Posted inରାଜ୍ୟ

ବାପି ସର୍ଖେଲଙ୍କ ବଡ଼ ବୟାନ, କହିଲେ ମୁଁ ଦାମଙ୍କ ପୁଅ

ଭୁବନେଶ୍ବର,୧୪।୧୨: ବାପି ସର୍ଖେଲ ବଡ଼ ବୟାନ ଦେଇଛନ୍ତି। ନିଜକୁ ଦାମଙ୍କ ପୁଅ କହିଲେ ପାରାଦୀପ ଶ୍ରମିକ ନେତା ବାପି ସର୍ଖେଲ । ପାରାଦୀପ, କୁଜଙ୍ଗରେ ଆୟୋଜିତ କାର୍ଯ୍ୟକ୍ରମରେ ଦାମଙ୍କୁ ପ୍ରଶଂସା କରିବା ସହ ଏଭଳି ବୟାନ ଦେଇଛନ୍ତି ବାପି ସର୍ଖେଲ । ତାଙ୍କ କହିବା ଅନୁସାରେ, ଦାମଙ୍କ ସହ ମୋର ବାପ-ପୁଅ ଭଳି ଅତି ନିବିଡ଼ ସମ୍ପର୍କ ଥିଲା । ସେ ମାଫିଆମାନଙ୍କୁ ଆଦୌ ପ୍ରଶ୍ରୟ ଦେଉନଥିଲେ ।

କିଛି କୁଚକ୍ରୀଙ୍କ ପାଇଁ ଆମ ଭିତରେ ଭୁଲ୍‌ ବୁଝାମଣା ଓ ପ୍ରତିଦ୍ବନ୍ଦ୍ବିତା ହୋଇଥିଲା । ଦାମ ବାବୁ ମୋତେ ପରିଚୟ ଦେଇଛନ୍ତି, ତାଙ୍କ ପାଖରେ ମୁଁ ଚିର ଋଣୀ । ପାରାଦୀପ ଓ କୁଜଙ୍ଗରେ ଦାମ ବାବୁଙ୍କ ଦୁଇଟି ପ୍ରତିମୂର୍ତ୍ତି ମୁଁ ତିଆରି କରିବି ବୋଲି କହିଛନ୍ତି ବାପି ସର୍ଖେଲ ।


Enter your email to get our daily news in your inbox.

All Right Reserved By Dharitri.Com

ଆହୁରି ୫ଦିନ କୁହୁଡ଼ି

ଭୁବନେଶ୍ୱର,୩।୨(ବନ୍ଦନା ସେଠୀ)- ରାଜ୍ୟରେ ଶୀତ ପ୍ରକୋପ ସାମାନ୍ୟ ହ୍ରାସ ପାଇଥିଲେ ହେଁ କୁହୁଡ଼ିର ମାତ୍ରା ଅଧିକ ରହୁଛି। ପ୍ରବଳ କୁହୁଡ଼ି କାରଣରୁ ସକାଳୁ ରାସ୍ତାଘାଟ ଠିକ୍‌ ଭାବେ…

ମୁମ୍ବାଇ ବିମାନବନ୍ଦରରେ ଏୟାର ଇଣ୍ଡିଆ-ଇଣ୍ଡିଗୋ ବିମାନ ଧକ୍କା, ଦୁର୍ଘଟଣା ପରେ ଯାତ୍ରୀ…

ମୁମ୍ବାଇ,୩।୨: ମୁମ୍ବାଇର ଛତ୍ରପତି ଶିବାଜୀ ମହାରାଜ ଅନ୍ତର୍ଜାତୀୟ ବିମାନବନ୍ଦରରେ ମଙ୍ଗଳବାର ଏକ ବଡ଼ ଧରଣର ବିମାନ ଦୁର୍ଘଟଣା ଟଳିଯାଇଛି। ରନୱେରେ ଟାକ୍ସି କରୁଥିବା ସମୟରେ ଏୟାର ଇଣ୍ଡିଆ…

ମ୍ୟାନମାରରେ ୫.୯ ତୀବ୍ରତାର ଶକ୍ତିଶାଳୀ ଭୂକମ୍ପ: ଥରିଲା କଲିକତା

କୋଲକାତା,୩।୨: ମଙ୍ଗଳବାର ମ୍ୟାନମାରରେ ଏକ ଶକ୍ତିଶାଳୀ ଭୂକମ୍ପ ଅନୁଭୂତ ହୋଇଛି। ରିକ୍ଟର ସ୍କେଲରେ ଏହାର ତୀବ୍ରତା ପ୍ରାୟ ୫.୯ ରେକର୍ଡ କରାଯାଇଛି। ଏହି ଭୂକମ୍ପର ପ୍ରଭାବରେ ପଶ୍ଚିମବଙ୍ଗର…

ସାମାନ୍ୟ ବଚସା ପରେ ଧସ୍ତାଧସ୍ତି: ଚାଲିଗଲା ବ୍ୟବସାୟୀଙ୍କ ଜୀବନ, ମୁଣ୍ଡ ପିଟି…

ଭଞ୍ଜନଗର,୩।୨(ବାବୁଲା ପ୍ରଧାନ)-ଗଞ୍ଜାମ ଜିଲା ଭଞ୍ଜନଗର ସହର ଇଣ୍ଡିଆନ ଗ୍ୟାସ କାର୍ଯ୍ୟାଳୟ ନିକଟରେ ମଙ୍ଗଳବାର ରାତି ପ୍ରାୟ ୯ ଟା ସମୟରେ ଜଣେ ବ୍ୟବସାୟୀଙ୍କ ସହ ଅନ୍ୟ ଜଣେ…

ଆନ୍ଧ୍ରରେ ବିକ କୋଟିଆ ଶସ୍ୟ: ସୀମାନ୍ତବାସୀଙ୍କୁ ପ୍ରବର୍ତ୍ତାଇଲେ ପଡ଼ୋଶୀ ରାଜ୍ୟ ଅଧିକାରୀ,ଏପଟେ…

ପଟ୍ଟାଙ୍ଗି,୩ା୨(ଶରତ କୁମାର ଧଳ)-କୋରାପୁଟ ଜିଲା ପଟ୍ଟାଙ୍ଗି ବ୍ଲକ୍‌ ଅଧୀନ କୋଟିଆ ପଞ୍ଚାୟତର ସୀମାନ୍ତବାସୀଙ୍କୁ ନେଇ ଓଡ଼ିଶା-ଆନ୍ଧ୍ର ପ୍ରଦେଶ ପକ୍ଷରୁ ବୈଠକକରି ସଚେତନ କରାଯାଉଛି। ଏଥିରେ ଉକ୍ତ ପଞ୍ଚାୟତର…

ଧାର୍ଯ୍ୟ ସମୟ ସରିଲା, ପାଣି ପାଇଲେନି ଚୂଳବାଡ଼ିବାସୀ: ଅଧାପନ୍ତରିଆ ‘ବସୁଧା’ ପ୍ରକଳ୍ପ

ଥୁଆମୂଳରାମପୁର,୩।୨ (ଦୁର୍ଗା କୀର୍ତ୍ତି):: ରାଜ୍ୟ ସରକାରଙ୍କ ‘ହର ଘର ଜଳ’ ସ୍ଲୋଗାନ ଏବେ ଦୁର୍ଗମ ଅଞ୍ଚଳରେ ପ୍ରହସନ ପାଲଟିଛି। କଳାହାଣ୍ଡି ଜଲା ଥୁଆମୂଳ ରାମପୁର ବ୍ଲକ ତଳଆମପଦର…

କିଏ ସେ ୟୁମନାମ୍‌ ଖେମଚାନ୍ଦ ସିଂହ? ଯିଏ ହେବେ ମଣିପୁରର ନୂଆ ମୁଖ୍ୟମନ୍ତ୍ରୀ,ହଟିବ ରାଷ୍ଟ୍ରପତି ଶାସନ; ଜାଣନ୍ତୁ… 

ଇମ୍ଫାଲ,୩।୨: ମଣିପୁରରେ ପ୍ରାୟ ଏକ ବର୍ଷ ଧରି ଚାଲିଥିବା ରାଷ୍ଟ୍ରପତି ଶାସନ ପରେ ନୂଆ ସରକାର ଗଠନର ପ୍ରକ୍ରିୟା ତୀବ୍ର ହୋଇଛି। ଭାରତୀୟ ଜନତା ପାର୍ଟି (ଭାଜପା)…

ଭାଙ୍ଗିଗଲା ଆଶା: ଜମି ରେଜିଷ୍ଟେଶନ ପାଇଁ ଯାଇଥିଲେ ତହସିଲ ଅଫିସ, ଦୁର୍ଘଟଣାରେ ଗଲା ଜୀବନ

କେସିଙ୍ଗା,୩ା୨(ତୁମେଶ୍ୱର ସାହୁ):  କଳାହାଣ୍ଡି ଜିଲା କେସିଙ୍ଗା ବ୍ଲକ ଅଞ୍ଚଳରେ ମଙ୍ଗଳବାର ଏକ ଟ୍ରକ୍‌ ଧକ୍କାରେ ଜଣଙ୍କର ମୃତ୍ୟୁ ଘଟିଛି। ସେ ହେଲେ ଉତ୍କେଲା ପଞ୍ଚାୟତ ମାଟିଆ ଗ୍ରାମର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri