୍ରୀ ସିଦ୍ଧାର୍ଥ ଇନଷ୍ଟିଚ୍ୟୁଟ ଅଫ ମେଡିକାଲ ସାଇନ୍ସେସ ଆଣ୍ଡ ରିସର୍ଚ୍ଚ ସେଣ୍ଟରରେ ବୁଧବାର ଏକ ଅଜବ ଏବଂ…

ଇରାନକୁ ବୋକା ବନାଉଛି ଆମେରିକା? ବୁଝନ୍ତୁ ଟ୍ରମ୍ପଙ୍କ ଡବଲ ଗେମ

ଓ୍ବାଶିଂଟନ,୨୭।୩: ଇରାନ ଏବଂ ଆମେରିକା ମଧ୍ୟରେ ଯୁଦ୍ଧ ତୀବ୍ରତର ହେଉଛି। ଏହି ସମୟରେ, ଆମେରିକାର ରଣନୀତି ଉପରେ ନଜର ରଖାଯାଇଛି। ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ଲଗାତାର…

ପ୍ରଧାନମନ୍ତ୍ରୀ ମୋଦିଙ୍କୁ ଧନ୍ୟବାଦ ଜଣାଇ ଏମିତି କହିଦେଲେ ମୁଖ୍ୟମନ୍ତ୍ରୀ: ଗୁଜବ ଉପରେ…

ଭୁବନେଶ୍ୱର,୨୭।୩: ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଶୁକ୍ରବାର ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କୁ ଏକ୍ସସାଇଜ ଡ୍ୟୁଟି ହ୍ରାସ ପାଇଁ ଧନ୍ୟବାଦ ଜଣାଇଛନ୍ତି। ଏହି ନିଷ୍ପତ୍ତି ଲୋକଙ୍କୁ ଆଶ୍ୱସ୍ତି ଦେବ।…

ଆମକୁ କତାର ଭାବନ୍ତୁ ନାହିଁ, କାହିଁକି ଇସ୍ରାଏଲକୁ ଧମକାଇଲା ପାକିସ୍ତାନ? କହିଲା…

ଇସଲାମାବାଦ,୨୭।୩: ଇରାନ ଯୁଦ୍ଧ ମଧ୍ୟରେ, ପାକିସ୍ତାନ ଆମେରିକାର ମିତ୍ର ଇସ୍ରାଏଲକୁ ଧମକ ଦେଇଛି। ପାକିସ୍ତାନ ସ୍ପଷ୍ଟ ଭାବରେ ଚେତାବନୀ ଦେଇଛି ଯେ ଏହା କତାର ନୁହେଁ ଯେ…

ଭୁବନେଶ୍ୱରରେ ଚିକିତ୍ସିତ ହେଉଛନ୍ତି ବୈକୁଣ୍ଠ, ଘରେ ପୁଅ,ବୋହୂଙ୍କୁ ବାଡ଼େଇ…

ନୟାଗଡ଼,୨୭।୩(ଲୋକନାଥ ମିଶ୍ର): ନୟାଗଡ଼ ସଦର ବଲଭଦ୍ରପୁର ଗାଁର ବୈକୁଣ୍ଠ ସାହୁଙ୍କ ଘରୁ ଗୁରୁବାର ରାତିରେ ଚୋରି ହୋଇଛି। ଚୋରମାନେ ଗ୍ରୀଲ ଓ କବାଟ ଭାଙ୍ଗି ୭ ଲକ୍ଷରୁ…

ଯୁଦ୍ଧ ଭିତରେ ଆମେରିକାରେ ହଠାତ୍‌ ବୃଦ୍ଧି ପାଇଲା କରୋନା ମାମଲା, ଭାରତ ପାଇଁ କେତେ ବିପଦ? ଜାଣନ୍ତୁ…

ନୂଆଦିଲ୍ଲୀ,୨୭।୩: ଆମେରିକାରେ କୋଭିଡ-୧୯ ମାମଲା ହଠାତ୍‌ ବୃଦ୍ଧି ପାଇବା ଚିନ୍ତାର କାରଣ ପାଲଟିଛି। ନୂତନ ରିପୋର୍ଟ ଅନୁଯାୟୀ, ଭାଇରସର ଏକ ନୂତନ BA.3.2 ଭାରିଆଣ୍ଟ ଦେଖାଦେଇଛି। ରିପୋର୍ଟ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri