ମାର୍ଚ୍ଚ ମାସରେ ୧୪ ଦିନ ବନ୍ଦ ରହିବ ବ୍ୟାଙ୍କ, ଏସବୁ ଦିନ କରିହେବନାହିଁ  କୌଣସି ବ୍ୟାଙ୍କ କାମ 

ନୂଆଦିଲ୍ଲୀ,୨୬।୨: ରିଜର୍ଭ ବ୍ୟାଙ୍କ ଅଫ ଇଣ୍ଡିଆ (ଆରବିଆଇ) ୨୦୨୪ ବର୍ଷ ପାଇଁ ବ୍ୟାଙ୍କ ଛୁଟି ତାଲିକା ପ୍ରକାଶ କରିଥିବା ବେଳେ ମାର୍ଚ୍ଚ ମାସରେ ଅନେକ ଦିନ ବ୍ୟାଙ୍କ ଛୁଟି ରହିବି।
ବିଭିନ୍ନ ରାଜ୍ୟରେ ପାଳନ କରାଯାଉଥିବା  ଅନେକ ପର୍ବର ଛୁଟି ବ୍ୟତୀତ ଏଥିରେ ଶନିବାର ଏବଂ ରବିବାରର ଛୁଟି ମଧ୍ୟ ଅନ୍ତର୍ଭୁକ୍ତ କରାଯାିଛି। ଯଦି କୌଣସି କାର୍ଯ୍ୟ ନେଇ ମାର୍ଚ୍ଚ ମାସରେ ବ୍ୟଙ୍କ ଯିବାକୁ ପଡ଼ୁଛି ତେବେ ତେବେ ଏହା ପୂର୍ବରୁ  ଛୁଟିଦିନ  କେବେକେବେ ରହୁଛି ଜାଣନ୍ତୁ।
ଆରବିଆଇର ଅଫିସିଆଲ ୱେବସାଇଟରେ ଦିଆଯାଇଥିବା ସୂଚନା ଅନୁଯାୟୀ, ମାର୍ଚ୍ଚ ମାସରେ ବ୍ୟାଙ୍କଗୁଡିକ ୧୪ ଦିନ ପାଇଁ ବନ୍ଦ ରହିବ।
ମାର୍ଚ୍ଚ ୧: ଚାପଚର କୁଟ (ମିଜୋରାମ)
ମାର୍ଚ୍ଚ ୮: ମହାଶିବରାତ୍ରୀ ( ଓଡ଼ିଶା, ତ୍ରିପୁରା, ମିଜୋରାମ, ତାମିଲନାଡୁ, ସିକିିମ, ଆସାମ, ମଣିପୁର, ଇଟାନଗର, ରାଜସ୍ଥାନ, ନାଗାଲାଣ୍ଡ, ପଶ୍ଚିମବଙ୍ଗ, ନୂଆଦିଲ୍ଲୀ, ଗୋଆ, ବିହାର, ମେଘାଳୟ ବ୍ୟତୀତ ଅନେକ ରାଜ୍ୟରେ ।
ମାର୍ଚ୍ଚ ୨୫: ହୋଲି (କର୍ଣ୍ଣାଟକ, ତାମିଲନାଡୁ, ମଣିପୁର, କେରଳ, ନାଗାଲାଣ୍ଡ, ବିହାର, ଶ୍ରୀନଗର ବ୍ୟତୀତ ଅନେକ ରାଜ୍ୟରେ।
ମାର୍ଚ୍ଚ ୨୯: ଗୁଡ୍‌ ଫ୍ରାଇଡେ (ତ୍ରିପୁରା, ଆସାମ, ରାଜସ୍ଥାନ, ଜମ୍ମୁ କଶ୍ମୀର, ହିମାଚଳ ପ୍ରଦେଶ ବ୍ୟତୀତ)
ମାର୍ଚ୍ଚ ୨୨: ବିହାର ଦିବସ (ବିହାର)
ମାର୍ଚ୍ଚ ୨୬:  ହୋଲି (ଓଡିଶା, ମଣିପୁର, ବିହାର)
ମାର୍ଚ୍ଚ ୨୭: ହୋଲି (ବିହାର)
ପ୍ରତ୍ୟେକ ଦ୍ୱିତୀୟ ଶନିବାର (ମାର୍ଚ୍ଚ ୯)
ପ୍ରତ୍ୟେକ ଚତୁର୍ଥ ଶନିବାର (ମାର୍ଚ୍ଚ ୨୩)
ରବିବାର: ମାର୍ଚ୍ଚ ୩, ୧୦, ୧୭, ୨୪, ୩୧

Enter your email to get our daily news in your inbox.

All Right Reserved By Dharitri.Com

୨୦୨୯ରେ ରାହୁଲ ଗାନ୍ଧୀ ହେବେ କି ବିରୋଧୀଙ୍କ ଚେହେରା? ମମତାଙ୍କ ଜବାବକୁ ନେଇ ଦେଶରେ ହଇଚଇ

ନୂଆଦିଲ୍ଲୀ,୩୦।୯: ମୁଖ୍ୟ ନିର୍ବାଚନ କମିଶନର (CEC) ଜ୍ଞାନେଶ କୁମାରଙ୍କୁ ନେଇ ବିରୋଧୀ INDIA ବ୍ଲକ୍‌ରେ ରାଜନୈତିକ ତତ୍ପରତା ବଢ଼ିଛି । ବୁଧବାର ନୂଆଦିଲ୍ଲୀରେ INDIA ବ୍ଲକ୍‌ର ନେତାମାନେ…

ମୋଦି କ୍ୟାବିନେଟରେ ବଡ଼ ନିଷ୍ପତ୍ତି, କୃଷକଙ୍କ ପାଇଁ କଲେ ବଡ଼ ଘୋଷଣା

ନୂଆଦିଲ୍ଲୀ,୩୦।୯: ଆଜି ପ୍ରଧାନମନ୍ତ୍ରୀ ମୋଦିଙ୍କ ଅଧ୍ୟକ୍ଷତାରେ କ୍ୟାବିନେଟ ବୈଠକ ଏବଂ ଅର୍ଥନୈତିକ ବ୍ୟାପାର ସମ୍ୱନ୍ଧୀୟ କ୍ୟାବିନେଟ କମିଟି (CCEA)ରେ ଅନେକ ଗୁରୁତ୍ୱପୂର୍ଣ୍ଣ ନିଷ୍ପତ୍ତି ନିଆଯାଇଛି। କ୍ୟାବିନେଟ ‘ପିଏମ…

ମଝି ଆକାଶରେ ଝଗଡ଼ା ଲାଗିଲେ ୨ ପାଇଲଟ୍‌, ବିମାନ ଜରୁରୀ ଅବତରଣ କରିବା ପରେ…

ଦୁବାଇ,୩୦ା୯: ବୁଧବାର ଦୁବାଇରୁ ତେଲ ଅଭିଭ୍‌ ଯାଉଥିବା ଫ୍ଲାଇଦୁବାଇ ବିମାନ ଏଫ୍‌ ଜେଡ୍‌ ୧୦୭୩କୁ ସାଉଦି ଆରବର ତାବୁକ ବିମାନବନ୍ଦରରେ ଜରୁରୀ ଅବତରଣ କରାଯାଇଛି। ବିମାନଟି ଜରୁରୀକାଳିନ…

‘ମୋଦି ମୋତେ କହିଲେ ମୋ ପରେ ତୁମେ…’, ରାହୁଲଙ୍କ ବୟାନକୁ ନେଇ ଜୋରଦାର ଚର୍ଚ୍ଚା

ନୂଆଦିଲ୍‌ଲୀ,୩୦।୯: କଂଗ୍ରେସ କାର୍ଯ୍ୟକାରୀ କମିଟି (CWC) ବୈଠକ ପରେ ରାହୁଲ ଗାନ୍ଧୀଙ୍କ ଏକ କଥିତ ବୟାନକୁ ନେଇ ବିବାଦ ଆରମ୍ଭ ହୋଇଯାଇଛି। ରାହୁଲ ଗାନ୍ଧୀ ବୈଠକରେ ର୍ନିବାଚନ…

ମେସେଜ ପାଇଁ ଟଙ୍କା ନେବ ହ଼୍ବାଟସଆପ୍‌! ୧ ଅକ୍ଟୋବରରୁ ବଦଳିବ ନିୟମ; ସାଧାରଣ ୟୁଜର୍ସଙ୍କୁ ପଡ଼ିବ ପ୍ରଭାବ?

ନୂଆଦିଲ୍‌ଲୀ,୩୦।୯: ଯଦି ଆପଣ ହ଼୍ବାଟସଆପ (WhatsApp)ରେ କୌଣସି କମ୍ପାନୀଠାରୁ ଅର୍ଡର ଅପଡେଟ, ଡେଲିଭରି ସୂଚନା କିମ୍ୱା କଷ୍ଟମର ସର୍ଭିସ ନେଉଛନ୍ତି, ତେବେ ଆପଣଙ୍କ ପାଇଁ ଏକ ଆଶ୍ୱସ୍ତିକର…

ଟ୍ରେନଯାତ୍ରୀଙ୍କ ପାଇଁ ବଡ଼ ସୂଚନା: ଅକ୍ଟୋବର ୧ରୁ କଡ଼ା ଚେକିଂ, ଟିକେଟ୍‌ ସାଙ୍ଗରେ ଏହି ID ନ ରଖିଲେ ଫସିବେ!

ନୂଆଦିଲ୍ଲୀ,୩୦।୯: ଯଦି ଆପଣ ଆଗାମୀ ଦିନରେ ଟ୍ରେନରେ ଯାତ୍ରା କରିବାକୁ ଯୋଜନା କରୁଛନ୍ତି, ତେବେ ଏହି ଖବରଟି ଆପଣଙ୍କ ପାଇଁ ଅତ୍ୟନ୍ତ ଜରୁରୀ। କେନ୍ଦ୍ରୀୟ ରେଳବାଇ ପକ୍ଷରୁ…

ବିବାଦ ଭିତରେ ନିର୍ବାଚନ କମିଶନରଙ୍କ ବଡ଼ ନିଷ୍ପତ୍ତି, ଭୋଟର ଲିଷ୍ଟକୁ ନେଇ କହିଲେ ବଡ଼କଥା…

ନୂଆଦିଲ୍ଲୀ,୩୦।୯: ନିର୍ବାଚନ ଆୟୋଗ ‘ସ୍ପେଶାଲ ଇଣ୍ଟେନସିଭ ରିଭିଜନ’ (SIR) ପ୍ରକ୍ରିୟା ଶେଷ କରିସାରିଥିବା ରାଜ୍ୟଗୁଡ଼ିକରେ ନୂଆ ଭୋଟରମାନଙ୍କ ପାଇଁ ଫର୍ମ-୬ ସହିତ ଯୋଡ଼ା ଯାଇଥିବା ଅତିରିକ୍ତ ଘୋଷଣାନାମା…

ବଡ଼ ଖବର: ଅକ୍ଟୋବର ୧ରୁ ଏମାନଙ୍କୁ ଆଉ ମିଳିବନି LPG ସିଲିଣ୍ଡର, କେନ୍ଦ୍ର ସରକାର ନେଲେ କଡ଼ା ଆକ୍ସନ

ନୂଆଦିଲ୍‌ଲୀ,୩୦।୯: କେନ୍ଦ୍ର ସରକାର ଏବଂ ତୈଳ କମ୍ପାନୀଗୁଡ଼ିକ ଅକ୍ଟୋବର ୧ ତାରିଖରୁ ଏଲପିଜି ସବସିଡି (LPG Subsidy) ପାଇଁ ଇ-କେୱାଇସି (e-KYC) ବାଧ୍ୟତାମୂଳକ କରିଛନ୍ତି। ଏହି ସମୟରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?