ଲଗାତାର ୪ ଦିନ ବନ୍ଦ ରହିବ ବ୍ୟାଙ୍କ, ଜରୁରୀ କାମ ଥିଲେ ଶୀଘ୍ର ସାରନ୍ତୁ

ନୂଆଦିଲ୍ଲୀ,୧୨।୪: ଚଳିତ ମାସରେ ଲଗାତର ୪ ଦିନ ଲାଗି ସମସ୍ତ ବ୍ୟାଙ୍କ ବନ୍ଦ ରହିବ। ଏପ୍ରିଲ ୧୪ରୁ ୧୭ ତାରିଖ ପର୍ଯ୍ୟନ୍ତ ଦେଶରେ ବ୍ୟାଙ୍କ ସେବା କ୍ରମାଗତ ବନ୍ଦ ରହିବ। ଏହାର ବିଶେଷ ପ୍ରଭାବ ଗ୍ରାହକଙ୍କ ଉପରେ ପଡ଼ିପାରେ ବୋଲି ଆଶଙ୍କା କରାଯାଉଛି।

ରିଜର୍ଭ ବ୍ୟାଙ୍କ ପକ୍ଷରୁ ଦିଆଯାଇଥିବା ସୂଚନା ମୁତାବକ, ଏପ୍ରିଲ ୧୪ରେ ଆମ୍ବେଦକରଙ୍କ ଜୟନ୍ତୀ, ଏପ୍ରିଲ ୧୫ରେ ଗୁଡ୍‌ ଫ୍ରାଇଡେ ପଡ଼ୁଅଛି । ସେହିଭଳି ଏପ୍ରିଲ ୧୬ ହେଉଛି ମାସର ତୃତୀୟ ଶନିବାର । ସାଧାରଣତଃ ତୃତୀୟ ଶନିବାର ବ୍ୟାଙ୍କ ସେବା ବନ୍ଦ ରହୁ ନ ଥିଲେ ହେଁ ଏହି ଦିନ ଆସାମର ପ୍ରସିଦ୍ଧ ବିହୁ ପର୍ବ ପଡୁଥିବାରୁ ଏପ୍ରିଲ ୧୬ରେ ମଧ୍ୟ ବ୍ୟାଙ୍କ ବନ୍ଦ ରହିବ। ଏଥିସହ ଏପ୍ରିଲ ୧୭ ରବିବାର ହୋଇଥିବାରୁ, ଲଗାତର ୪ ଦିନ ଛୁଟି ପଡୁଛି। ଏସବୁ ଦିନରେ ବ୍ୟାଙ୍କ ସେବା ବନ୍ଦ ରହିବ। ଏଣୁ କୌଣସି ଜରୁରୀ ବ୍ୟାଙ୍କ କାମ ଥିଲେ ଯଥାଶୀଘ୍ର ଶେଷ କରି ନିଅନ୍ତୁ।


Enter your email to get our daily news in your inbox.

All Right Reserved By Dharitri.Com

ରଣବୀରଙ୍କୁ ବାସନ୍ଦ କଲା ଫିଲ୍ମ କର୍ମଚାରୀ ସଂଘ: କାରଣ ଜାଣିଲେ ହେବେ ଆଶ୍ଚର୍ଯ୍ୟ

ନୂଆଦିଲ୍ଲୀ,୨୫ା୫:ଫାରହାନ୍‌ ଅଖତରଙ୍କ ନିର୍ଦ୍ଦେଶିତ ଆଗାମୀ ଚଳଚ୍ଚିତ୍ର ଡନ୍‌-୩ରୁ ଧୁରନ୍ଧର-୨ ଷ୍ଟାର ରଣବୀର ସିଂ ଅଚାନକ ଓହରିଯିବା ସହ ସହଯୋଗ ନ କରିବା କାରଣରୁ ଫେଡେରେଶନ ଅଫ୍‌ ଓ୍ବେଷ୍ଟର୍ନ…

ବାପାଙ୍କୁ ବ୍ରହ୍ମପୁର ଯିବି କହି ଭଡ଼ା ଘରେ ଝୁଲିପଡିଲେ ମହିଳା, ସନ୍ଦେହ ଘେରରେ…

ମୋହନା, ୨୫।୫( ମନ୍ମଥ ମିଶ୍ର ): ଜଣେ ବିବାହିତା ମହିଳା ବେକରେ ଶାଢ଼ି ବାନ୍ଧି ଭଡ଼ା ଘରେ ଆତ୍ମହତ୍ୟା କରିଥିବା ଜଣାପଡିଛି। ସୂଚନା ପ୍ରକାରେ ମୋହନା ନିବାସୀ…

ସୋସିଆଲ ଅଡିଟ ସମୟରେ ଯୁକ୍ତିତର୍କ, ୨ ମହିଳା ଭିଆରପିଙ୍କୁ ଠେଲିଦେଲେ…

ହାଟଡିହୀ,୨୫l୫(ଶୁଭକାନ୍ତ ନାୟକ):କେନ୍ଦୁଝର ଜିଲା ହାଟଡିହୀ ବ୍ଲକ ମରୈଗାଁ ଗ୍ରାମ ପଞ୍ଚାୟତ ସୋସିଆଲ ଅଡିଟ(ସାମାଜିକ ସମୀକ୍ଷା) କାର୍ଯ୍ୟରେ ନିୟୋଜିତ ଦୁଇ ମହିଳା ଭିଆରପି(ଭିଲେଜ ରିସୋର୍ସ ପର୍ସନ) ଏବଂ ସରପଞ୍ଚଙ୍କ…

ବିଦ୍ୟୁତ୍‌ ଆଘାତରେ ଚାଲିଗଲା ଯୁବକଙ୍କ ଜୀବନ, ପୁଅକୁ ହରାଇ ଝୁରୁଛି ବେସାହାରା ମା’

ମୋହନା,୨୫।୫( ମନ୍ମଥ ମିଶ୍ର ): ବିଦ୍ୟୁତ୍‌ ଆଘାତରେ ଯୁବକ ମୃତ । ମୃତକ ହେଲେ ପୂର୍ଣ୍ଣ ମଲ୍ଲିକ ( ୨୫ )। ଏଭଳି ହୃଦୟ ବିଦାରକ ଦୃଶ୍ୟ…

ଗଞ୍ଜାମରେ ଧାରା-୩୦ ଲାଗୁ: ପୋଲିସର ବିନାନୁମତିରେ ହୋଇପାରିବ ନାହିଁ ରାଜନୈତିକ ସଭା, ୯୦ ଦିନ ଯାଏ…

ଭଞ୍ଜନଗର,୨୫।୫(ବାବୁଲା ପ୍ରଧାନ): ଗଞ୍ଜାମ ଜିଲାରେ ରାଜନୈତିକ ମତଭେଦ ହେତୁ ବିଭିନ୍ନ ଦଳର ସଦସ୍ୟମାନଙ୍କ ମଧ୍ୟରେ ଦୀର୍ଘଦିନ ଧରି ମତାନ୍ତର/ମନାନ୍ତର ଲାଗି ରହିଛି। ଏଭଳି ପରିସ୍ଥିତିର ସୁଯୋଗ ନେଇ…

ମାଟ୍ରିକରେ ଫେଲ୍‌ ହୋଇଯିବା ପରେ ଭୟରେ ଆନ୍ଧ୍ର ପଳାଇଥିଲେ ନାବାଳକ, ଏବେ ଗାଁକୁ ଫେରିଲେ ଶବ ହୋଇ…

ପଟ୍ଟାଙ୍ଗି, ୨୫।୫(ଶରତ କୁମାର ଧଳ): କୋରାପୁଟ ଜିଲା ପଟ୍ଟାଙ୍ଗି ବ୍ଲକ ଅନ୍ତର୍ଗତ ଗାଙ୍ଗରାଜପୁର ପଞ୍ଚାୟତର ସେଟରାଇ ଗ୍ରାମର ନାବାଳକ କାମେଶ ମାରି ପଡୋଶୀ ଆନ୍ଧ୍ର ରାଜ୍ୟରେ ଦୁର୍ଘଟଣା…

ପଦାରେ ପଡିଲା ପ୍ରଧାନଶିକ୍ଷକଙ୍କ କଳା କାରନାମା: ଶାଳକାଠ ଚୋରାଚାଲାଣ ହେଉଥିବା ବେଳେ ଧରିଲେ ଗ୍ରାମବାସୀ

ଥୁଆମୂଳ ରାମପୁର, ୨୫।୫ (ଦୁର୍ଗା କୀର୍ତ୍ତି): ଜଣେ ଶିକ୍ଷିତ ବ୍ୟକ୍ତି ତଥା ସମାଜର ଗଠନକର୍ତ୍ତା କୁହାଯାଉଥିବା ଜଣେ ପ୍ରଧାନଶିକ୍ଷକଙ୍କ କଳା କାରନାମା ଏବେ ସ୍ଥାନୀୟ ଅଞ୍ଚଳରେ ତୀବ୍ର…

ମହାରାଜ ସାଗର ପରିସରରୁ ଯୁବକଙ୍କ ମୃତଦେହ ଉଦ୍ଧାର: କେମିତି ହେଲା ମୃତ୍ୟୁ ଛାନ୍‌ଭିନ ଚଳାଇଛି ପୋଲିସ

ବଲାଙ୍ଗୀର,୨୫।୫ (ସୁନୀଲ କୁମାର ମହାନ୍ତି ): ଟିଟିଲାଗଡ଼ ମହାରାଜ ସାଗର ପରିସର ମଧ୍ୟରୁ ସୋମବାର ଜଣେ ଯୁବକଙ୍କ ମୃତଦେହ ଟିଟିଲାଗଡ଼ ପୋଲିସ ଉଦ୍ଧାର କରିଛି । ମହାରାଜ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri