ବ୍ୟାଙ୍କ ଅଫ୍‌ ମହାରାଷ୍ଟ୍ରର ନେଟ୍‌ ଲାଭ ୩୨୫ କୋଟି

ଭୁବନେଶ୍ୱର,୨୨।୧

ବ୍ୟାଙ୍କ ଅଫ୍‌ ମହାରାଷ୍ଟ୍ରର ତୃତୀୟ ତ୍ରୈମାସିକ ଆର୍ଥିକ ଫଳାଫଳ ପ୍ରକାଶ ପାଇଛି। ଚଳିତ ଆର୍ଥିକ ବର୍ଷର ତୃତୀୟ ତ୍ରୈମାସ ସୁଦ୍ଧା ବ୍ୟାଙ୍କ ୩୨୫ କୋଟି ଟଙ୍କାର ନେଟ୍‌ ଲାଭ ସଂଗ୍ରହକରି ଶତକଡ଼ା ୧୧୦.୭୦% ଅଭିବୃଦ୍ଧି ହାର ହାସଲ କରିପାରିଛି। ବ୍ୟାଙ୍କର ପରିଚାଳନା ନିର୍ଦ୍ଦେଶକ ଏବଂ ମୁଖ୍ୟ କାର୍ଯ୍ୟନିର୍ବାହୀ ଅଧିକାରୀ ଏ.ଏସ୍‌. ରାଜୀବ ମୋଟ ସୁଧ ଆୟରେ ବୃଦ୍ଧି, ଖୁଚୁରା, କୃଷି ଏବଂ ଏମ୍‌ଏସ୍‌ଏମ୍‌ଇ ଋଣ ଆଦି ସମସ୍ତ ବ୍ୟବସାୟିକ କ୍ଷେତ୍ରରେ ଅଭିବୃଦ୍ଧି ଘଟିଛି ବୋଲି କହିବା ସହ ସମ୍ପତ୍ତିର ଗୁଣବତ୍ତାରେ ଉନ୍ନତି ପରିଲକ୍ଷିତ ହୋଇଛି ବୋଲି କହିଥିଲେ। ଚଳିତ ଆର୍ଥିକ ବର୍ଷରେ ବ୍ୟାଙ୍କର ମୋଟ୍‌ ତ୍ରୈମାସିକ ସୁଧ ହାର ୩.୧୧% ରହିଛି ଯାହା ପୂର୍ବ ବର୍ଷ ଏହି ସମୟରେ ୩.୦୬% ଥିଲା। ନେଟ୍‌ ସୁଧ ଆୟ ୧୬.୯୦% ଅଭିବୃଦ୍ଧି ହାର ହାସଲକରି ୧,୫୨୭ କୋଟି ଟଙ୍କାରେ ପହଞ୍ଚତ୍ପାରିଛି।


Enter your email to get our daily news in your inbox.

All Right Reserved By Dharitri.Com

ରେଳ ସପ୍ତାହ ବାର୍ଷିକ ପୁରସ୍କାର ପ୍ରଦାନ;ଖୋର୍ଦ୍ଧା ରେଳ ମଣ୍ଡଳକୁ ସାମଗ୍ରିକ ଦକ୍ଷତା ସିଲ୍‌ଡ

ଭୁବନେଶ୍ୱର,୮-୬: ପୂର୍ବତଟ ରେଳପଥ ପକ୍ଷରୁ ୬୪ତମ ରେଳ ସପ୍ତାହ ସ୍ଥାନୀୟ ଚନ୍ଦ୍ରଶେଖରପୁରସ୍ଥିତ ରେଳ ଅଡିଟୋରିୟମଠାରେ ପାଳିତ ହୋଇଯାଇଛି। କାର୍ଯ୍ୟକ୍ରମରେ ପୂର୍ବତଟ ରେଳପଥ ମହାପ୍ରବନ୍ଧକ ବିଦ୍ୟାଭୂଷଣ ଏଥିରେ...

୬ ମାସରେ ଉଡ଼ିପାରେ ଜେଟ୍‌ ଏୟାରଓ୍ବେଜ

ନୂଆଦିଲ୍ଲୀ,୨୨।୨: ଜେଟ୍‌ ଏୟାରଓ୍ବେଜ ଲାଗି ଜଲାନ କାଲରକ୍‌ କନସୋର୍ଟିୟମ ବିଡ୍‌ ହାସଲ କରିଛି। ବର୍ତ୍ତମାନ ବନ୍ଦ ହୋଇ ପଡିଥିବା ଜେଟ୍‌ ଏୟାରଓ୍ବେଜକୁ ୬ ମାସ ମଧ୍ୟରେ...

ଶ୍ରମିକ ସ୍ବତନ୍ତ୍ର ଟ୍ରେନ୍‌ରେ ଫେରିଛନ୍ତି ୮ ଲକ୍ଷ ପ୍ରବାସୀ

ନୂଆଦିଲ୍ଲୀ,୧୪।୫- ବିଭିନ୍ନ ରାଜ୍ୟରେ ଫସି ରହିଥିବା ପ୍ରବାସୀ ଶ୍ରମିକଙ୍କୁ ଘରକୁ ପଠାଇବା ଲାଗି କେନ୍ଦ୍ର ସ୍ବରାଷ୍ଟ୍ର ମନ୍ତ୍ରଣାଳୟର ନିର୍ଦ୍ଦେଶ ଅନୁଯାୟୀ ରେଳ ମନ୍ତ୍ରଣାଳୟ ବର୍ତ୍ତମାନ ସୁଦ୍ଧା...

ପର୍ଯ୍ୟାୟ ଭିତ୍ତିରେ ଅନ୍ତର୍ଜାତୀୟ ବିମାନ ସେବା

ନୂଆଦିଲ୍ଲୀ,୧।୭: ଅନ୍‌ଲକ-୨ ଅବଧି ମଧ୍ୟରେ ଖୁବ୍‌ଶୀଘ୍ର ଦେଶରେ ପର୍ଯ୍ୟାୟକ୍ରମେ ଅନ୍ତର୍ଜାତୀୟ ଯାତ୍ରୀବାହୀ ବିମାନ ସେବା ଆରମ୍ଭ ହେବ। ସ୍ବରାଷ୍ଟ୍ର ମନ୍ତ୍ରଣାଳୟ ସୋମବାର ଏ ସମ୍ପର୍କରେ ସୂଚନା...

ଟିକସ ରାଜସ୍ବ ବଢ଼ିବ

ନୂଆଦିଲ୍ଲୀ,୧୨।୮:  ଚଳିତ ଆର୍ଥତ୍କ ବର୍ଷରେ ଟିକସ ରାଜସ୍ବ ଆଶାତୀତ ବୃଦ୍ଧି ହୋଇପାରେ। କର୍ପୋରେଟ କ୍ଷେତ୍ରର ପର୍‌ଫର୍‌ମାନ୍ସ ଆଶାଠାରୁ ଉନ୍ନତ ରହିଥିବାରୁ ସରକାରଙ୍କ ଟିକସ ସଂଗ୍ରହ ଉନ୍ନତ...

ହିନ୍ଦୁ ଦେବଦେବୀଙ୍କୁ ଆମାଜନର ଅପମାନ: ସୋସିଆଲ ମିଡିଆରେ ବିରୋଧ

ନୂଆଦିଲ୍ଲୀ,୧୭।୫: ଇ-କମର୍ସ କମ୍ପାନୀ ଆମାଜନ ସୋସିଆଲ ମିଡିଆରେ ଲୋକଙ୍କ କ୍ରୋଧର ଶିକାର ହୋଇଛି। କମ୍ପାନୀର ଟଏଲେଟ ସିଟ ବିକ୍ରି ହେଉଥିବା ସ୍ଥାନରେ ଟଏଲେଟ କଭର୍‌ ଉପରେ...

ବାର୍ଷିକ ବିକ୍ରିରେ ମର୍ସିଡିଜକୁ ପଛରେ ପକାଇଲା ବିଏମ୍‌ଡବ୍ଲ୍ୟୁ

ମ୍ୟୁନିକ(ଜର୍ମାନୀ),୪।୧: ୨୦୨୧ରେ ବର୍ଷକୁ ପ୍ରିମିୟମ କାର ବିକ୍ରିରେ ମର୍ସିଡିଜ-ବେଞ୍ଜକୁ ପଛରେ ପକାଇ ଦେଇଛି ବିଏମ୍‌ଡବ୍ଲ୍ୟୁ। ୨୦୧୫ ପରେ ପ୍ରଥମ ଥର ପାଇଁ ବାର୍ଷିକ ବିକ୍ରିରେ ବିଏମ୍‌ଡବଲ୍‌ୟୁ...

ଯୁଦ୍ଧର ପ୍ରଭାବ, ଭାରତୀୟ ଶେୟାର ବଜାରରେ ସଙ୍କଟ…

ମୁମ୍ବାଇ,୭।୩ : ରୁଷିଆ ୟୁକ୍ରେନ ଯୁଦ୍ଧ ଯୋଗୁ ସୋମବାର ସପ୍ତାହର ପ୍ରଥମ ବାଣିଜ୍ୟ ଦିବସରେ ଭାରତୀୟ ଷ୍ଟକ ବଜାରରେ ହ୍ରାସ ସହ କାରବାର ଆରମ୍ଭ ହୋଇଛି।...

Advertisement
Archives

Model This Week