ବିଓଆଇର ଗ୍ରାହକ ସମ୍ମିଳନୀ

ଭୁବନେଶ୍ୱର,୧୫ା୭(ଅଭୟ ଦାଶ): ବ୍ୟାଙ୍କ ଅଫ୍‌ ଇଣ୍ଡିଆ (ବିଓଆଇ) ର ସମ୍ବଲପୁର ଆଞ୍ଚଳିକ କାର୍ଯ୍ୟାଳୟ ପକ୍ଷରୁ ଏକ ଦିନିକିଆ ଗ୍ରାହକ ସମ୍ମିଳନୀର ଆୟୋଜନ କରାଯାଇଥିଲା। ବିଶେଷ କରି କିଷାନ ମହାମାସ ଉପଲକ୍ଷେ ଏହି ଗ୍ରାହକ ସମ୍ମିଳନୀ ଆୟୋଜିତ ହୋଇଥିଲା। ଏଥିରେ ବ୍ୟାଙ୍କ ପକ୍ଷରୁ କୃଷି ଏବଂ ଶିଳ୍ପ ଋଣ ସମ୍ବନ୍ଧୀୟ ବିଭିନ୍ନ ପ୍ରକାର ଯୋଜନା ବିଷୟରେ ଗ୍ରାହକମାନଙ୍କୁ ଅବଗତ କରାଯାଇଥିଲା। ଏପରିକି ଗ୍ରାହକମାନେ କିପରି ଏହିସବୁ ଯୋଜନା ସୁଚାରୁ ରୂପରେ ଉପଲବ୍ଧ କରିପାରିବେ ତା’ ଉପରେ ପ୍ରାଧାନ୍ୟ ଦିଆଯାଇଥିଲା।

ଏହି ସଭାରେ ୫୦ରୁ ଊର୍ଦ୍ଧ୍ୱ ନୂତନ ଗ୍ରାହକ ଯୋଗଦେଇଥିଲେ ଏବଂ କିପରି ସେମାନେ ବ୍ୟାଙ୍କ ସହ ଜଡ଼ିତ ହୋଇ ସମସ୍ତ ପ୍ରକାର ଯୋଜନାର ଲାଭ ନେଇପାରିବେ ତା’ ଉପରେ ଆଲୋଚନା କରାଯାଇଥିଲା। ଏହି ସଭାରେ ବ୍ୟାଙ୍କ ଅଫ୍‌ ଇଣ୍ଡିଆ ସମ୍ବଲପୁର ଅଞ୍ଚଳର ଆଞ୍ଚଳିକ ପ୍ରବନ୍ଧକ ଶ୍ରୀଜିତ୍‌ ଶଙ୍କର ବେହେରା, ଉପ ଆଞ୍ଚଳିକ ପ୍ରବନ୍ଧକ ନିବେଦିତା ମିଶ୍ର, ବଲାଙ୍ଗୀର ବ୍ୟାଙ୍କ ଶାଖା ପ୍ରବନ୍ଧକ ଅଶୋକ ମେହେର, ସୋନପୁର ଶାଖା ପ୍ରବନ୍ଧକ ସୁଜିତ୍‌ ମିଶ୍ର ଏବଂ ପାଟଣାଗଡ଼ ଶାଖା ପ୍ରବନ୍ଧକ ହିମାଂଶୁ ପ୍ରଧାନ ପ୍ରମୁଖ ଯୋଗଦେଇ ଗ୍ରାହକଙ୍କୁ ସମ୍ମିଳନୀର ଆଭିମୁଖ୍ୟ ଓ ଯୋଜାନଗୁଡିକର ସଫଳ ରୂପାନ୍ତରିତ କରିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ପୁଣି ଟ୍ରେନ୍‌ ଟିକେଟ ବୁକିଂ ନିୟମ ବଦଳାଇଲା IRCTC, ଯାତ୍ରା କରିବାକୁ ଥିଲେ ଜାଣି ନିଅନ୍ତୁ…

ନୂଆଦିଲ୍ଲୀ,୩୦।୧୨: ଭାରତୀୟ ରେଳବାଇ ଆଧାର-ଯାଞ୍ଚ ହୋଇଥିବା IRCTC ଆକାଉଣ୍ଟ୍ ଧାରୀମାନଙ୍କ ପାଇଁ ବଡ଼ ରାହତ ଘୋଷଣା କରିଛି। ଆଡ଼ଭାନ୍ସ ରିଜର୍ଭେସନ୍ ପିରିଅଡ୍ (ARP)ର ପ୍ରଥମ ଦିନରେ...

ମହିଳାକୁ ହତ୍ୟା ଅଭିଯୋଗ, ପୋଲିସର ତନାଘନା

ଗୋପାଳପୁର,୩୦ା୧୨(ନବୀନ ରାଜ ଆଚାରୀ): ଗୋଳନ୍ଥରା ଥାନା ଅଞ୍ଚଳରେ ସୋମବାର ବିଳମ୍ବିତ ରାତିରେ ଜଣେ ମହିଳାଙ୍କୁ ତାଙ୍କ ସ୍ବାମୀ ହତ୍ୟା କରିଥିବା ଅଭିଯୋଗ ହୋଇଛି। ଫାସୀନୂଆପଡା ଗ୍ରାମରେ...

ସୁରୁଖୁରୁରେ ଧାନକିଣାକୁ ଗୁରୁତ୍ୱ ଚାଷୀ, ସମବାୟ ଓ ଯୋଗାଣ ବିଭାଗ ଅଧିକାରୀଙ୍କୁ ନେଇ ବୈଠକ

ଛତ୍ରପୁର,୩୦ା୧୨(ଦିଲୀପ ସାମଲ): ଚଳିତ ବର୍ଷ ଜିଲାରେ ଧାନକିଣା ସୁରୁଖୁରୁରେ କରିବା ପାଇଁ ମଙ୍ଗଳବାର ଚାଷୀ, ସମବାୟ ଓ ଯୋଗାଣ ବିଭାଗର ଅଧିକାରୀମାନଙ୍କୁ ନେଇ ତ୍ରିପାକ୍ଷିକ ବୈଠକ...

ବିଶ୍ୱର ୪ର୍ଥ ବୃହତ୍ ଅର୍ଥନୀତି ପାଲଟିଲା ଭାରତ; ୨୦୩୦ ସୁଦ୍ଧା ଜର୍ମାନୀକୁ ଟପିବା ଲକ୍ଷ୍ୟ

ନୂଆଦିଲ୍ଲୀ,୩୦।୧୨: ବିଶ୍ୱ ଅର୍ଥନୀତି ମାନଚିତ୍ରରେ ଭାରତର ଦବଦବା ଜାରି ରହିଛି। ଜାପାନକୁ ଟପି ଭାରତ ଏବେ ବିଶ୍ୱର ଚତୁର୍ଥ ବୃହତ୍ତମ ଅର୍ଥନୈତିକ ଶକ୍ତି ଭାବେ ଉଭା...

ଆର୍‌ସିବିକୁ ବଡ଼ ଝଟ୍‌କା, ଏହି କାରଣରୁ ଖେଳିବେ ନାହିଁ…

ନୂଆଦିଲ୍ଲୀ, ୩୦।୧୨: ମହିଳା ପ୍ରିମିଅର୍ ଲିଗ୍ (WPL) ୨୦୨୬ ଆରମ୍ଭ ହେବାକୁ ମାତ୍ର କିଛି ଦିନ ବାକି ଥିବାବେଳେ ରୟାଲ୍ ଚ୍ୟାଲେଞ୍ଜର୍ସ ବେଙ୍ଗଲୁରୁ (RCB) ଟିମ୍‌କୁ...

ରାଜ୍ୟସ୍ତରୀୟ ଟାଏକୋଣ୍ଡୋରେ ସଫଳତା: ଛୁଟୁଛି ଶୁଭେଚ୍ଛାର ସୁଅ

ରାଇକିଆ,୩୦ା୧୨ (ପ୍ରଦୀପ ବେହେରା): କନ୍ଧମାଳ ଜିଲା ରାଇକିଆ ସେଣ୍ଟ କ୍ୟାଥରିନ ବିଦ୍ୟାଳୟରଛାତ୍ରୀଛାତ୍ରମାନେ ରାଜ୍ୟସ୍ତରୀୟ ଟାଏକୋଣ୍ଡୋ କ୍ରୀଡ଼ାରେ ସଫଳତା ଅର୍ଜନ କରିଛନ୍ତି। ଭଦ୍ରକ ଠାରେ ଅନୁଷ୍ଠିତ ୩ଦିନିଆ...

ଟିମ୍‌ ଇଣ୍ଡିଆକୁ ଫେରିପାରନ୍ତି ମହମ୍ମଦ ସାମି: ବିଶ୍ୱକପ୍ ପୂର୍ବରୁ ବଦଳିପାରେ ଚୟନକର୍ତ୍ତାଙ୍କ ନିଷ୍ପତି

ମୁମ୍ବାଇ,୩୦।୧୨: ଅଭିଜ୍ଞ ଦ୍ରୁତ ବୋଲର ମହମ୍ମଦ ସାମିଙ୍କୁ ନେଇ ବିସିସିଆଇ ଚୟନକର୍ତ୍ତା ଏକ ବଡ଼ ନିଷ୍ପତ୍ତି ନେବାକୁ ଯାଉଛନ୍ତି। ଫିଟ୍‌ନେସ୍‌ ଏବଂ ବୟସକୁ ନେଇ ଚାଲିଥିବା...

ଦେଶର GDP’କୁ ଅତିକ୍ରମ କଲା ଭାରତୀୟ ପରିବାର ପାଖରେ ଥିବା ସୁନା ମୂଲ୍ୟ

ନୂଆଦିଲ୍ଲୀ,୩୦।୧୨: ଭାରତୀୟ ପରିବାରଗୁଡ଼ିକ ପାଇଁ ସୁନା କେବଳ ଏକ ଅଳଙ୍କାର ନୁହେଁ, ବରଂ ଏହା ଭାବପ୍ରବଣତା ଏବଂ ଆର୍ଥିକ ସୁରକ୍ଷାର ଏକ ପ୍ରତୀକ। ବିଶ୍ୱ ବଜାରରେ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri