ସରକାରୀ ବାବୁଙ୍କ ଡ୍ରାଇଭରଙ୍କ ଦବଙ୍ଗଗିରି: ନାଲିବତୀ ଗାଡ଼ି ନେଇ ଧମକାଉଥିଲେ, ମାଗୁଥିଲେ ଚାନ୍ଦା, ଏବେ…

ବାଙ୍କୀ, ୨୯।୧୦( ଶୁଭେନ୍ଦୁ ମହାପାତ୍ର): ବାଙ୍କୀ ଉପଜିଲାପାଳଙ୍କ ସରକାରୀ ନାଲିବତୀ ଗାଡ଼ି ଡ୍ରାଇଭରଙ୍କ ଦବଙ୍ଗଗିରି । ଉପଜିଲାପାଳଙ୍କ ଗାଡ଼ି ନେଇ ରାତିରେ ଚୋରା ବାଲି ଟ୍ରକ୍‌ରୁ ଚାନ୍ଦା ଆଦାୟ ଅଭିଯୋଗ ହୋଇଥିଲା। ସେ ହାତରେ ପାଇପ୍‌ ଧରି ମଦ ପିଇବା ବ୍ୟକ୍ତିମାନଙ୍କୁ ଧମକାଇବା ସହ କାଗଜପତ୍ର ମାଗି ଚାନ୍ଦା ଆଦାୟ କରୁଥିବା ନେଇ ଚର୍ଚ୍ଚା ଚାଲିଥିଲା ।
ବାଙ୍କୀ ଉପଜିଲ୍ଲାପାଳ ସରକାରୀ କାର୍ଯ୍ୟରେ ବ୍ୟସ୍ତ ବେଳେ ସେ ଏପରି କରିଥିବା ସୂଚନା ମିଳିଥିଲା । ତେବେ ଏଭଳି ଘଟଣା ପରେ ଅଭିଯୁକ୍ତ ଡ୍ରାଇଭରକୁ ବିଦା କରାଯାଇଛି ବୋଲି ଉପଜଲାପାଳ ପ୍ରଣବ କୁମାରୀ ବେହେରା କହିଛନ୍ତି।

Dharitri – Odisha’s No.1 Odia Daily

Enter your email to get our daily news in your inbox.

All Right Reserved By Dharitri.Com

ହଠାତ୍‌ ମୋଚିରାମଙ୍କୁ କାମୁଡ଼ିଲା ସାପ: ତା’ପରେ ଏମିତି କାମ କଲେ ଡାକ୍ତର ଆଶ୍ଚର୍ଯ୍ୟ

ଉଦଳା,୫।୯(ସନ୍ତୋଷ ବାଛିନୀ): ଅଚାନକ କାମୁଡିଲା ସାପ, ଆଉ ସାପକୁ ମାରି ତାକୁ ଧରି ମେଡିକାଲରେ ପହଁଚିଲେ ଯୁବକ। ଏଭଳି ଘଟଣା ଦେଖିବାକୁ ମିଳିଛି ମୟୁରଭଞ୍ଜ ଜିଲା ଉଦଳା…

ମୁଖ୍ୟମନ୍ତ୍ରୀ ଶିକ୍ଷା ପୁରସ୍କାର ପାଇବେ ମୀନାକ୍ଷୀରାଣୀ: ଛୁଟୁଛି ଶୁଭେଚ୍ଛାର ସୁଅ

ଲୋଇସିଂହା,୫।୯(ସୁଶାନ୍ତ ବାରିକ):ବଲାଙ୍ଗୀର ଜିଲା ଲୋଇସିଂହା ହରେକୃଷ୍ଣ ମହତାବ ହାଇସ୍କୁଲର କଳା ଶିକ୍ଷୟିତ୍ରୀ ତଥା ଗାଳ୍ପିକା ମୀନାକ୍ଷୀରାଣୀ ମିଶ୍ର ଜିଲାର ଏକମାତ୍ର ଶିକ୍ଷୟିତ୍ରୀ ଭାବେ ରାଜ୍ୟସ୍ତରୀୟ ମୁଖ୍ୟମନ୍ତ୍ରୀ ଶିକ୍ଷା…

ମନ୍ଦିର ବୁଲାଣିରେ ଅଘଟଣ, ବାଇକ୍‌କୁ ଧକ୍କା ଦେଲା ବାଇକ୍‌: ଆଉ ତା’ପରେ…

ବରଗଡ଼,୫ା୯(ପ୍ରେମାନନ୍ଦ ଖମାରୀ):ବରଗଡ଼ ଜିଲା ଭଟ୍‌ଲି ଥାନା ଅନ୍ତର୍ଗତ ମେଣ୍ଢାପାଲି ବନଦୁର୍ଗା ମନ୍ଦିର ନିକଟସ୍ଥ ବୁଲାଣିରେ ଏକ ପିକ୍‌ଅପ ଭ୍ୟାନ (ନଂ-ଓଡି ୧୫ଏଡି ୭୮୯୨) ଅନ୍ୟ ଏକ ବାଇକକୁ…

ନାମ, କାରଣ ଖୋଜୁଛି ଜିଲାପାଳଙ୍କ ମୋବାଇଲ: ଗୁରୁତର ସମସ୍ୟାରେ ବନ୍ୟାଞ୍ଚଳବାସୀ

ଯାଜପୁର,୫ା୯(ହର୍ଷବର୍ଦ୍ଧନ ବେହେରା):ସରକାରୀ ସେବାକୁ ସାଧାରଣ ଲୋକଙ୍କ ପାଖରେ ସହଜରେ ପହଞ୍ଚାଇବା ପାଇଁ ରାଜ୍ୟ ସରକାର ‘ଲୋକଙ୍କ ସରକାର’ କାର୍ଯ୍ୟକ୍ରମ ମାଧ୍ୟମରେ ବ୍ୟାପକ ପ୍ରୟାସ କରୁଛନ୍ତି। ଜିଲା ପ୍ରଶାସନ…

ଜଣେ ଶିକ୍ଷକଙ୍କ କାନ୍ଧରେ ସ୍କୁଲ ଭାର: ୭ ବିଷୟ ସହ ଶାରୀରିକ ଶିକ୍ଷା ଦେଉଛନ୍ତି ସାହିତ୍ୟ ସାର୍‌

ହାଟଡିହୀ,୫।୯(ଶୁଭକାନ୍ତ ନାୟକ):କେନ୍ଦ୍ର ଓ ରାଜ୍ୟ ସରକାର ସମସ୍ତଙ୍କୁ ଶିକ୍ଷା, ଉତ୍ତମ ଶିକ୍ଷାର ନାରା ଦେଉଛନ୍ତି। ମାତ୍ର ବାସ୍ତବ ସ୍ଥିତି କିନ୍ତୁ ଓଲଟା। ଗ୍ରାମାଞ୍ଚଳରେ ସ୍କୁଲରେ ମୌଳିକ ସୁବିଧା,…

ଥାନା ହାଜତରେ ରେଳ କର୍ମଚାରୀଙ୍କୁ ନିର୍ଯାତନା: ହାତ, ଗୋଡ଼ ଭାଙ୍ଗିଦେଲେ, ଯୌନାଙ୍ଗରେ…

ପୁରୁଣା ଭୁବନେଶ୍ୱର,୫ା୯(ସୁବାସ ଚନ୍ଦ୍ର ପ୍ରଧାନ): ବ୍ରହ୍ମପୁର ରେଳ ସୁରକ୍ଷା ବଳ (ଆର୍‌ପିଏଫ୍‌) ଦ୍ୱାରା ଅମାନୁଷିକତାର ସବୁ ସୀମା ଟପିଯାଇଛି। ଚୋରି ସନ୍ଦେହରେ ସୌମ୍ୟରଞ୍ଜନ ମିଶ୍ର ନାମକ ଜଣେ…

ବିଡ଼ା ବିଡ଼ା ଟଙ୍କା ଗଣାଚାଲିଛି

ପୁରୀ,୫ା୯(ଅଜିତ୍‌ କୁମାର ମହାନ୍ତି): ପୁରୀ ପୋଲିସ ଚଢ଼ାଉ କରି ବିପୁଳ ପରିମାଣର ଗଞ୍ଜେଇ ଜବତ କରିବା ସହ ଘଟଣାରେ ସମ୍ପୃକ୍ତ ୨ ଯୁବକଙ୍କୁ ଗିରଫ କରିଛି। ପୋଲିସ…

ଚାଷୀଙ୍କ ଶ୍ରମକୁ ଉଚିତ ସମ୍ମାନ ମିଳୁଛି: ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର,୫।୯ (ସୁନିତ୍‌ ମିଶ୍ର): ଜନ୍ମାଷ୍ଟମୀ ଅବସରରେ ରାଜ୍ୟର ଚାଷୀମାନଙ୍କ ପାଇଁ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଶୁକ୍ରବାର ଓୟୁଏଟିର କୃଷି ଶିକ୍ଷା ସଦନଠାରେ ସିଏମ୍‌ କିଷାନ ଯୋଜନାର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri