ଏହି ଦିନ ବ୍ୟାଙ୍କ ଧର୍ମଘଟ ଡାକରା: ଠପ୍‌ ହୋଇଯିବ…

ଭୁବନେଶ୍ୱର,୨୩ା୧(ଅନୁରାଧା ମହାରଣା):ବ୍ୟାଙ୍କିଙ୍ଗ୍‌ ଶିଳ୍ପରେ ୫-ଦିନିଆ କାର୍ଯ୍ୟ ସପ୍ତାହ କାର୍ଯ୍ୟକାରୀ କରିବା ଏବଂ ଅନ୍ୟ ସବୁ ଶନିବାରଗୁଡ଼ିକୁ ଛୁଟିଦିନ ଭାବରେ ଘୋଷଣା କରିବା ପାଇଁ ୟୁନାଇଟେଡ୍‌ ଫୋରମ୍‌ ଅଫ୍‌ ବ୍ୟାଙ୍କ ୟୁନିଅନ(ୟୁଏଫ୍‌ବିୟୁ) ପକ୍ଷରୁ ଦାବି କରାଯାଇ ୨୭ ତାରିଖରେ ଧର୍ମଘଟର ଡାକରା ଦେଇଛି। ପ୍ରତି ମାସର ୨ୟ ଏବଂ ୪ର୍ଥ ଶନିବାର ଛୁଟି ଘୋଷିତ ହୋଇଛି, ମାତ୍ର ଅନ୍ୟ ଶନିବାରଗୁଡ଼ିକ ଅଧା ଦିନ କାର୍ଯ୍ୟ ବଦଳରେ ସମ୍ପୂର୍ଣ୍ଣ କାର୍ଯ୍ୟ ଦିବସ ଭାବରେ ପାଳନ କରାଯାଉଛି। ୨୦୨୩ରେ ଆଲୋଚନା ପରେ ଏହା ସହମତି ହୋଇଥିଲା ଯେ ସୋମବାରରୁ ଶୁକ୍ରବାର ପର୍ଯ୍ୟନ୍ତ ଦୈନିକ କାର୍ଯ୍ୟ ସମୟ ୪୦ ମିନିଟ୍‌ ବୃଦ୍ଧି କରାଯିବ ଏବଂ ବାକି ଶନିବାରଗୁଡ଼ିକୁ ଛୁଟିଦିନ ଘୋଷଣା କରାଯିବ। ଏହା ସରକାରଙ୍କୁ ବିଧିବଦ୍ଧ ଭାବେ ସୁପାରିସ କରାଯାଇଥିଲା ଏହା ଦୁଇ ବର୍ଷ ଧରି ସରକାରଙ୍କ ଅନୁମୋଦନ ପାଇଁ ପଡ଼ି ରହିଛି।

 

Dharitri – Odisha’s No.1 Odia Daily

 


Enter your email to get our daily news in your inbox.

All Right Reserved By Dharitri.Com

ସରକାରଙ୍କ ବଡ଼ ଘୋଷଣା, ମହିଳାମାନଙ୍କୁ ମିଳିବ ସ୍ବର୍ଣ୍ଣମୁଦ୍ରା

ଚେନ୍ନାଇ,୫।୮: ତାମିଲନାଡୁର ବିଜୟ ସରକାର 2026-27 ବଜେଟରେ ମହିଳାମାନଙ୍କ ପାଇଁ ଏକ ବଡ଼ ଉପହାର ଘୋଷଣା କରିଛନ୍ତି। ଟିଭିକେ ସରକାର ମହିଳାମାନଙ୍କୁ ସୁନା ମୁଦ୍ରା ବା ଗୋଲ୍ଡ…

ଜୁକରବର୍ଗଙ୍କୁ ଅଲ୍ଟିମେଟମ ଦେଲେ ସରକାର: କ୍ଷମା ମାଗ ନଚେତ୍‌…

ନୂଆଦିଲ୍ଲୀ,୫।୮: ଫେସବୁକରୁ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ଭିଡିଓ ଡିଲିଟ କରିବା ସମ୍ପର୍କରେ ସଂସଦୀୟ କମିଟି କଡ଼ା ଆଭିମୁଖ୍ୟ ଗ୍ରହଣ କରିଛି। ସୂତ୍ର ଅନୁଯାୟୀ, ଯୋଗାଯୋଗ ଏବଂ ସୂଚନା…

୧୮ ବର୍ଷର ଛାତ୍ର ହେଲେ କଲେଜ ପ୍ରଫେସର: ଭାଙ୍ଗିଗଲା ୩୦୬ ବର୍ଷର ପୁରୁଣା ରେକର୍ଡ

ଯେଉଁ ବୟସରେ ଅଧିକାଂଶ ଛାତ୍ର ସେମାନଙ୍କର କଲେଜ ଶିକ୍ଷା ଆରମ୍ଭ କରୁଛନ୍ତି, ସେହି ବୟସରେ ଆମେରିକାର ଜଣେ ଯୁବକ କଲେଜ ପ୍ରଫେସର ଭାବରେ ଛାତ୍ରମାନଙ୍କୁ ପାଠ ପଢ଼ାଉଛନ୍ତି।…

RBIର ବଡ଼ ନିଷ୍ପତ୍ତି, ଅପରିବର୍ତ୍ତିତ ରହିଲା ରେପୋ ରେଟ୍‌; ଋଣଗ୍ରାହକଙ୍କୁ ଆଶ୍ୱସ୍ତି

ନୂଆଦିଲ୍ଲୀ,୫।୮: ଭାରତୀୟ ରିଜର୍ଭ ବ୍ୟାଙ୍କ (RBI)ର ମୌଦ୍ରିକ ନୀତି କମିଟି (MPC) ବୈଠକ ପରେ ଏକ ବଡ଼ ନିଷ୍ପତ୍ତି ନିଆଯାଇଛି। ଆରବିଆଇ ରେପୋ ରେଟ୍‌କୁ ୫.୨୫ ପ୍ରତିଶତରେ…

ଭାଙ୍ଗିଲା କେନାଲ: ଉଜୁଡିଲା ଚାଷୀଙ୍କ ଫସଲ

ରିଷିଡା,୫।୮(ସୁଶାନ୍ତ ମଲ୍ଲିକ): କଳାହାଣ୍ଡି ଜିଲା ଉତେଇ ଜଳସେଚନ ବିଭାଗ ପକ୍ଷରୁ କର୍ଲାମୁଣ୍ଡା ବ୍ଲକ ରାଜପୁର ଗ୍ରାମର ଭୋରପଡା( ଆର ୧) ସବମାଇନର କେନାଲ ବିଭିନ୍ନ ସ୍ଥାନରେ ନୂତନ…

ଆନାଲଗ ପନିର ବ୍ୟାନ୍‌: ଜାଣନ୍ତୁ ଏହା କ’ଣ

ମୁମ୍ବାଇ,୫।୮: ଜନସ୍ବାସ୍ଥ୍ୟକୁ ପ୍ରାଥମିକତା ଦେଇ ମହାରାଷ୍ଟ୍ର ସରକାର ରାଜ୍ୟ ମଧ୍ୟରେ ଆନାଲଗ ପନିର(ନକଲି କିମ୍ବା ନନ୍‌-ଡାୟରୀ ପନିର) ଉତ୍ପାଦନ, ବିକ୍ରୟ, ରଖିବା, ପରିବହନ ଏବଂ ବଣ୍ଟନ ଉପରେ…

ଅଗରକରଙ୍କ ହେବ ଛୁଟି! ତାଙ୍କୁ ସ୍ଥାନ ନେଇପାରନ୍ତି ଏହି ମହାନ ଖେଳାଳି

ନୂଆଦିଲ୍ଲୀ,୫।୮: ଅଜିତ ଅଗରକରଙ୍କୁ ଟିମ ଇଣ୍ଡିଆର ମୁଖ୍ୟ ଚୟନକର୍ତ୍ତା ପଦରୁ ହଟାଯାଇପାରେ। ବିସିସିଆଇ ଏହି ଦାୟିତ୍ୱ ସେଣ୍ଟର ଅଫ ଏକ୍ସଲେନ୍ସ (ସିଓଇ)ର ମୁଖ୍ୟ ଭିଭିଏସ ଲକ୍ଷ୍ମଣଙ୍କୁ ଦେଇପାରେ।…

ମୋବାଇଲ୍‌ ନ ଦେବାକୁ ଚରମ ନିଷ୍ପତ୍ତି ନେଲେ ସପ୍ତମ ଶ୍ରେଣୀ ଛାତ୍ର: ଘରେ ଖେଳିଗଲା…

ସୁରତ,୫।୮:ଗୁଜରାଟର ସୁରତରୁ ଏକ ଆଶ୍ଚର୍ଯ୍ୟଜନକ ଘଟଣା ସାମ୍ନାକୁ ଆସିଛି। ମୋବାଇଲ ଫୋନ ନିଶା ପିଲାମାନଙ୍କ ଜୀବନ ଉପରେ କେତେ ପ୍ରଭାବ ପକାଇପାରେ ତାହାର ଏକ ହୃଦୟ ବିଦାରକ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri