ଓକିଲ ସଂଘ ନିର୍ବାଚନ: ପୂର୍ବାହ୍ନ ୧୧ଟା ସୁଦ୍ଧା ୫୦% ମତଦାନ

ଖୋର୍ଦ୍ଧା,୨୯ା୩(ପ୍ରଭାତ ପାଣିଗ୍ରାହୀ): ଖୋର୍ଦ୍ଧା କୋର୍ଟ ପରିସରରେ ଖୋର୍ଦ୍ଧା ଜିଲା ଓକିଲ ସଂଘର ମତାମତ ଚାଲିଛି। ୩୬୧ ମତଦାତା ରହିଥିବା ବେଳେ ପୂର୍ବାହ୍ନ ୧୧ଟା ସୁଦ୍ଧା ୫୦% ମତଦାନ ହୋଇଥିବା ନିର୍ବାଚନ ଅଧିକାରୀ ବିଜୟ କୁମାର ଛୋଟରାୟ ସୂଚନା ଦେଇଛନ୍ତି। ଶନିବାର କୋର୍ଟ ପାଠାଗାର ପରିସର ସକାଳ ୭ଟାଠାରୁ ମତଦାନ ଆରମ୍ଭ ହୋଇଛି। ଅପରାହ୍ନ ୩ଟା ପର୍ଯ୍ୟନ୍ତ ଚାଲିବ।
ସଭାପତି ପଦବୀରେ ବିଜୟ କୁମାର ସାମନ୍ତସିଂହାର ଓ ଜୀବନଜ୍ୟୋତି ମିଶ୍ରଙ୍କ ମଧ୍ୟରେ କଡ଼ା ଟକ୍କର ଚାଲିଛି। ଉପସଭାପତି ପଦବୀରେ ଲିଙ୍ଗରାଜ ସାହୁ(ଏ) ଓ ପ୍ରଦୀପ୍ତ କୁମାର ରାମ, ସମ୍ପାଦକ ପଦବୀରେ କ୍ଷିୀରୋଦ ମୋହନ ସାହୁ ଓ ଲିଙ୍ଗରାଜ ସାହୁ(ବି) ରହିଛନ୍ତି। କୋଷାଧ୍ୟକ୍ଷ ପାଇଁ ରିତେଶ କୁମାର ସାହୁ ଓ ବସନ୍ତ କୁମାର ଭଞ୍ଜଙ୍କ ମଧ୍ୟରେ ଟକ୍କର ହେଉଛି। ଯୁଗ୍ମ ସମ୍ପାଦକ ପଦବୀରେ ବଳରାମ ସାହୁ ନିର୍ଦ୍ୱନ୍ଦ୍ୱରେ ନିର୍ବାଚିତ ହୋଇଛନ୍ତି।

ସିନିୟର ଏକ୍‌ଜିକ୍ୟୁଟିଭ୍‌ ଭାବେ ବୀରେନ୍ଦ୍ର କୁମାର ପ୍ରହରାଜ, ଲୋତକବିନ୍ଦୁ ପଟ୍ଟନାୟକ, ମନୋରଞ୍ଜନ ପଣ୍ଡା, ପ୍ରଦୀପ କୁମାର ଦଳାଇ ଓ ବିକ୍ରମ ଛୁଆଳସିଂହ ଏବଂ ମହିଳା ସଦସ୍ୟା ଭାବେ ମୋନୋଲିସା ମିଶ୍ର ନିର୍ଦ୍ୱନ୍ଦ୍ୱରେ ନିର୍ବାଚିତ ହୋଇଥିବା ବେଳେ ଜୁନିଅର ବିଭାଗର ୪ ପଦବୀରେ କେହି ନିର୍ବାଚନ ଲଢୁ ନ ଥିବା ଜଣାପଡ଼ିଛି। ପରବର୍ତ୍ତୀ ସମୟରେ ଏହି ପଦବୀ ପୂରଣ କରାଯିବ ବୋଲି କୁହାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ବାଃରେ ପାକିସ୍ତାନ! ନସୀମ ଶାହଙ୍କୁ ଏକ କଠୋର ଦଣ୍ଡ ଦେବାକୁ ପ୍ରସ୍ତୁତ ଦେଶ

ଇସଲାମାବାଦ,୨୯।୩: ପାକିସ୍ତାନରେ, କେବେବି କ’ଣ ଘଟିବ ତାହା କେହି ପୂର୍ବାନୁମାନ କରିପାରିବେ ନାହିଁ। ଦେଶଟି ଅଜବ ନିଷ୍ପତ୍ତି ନେବା ଏବଂ ଆଶ୍ଚର୍ଯ୍ୟଜନକ କାର୍ଯ୍ୟ କରିବାରେ ଲିପ୍ତ ହେବା…

ଶ୍ରୀରାମନବମୀ ରାଲିରେ ବିଧାୟକ ଗୁଳି ଫୁଟାଇବା ଘଟଣା: ଗିରଫ ଦାବି କଲା ବିଜେଡି

ବଲାଙ୍ଗୀର,୨୯ା୩(ବୀରେନ୍ଦ୍ର କୁମାର ଝାଙ୍କର/ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ଜିଲା ଟିଟିଲାଗଡ଼ ସହରରେ ଶୁକ୍ରବାର ଶ୍ରୀରାମ ନବମୀ ଉତ୍ସବ ଶୋଭାଯାତ୍ରାରେ ବିଧାୟକ ନବୀନ ଜୈନ ଗୁଳି ଫୁଟାଇବା ଘଟଣାକୁ…

ବର୍ଷଯାକ ଆଉ ରହିବନି ରିଚାର୍ଜ ଟେନଶନ! ଆସିଲା ସ୍ପେଶାଲ ପ୍ଲାନ, ସବୁ ଫ୍ରି…

ଆଜିର ଡିଜିଟାଲ୍ ଯୁଗରେ, ସ୍ମାର୍ଟଫୋନ୍ ଏକ ଆବଶ୍ୟକତା ପାଲଟିଛି, କିନ୍ତୁ ମାସିକ ରିଚାର୍ଜ ମଧ୍ୟ ଏକ ବଡ଼ ମୁଣ୍ଡବିନ୍ଧାର କାରଣ ସାଜିଛି। ଅଧିକାଂଶ ସ୍ମାର୍ଟଫୋନ୍ ବ୍ୟବହାରକାରୀ ୨୮ଦିନର…

ଏଣ୍ଟ୍ରାନ୍ସ ଦେବାକୁ ଯାଇଥିଲେ ଛାତ୍ରୀ, ବଜ୍ରପାତରେ ଗଲା ଜୀବନ, ସହାୟତା ଦାବି କରି…

ଦିଗପହଣ୍ଡି,୨୯ା୩(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ଆଙ୍କୋରଡ଼ା ପଞ୍ଚାୟତ ଚାଞ୍ଚଡ଼ାପଲ୍ଲୀ ଗ୍ରାମର ମେଧାବୀ ଛାତ୍ରୀ ରେଶ୍ମା ଭୋଳ (୨୧) ଶୁକ୍ରବାର ଅପରାହ୍ନରେ ବ୍ରଜପାତରେ ମୃତ୍ୟୁବରଣ…

ମନ୍‌ କି ବାତ୍‌ରେ ସମ୍ବଲପୁରର ସୁଜାତା, ପ୍ରଶଂସା କରି ପ୍ରଧାନମନ୍ତ୍ରୀ କହିଲେ…

ସମ୍ବଲପୁର,୨୯ା୩(ପ୍ରମୋଦ ବହିଦାର): ସମ୍ବଲପୁ ର ଜିଲାର ଜଣେ ସାଧାରଣ ଗୃହିଣୀରୁ ସଫଳ ମାଛ ଚାଷୀ ସାଜିଥିବା ସୁଜାତା ଭୂୟାଁଙ୍କ ସଫଳତା ଆଜି ସାରା ଦେଶ ପାଇଁ ଏକ…

ଶିମିଳିପାଳରେ ଶିକାରୀଙ୍କୁ ଧରିଲା AI କ୍ୟାମେରା, ବନ୍ଧୁକ-ବିସ୍ଫୋରକ ଜବତ

ବାରିପଦା,୨୯ା୩(ନୀଳାଦ୍ରି ବିହାରୀ ଦଣ୍ଡପାଟ): ମୟୂରଭଞ୍ଜ ଜିଲା ଶିମିଳିପାଳ ଅଭୟାରଣ୍ୟରେ ଖଞ୍ଜ ଯାଇଥିବା କୁତ୍ରିମ ବୁଦ୍ଧିମତା (AI) କ୍ୟାମେରାରେ କଏଦ ଫଟୋଚିତ୍ରକୁ ନେଇ ବନବିଭାଗ ଚଢ଼ାଉ କରି ଜଣେ…

ଏପ୍ରିଲରୁ ବଦଳିଯିବ ଡିଜିଟାଲ ପେମେଣ୍ଟ ନିୟମ, କଣ ସବୁ ବଦଳିବ ଜାଣନ୍ତୁ…

ନୂଆଦିଲ୍ଲୀ,୨୯।୩: ଆଉ ମାତ୍ର ୨ ଦିନ ପରେ ଆରମ୍ଭ ହେବାକୁ ଯାଉଛି ଏପ୍ରିଲ ମାସ। ଆସନ୍ତାମାସ ୧ ତାରିଖରୁ, ଡିଜିଟାଲ କାରବାରର ପଦ୍ଧତି ସମ୍ପୂର୍ଣ୍ଣ ପରିବର୍ତ୍ତନ ହେବ।…

ରାମନବମୀ ଶୋଭାଯାତ୍ରାବେଳେ ଫାଙ୍କା ଗୁଳିଚାଳନା କରି ଫସିଲେ ବିଧାୟକ, ଏବେ…

ବଲାଙ୍ଗୀର/ଟିଟିଲାଗଡ଼,୨୯ା୩ (ବୀରେନ୍ଦ୍ର କୁମାର ଝାଙ୍କର/ଶରତ ମିଶ୍ର): ବଲାଙ୍ଗୀର ଜିଲା ଟିଟିଲାଗଡ଼ ସହରରେ ଶୁକ୍ରବାର ଶ୍ରୀରାମ ନବମୀ ଉତ୍ସବ ଶୋଭାଯାତ୍ରାରେ ଫୁଟିଛି ଗୁଳି। ଆଉ ଏହି ଗୁଳି ଚଳାଇଛନ୍ତି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri