ବ୍ୟାଙ୍କ ଅଫ୍‌ ମହାରାଷ୍ଟ୍ରର ନେଟ୍‌ ଲାଭ ୩୨୫ କୋଟି

ଭୁବନେଶ୍ୱର,୨୨।୧

ବ୍ୟାଙ୍କ ଅଫ୍‌ ମହାରାଷ୍ଟ୍ରର ତୃତୀୟ ତ୍ରୈମାସିକ ଆର୍ଥିକ ଫଳାଫଳ ପ୍ରକାଶ ପାଇଛି। ଚଳିତ ଆର୍ଥିକ ବର୍ଷର ତୃତୀୟ ତ୍ରୈମାସ ସୁଦ୍ଧା ବ୍ୟାଙ୍କ ୩୨୫ କୋଟି ଟଙ୍କାର ନେଟ୍‌ ଲାଭ ସଂଗ୍ରହକରି ଶତକଡ଼ା ୧୧୦.୭୦% ଅଭିବୃଦ୍ଧି ହାର ହାସଲ କରିପାରିଛି। ବ୍ୟାଙ୍କର ପରିଚାଳନା ନିର୍ଦ୍ଦେଶକ ଏବଂ ମୁଖ୍ୟ କାର୍ଯ୍ୟନିର୍ବାହୀ ଅଧିକାରୀ ଏ.ଏସ୍‌. ରାଜୀବ ମୋଟ ସୁଧ ଆୟରେ ବୃଦ୍ଧି, ଖୁଚୁରା, କୃଷି ଏବଂ ଏମ୍‌ଏସ୍‌ଏମ୍‌ଇ ଋଣ ଆଦି ସମସ୍ତ ବ୍ୟବସାୟିକ କ୍ଷେତ୍ରରେ ଅଭିବୃଦ୍ଧି ଘଟିଛି ବୋଲି କହିବା ସହ ସମ୍ପତ୍ତିର ଗୁଣବତ୍ତାରେ ଉନ୍ନତି ପରିଲକ୍ଷିତ ହୋଇଛି ବୋଲି କହିଥିଲେ। ଚଳିତ ଆର୍ଥିକ ବର୍ଷରେ ବ୍ୟାଙ୍କର ମୋଟ୍‌ ତ୍ରୈମାସିକ ସୁଧ ହାର ୩.୧୧% ରହିଛି ଯାହା ପୂର୍ବ ବର୍ଷ ଏହି ସମୟରେ ୩.୦୬% ଥିଲା। ନେଟ୍‌ ସୁଧ ଆୟ ୧୬.୯୦% ଅଭିବୃଦ୍ଧି ହାର ହାସଲକରି ୧,୫୨୭ କୋଟି ଟଙ୍କାରେ ପହଞ୍ଚତ୍ପାରିଛି।


Enter your email to get our daily news in your inbox.

All Right Reserved By Dharitri.Com

ଏଫ୍‌ଡିଆଇ ନୀତି କୋହଳ, ଆଖୁ ଚାଷୀଙ୍କୁ ସହାୟତା

ନୂଆଦିଲ୍ଲୀ,୨୯-୮: ଦେଶରେ ପ୍ରତ୍ୟକ୍ଷ ବିଦେଶୀ ପୁଞ୍ଜି ନିବେଶ(ଏଫ୍‌ଡିଆଇ) ବୃଦ୍ଧି ପାଇଁ ପରିବେଶ ସୃଷ୍ଟି କରିବା ଉଦ୍ଦେଶ୍ୟରେ କେନ୍ଦ୍ର ସରକାର ବୁଧବାର ଏଫ୍‌ଡିଆଇ ନୀତିକୁ କୋହଳ କରିଛନ୍ତି।...

ବେସିକ ଆକାଉଣ୍ଟଧାରୀଙ୍କୁ ମିଳିବ ଚେକ୍‌ବୁକ୍‌

ନୂଆଦିଲ୍ଲୀ,୧୧-୬: ଭାରତୀୟ ରିଜର୍ଭ ବ୍ୟାଙ୍କ(ଆର୍‌ବିଆଇ) ବେସିକ ଆକାଉଣ୍ଟଧାରୀଙ୍କ ଲାଗି ନିୟମ କୋହଳ କରିଛନ୍ତି। ଏଣିକି ସମ୍ପୃକ୍ତ ବ୍ୟାଙ୍କ ଏଭଳି ଆକାଉଣ୍ଟଧାରୀଙ୍କୁ ମାଗଣାରେ ଚେକ୍‌ବୁକ୍‌ ସହ ଅନ୍ୟାନ୍ୟ...

ଓଡ଼ିଶାରେ ଜିଏସ୍‌ଟି ଆଦାୟ ୨୧% ବଢ଼ିଲା

ଭୁବନେଶ୍ୱର: ଚଳିତ ବର୍ଷ ଅକ୍ଟୋବରରେ ଓଡ଼ିଶାରେ ସାମଗ୍ରୀ ଓ ସେବା ଟିକସ (ଜିଏସ୍‌ଟି) ସଂଗ୍ରହ ଗତ ବର୍ଷ ଅକ୍ଟୋବର ତୁଳନାରେ ୨୧% ବଢି ୨୪୧୯ କୋଟି...

ଶୀଘ୍ର ଅଭିବୃଦ୍ଧି ପଥକୁ ଫେରିବ ଭାରତ

ଡାଭୋସ,୨୫-୧ : ମାନ୍ଦାବସ୍ଥା ଦେଇ ଗତି କରୁଥିବା ଭାରତୀୟ ଅର୍ଥ ବ୍ୟବସ୍ଥା ଲାଗି ଅନ୍ତର୍ଜାତୀୟ ମୁଦ୍ରା ପାଣ୍ଠି(ଆଇଏମ୍‌ଏଫ୍‌) ଶୁକ୍ରବାର ଆଶ୍ୱସ୍ତି ଭରା ଖବର ଆଣିଛି। ଭାରତରେ...

ମୂଳ ଭାରତୀୟ ଅଜୟ ବଙ୍ଗା ହେଲେ ବିଶ୍ୱ ବ୍ୟାଙ୍କ ଅଧ୍ୟକ୍ଷ: କାର୍ଯ୍ୟକାଳ ୫ ବର୍ଷ…

ଓ୍ବାଶିଂଟନ,୩।୬ : ମୂଳ ଭାରତୀୟ ଅଜୟ ବଙ୍ଗା ବିଶ୍ୱ ବ୍ୟାଙ୍କର ଅଧ୍ୟକ୍ଷ ଭାବରେ ଦାୟିତ୍ୱ ଗ୍ରହଣ କରିଛନ୍ତି। ଏହା ସହିତ ସେ ଗ୍ଲୋବାଲ ଫାଇନାନ୍ସିଆଲ ଇନଷ୍ଟିଚ୍ୟୁଶନ,...

ଭଡ଼ା ଦେଇ ପାରିଲେ ନାହିିଁ ଏଲନ ମସ୍କ, ଟୁଇଟର କାର୍ଯ୍ୟାଳୟର ସାମଗ୍ରୀ ବିକ୍ରୟ ପାଇଁ ଅନଲାଇନ ୨୭ ଘଣ୍ଟିଆ ନିଲାମ…

ଓ୍ବାଶିଂଟନ,୧୮।୧ : ଏଲନ ମସ୍କ ଟୁଇଟର ଅଧିଗ୍ରହଣ କରିବା ପରେ ଏହି ସୋସିଆଲ ମିଡିଆ ପ୍ଲାଟଫର୍ମର ଅବସ୍ଥା ଭଲ ନାହିିଁ। ପ୍ରଥମେ କର୍ମଚାରୀଙ୍କ ଛଟେଇ, ତାପରେ...

ଆନ୍ଧ୍ରପ୍ରଦେଶରେ ନିବେଶ କରିବ ରିଲାଏନ୍ସ

ନୂଆଦିଲ୍ଲୀ,୪।୩: ରିଲାଏନ୍ସ ଇଣ୍ଡଷ୍ଟ୍ରିଜ୍‌ ଆନ୍ଧ୍ରପ୍ରଦେଶରେ ୧୦ଗିଗାୱାଟ୍‌ ସୋଲାର ପାୱାର ପ୍ଲାଣ୍ଟରେ ପୁଞ୍ଜିନିବେଶ କରିବ। ଆନ୍ଧ୍ରପ୍ରଦେଶର ଉପତ୍ାଦଗୁଡ଼ିକୁ ସାରା ଦେଶରେ ପହଞ୍ଚାଇବା ଲାଗି ରିଲାଏନ୍ସ ରିଟେଲ ଏହାର...

‘ପିଜିଆଇ’ର ଆକର୍ଷଣୀୟ ଜୁଏଲେରି କଲେକ୍ସନ

ନୂଆଦିଲ୍ଲୀ,୨୦।୧୨: ଅନ୍ତଃରାଷ୍ଟ୍ରୀୟ ଜୁଏଲେରି ବ୍ରାଣ୍ଡ୍‌ ପ୍ଲାଟିନମ୍‌ ଗୁଲଡି ଇଣ୍ଟରନ୍ୟାଶନାଲ (ପିଜିଆଇ)ର ନୂତନ କଲେକ୍ସନ ପ୍ଲାଟିନମ୍‌ ଇଭାରା ଜୁଏଲେରିର ସର୍ବଭାରତୀୟ ଉନ୍ମୋଚନ ହୋଇଯାଇଛି। ବିଶେଷକରି ଫେଷ୍ଟିଭ୍‌ ଓ...

Advertisement
Archives

Model This Week