୩ ଦିନ ପାଇଁ ଗ୍ରାମ୍ୟ ବ୍ୟାଙ୍କ ବନ୍ଦ

ଖଣ୍ଡପଡ଼ା୨୯ା୪: ନୟାଗଡ଼ ଜିଲା ଖଣ୍ଡପଡ଼ା ବ୍ଲକ ଅଧୀନ ଖଳିସାହି ବଜାରରେ ଥିବା ଓଡ଼ିଶା ଗ୍ରାମ୍ୟ ବ୍ୟାଙ୍କ ଶାଖା ପରିଚାଳକ କରୋନା ସଂକ୍ରମିତ ହୋଇଥିବା ଜଣାପଡିବା ପରେ ବ୍ଲକ ପ୍ରଶାସନ ପକ୍ଷରୁ ସେହି ବ୍ୟାଙ୍କ୍‌ ଶାଖାକୁ ୩ ଦିନ ପାଇଁ ବନ୍ଦ କରାଯାଇଛି। ଗୁରୁବାରଠାରୁ ଶନିବାର ପର୍ଯ୍ୟନ୍ତ ଉକ୍ତ ବ୍ୟାଙ୍କ ବନ୍ଦ ରହିବ। ଉକ୍ତ ଶାଖାରେ କାର୍ଯ୍ୟରତ ସମସ୍ତ କର୍ମଚାରୀଙ୍କ ଆଣ୍ଟିଜେନ୍‌ ଟେଷ୍ଟ କରାଯାଇଛି ବୋଲି ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ରର ମୁଖ୍ୟ ଚିକିତ୍ସା ଅଧିକାରୀ ଡାକ୍ତର ଅଭିସାର ପଣ୍ଡା କହିଛନ୍ତି ।


Enter your email to get our daily news in your inbox.

All Right Reserved By Dharitri.Com

ଆଇଏଏସ୍‌ ପଦବୀକୁ ଉନ୍ନିତ ହେଲେ ୩ ଓଏଫଏସ୍‌ ଅଫିସର, ଜାରି ହେଲା ବିଧିବଦ୍ଧ ବିଜ୍ଞପ୍ତି

ଭୁବନେଶ୍ୱର,୨୨।୨(ବ୍ୟୁରୋ): ଓଡ଼ିଶା ଅର୍ଥ ସେବା(ଓଏଫ୍‌ଏସ୍‌)ର ୩ ବରିଷ୍ଠ ଅଧିକାରୀଙ୍କୁ ଆଇଏଏସ୍‌ ପଦବୀକୁ ଉନ୍ନୀତ କରାଯାଇଛି। ସେମାନେ ହେଲେ ଡ. ସତ୍ୟପ୍ରିୟ ରଥ, ଦୀପଙ୍କର ମହାପାତ୍ର ଓ...

ପୋଡ଼ିହୋଇଥିବା ମହିଳାଙ୍କୁ ଚିକିତ୍ସା କଲା ଟାଟା ଷ୍ଟିଲ

କଳିଙ୍ଗନଗର, ୬ା୬(ଡି.ଏନ୍‌.ଏ.): ଗତ ବର୍ଷ ଜୁନ୍‌ ମାସରେ ସୁକିନ୍ଦା ବ୍ଲକ ଅନ୍ତର୍ଗତ ରଙ୍ଗିଟାଙ୍ଗର ଗ୍ରାମର ପ୍ରତିମା ଦାସ ଘରେ ରୋଷେଇ କରୁଥିବା ସମୟରେ ନିଅଁାରେ ପୋଡି...

ଲୋକାର୍ପଣ ପରେ କେନାଲ ଶୁଖିଲା

କେନ୍ଦ୍ରାପଡ଼ା ଅଫିସ,୮ା୮: ମହାନଦୀ-ଚିତ୍ରୋପତ୍ଳା ଦ୍ୱୀପାଞ୍ଚଳ ଜଳସେଚନ ପ୍ରକଳ୍ପ ଗତ ମେ ୧୮ରେ ଉଦ୍‌ଘାଟନ ହୋଇଥିଲା। ଗରଦପୁର ବ୍ଲକ କଳାବୋଦାଠାରେ ଆୟୋଜିତ ଉତ୍ସବ ରାଜ୍ୟ ଜଳସମ୍ପଦ ବିଭାଗ...

ରାଜ୍ୟ ସରକାର ଭ୍ରମିତ କରୁଛନ୍ତି: ଭାଜପା

ଭୁବନେଶ୍ୱର,୧୬।୧(ବ୍ୟୁରୋ) : ପରୀ ହତ୍ୟାକାଣ୍ଡକୁ ନେଇ ଚାଲିଥିବା ଏସ୍‌ଆଇଟି ତଦନ୍ତ ପ୍ରସଙ୍ଗରେ ଜନ ସୂଚନା ଅଧିକାର କର୍ମୀ ହେମନ୍ତ ପଣ୍ଡା ହାଇକୋର୍ଟରୁ ତଥ୍ୟ ମାଗିଥିଲେ। ହେମନ୍ତଙ୍କ...

ଜମ୍ବୁର ସଫଳ ଚାଷୀ ଶ୍ରୀମନ୍ତ: ବାଡ଼ିରେ ଫଳୁଛି ଅଙ୍ଗୁର

ମହାକାଳପଡ଼ା,୨୧ା୫ (ଡି.ଏନ୍‌.ଏ.): ସାଧାରଣତଃ ଥଣ୍ଡା ଜଳବାୟୁରେ ସେଓ, ଅଙ୍ଗୁର, ନାସ୍‌ପାତି, କମଳା, ଲିଚୁ ସମେତ ବିଭିନ୍ନ ଜାତୀୟ ଫଳ ପ୍ରଚୁର ପରିମାଣରେ ଉତ୍ପାଦନ ହୋଇଥାଏ। ବିଶେଷକରି...

ଢୁଢୁଆ ବାରୁଣୀ ଯାତ୍ରାରେ ଲକ୍ଷାଧିକ ଶ୍ରଦ୍ଧାଳୁ

ଖୁଣ୍ଟା/କୁଆମରା,୩୧।୩(ଡି.ଏନ.ଏ.):  ମୟୂରଭଞ୍ଜ ଜିଲା ଗୋପବନ୍ଧୁ ନଗର ବ୍ଲକ ଅଧୀନ ଖୁଣ୍ଟା ନିକଟ ବାଲିଡ଼ିହା ଗ୍ରାମ ଦେଇ ପ୍ରବାହିତ ଗଙ୍ଗାହାର ନଦୀ କୂଳରେ ଥିବା ବାବା ଢୁଢେଶ୍ବର...

ପ୍ରାର୍ଥିତ୍ୱକୁ ନେଇ ବିଜେଡିରେ ବଢୁଛି ଅସନ୍ତୋଷ

ଭଦ୍ରକ ଅଫିସ, ୧୪।୧୦:ବିଜେଡି ଅବନ୍ତୀ ଦାସଙ୍କୁ ପ୍ରାର୍ଥୀ ଘୋଷଣା ପରେ ଧାମନଗର ବିଜେଡିରେ ମିଶ୍ର ପ୍ରତିକ୍ରିୟା ପ୍ରକାଶ ପାଇଛି। ଜଣେ ମହିଳାଙ୍କୁ ପ୍ରାର୍ଥୀ କରିଥିବା ନିଷ୍ପତ୍ତିକୁ...

ଯୁବକଙ୍କୁ ହତ୍ୟା, କାରଣ ଅସ୍ପଷ୍ଟ

ଫୁଲବାଣୀ,୮।୨(ଡି.ଏନ୍‌.ଏ.)-କନ୍ଧମାଳ ଜିଲା ଟିକାବାଲି ବ୍ଲକ ସାରଙ୍ଗଡ଼ ଥାନା ଅନ୍ତର୍ଗତ ପାବୁରିଆ ବଜାରରେ ଶନିବାର ସନ୍ଧ୍ୟାରେ ଏକ ହତ୍ୟାକାଣ୍ଡ ଘଟିଛି। ପାବୁରିଆ ରାଜସ୍ବ ନୀରିକ୍ଷକଙ୍କ କାର୍ଯ୍ୟାଳୟ ସମ୍ମୁଖରେ...

Advertisement
Archives

Model This Week