କଂଗ୍ରେସରୁ ଇସ୍ତଫା ଦେଲେ ବାପି ସର୍ଖେଲ

ଭୁବନେଶ୍ୱର,୪ା୪: ଗୁରୁବାର କଂଗ୍ରେସରୁ ଇସ୍ତଫା ଦେଇଛନ୍ତି ପାରାଦୀପର ବାପି ସର୍ଖେଲ। ପିସିସି ସଭାପତିଙ୍କ ନିକଟକୁ ସେ ତାଙ୍କର ଇସ୍ତଫାପତ୍ର ପଠାଇଛନ୍ତି। କିଛିଦିନ ତଳେ ବାପିଙ୍କ ସ୍ତ୍ରୀ ମନିଦୀପା କଂଗ୍ରେସ ଛାଡ଼ି ବିଜେଡିରେ ମିଶିଥିବା ବେଳେ ଆଜି ବାପି କଂଗ୍ରେସ ଛାଡ଼ିଛନ୍ତି। ଯାହାକୁ ନେଇ ରାଜନୈତିକ ମହଲରେ ଖୁବ୍‌ ଚର୍ଚ୍ଚା ହେଉଛି।


Enter your email to get our daily news in your inbox.

All Right Reserved By Dharitri.Com

‘ନ୍ୟାୟ ପ୍ରଦାନରେ ବିଳମ୍ବ ଜଣାଶୁଣା ବ୍ୟାଧି’

ନୂଆଦିଲ୍ଲୀ,୪ା୨: ହାଇକୋର୍ଟଗୁଡ଼ିକ ରାୟକୁ ପ୍ରକାଶ ନ କରି ମାସ ମାସ ଧରି ସଂରକ୍ଷିତ ରଖିବା ଅଭ୍ୟାସ ଏକ ଜଣାଶୁଣା ବେମାରି ବୋଲି ସୁପ୍ରିମକୋର୍ଟ ମଙ୍ଗଳବାର କହିବା ସହ…

ସଇତାନ ସାଜିଲେ ପ୍ରେମିକା: ଯାହାକୁ ହୃଦୟ ଦେଇ ବସିଥିଲେ ,ତାକୁ ମାରିଦେଲେ: ମାତ୍ର ଏହି ଭୁଲ୍‌ ପାଇଁ…

ରାୟପୁର, ୪ା୨: ସାମାନ୍ୟ ମତାନ୍ତରକୁ କେନ୍ଦ୍ରକରି ଜଣେ ୨୨ ବର୍ଷୀୟା ପ୍ରେମିକା ତାଙ୍କ ୨୫ ବର୍ଷୀୟ ପ୍ରେମିକଙ୍କୁ ହତ୍ୟା କରିଛନ୍ତି। ଏଭଳି ଏକ ସ୍ପର୍ଶକାତର ଘଟଣା ଛତିଶଗଡ଼…

ମା’ ହେଲେ ୭ମ ଶ୍ରେଣୀ ଛାତ୍ରୀ: ଲୋକଲଜ୍ଜ୍ୟା ଭୟରେ ଘର ଲୋକେ…

ରସୁଲପୁର,୪ା୨(ରଞ୍ଜିତ ରାଉତ):ଯାଜପୁର ଜିଲା କୁଆଖିଆ ଥାନା ଅଞ୍ଚଳରେ ଜଣେ ସପ୍ତମ ଶ୍ରେଣୀ ଛାତ୍ରୀ ମାତୃତ୍ୱଲାଭ କରିଛନ୍ତି। ଏହିଘଟଣା ସ୍ଥାନୀୟ ଅଞ୍ଚଳରେ ଚର୍ଚ୍ଚାର ବିଷୟ ପାଲଟିଛି। ଘଟଣାକୁ ନେଇ…

ମାଟିର ଗରିମା ବଢ଼ାଇଛି ନାରୀ ନେତୃତ୍ୱ

ବାଲେଶ୍ୱର/ରେମୁଣା,୪।୨ (ବାଞ୍ଛାନିଧି ଦେ/ରବୀନ୍ଦ୍ର ମହାକୁଡ଼): ସାହିତ୍ୟ ଓ ସଂଗ୍ରାମ ପାଇଁ ବାଲେଶ୍ୱର ଓ ଭଦ୍ରକ ମାଟି ସୁପ୍ରସିଦ୍ଧ। ଅନେକ ବରପୁତ୍ରଙ୍କୁ ଜନ୍ମଦେଇ ଏ ମାଟି ଭାରତମାତାର ମୁଖ…

ସରକାରୀ ଚାକୀରିଆଙ୍କୁ ୟୁଟ୍ୟୁବରଙ୍କ ଟକ୍କର: ବିବାହରେ ମିଳିଲା ୭୧ ଲକ୍ଷ ଟଙ୍କା, ୨୧ ତୋଳା ସୁନା

ମୁମ୍ବାଇ,୩।୨: ଆଗରୁ ବାହାଘର ପାଇଁ ସରକାରୀ ଚାକିରିଆଙ୍କ ପ୍ରବଳ ଡିମାଣ୍ଡ ଥିଲା। ଏବେ ୟୁଟ୍ୟୁବର ମଧ୍ୟ ଏହି ରେସରେ ସାମିଲ ହୋଇଯାଇଛନ୍ତି। ଜଣେ ଲୋକପ୍ରିୟ ଭାରତୀୟ ୟୁଟ୍ୟୁବରଙ୍କ…

ଆହୁରି ୫ଦିନ କୁହୁଡ଼ି

ଭୁବନେଶ୍ୱର,୩।୨(ବନ୍ଦନା ସେଠୀ)- ରାଜ୍ୟରେ ଶୀତ ପ୍ରକୋପ ସାମାନ୍ୟ ହ୍ରାସ ପାଇଥିଲେ ହେଁ କୁହୁଡ଼ିର ମାତ୍ରା ଅଧିକ ରହୁଛି। ପ୍ରବଳ କୁହୁଡ଼ି କାରଣରୁ ସକାଳୁ ରାସ୍ତାଘାଟ ଠିକ୍‌ ଭାବେ…

ସାମାନ୍ୟ ବଚସା ପରେ ଧସ୍ତାଧସ୍ତି: ଚାଲିଗଲା ବ୍ୟବସାୟୀଙ୍କ ଜୀବନ, ମୁଣ୍ଡ ପିଟି…

ଭଞ୍ଜନଗର,୩।୨(ବାବୁଲା ପ୍ରଧାନ)-ଗଞ୍ଜାମ ଜିଲା ଭଞ୍ଜନଗର ସହର ଇଣ୍ଡିଆନ ଗ୍ୟାସ କାର୍ଯ୍ୟାଳୟ ନିକଟରେ ମଙ୍ଗଳବାର ରାତି ପ୍ରାୟ ୯ ଟା ସମୟରେ ଜଣେ ବ୍ୟବସାୟୀଙ୍କ ସହ ଅନ୍ୟ ଜଣେ…

ଆନ୍ଧ୍ରରେ ବିକ କୋଟିଆ ଶସ୍ୟ: ସୀମାନ୍ତବାସୀଙ୍କୁ ପ୍ରବର୍ତ୍ତାଇଲେ ପଡ଼ୋଶୀ ରାଜ୍ୟ ଅଧିକାରୀ,ଏପଟେ…

ପଟ୍ଟାଙ୍ଗି,୩ା୨(ଶରତ କୁମାର ଧଳ)-କୋରାପୁଟ ଜିଲା ପଟ୍ଟାଙ୍ଗି ବ୍ଲକ୍‌ ଅଧୀନ କୋଟିଆ ପଞ୍ଚାୟତର ସୀମାନ୍ତବାସୀଙ୍କୁ ନେଇ ଓଡ଼ିଶା-ଆନ୍ଧ୍ର ପ୍ରଦେଶ ପକ୍ଷରୁ ବୈଠକକରି ସଚେତନ କରାଯାଉଛି। ଏଥିରେ ଉକ୍ତ ପଞ୍ଚାୟତର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri