ବ୍ୟାଙ୍କ ଧର୍ମଘଟ: କାରବାର ପ୍ରଭାବିତ

ଢେଙ୍କାନାଳ ଅଫିସ,୧୮।୧୨ କେନ୍ଦ୍ର ସରକାରଙ୍କ ବ୍ୟାଙ୍କ ଘରୋଇକରଣ ନିଷ୍ପତ୍ତି ବିରୋଧରେ ସର୍ବଭାରତୀୟସ୍ତରରେ ୟୁନାଇଟେଡ୍‌ ଫୋରମ୍‌ ଅଫ୍‌ ବ୍ୟାଙ୍କ ୟୁନିୟନ୍‌ (ୟୁଏଫ୍‌ବିୟୁ) ଆହ୍ବାନରେ ଚାଲିଥିବା ୨ଦିନିଆ ଧର୍ମଘଟ ଶୁକ୍ରବାର ଶେଷ ହୋଇଛି। ଦେଶରେ ସାମାଜିକ ସୁରକ୍ଷା ଯୋଜନାର ସଫଳ ରୂପାୟନରେ ରାଷ୍ଟ୍ରାୟତ୍ତ ବ୍ୟାଙ୍କଗୁଡ଼ିକ ଅଗ୍ରଣୀ ଭୂମିକା ଗ୍ରହଣ କରିଛନ୍ତି। ଏହାର ଘରୋଇକରଣ ହେଲେ ସାଧାରଣ ଜନତା ପ୍ରଭାବିତ ହେବ। ଏହାର ପ୍ରତିବାଦରେ ଏହି ଧର୍ମଘଟ ଡାକରା ଦିଆଯାଇଥିଲା। ଢେଙ୍କାନାଳ ଷ୍ଟେଟ ବ୍ୟାଙ୍କ ଅଫ୍‌ ଇଣ୍ଡିଆ ମୁଖ୍ୟ ଶାଖା ସମ୍ମୁଖରେ ୟୁଏଫ୍‌ବିୟୁର ଦେବୀ ପ୍ରସାଦ ମିଶ୍ରଙ୍କ ନେତୃତ୍ୱରେ ମନମୋହନ ନାୟକ, ନିରଞ୍ଜନ ମିଶ୍ର, ଗୋପାଳ ସାହୁ, ସୌମ୍ୟ ମିଶ୍ର, ବିଭାସ ମହାନ୍ତି, ସନ୍ତୋଷ ବରାଳ, ମନୋଜ ସାହୁ, ଆଶିଷ ସାମଲ, ତାପସ ସାହୁ, ରାଜୁ ଦାସ ପ୍ରମୁଖ ଧାରଣାରେ ସାମିଲ ହୋଇଥିଲେ। ସରକାରଙ୍କ ପକ୍ଷରୁ ପଦକ୍ଷେପ ଗ୍ରହଣ କରା ନ ଗଲେ ଆନ୍ଦୋଳନ ତୀବ୍ରତର ହେବ ବୋଲି ଚେତାବନୀ ଦିଆଯାଇଛି। ଅନ୍ୟପଟେ ବ୍ୟାଙ୍କ କାରବାର ବନ୍ଦ ଥିବାରୁ ବ୍ୟବସାୟୀ, ସାଧାରଣ ଜନତା ସମସ୍ୟାରେ ପଡ଼ିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ରାଜସ୍ବ ମନ୍ତ୍ରୀଙ୍କ ବଡ଼ ଘୋଷଣା: ଦଶହରା ପୂର୍ବରୁ ମିଳିବ…

ଭୁବନେଶ୍ୱର,୧।୧୦(ସୁନିତ୍‌ ମିଶ୍ର):ରାଜୀବ ଭବନଠାରେ ବୁଧବାର ରାଜସ୍ବ ଓ ବିପର୍ଯ୍ୟୟ ପରିଚାଳନା ମନ୍ତ୍ରୀ ସୁରେଶ ପୂଜାରୀଙ୍କ ଅଧ୍ୟକ୍ଷତାରେ ଏକ ଉଚ୍ଚସ୍ତରୀୟ ସମୀକ୍ଷା ବୈଠକ ଅନୁଷ୍ଠିତ ହୋଇଯାଇଛି। ଏଥିରେ ଗଜପତି,…

ଘୂର୍ଣ୍ଣିବଳୟ ସକ୍ରିୟ: ଘଡ଼ଘଡି ସହ ବର୍ଷା ସମ୍ଭାବନା, ୟେଲୋ ୱାର୍ନିଂ

ଭୁବନେଶ୍ୱର,୧।୧୦(ସୌମ୍ୟରଞ୍ଜନ ରାଉତ):ଉତ୍ତର ମ୍ୟାନ୍‌ମାର, ବାଂଲାଦେଶ ଓ ବଙ୍ଗୋପସାଗର ଉପରେ ରହିଥିବା ସୁସ୍ପଷ୍ଟ ଲଘୁଚାପ କ୍ଷେତ୍ର ମିଜୋରାମ, ତ୍ରିପୁରା ଓ ଦକ୍ଷିଣ-ପୂର୍ବ ବାଂଲାଦେଶ ଆଡ଼କୁ ଗତି କରିବା ସହ…

ସ୍ୱାମୀ-ବର୍ଷକର ପୁଅ ଆଖି ଆଗରେ ଚାଲିଗଲା ମା’ର ଜୀବନ! ବାଲି ବୋଝେଇ ଟ୍ରାକ୍ଟର ଧକ୍କାରେ ମହିଳାଙ୍କ ମୃତ୍ୟୁ,ଅପରାହ୍ନରୁ ଅଟକିଛି…

କୋକସରା, ୩୦ା୯(ଦୁଷ୍ମନ୍ତ କୁମାର ପାଟ୍ଟଯୋଷୀ): ୨୬ ନମ୍ବର ଜାତୀୟ ରାଜପଥ କୋକସରା ଥାନା ମୋଟେର ନିକଟରେ ବୁଧବାର ଏକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ଘଟିଛି। ଏକ ବାଲି…

ଶିକ୍ଷା ବିଭାଗର ସମନ୍ୱୟ ଅଭାବ: ଷାଣ୍ମାସିକ ପରୀକ୍ଷା ବେଳେ ଜିଲାସ୍ତରୀୟ କ୍ରୀଡ଼ା, ପରୀକ୍ଷାରୁ ବଞ୍ଚିତ ହେଲେ ଛାତ୍ରଛାତ୍ରୀ

ଅମରପାଲି, ୩୦ା୯(ପୀତାମ୍ବର ସାହୁ): ସରକାର ଶିକ୍ଷାକୁ ସାର୍ବଜନୀନ ଓ ବାଧ୍ୟତାମୂଳକ କରିଥିବା ବେଳେ ଶିକ୍ଷା ବିଭାଗରେ ସମନ୍ୱୟର ଅଭାବକୁ ନେଇ ସୁବର୍ଣ୍ଣପୁର ଜିଲା ବୀରମହାରାଜପୁର ବ୍ଲକରେ ଗମ୍ଭୀର…

କାଗଜପତ୍ରରେ ବଦଳିଲା, ନାମଫଳକରେ ନାହିଁ: ବରଗଡ଼ର ଇଂରାଜୀ ବନାନକୁ ନେଇ ଦ୍ୱନ୍ଦ୍ୱରେ ଜିଲାବାସୀ

ବରଗଡ଼, ୩୦ା୯(ପ୍ରେମାନନ୍ଦ ଖମାରୀ): ରାଜ୍ୟର ବିଭିନ୍ନ ଜିଲା, ଉପଖଣ୍ଡ, ତହସିଲ, ବ୍ଲକ ଏବଂ ସହରାଞ୍ଚଳଗୁଡ଼ିକର ଅଶୁଦ୍ଧ ତଥା ଅପଭ୍ରଂଶ ଇଂରାଜୀ ବନାନକୁ ସଂଶୋଧନ କରି ଓଡ଼ିଶାର ଭାଷାଗତ…

ଫସଲ କ୍ଷୟକ୍ଷତି ଆକଳନ ସହ ତୁରନ୍ତ କ୍ଷତିପୂରଣ ପ୍ରଦାନ ଦାବି

ଛତ୍ରପୁର,୩୦ା୯(ଦିଲ୍ଲୀପ ସାମଲ/ଦ୍ୱାରିକା ପଟ୍ଟନାୟକ): ଲଘୁଚାପଜନିତ ବର୍ଷାରେ ଗଞ୍ଜାମ ଜିଲାର ବହୁ ଚାଷୀ କ୍ଷତିଗ୍ରସ୍ତ ହୋଇଥିବାରୁ କ୍ଷୟକ୍ଷତିର ସଠିକ୍‌ ଆକଳନ ସହ ତୁରନ୍ତ କ୍ଷତିପୂରଣ ପ୍ରଦାନ ଦାବି କରିଛି…

ବାଲିଗୁଡ଼ାରେ ଓଡ଼ିଶା ବନ୍ଦ ଡାକରା ବିଫଳ: ଖୋଲା ରହିଲା ଦୋକାନ ବଜାର, ଗଡ଼ିଲା ଗାଡ଼ିମୋଟର

ବାଲିଗୁଡ଼ା,୩୦ା୯(ସଞ୍ଜୟ କୁମାର ପାଣିଗ୍ରାହୀ): ନବ ନିର୍ମାଣ କୃଷକ ସଂଗଠନ ପକ୍ଷରୁ ଦିଆଯାଇଥିବା ଓଡ଼ିଶା ବନ୍ଦ ଡାକର ପ୍ରଭାବ ବାଲିଗୁଡ଼ାରେ ପରିଲକ୍ଷିତ ହୋଇନାହିଁ। ବନ୍ଦ ସତ୍ତ୍ୱେ ସହରରେ ସ୍ବାଭାବିକ…

ପୋତି ହୋଇଗଲାଣି ଶିଳାନ୍ୟାସ ଫଳକ, ମହାଗୁଡ଼ା-ସରପଡ଼ା ସେତୁ କାମ ସରିବାର ନାଁ ଧରୁନି

ଭଞ୍ଜନଗର,୩୦ା୯(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ଗ୍ରାମ୍ୟ ଉନ୍ନୟନ ବିଭାଗ ଅଧୀନରେ ଲୋହରାଖଣ୍ଡି ନଦୀ ଉପରେ ନିର୍ମାଣାଧୀନ ମହାଗୁଡ଼ା-ସରପଡ଼ା ସେତୁ କାମ ମନ୍ଥର ଗତିରେ ଚାଲିଛି। ନିର୍ଦ୍ଧାରିତ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?