ବ୍ୟାଙ୍କ ଡକାୟତି ଯୋଜନା ପଣ୍ଡ, ସାଇରନ ବାଜିବାରୁ ଛୁ ମାରିଲେ ଲୁଟେରା

କଟକ ଅଫିସ,୬ା୪: ତ୍ରିଶୁଳିଆ ନିକଟ ଫକୀରପଡ଼ାରେ ଥିବା ଆଇସିଆଇସିଆଇ ବ୍ୟାଙ୍କକୁ ସ୍ପଷ୍ଟ ଦିବାଲୋକରେ ଲୁଟ୍‌ କରିବାକୁ ଆସି ଲୁଟେରାମାନେ କର୍ମଚାରୀଙ୍କ ମୁଣ୍ଡରେ ବନ୍ଧୁକ ଓ ମାରଣାସ୍ତ୍ର ଦେଖାଇ ଲକର ଚାବି ମାଗିଥିଲେ। ମାତ୍ର ବ୍ୟାଙ୍କର ସାଇରନ ବାଜିବାରୁ ଲୁଟେରାଙ୍କ ଉଦ୍ୟମ ପଣ୍ଡ ହୋଇଥିଲା। ଫଳରେ ସେମାନେ ଘଟଣାସ୍ଥଳରୁ ଛୁ ମାରିଥିଲେ।

ଗୁରୁବାର ପୂର୍ବାହ୍ନରେ ୩ଜଣ ଡକାୟତ ଏକ କଳା ପଲସରରେ ବ୍ୟାଙ୍କ ଭିତରକୁ ଆସିଥିଲେ। ଉପଭୋକ୍ତା ଭାବେ ବ୍ୟାଙ୍କ ଭିତରେ ପଶି ସେଠାରେ ଉପସ୍ଥିତ କର୍ମଚାରୀଙ୍କ ମୁଣ୍ଡରେ ବନ୍ଧୁକ ଲଗାଇ ଭୟଭୀତ କରାଇଥିଲେ। ଠିକ୍‌ ଏହି ସମୟରେ ବ୍ୟାଙ୍କରେ ଥିବା ସାଇରନ ବାଜି ଉଠିଥିଲା।  ଡକାୟତମାନେ ଭୟରେ ସେଠାରୁ ଫେରାର ହୋଇଯାଇଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଏଫ୍‌ଇଏସ୍‌ ଦେଲା ସୁରକ୍ଷା ସାମଗ୍ରୀ

ଅନୁଗୋଳ ଅଫିସ, ୨୮।୪ କରୋନା ବିରୋଧୀ ସଂଗ୍ରାମରେ ପ୍ରମୁଖ ଯୋଦ୍ଧା ସାଜିଥିବା ସ୍ବାସ୍ଥ୍ୟକର୍ମୀଙ୍କୁ ସହଯୋଗର ହାତ ବଢ଼ାଇଛି ଅନୁଗୋଳ ଜିଲାର ଫାଉଣ୍ଡେଶନ ଫର୍‌ ଇକୋଲୋଜିକାଲ ସିକ୍ୟୁରିଟି...

୭ମ ଶ୍ରେଣୀ ଛାତ୍ରୀଙ୍କୁ ଶିକ୍ଷକଙ୍କ ଅସଦାଚରଣ ଘଟଣା: ଅଭିଯୁକ୍ତଙ୍କ ବିରୋଧରେ କାର୍ଯ୍ୟାନୁଷ୍ଠାନ ଦାବି

ଜଟଣୀ,୧୪।୩(ଡି.ଏନ.ଏ): ସପ୍ତମ ଶ୍ରେଣୀ ଛାତ୍ରୀଙ୍କୁ ୫୮ ବର୍ଷୀୟ ଜଣେ ଶିକ୍ଷକ ଅସଦାଚରଣ କରିଥିବା ଅଭିଯୋଗ ହୋଇଛି। ଜଟଣୀ ବ୍ଲକ ଅନ୍ତର୍ଗତ ଏକ ଗ୍ରାମରେ ଥିବା ସରକାରୀ...

ବଦଳିଲା ମାଟ୍ରିକ ପରୀକ୍ଷା ଢାଞ୍ଚା

କଟକ ଅଫିସ,୨୪ା୫: ମାଟ୍ରିକ ପରୀକ୍ଷା ଢାଞ୍ଚା ବଦଳିଥିବା ବୋର୍ଡ ପକ୍ଷରୁ ବୁଧବାର ଘୋଷଣା କରାଯାଇଛି। ବୋର୍ଡ ସଭାପତି ରାମାଶିଷ ହାଜରା ଏକ ପ୍ରେସ୍‌ମିଟ୍‌ରେ ଏହା ପ୍ରକାଶ...

ଦାବି ପୂରଣ ନ ହେଲେ କାମ ବନ୍ଦ

ସୋରଡା,୨୦।୧୧(ଡି.ଏନ୍‌.ଏ): ରାଜ୍ୟରେ ବିଭିନ୍ନ ବିଭାଗରେ କାର୍ଯ୍ୟରତ ଆଉଟ ସୋର୍ସିଂ କର୍ମଚାରୀ ବର୍ତ୍ତମାନ ବହୁ କଷ୍ଟରେ ପରିବାର ପୋଷଣ କରୁଛନ୍ତି । ସରକାରଙ୍କ ସମସ୍ତ ପ୍ରକାର ଯୋଜନାରେ...

ଆଜି ରାଜଧାନୀରୁ ୧୩ ପଜିଟିଭ୍‌ ଚିହ୍ନଟ, ପୁଣି ବଢ଼ିଲାଣି ସ୍ଥାନୀୟ ସଂକ୍ରମିତଙ୍କ ସଂଖ୍ୟା

ଭୁବନେଶ୍ୱର,୩।୩(ବ୍ୟୁରୋ): ବୁଧବାର ରାଜଧାନୀ ଭୁବନେଶ୍ୱରରୁ ୧୩ ପଜିଟିଭ୍‌ ଚିହ୍ନଟ ହୋଇଛନ୍ତି। ଏହାକୁ ମିଶାଇ ରାଜଧାନୀରେ ବର୍ତ୍ତମାନ ମୋଟ୍‌ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୩୨,୦୧୨ରେ ପହଞ୍ଚିଥିବା ବିଏମ୍‌ସି...

ଚାଷୀଙ୍କୁ ଘାରିଲାଣି ବାତ୍ୟା ଭୟ

ରସୁଲପୁର,୧।୧୨(ଡି.ଏନ.ଏ.): ରସୁଲପୁର ବ୍ଲକ ଅଞ୍ଚଳର ପରିବା ଚାଷୀଙ୍କୁ ଘାରିଲାଣି ସମ୍ଭାବ୍ୟ ବାତ୍ୟା ‘ଜଓ୍ବାଦ’ର ଭୟ। ଲଘୁଚାପ ପ୍ରଭାବରେ ହେବାକୁ ଥିବା ବାତ୍ୟା ଯୋଗୁ ଶୀତଦିନିଆ ପରିବା...

ଅଜଣା ଗାଡି ଧକ୍କାରେ ୩ ବାଇକ୍‌ ଆରୋହୀ ମୃତ

ଚଣ୍ଡିଗଡ, ୧୩।୫(ଡି.ଏନ.ଏ.): ଛତିଆ ୧୬ ନଂ ଜାତୀୟ ରାଜପଥ ବଡ଼ଚଣ ର କଢେଇ ପୋଲ ନିକଟରେ ଶୁକ୍ରବାର ବିଳମ୍ବିତ ରାତିରେ ଏକ ଅଜଣା ଗାଡି ଧକ୍କାରେ...

ବନ୍ୟା ସ୍ଥିତିରେ ଆସୁଛି ସୁଧାର: ହୋଇନି ନୂଆଘାଇ

ଭୁବନେଶ୍ୱର,୧୯।୮(ବ୍ୟୁରୋ): ମହାନଦୀରେ ବନ୍ୟା ସ୍ଥିତିରେ ସୁଧାର ଆସିଛି। ତେବେ ଆଉ ଏକ ଲଘୁଚାପ ଅବପାତର ରୂପ ନେବା ପରେ ଏହାର ପ୍ରଭାବରେ ପ୍ରବଳ ବର୍ଷା ଆଶଙ୍କା...

Advertisement
Archives

Model This Week