କାଲିଫର୍ନିଆର ବାର୍‌ରେ ଗୁଳିକାଣ୍ଡ: ୫ ମୃତ, ୬ ଆହତ…

ଓ୍ବାଶିଂଟନ,୨୪।୮ : ଆମେରିକାର କାଲିଫର୍ନିଆର ଓରେଞ୍ଜ କାଉଣ୍ଟିରେ ବାଇକରର୍ସ ବାରରେ ଗୁଳିକାଣ୍ଡ ଘଟିଛି। ଏଥିରେ ପାଞ୍ଚ ଜଣଙ୍କର ମୃତ୍ୟୁ ଘଟିଥିବା ସିବିଏସଇ ଲସ ଆଞ୍ଜେଲସ ସୂତ୍ରରୁ ପ୍ରକାଶ। ରିପୋର୍ଟରେ କୁହାଯାଇଛି ଜଣେ ଅବସରପ୍ରାପ୍ତ ଆଇନଜୀବୀ ବାରରେ ଗୁଳି ଚଳାଇବା ଯୋଗୁ ଏଭଳି ଘଟିଛି। ଏହି ଘଟଣାରେ ୬ ଜଣ ଆହତ ହୋଇଛନ୍ତି। ସେମାନଙ୍କୁ ଚିକିତ୍ସା ପାଇଁ ଡାକ୍ତରଖାନାରେ ଭର୍ତ୍ତି କରାଯାଇଛି।

ଓରେଞ୍ଜ କାଉଣ୍ଟି ଶେରିଫ ସୋସିଆଲ ମିଡିଆ ପ୍ଲାଟଫର୍ମ ଏକ୍ସ ରେ ଏକ ପୋଷ୍ଟରେ ଏ ସମ୍ପର୍କରେ ସୂଚନା ପ୍ରଦାନ କରିଛନ୍ତି। ଶେରିଫଙ୍କ କାର୍ଯ୍ୟାଳୟ ଆଉ କୌଣସି ବିବରଣୀ ଦେଇନାହିଁ ଏବଂ ରଏଟର୍ସ ମଧ୍ୟ ଏନେଇ ତୁରନ୍ତ ପ୍ରତିକ୍ରିୟା ଦେଇନାହିଁ।

ସିବିଏସ ରିପୋର୍ଟରେ କୁହାଯାଇଛି ଟ୍ରାବୁକୋ କ୍ୟାନିୟନ କୁକ କର୍ନର ନାମକ ଏକ ବାଇକରର୍ସ ବାର ନିକଟରେ ଏହି ଗୁଳିକାଣ୍ଡ ହୋଇଥିଲା। ଫଳରେ ଏକ ଆଇନ ଶୃଙ୍ଖଳା ପରିସ୍ଥିତି ଉପୁଜିଥିଲା।

ଏଥିରେ କେକାଲ ନ୍ୟୁଜ ସୂତ୍ରରୁ ପ୍ରକାଶ ସୁଟରଙ୍କୁ ଡେପୁଟି ଗୁଳି ଚଳାଇଥିଲା କିନ୍ତୁ ଉକ୍ତ ବ୍ୟକ୍ତିଙ୍କ ଅବସ୍ଥା ଜଣା ପଡି ନାହିଁ।

କାଲିଫର୍ନିଆ ରାଜ୍ୟପାଳଙ୍କ କାର୍ଯ୍ୟାଳୟ କହିଛି ଓରେଞ୍ଜ କାଉଣ୍ଟିରେ ହୋଇଥିବା ଏହି ଘଟଣା ଉପରେ ନଜର ରଖାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ଶପଥ ନେବାର ଗୋଟିଏ ଦିନ ପରେ ହଠାତ୍‌ ଷ୍ଟାଲିନଙ୍କ ଘରେ ପହଞ୍ଚିଲେ ବିଜୟ: ରାନୀତିରେ ହଲଚଲ

ଚେନ୍ନାଇ,୧୧।୫: ତାମିଲନାଡୁରେ ଐତିହାସିକ ନିର୍ବାଚନ ବିଜୟ ପରେ ମୁଖ୍ୟମନ୍ତ୍ରୀ ସି. ଜୋସେଫ ବିଜୟ ଶପଥ ନେବାର ମାତ୍ର ଗୋଟିଏ ଦିନ ପରେ ପୂର୍ବତନ ମୁଖ୍ୟମନ୍ତ୍ରୀ ଏବଂ ଡିଏମକେ…

ଆକ୍ସନ ମୋଡ୍‌ରେ ଶୁଭେନ୍ଦୁ ସରକାର: କଲେ ବଡ ଘୋଷଣା

କୋଲକାତା,୧୧।୫: ଶୁଭେନ୍ଦୁ ଅଧିକାରୀଙ୍କ ନେତୃତ୍ୱରେ ପଶ୍ଚିମବଙ୍ଗରେ ଭାରତୀୟ ଜନତା ପାର୍ଟି ସରକାରକୁ ଆସିବା ପରେ ଆକ୍ସନ ମୋଡ୍‌ରେ ଅଛି। କ୍ଷମତା ଗ୍ରହଣ କରିବା ମାତ୍ରେ ଶୁଭେନ୍ଦୁ ପ୍ରଶାସନ…

RCBକୁ ଜିତାଇବା ପରେ ମଧ୍ୟ କାନ୍ଦିଲେ କ୍ରୁନାଲ ପାଣ୍ଡ୍ୟା: କାରଣ ଜାଣିଲେ ହେବେ ଆଶ୍ଚର୍ଯ୍ୟ

ନୂଆଦିଲ୍ଲୀ,୧୧।୫: IPL ୨୦୨୬ରେ ରୟାଲ ଚ୍ୟାଲେଞ୍ଜର୍ସ ବେଙ୍ଗାଲୁରୁ ଏବଂ ମୁମ୍ବାଇ ଇଣ୍ଡିଆନ୍ସ ମଧ୍ୟରେ ଖେଳାଯାଇଥିବା ମ୍ୟାଚ ଭାବପ୍ରବଣତା, ଉତ୍ସାହ ଏବଂ ଅବିସ୍ମରଣୀୟ ମୁହୂର୍ତ୍ତରେ ପରିପୂର୍ଣ୍ଣ ଥିଲା। ଶେଷ…

ପର୍ନ ଷ୍ଟାରଙ୍କ ସହ କୋହଲି! ଫଟୋ ଭାଇରାଲ୍‌ ପରେ କ୍ରିକେଟ୍‌ ଜଗତରେ…

ନୂଆଦିଲ୍ଲୀ,୧୧।୫: ଆଜିକାଲି ବିରାଟ କୋହଲି IPL ୨୦୨୬ ସିଜିନରେ ରୟାଲ ଚ୍ୟାଲେଞ୍ଜର୍ସ ବେଙ୍ଗାଲୁରୁ ପାଇଁ ଖେଳୁଥିବାର ଦେଖାଯାଉଛି। ପୂରା ସିଜିନରେ କୋହଲି ଦମଦାର ଫର୍ମରେ ଅଛନ୍ତି। ଏହା…

ଅନ୍‌ଲାଇନ୍‌ ଟ୍ରେଡିଂ ନାମରେ ଠକେଇ, ଆନ୍ଧ୍ରରୁ ଗିରଫ ହେଲେ ମାଷ୍ଟରମାଇଣ୍ଡ୍‌

କୋରାପୁଟ,୧୧ା୫(ଅମିତାଭ ବେହେରା): ଅନ୍‌ଲାଇନ୍‌ ଟ୍ରେଡିଂରେ ଅଧିକ ଲାଭ ଦେବା ଲୋଭ ଦେଖାଇ ଜୟପୁରର ଜଣେ ବ୍ୟକ୍ତିଙ୍କୁ ୨୦ ଲକ୍ଷ ୫୦ ହଜାର ଟଙ୍କା ଠକେଇ କରାଯାଇଥିବା ଘଟଣାରେ…

ଭବାନୀପାଟଣାରେ ବର୍ଷିଲେ ମୋକିମ, କହିଲେ ମୁଁ କୌଣସି ଗଡ଼କୁ ବିଶ୍ୱାସ କରେନି

ଭବାନୀପାଟଣା,୧୧ା୫(ଉତ୍ତମ ଦାଶ): କଳାହାଣ୍ଡିର ବିକାଶ ନାଁରେ ଓଡ଼ିଶା ଜନତା କଂଗ୍ରେସ ପକ୍ଷରୁ ସୋମବାର ଏକ ବିଶାଳ ସମାବେଶ ଆୟୋଜନ କରାଯାଇଛି। ଭବାନୀପାଟଣାରେ ଆୟୋଜିତ ଏହି ସମାବେଶରେ ପିସିସି…

ମୁଖ୍ୟମନ୍ତ୍ରୀ ହେଉ ହେଉ ପ୍ରଥମ କ୍ୟାବିନେଟ ବୈଠକରେ ୬ ବଡ଼ ନିଷ୍ପତ୍ତି ନେଲେ ଶୁଭେନ୍ଦୁ, ଯାହା କରି ନଥିଲେ ଦିଦି କରି ଦେଖାଇବେ ଅଧିକାରୀ

କୋଲକାତା,୧୧।୫: ପଶ୍ଚିମବଙ୍ଗ ମୁଖ୍ୟମନ୍ତ୍ରୀ ଶୁଭେନ୍ଦୁ ଅଧିକାରୀଙ୍କ ଅଧ୍ୟକ୍ଷତାରେ ସୋମବାର ପ୍ରଥମ କ୍ୟାବିନେଟ ବୈଠକ ଅନୁଷ୍ଠିତ ହୋଇଥିଲା, ଯେଉଁଥିରେ ସମସ୍ତ ସମ୍ପୃକ୍ତ ଅଧିକାରୀ ଉପସ୍ଥିତ ଥିଲେ। ବୈଠକ ପରେ,…

ବର୍ଷେ ପର୍ଯ୍ୟନ୍ତ ସୁନା ନ କିଣିଲେ କ’ଣ ଶସ୍ତା ହୋଇଯିବ ସୁନା? ଜାଣନ୍ତୁ…

ନୂଆଦିଲ୍ଲୀ,୧୧।୫: ଭାରତୀୟ ପରିବାରରେ ସୁନା ସର୍ବଦା ଏକ ସ୍ବତନ୍ତ୍ର ସ୍ଥାନ ଅଧିକାର କରିଆସିଛି, ତାହା ଅଳଙ୍କାର ଆକାରରେ ହେଉ କିମ୍ବା ନିବେଶ ଭାବରେ। ତଥାପି, ଭାରତ ବିଶ୍ୱର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri