ବ୍ୟାଙ୍କଗୁଡ଼ିକୁ ମିଳିପାରେ ୧୪,୫୦୦ କୋଟି

ନୂଆଦିଲ୍ଲୀ: ଚଳିତ ଆର୍ଥତ୍କ ବର୍ଷ ୪ର୍ଥ ତ୍ରୈମାସରେ ରାଷ୍ଟ୍ରାୟତ୍ତ ବ୍ୟାଙ୍କଗୁଡିକୁ ସରକାର ୧୪,୫୦୦ କୋଟି ଟଙ୍କା ଯୋଗାଣ କରିପାରନ୍ତି। ଏହା ଉପରେ ଅର୍ଥ ମନ୍ତ୍ରଣାଳୟ ବିଚାର କରିପାରେ ବୋଲି ଏକ ରିପୋର୍ଟ ଆସିଛି। ଚଳିତ ଆର୍ଥତ୍କ ବର୍ଷର ପ୍ରଥମାର୍ଦ୍ଧରେ ସରକାର ବ୍ୟାଙ୍କଗୁଡିକର ଆର୍ଥତ୍କ ପରଫରମାନ୍ସ ସମୀକ୍ଷା କରିଛନ୍ତି। ପ୍ରକ୍ରିୟା ସହ ଜଡିତ ଜଣେ ଅଧିକାରୀ କହିଛନ୍ତି, ମୋଟ ୧୨ ରାଷ୍ଟ୍ରାୟତ୍ତ ବ୍ୟାଙ୍କ ମଧ୍ୟରୁ ପଞ୍ଜାବ ଆଣ୍ଡ ସିନ୍ଧ ବ୍ୟାଙ୍କ ୫,୫୦୦ କୋଟି ଟଙ୍କାର ପୁଞ୍ଜି ଆବଶ୍ୟକ କରୁଛି। ନିୟାମକ ଆବଶ୍ୟକତା ପୂରଣ ଲାଗି ବ୍ୟାଙ୍କକୁ ଏଭଳି ପୁଞ୍ଜିର ଆବଶ୍ୟକତା ରହିଛି। ଏହି ବ୍ୟାଙ୍କର ଇକ୍ୱିଟି ଶେୟାରର ପ୍ରିଫରେନ୍ସିଆଲ ଆଲଟମେଣ୍ଟ ଦ୍ୱାରା ପୁଞ୍ଜି ଯୋଗାଣକୁ ଗତ ମାସରେ ସରକାର ଗୁରୁତ୍ୱ ଦେଇଛନ୍ତି। ୨୦୨୦-୨୧ ଲାଗି ପ୍ରଥମ ବ୍ୟାଚ୍‌ରେ ରାଷ୍ଟ୍ରାୟତ୍ତ ବ୍ୟାଙ୍କଗୁଡିକ ଲାଗି ଅତିରିକ୍ତ ଖର୍ଚ୍ଚଦାବି ଅଧୀନରେ ପୁଞ୍ଜି ଯୋଗାଣ ପ୍ରସ୍ତାବକୁ ପାର୍ଲାମେଣ୍ଟ ମଞ୍ଜୁରୀ ପ୍ରଦାନ କରିଛି। ଏହାଦ୍ୱାରା ୨୦ ହଜାର କୋଟି ଟଙ୍କାର ପ୍ରସ୍ତାବକୁ ମଞ୍ଜୁରୀ ମିଳିଛି। ପଞ୍ଜାବ ଏବଂ ସିନ୍ଧ ବ୍ୟାଙ୍କକୁ ଏହା ମଧ୍ୟରୁ ୫,୫୦୦ କୋଟି ଟଙ୍କା ଯୋଗାଣ ହେବ।
ମୋଟ ଅର୍ଥ ମଧ୍ୟରୁ କେନ୍ଦ୍ର ସରକାରଙ୍କ ନିକଟରେ ଆଉ ୧୪,୫୦୦ କୋଟି ଟଙ୍କା ରହିଛି। କୋଭିଡ୍‌ ଯୋଗୁ ବ୍ୟାଙ୍କ ବିଭିନ୍ନ ସମସ୍ୟା ସାମ୍ନା କରିଛନ୍ତି। ୨୦୧୯-୨୦ରେ ରାଷ୍ଟ୍ରାୟତ୍ତ ବ୍ୟାଙ୍କଗୁଡିକୁ ୭୦ ହଜାର କୋଟି ଟଙ୍କା ଯୋଗାଣ କରିବା ଲାଗି ସରକାର ପ୍ରସ୍ତାବ ଦେଇଥିଲେ। ଋଣ ଯୋଗାଣ ଦ୍ୱାରା ଅର୍ଥ ବ୍ୟବସ୍ଥାକୁ ଦୃଢ କରିବା ଦିଗରେ ସରକାରଙ୍କ ଲକ୍ଷ୍ୟ ରହିଥିଲା। ୨୦୨୦-୨୧ରେ ବ୍ୟାଙ୍କଗୁଡିକୁ ପୁଞ୍ଜି ଯୋଗାଣ ନେଇ ସରକାର ବଜେଟରେ କୌଣସି ପ୍ରସ୍ତାବ ରଖି ନାହାନ୍ତି। ବ୍ୟାଙ୍କ ବଜାରରୁ ଆବଶ୍ୟକ ମୁତାବକ ପୁଞ୍ଜି ଉଠାଇବା ନେଇ ସରକାର ଆଶା ରଖିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

Bank Holiday: ଜାନୁଆରୀରେ ୧୬ ଦିନ ବନ୍ଦ ରହିବ ବ୍ୟାଙ୍କ, ଚେକ୍ କରନ୍ତୁ ଲିଷ୍ଟ

ନୂଆଦିଲ୍ଲୀ,୩୦।୧୨: ଯଦି ଆପଣଙ୍କର ନୂତନ ବର୍ଷରେ ବ୍ୟାଙ୍କିଂ କାମ ଅଛି, ତେବେ ଏହି ଖବର ଆପଣଙ୍କ ପାଇଁ ବହୁତ ଗୁରୁତ୍ୱପୂର୍ଣ୍ଣ। ଭାରତୀୟ ରିଜର୍ଭ ବ୍ୟାଙ୍କ (RBI)...

8th Pay Commission: କେନ୍ଦ୍ରୀୟ କର୍ମଚାରୀଙ୍କ ପାଇଁ ବଡ଼ ଖବର: ଜାନୁଆରୀ ୧ରୁ ବୃଦ୍ଧି ପାଇବ ଦରମା, ପେନସନ! ଜାଣନ୍ତୁ ଅପଡେଟ୍‌

ନୂଆଦିଲ୍ଲୀ,୩୦।୧୨: ୨୦୨୫ ବର୍ଷ ଶେଷ ହେବାକୁ ଯାଉଛି। ଏହି ସପ୍ତାହ ୨୦୨୬ର ଆରମ୍ଭ। ଏହି ବର୍ଷ ଅନେକ ଦିଗରେ ଅନେକ ପରିବର୍ତ୍ତନ ଆଣିଛି। କେନ୍ଦ୍ର ସରକାରୀ...

ଯୁବବର୍ଗଙ୍କୁ ନୂଆବର୍ଷର ଉପହାର ଦେଲେ ସରକାର: ମିଳିବ ୧୫ ହଜାର ଟଙ୍କା, ଜାଣନ୍ତୁ କିପରି…

ନୂଆଦିଲ୍ଲୀ,୩୦।୧୨: ନୂଆବର୍ଷ ପୂର୍ବରୁ ସରକାର ଯୁବପିଢ଼ିଙ୍କୁ ଏକ ନୂତନ ବର୍ଷର ଉପହାର ଦେଇଛନ୍ତି। ଶ୍ରମ ଏବଂ ନିଯୁକ୍ତି ମନ୍ତ୍ରଣାଳୟ X ରେ ଟୁଇଟ୍‌ କରିଛି, ଯେଉଁଥିରେ...

କ୍ଷମା ମାଗିଲେ ଲଲିତ ମୋଦି

ନୂଆଦିଲ୍ଲୀ,୩୦ା୧୨ : ଇଣ୍ଡିଆନ୍‌ ପ୍ରିମିୟର ଲିଗ୍‌ (ଆଇପିଏଲ୍‌)ର ପୂର୍ବତନ ଅଧ୍ୟକ୍ଷ ଲଲିତ ମୋଦି ନିକଟରେ ପଳାତକ ବ୍ୟବସାୟୀ ବିଜୟ ମାଲ୍ୟାଙ୍କ ସହ ଲଣ୍ଡନରେ ପାର୍ଟି କରୁଥିବାର...

୨୦୩୦ ସୁଦ୍ଧା ଭାରତ ହେବ ବିଶ୍ୱର ତୃତୀୟ ବୃହତ୍ତମ ଅର୍ଥନୀତି; ୭.୩ ଟ୍ରିଲିୟନ ଡଲାରରେ ପହଞ୍ଚିବ GDP

ବେଙ୍ଗାଲୁରୁ,୨୯।୧୨: ଭାରତୀୟ ଅର୍ଥନୀତି ଏକ ନୂତନ ମାଇଲଖୁଣ୍ଟ ଅତିକ୍ରମ କରିଛି। ସୋମବାର ଜାରି ହୋଇଥିବା ଏକ ସରକାରୀ ବିବୃତ୍ତି ଅନୁଯାୟୀ, ୪.୧୮ ଟ୍ରିଲିୟନ ଡଲାର GDP...

ଫିକା ପଡିବ ନୂଆବର୍ଷ ସେଲିବ୍ରେଶନ: Swiggy-Zomato ଭଳି ଅନେକ ଆପ୍‌ରେ ହେବନି ଡେଲିଭରି, ଜାଣନ୍ତୁ କାହିଁକି…

ନୂଆଦିଲ୍ଲୀ,୨୯।୧୨: ଯେଉଁମାନେ ବନ୍ଧୁ ଏବଂ ପରିବାର ସହିତ ଘରେ ନୂଆବର୍ଷ ପାଳନ କରିବାକୁ ଯୋଜନା କରୁଛନ୍ତି ସେମାନଙ୍କୁ ଏକ ବଡ଼ ଝଟକା ଲାଗିଛି। ଯଦି ଆପଣ...

ରୁପା ମୂଲ୍ୟରେ ରେକର୍ଡ ବୃଦ୍ଧି: ଗହଣା ନୁହେଁ ଏହି କାରଣରୁ ବଢିଚାଲିଛି, ଆଉ କମିବନି

ନୂଆଦିଲ୍ଲୀ,୨୯ା୧୨: ୨୦୨୫ ମସିହାରେ ରୁପା ମୂଲ୍ୟରେ ଅପ୍ରତ୍ୟାଶିତ ବୃଦ୍ଧି ଦେଖିବାକୁ ମିଳିଛି। ଭାରତୀୟ ବଜାରରେ ଏହା ଏକ ନୂତନ ରେକର୍ଡ ସ୍ତରରେ ପହଞ୍ଚିଥିବା ବେଳେ ଏହାର...

Silver Prices Crash: ରୂପା ଦରରେ ବଡ଼ ହ୍ରାସ, ୧ ଘଣ୍ଟାରେ ହ୍ରାସ ପାଇଲା ୨୧ହଜାର ୫୦୦ ଟଙ୍କା

ନୂଆଦିଲ୍ଲୀ,୨୯।୧୨: ସୋମବାର ରୂପା ମୂଲ୍ୟରେ ଏପରି ନାଟକ ଦେଖାଗଲା ଯାହା ପୂର୍ବରୁ କେବେ ଦେଖାଯାଇ ନଥିଲା। ସକାଳେ ଇତିହାସ ସୃଷ୍ଟି କରିଥିବା ରୂପା କିଲୋଗ୍ରାମ ପିଛା...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri