ପ୍ରବଳ ସୁନା ପିନ୍ଧନ୍ତି ବଲିଉଡ୍‌ର ଏହି ପ୍ରସିଦ୍ଧ ଗାୟକ, କାରଣ ଜାଣିଲେ ହେବେ ଚକିତ

ବଲିଉଡରେ ଗାୟକ ତଥା କମ୍ପୋଜର ବାପି ଲହରୀ ଦୀର୍ଘ ଦିନ ହେବ କାମ କରୁଛନ୍ତି। ୫୦୦ରୁ ଅଧିକ ଗୀତ ରଚନା କରିଥିବା ବାପି ଜଣେ କିମ୍ବଦନ୍ତୀ ଗାୟକ ଭାବେ ପ୍ରସିଦ୍ଧି ଅର୍ଜନ କରିଛନ୍ତି। ପପ ମ୍ୟୁଜିକକୁ ବଲିଉଡର ଏକ ଗୁରୁତ୍ୱପୂର୍ଣ୍ଣ ଅଂଶ କରିବାର ଶ୍ରେୟ ମଧ୍ୟ ବାପି ଲହରୀକୁ ଯାଇଥାଏ। ୮୦ ଦଶକରେ ତାଙ୍କର ଗୀତ ହେଉ କିମ୍ବା ନିକଟରେ ଗାଇଥିବା କୌଣସି ଗୀତ ହେଉ, ତାଙ୍କର ଅନନ୍ୟ ଶୈଳୀ ସର୍ବଦା ଦର୍ଶକଙ୍କୁ ପସନ୍ଦ ଆସିଥାଏ।କିନ୍ତୁ ବାପି ଲହରୀ କେବଳ ଗୀତ ଯୋଗୁ ନୁହେଁ, ସୁନା ପାଇଁ ମଧ୍ୟ ପ୍ରସିଦ୍ଧି। ସେ ସବୁବେଳେ ପ୍ରବଳ ସୁନା ପିନ୍ଧିଥାନ୍ତି। ତେବେ ସେ ଏତେ ସୁନା କାହିଁକି ପିନ୍ଧିଥାନ୍ତି ସେନେଇ ପ୍ରଶ୍ନ ଉଠେ। ଏକ ସାକ୍ଷାତକାରରେ ବାପି ଲାହିରି ନିଜେ ଏହି କଥା ପ୍ରକାଶ କରିଥିଲେ। ହଲିଉଡର କଳାକାର ପାଇଁ ସେ ସୁନା ପିନ୍ଧିବା ଆରମ୍ଭ କରିଥିଲେ। କହିଥିଲେ- ମୁଁ ହଲିଉଡର କଳାକାର ଏଲଭିସ ପ୍ରେସଲିଙ୍କୁ ବହୁତ ପସନ୍ଦ କରୁଥିଲି। ସେ ସବୁବେଳେ ସୁନା ଚେନ ପିନ୍ଧୁଥିଲେ। ତାଙ୍କ ଶୈଳୀରେ ମୁଁ ପ୍ରଭାବିତ ହୋଇଥିଲ। ତାଙ୍କୁ ଦେଖି ବାପି ନିଷ୍ପତ୍ତି ନେଇଥିଲେ ଯେ ସେ ଅଧିକ ସୁନା ପିନ୍ଧିଲେ ସଫଳ ହେବେ। ସେବେଠୁ ସେ ସୁନା ପିନ୍ଧିବା ଆରମ୍ଭ କଲେ। ୨୦୧୪ରେ ବାପି ନିର୍ବାଚନରେ ପ୍ରତିଦ୍ୱନ୍ଦ୍ୱିତା କରିଥିଲେ, ସେତେବେଳେ ସେ ଏ ବିଷୟରେ ସୂଚନା ଦେଇଥିଲେ। ସେହି ସୂଚନା ଅନୁଯାୟୀ, ବାପି ୭୫୪ ଗ୍ରାମ ସୁନା ଏବଂ ୪.୬୨ ଗ୍ରାମ ରୂପା ରଖିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଇଣ୍ଡିଆନ୍ ଆଇଡଲ୍ ସିଜନ୍-୧୬ର ବିଜେତା ହେଲେ ଓଡ଼ିଶାର ଜ୍ୟୋତିର୍ମୟୀ ନାୟକ

ମୁମ୍ବାଇ / ଭୁବନେଶ୍ୱର: ଦେଶର ଅନ୍ୟତମ ଲୋକପ୍ରିୟ ସଙ୍ଗୀତ ଭିତ୍ତିକ ରିଆଲିଟି ସୋ’ ‘ଇଣ୍ଡିଆନ୍ ଆଇଡଲ୍ ସିଜନ୍-୧୬’ (Indian Idol Season 16) ର ମୁକୁଟ ଜିତି…

ଭାରତୀୟ ମୁଦ୍ରା କଟକଣା କୋହଳ କଲା ନେପାଳ

ନୂଆଦିଲ୍ଲୀ, ୨୬।୭ : ଭାରତୀୟ ମୁଦ୍ରା ଉପରେ ଥିବା କଟକଣାକୁ କୋହଳ କରି ନେପାଳ ଏକ ବଡ଼ ପଦକ୍ଷେପ ଗ୍ରହଣ କରିଛି । ବର୍ତ୍ତମାନ ଭାରତୀୟ ଏବଂ…

ଅଙ୍ଗନୱାଡି କେନ୍ଦ୍ରରେ ତାଲା, ସରକାରୀ ସୁବିଧାରୁ ବଞ୍ଚିତ ହେଲେ ଶିଶୁ

ବରଗଡ଼,୨୬।୭(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲା ଭଟଲି ବ୍ଲକ ଅଧୀନ ହାଲୁପାଲି ପଞ୍ଚାୟତ ଅଧୀନ ନିଲଜି ଗ୍ରାମରେ ଭୋଟର ତାଲିକା ସଘନ ସଂଶୋଧନ ବେଳେ ଉପୁଜିଥିବା ଏକ କଥାକୁ…

ଅଧରପଣା ଲାଗି, ମହାପ୍ରଭୁ ଦଧିବାମନଙ୍କ ନୀଳାଦ୍ରି ବିଜେ

ବରଗଡ଼,୨୬।୭(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲା ଭଟଲି ଶ୍ରୀ ଶ୍ରୀ ଦଧିବାମନ ପୀଠରେ ଶ୍ରୀଶ୍ରୀ ଦଧିବାମନ ମହାପ୍ରଭୁଙ୍କ ଅଧରପଣା ନୀତି ରବିବାର ଅନୁଷ୍ଠିତ ହୋଇଯାଇଛି । ପରମ୍ପରା ଆଧାରରେ…

ବରଗଡ଼ ଏମ୍‌ପି ରଖିଲେ ବଡ଼ ଦାବି: ‘ବହ୍ନିକନ୍ୟା ପାର୍ବତୀ ଗିରିଙ୍କୁ ଜାତୀୟ ସମ୍ମାନ ଦିଆଯାଉ’

ବରଗଡ,୨୬।୭(ପ୍ରେମାନନ୍ଦ ଖମାରୀ): ଓଡ଼ିଶାର ବିଶିଷ୍ଟ ସ୍ବାଧୀନତା ସଂଗ୍ରାମୀ ବୀରାଙ୍ଗନା ବହ୍ନିକନ୍ୟା ପାର୍ବତୀ ଗିରିଙ୍କୁ ଯଥୋଚିତ ଜାତୀୟ ସମ୍ମାନ ପ୍ରଦାନ ପାଇଁ ଲୋକ ସଭାରେ ବରଗଡ଼ ସାଂସଦ(ଏମ୍‌ପି) ପ୍ରଦୀପ…

ଦାଦନ ସାଜିଲା କାଳ: ବର୍ଷେ ବିତିବାକୁ ବସିଲା, ମିଳୁନି ନିଖୋଜ ଯୁବକଙ୍କ ସନ୍ଧାନ

ଥୁଆମୂଳ ରାମପୁର,୨୬।୭ (ଦୁର୍ଗା କୀର୍ତ୍ତି): ପେଟର ଭୋକ ଓ ପରିବାର ପ୍ରତିପୋଷଣ ପାଇଁ କେରଳକୁ ଦାଦନ ଖଟିବାକୁ ଯାଇଥିବା ଜଣେ ନିରୀହ ଯୁବକ ନିଖୋଜ ହେବାର ବର୍ଷେ…

ଗଞ୍ଜେଇ ପରିବହନ କରିବା ପାଇଁ ବସ୍‌କୁ କରିଥିଲେ ଅପେକ୍ଷା: ମାଡିବସିଲା ପୋଲିସ, ଜଣେ ଯୁବତୀଙ୍କ ସମେତ…

ମୋହନା, ୨୬।୭( ମନ୍ମଥ ମିଶ୍ର ) : ରବିବାର ମୋହନା ଥାନା ପୋଲିସ ସ୍ଥାନୀୟ ଅଞ୍ଚଳରେ ପାଟ୍ରୋଲିଂ କରୁଥିବାବେଳେ ରାଇସିଂ ଛକ ନିକଟରେ ଦୁଇଟି ବ୍ୟାଗରେ ବେଆଇନ…

ଦୀର୍ଘ ୯ ବର୍ଷ ପରେ ପୁଣି ଗ୍ରାମରେ ପହଞ୍ଚିଲା ଖୁସି, କନ୍ଧକୂଳ ସମାଜର ପାରମ୍ପରିକ ରୀତିନୀତିରେ ଫେରିଲେ ୩ ପରିବାର

କଲ୍ୟାଣସିଂହପୁର, ୨୬।୭(ଦୀପକ କୁମାର ପରିଡା ): ରାୟଗଡ଼ା ଜିଲା କଲ୍ୟାଣସିଂହପୁର ବ୍ଲକ ଅନ୍ତର୍ଗତ ସେରିଗୁମା ପଞ୍ଚାୟତର କଣାଗାଁରେ ଦେଖିବାକୁ ମିଳିଛି ଏକ ସାମାଜିକ ଓ ସାଂସ୍କୃତିକ ପୁର୍ନମିଳନ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri