Posted inଜାତୀୟ

ବାଙ୍କେ ବିହାରି ମନ୍ଦିରରେ ଦଳାଚକା, ୨ ଶ୍ରଦ୍ଧାଳୁ ମୃତ

ମଥୁରା,୨୦ ।୮: କୃଷ୍ଣ ନଗରୀ ମଥୁରା-ବୃନ୍ଦାବନର ବିଶ୍ୱ ପ୍ରସିଦ୍ଧ ବାଙ୍କେ ବିହାରି ମନ୍ଦିରରେ ଦଳାଚକଟା ହୋଇଥିବା ଜଣାପଡିଛି । ସୂଚନା ମୁତାବକ ଜନ୍ମାଷ୍ଟମୀରେ ମଙ୍ଗଳ ଆଳତି ସମୟରେ ଏହି ଘଟଣା ହୋଇଛି । ଦଳାଚକଟାରେ ଅନେକ ଆହତ ହୋଇଥିବା ବେଳେ ଏଥିରେ ୨ ଜଣ ଶ୍ରଦ୍ଧାଳୁଙ୍କ ମୃତ୍ୟୁ ହୋଇଥିବା ଜଣାପଡିଛି । ଆହତଙ୍କୁ ତୁରନ୍ତ ହସ୍ପିଟାଲରେ ଭର୍ତ୍ତି କରାଯାଇଛି ।
ସୂଚନାଯୋଗ୍ୟ, ମଙ୍ଗଳ ଆଳତି ସକାଳର ପ୍ରଥମ ଆଳତି । ଏହା ପାଖାପାଖି ଭୋର ୩-୪ଟାରେ ହୋଇଥାଏ । ତେଣୁ ଏହି ସମୟରେ ଦଳାଚକଟା ହୋଇଥିବା କୁହାଯାଉଛି । ହେଲେ ଏହାପରେ ସାରା ଦିନ ମନ୍ଦିରରେ ଭିଡ ଲାଗି ରହିଥିଲା ।
ସୂଚନାଯୋଗ୍ୟ, ବାଙ୍କେ ବିହାରି ମନ୍ଦିରରେ ସବୁବେଳେ ଦେଶ-ବିଦେଶର ଶ୍ରଦ୍ଧାଳୁଙ୍କ ଭିଡ ଲାଗି ରହିଥାଏ । ହେଲେ ଜନ୍ମାଷ୍ଟମୀ ଅବସରରେ ଏଠାରେ ଭିଡ ବଢିଯାଇଥାଏ । ଏମିତିକି ଜନ୍ମାଷ୍ଟମୀ ଅବସରରେ ମଥୁରାର ୮୪ କୋଶରେ ଥିବା ସମସ୍ତ ମନ୍ଦିରରେ ଭିଡ ହୋଇଥାଏ । ହେଲେ ବାଙ୍କେ ବିହାରି ମନ୍ଦିରରେ ଜନ୍ମାଷ୍ଟମୀରେ ଦିନଠାରୁ ରାତି ପର୍ଯ୍ୟନ୍ତ ଶ୍ରଦ୍ଧାଳୁଙ୍କ ଭିଡ ଲାଗି ରହିଥାଏ ।


Enter your email to get our daily news in your inbox.

All Right Reserved By Dharitri.Com

କଣ୍ଠଶିଳ୍ପୀ ସୌରିନ ଭଟ୍ଟଙ୍କ ଅଡୁଆ ବଢ଼ିଲା: ଜାମିନ ବିହୀନ ଗିରଫ ପରୱାନା ରହିତାଦେଶ ହଟାଇଲେ…

କଟକ,୨୫।୮(କାର୍ତ୍ତିକ ସାହୁ): ବାରମ୍ବାର ସମୟ ନେଇ ନିମ୍ନ ଅଦାଲତରେ ହାଜର ନ ହେବା କଣ୍ଠଶିଳ୍ପୀ ସୌରିନ ଭଟ୍ଟଙ୍କ ପାଇଁ ମହଙ୍ଗା ସାବ୍ୟସ୍ତ ହୋଇଛି। ଫଳରେ ଗିରଫଦାରିକୁ ନେଇ…

୩୦ ଯାଏ ବଢ଼ିଲା ଓଏସ୍‌ଏସ୍‌ଟିଇଟି ପଞ୍ଜୀକରଣ, ସେପ୍ଟେମ୍ବର ୩୦…

କଟକ,୨୫।୮(କାର୍ତ୍ତିକ ସାହୁ): ମାଧ୍ୟମିକ ଶିକ୍ଷା ପରିଷଦ (ବୋର୍ଡ) ଦ୍ୱାରା ପରିଚାଳିତ ଓଡ଼ିଶା ସେକେଣ୍ଡାରି ସ୍କୁଲ ଟିଚର୍ସ ଇଲିଜିବିଲିଟି ଟେଷ୍ଟ (ଓଏସ୍‌ଏସ୍‌ଟିଇଟି) ୨୦୨୬ ନିମନ୍ତେ ପଞ୍ଜୀକରଣ ଅବଧିକୁ ଅଗଷ୍ଟ…

ପୁଣି ଲଘୁଚାପ: ୨୮ରୁ ଆହୁରି ବଢ଼ିବ ବର୍ଷା, ଏସବୁ ଜିଲାକୁ ଓ୍ବାର୍ନିଂ…

ଭୁବନେଶ୍ୱର, ୨୫ା୮(ବନ୍ଦନା ସେଠୀ) – ବଙ୍ଗୋପସାଗରରେ ସୃଷ୍ଟ ଲଘୁଚାପ ଆସନ୍ତା ୨୪ ଘଣ୍ଟାରେ ଉତ୍ତର ପଶ୍ଚିମ ଆଡ଼କୁ ଗତି କରିବା ସହ ଝାଡ଼ଖଣ୍ଡ ଓ ଉତ୍ତର ଓଡ଼ିଶା…

“ବିବାହ ନ କଲେ ଆତ୍ମହତ୍ୟା କରିବି” କହି ନେଇଗଲେ, ପ୍ରେମିକା ୩ ମାସର ଗର୍ଭବତୀ ହେବା ପରେ ଫେରାର୍; ପରିଶେଷରେ…

ଦେବଗଡ଼,୨୫।୮(ଶଶାଙ୍କ ଶେଖର ଝାଙ୍କର): ବିବାହର ମିଛ ପ୍ରତିଶ୍ରୁତି ଦେଇ ପ୍ରେମିକାଙ୍କ ସହ ବାରମ୍ବାର ଶାରୀରିକ ସମ୍ପର୍କ ସ୍ଥାପନ କରିବା ଏବଂ ପରବର୍ତ୍ତୀ ସମୟରେ ପ୍ରତାରଣା କରିବା ଅଭିଯୋଗରେ…

ସାଂଘାତିକ! ଶେଷରେ ପାରାଦୀପ ସମୁଦ୍ରରୁ ମିଳିଲା ନିଖୋଜ ଜାହାଜର…

ନୂଆଦିଲ୍ଲୀ,୨୫।୮: ସମୁଦ୍ର ଗର୍ଭରେ ବିରାଟ ବଡ଼ MV ଓସେନ ୱିନର ଜାହାଜ ଗାଏବ ହୋଇଯିବା ଘଟଣା ସମସ୍ତଙ୍କୁ ଆଶ୍ଚର୍ଯ୍ୟ କରିଛି । ଏତେ ବଡ଼ ସର୍ଚ୍ଚ ଅପରେସନ୍…

ଏକାଠି ହେଲେ ଭାରତ-ଚାଇନା ସେନା, ଓଡ଼ିଶା ସମୁଦ୍ରରେ ଚାଲିଛି ଜୋର୍‌ ଅପରେଶନ

ନୂଆଦିଲ୍ଲୀ,୨୫।୮: ସମୁଦ୍ର ଗର୍ଭରେ ବିରାଟ ବଡ଼ MV ଓସେନ ୱିନର ଜାହାଜ ଗାଏବ ହୋଇଯିବା ଘଟଣା ସମସ୍ତଙ୍କୁ ଆଶ୍ଚର୍ଯ୍ୟ କରିଛି । ଏତେ ବଡ଼ ସର୍ଚ୍ଚ ଅପରେସନ୍…

ହଠାତ୍‌ ଏତେ ଟଙ୍କା କମିଗଲା ଚିନିଦର! ଜାଣନ୍ତୁ କେବେଠୁ ଲାଗୁ ହେବ…

ନୂଆଦିଲ୍ଲୀ,୨୫।୮: କେନ୍ଦ୍ର ସରକାରଙ୍କ କହିବା ଅନୁସାରେ, ସରକାର ଚିନି ଆମଦାନୀ ପାଇଁ ଅନୁମତି ଦେବା ଏବଂ କଳାବଜାରୀ ଉପରେ କଡ଼ା ପଦକ୍ଷେପ ନେବା ପରେ ଚିନିର ଏକ୍ସ-ମିଲ୍…

ଟ୍ରେନରେ ଆସୁଛି ୮୦୦ଟନ୍‌ ପିଆଜ, କିଲୋ ପ୍ରତି ଏତେ କମିଯିବ ପିଆଜ ଦର?

ନୂଆଦିଲ୍ଲୀ,୨୫।୮: ଏହି ଦିନଗୁଡ଼ିକରେ ପିଆଜ ଦର ଆକାଶଛୁଆଁ ହେଉଛି। ପିଆଜ କିଣିବା ଦାମ୍‌ରେ ହାରାହାରି ୫୯ ପ୍ରତିଶତରୁ ଅଧିକ ବୃଦ୍ଧି ରେକର୍ଡ କରାଯାଇଛି। ଏଭଳି ପରିସ୍ଥିତିରେ କେନ୍ଦ୍ର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri