ବ୍ୟାଙ୍କ ଧର୍ମଘଟ: ବଲାଙ୍ଗୀର SBI ବ୍ୟାଙ୍କ ସମ୍ମୁଖରେ ଧାରଣା

ବଲାଙ୍ଗୀର,୨୭।୧(ସୁନିଲ କୁମାର ମହାନ୍ତି): ମଙ୍ଗଳବାର ବ୍ୟାଙ୍କ ୟୁନିଅନଗୁଡ଼ିକ ଦ୍ୱାରା ପୂର୍ଣ୍ଣ ଦିବସ ଧର୍ମଘଟ ଘୋଷଣା ପରେ, ସରକାର ଏବଂ ବ୍ୟାଙ୍କଗୁଡ଼ିକ ପ୍ରସ୍ତୁତିକୁ ଜୋରଦାର କରିଛନ୍ତି। ସୋମବାର ଏହାକୁ ନେଇ ଏକ ଗୁରୁତ୍ୱପୂର୍ଣ୍ଣ ବୈଠକ ଅନୁଷ୍ଠିତ ହୋଇଥିଲା। ଧର୍ମଘଟ ସତ୍ତ୍ୱେ ଗ୍ରାହକମାନେ ଯେପରି କୌଣସି ଅସୁବିଧାର ସମ୍ମୁଖୀନ ନ ହୁଅନ୍ତି ଏବଂ ବ୍ୟାଙ୍କିଂ ସେବା ସୁରୁଖୁରୁରେ ଜାରି ରହେ ତାହା ନିଶ୍ଚିତ କରିବାକୁ ବ୍ୟାଙ୍କଗୁଡ଼ିକୁ ନିର୍ଦ୍ଦେଶ ଦିଆଯାଇଥିଲା।

ଏ ନେଇ ବଲାଙ୍ଗୀର SBI ବ୍ୟାଙ୍କ ସମ୍ମୁଖରେ ଧର୍ମଘଟ ଦେଖିବାକୁ ମିଳିଛି।୯ଟି ବ୍ୟାଙ୍କ ୟୁନିଅନ ଏବଂ ସଂଗଠନର ଏକ ଗୋଷ୍ଠୀ ୟୁନାଇଟେଡ ଫୋରମ ଅଫ ବ୍ୟାଙ୍କ ୟୁନିଅନ(UFBU)ଦ୍ୱାରା ଏହି ଧର୍ମଘଟ ଡାକରା ଦିଆଯାଇଛି। ସେମାନଙ୍କର ମୁଖ୍ୟ ଦାବି ମଧ୍ୟରେ ପାଞ୍ଚ ଦିନିଆ କାର୍ଯ୍ୟ ସପ୍ତାହ କାର୍ଯ୍ୟକାରୀ, ଅର୍ଥାତ ବ୍ୟାଙ୍କଗୁଡ଼ିକରେ ଶନିବାର ଏବଂ ରବିବାର ଦୁଇ ଦିନ ଛୁଟି ରହିବା ନେଇ ଦାବି ରହିଛି। ସଂଘଗୁଡ଼ିକ କହିଛନ୍ତି ଯେ ‘ଧର୍ମଘଟ ଆରମ୍ଭ କରାଯାଇଛି । ତାଙ୍କ ଦାବି ନେଇ ସରକାର କୌଣସି ନିଷ୍ପତ୍ତି ନ ନେଲେ ଆଗକୁ ଆହୁରି ବଡ଼ ଆନ୍ଦୋଳନ କରାଯିବ ବୋଲି ଚେତାବନୀ ଦିଆଯାଇଛି।

Dharitri – Odisha’s No.1 Odia Daily

Enter your email to get our daily news in your inbox.

All Right Reserved By Dharitri.Com

କ୍ରିକେଟ୍‌ ଜଗତରେ ପଡ଼ିଲା ଚହଳ: ସମସ୍ତଙ୍କୁ ଆଶ୍ଚର୍ଯ୍ୟ କରି ଇତିହାସ ରଚିଲା ଏହି ଦେଶ

ନୂଆଦିଲ୍ଲୀ,୨୭।୧: ସଂଯୁକ୍ତ ଆରବ ଏମିରେଟ୍ସ (UAE)ରେ ଇଟାଲୀ ଏବଂ ଆୟର୍ଲାଣ୍ଡ ମଧ୍ୟରେ ତିନି ମ୍ୟାଚ ବିଶିଷ୍ଟ ଟି-୨୦ ସିରିଜର ଶେଷ ମ୍ୟାଚ ଇଟାଲୀ ଇତିହାସ ରଚିଛି। ଦୁବାଇର…

ରାଇକିଆ ସାପ୍ତାହିକ ହାଟରେ ବିଦେଶୀ ପର୍ଯ୍ୟଟକ: ଚାଷୀଙ୍କ ସହ କଲେ ଏହି ଆଲୋଚନା

ରାଇକିଆ,୨୭।୧(ପ୍ରଦୀପ ବେହେରା): କନ୍ଧମାଳ ଜିଲା ରାଇକିଆ ସାପ୍ତାହିକ ହାଟରେ ବିଦେଶୀ ପର୍ଯ୍ୟଟକ ବୁଲାବୁଲି କରିବା ସହ ସ୍ଥାନୀୟ ଲୋକଙ୍କୁ ହାଟରେ ଭେଟିଛନ୍ତି । ଇଟାଲୀରୁ ଓଡ଼ିଶା ଗସ୍ତରେ…

T20 World Cup: ସ୍କଟଲାଣ୍ଡ ଟିମରେ ସାମିଲ ଅଛନ୍ତି ପାକିସ୍ତାନ ଖେଳାଳି, ଉପୁଜିବ କି ବିବାଦ? ଜାଣନ୍ତୁ କ’ଣ କହୁଛି…

ନୂଆଦିଲ୍ଲୀ,୨୭।୧: କ୍ରିକେଟ ସ୍କଟଲାଣ୍ଡର ମୁଖ୍ୟ କାର୍ଯ୍ୟନିର୍ବାହୀ ଟ୍ରୁଡି ଲିଣ୍ଡବ୍ଲାଡ ପାକିସ୍ତାନୀ ଜନ୍ମିତ ଦ୍ରୁତ ବୋଲର ସାଫିଆନ ସରିଫଙ୍କ ସମେତ ଖେଳାଳିଙ୍କ ପାଇଁ ଭିଜା ବିଳମ୍ବ ସମ୍ପର୍କରେ ଚିନ୍ତାକୁ…

ଏହା କେବଳ ଆରମ୍ଭ ମାତ୍ର…କାହିଁକି ଏମିତି କହିଲେ ହାର୍ଦ୍ଦିକ ପାଣ୍ଡ୍ୟା

ନୂଆଦିଲ୍ଲୀ,୨୭।୧: ଭାରତୀୟ କ୍ରିକେଟ ଦଳର ଷ୍ଟାର ଅଲରାଉଣ୍ଡର ହାର୍ଦ୍ଦିକ ପାଣ୍ଡ୍ୟା ଅନ୍ତର୍ଜାତୀୟ କ୍ରିକେଟରେ ୧୦ ବର୍ଷ ପୂରଣ କରିବା ପରେ ଏକ ଭାବପ୍ରବଣ ପ୍ରତିକ୍ରିୟା ଦେଇଛନ୍ତି। ହାର୍ଦ୍ଦିକ…

ଧାନ କିଣାରେ ବିଭ୍ରାଟ : ବିଷ ବୋତଲ ଧରି ଧାରଣାରେ ବସିଲେ ଚାଷୀ

ବାସୁଦେବପୁର , ୨୭।୧(କାଳୀପଦ ରାୟ): ବାସୁଦେବପୁର ବ୍ଲକ ଅଧୀନ ଜଗନ୍ନାଥପୁର ପଞ୍ଚାୟତର ବଛାଦା ସେବା ସମବାୟ ସମିତିରେ ଧାନ କିଣାରେ ବିଭ୍ରାଟ ନେଇ ମଙ୍ଗଳବାର ବିଷ ବୋତଲ…

ଏହି ଗାଁରେ ବ୍ୟାନ ହେଲା ‘ଲଭ ମ୍ୟାରେଜ’, ନିୟମ ନ ମାନିଲେ ଦମ୍ପତ୍ତିଙ୍କ ସହ ପରିବାର ସଦସ୍ୟଙ୍କୁ ମିଳିବ ଏମିତି ଦଣ୍ଡ

ରତଲାମ,୨୭।୧: ମଧ୍ୟପ୍ରଦେଶର ରତଲାମ ଜିଲାର ପଞ୍ଚେଭା ଗାଁରୁ ଏକ ଆଶ୍ଚର୍ଯ୍ୟଜନକ ଘଟଣା ସାମ୍ନାକୁ ଆସିଛି। ଗାଁ ଲୋକେ ଏକ ‘ତୁଗଲକି ନିୟମ’ ଜାରି କରିଛନ୍ତି ଯାହା ଦ୍ୱାରା…

ଆସନ୍ତାକାଲି ଓଡ଼ିଶା ବନ୍ଦ ଡାକରା: ବିଜେଡି କହିଲା ଅଲ ଦି ବେଷ୍ଟ…

ଭୁବନେଶ୍ୱର,୨୭।୧: ବୁଧବାର ଓଡ଼ିଶା ବନ୍ଦ ଡାକରା ଦିଆଯାଇଛି। ନବନିର୍ମାଣ କୃଷି ସଂଘ ଦ୍ୱାରା ଏହି ଡାକରା ଦିଆଯାଇଛି। ନବନିର୍ମାଣ କୃଷକ ସଂଗଠନ ଓଡ଼ିଶା ବନ୍ଦ ପାଇଁ ଆହ୍ବାନ…

ଘରକୁ ଫେରୁଥିବାବେଳେ ଭାରସାମ୍ୟ ହରାଇ ଗଛରେ ପିଟିହେଲା ବାଇକ୍‌, ଘଟଣାସ୍ଥଳରେ…

ଗୁଣପୁର,୨୭।୧( ସୁଜାତା ପାଢ଼ୀ/ସଙ୍କେତ ପାତ୍ର): ଗଛକୁ ପିଟିହେଲା ବାଇକ୍‌। ଜଣେ ମୃତ ଓ ଅନ୍ୟଜଣେ ଗୁରୁତର ଆହତ ହୋଇଛନ୍ତି । ସୋମବାର ବିଳମ୍ବିତ ରାତିରେ ରାମନାଗୁଡ଼ା ବ୍ଲକ…

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri