ବରା-ସାଇକେଲ ଦୋକାନୀ ମାରପିଟ, ମାମଲା ଥାନାରେ

କୁଆଁରମୁଣ୍ଡା,୧।୧୦(ଡି.ଏନ.ଏ.): ସୁନ୍ଦରଗଡ଼ ଜିଲା କୁଆଁରମୁଣ୍ଡା ଫାଣ୍ଡି ଅଧୀନ ଚେକ୍‌ଗେଟ୍‌ ନିକଟରେ ବରା ଓ ସାଇକେଲ ଦୋକାନୀଙ୍କ ମଧ୍ୟରେ ମାରପିଟ୍‌ ହୋଇଛି। ଏନେଇ ସାଇକେଲ ଦୋକାନୀ ରାଫେଲ ମିଞ୍ଜଭ୍‌କଙ୍କ ପରିବାର ପକ୍ଷରୁ ଥାନାରେ ଏତଲା ଦିଆଯାଇଛି। ଉକ୍ତ ମାରପିଟ୍‌ ଘଟଣାରେ ବରା ଦୋକାନୀ ସୁରେଶ ସାଇକେଲ ଦୋକାନୀ ରାଫେଲଙ୍କ ମୁଣ୍ଡକୁ ଏକ ଲୁହା ଛଡ଼ରେ ଆଘାତ କରିବାରୁ ତାଙ୍କର ଅବସ୍ଥା ଗୁରୁତର ହୋଇଥିବା ବେଳେ ସେ ଏବେ ରାଉରକେଲାର ଏକ ଘରୋଇ ହସ୍ପିଟାଲର ଆଇସିୟୁରେ ଭର୍ତ୍ତି ହୋଇଥିବା ତାଙ୍କ ପରିବାର ପକ୍ଷରୁ ଏତଲାରେ ଦର୍ଶାଯାଇଛି । ଏ ନେଇ ଏକ ମାମଲା ରୁଜୁ କରି ଫାଣ୍ଡି ପୋଲିସ ଘଟଣାର ତଦନ୍ତ ଜାରି ରଖିଛି ।


Enter your email to get our daily news in your inbox.

All Right Reserved By Dharitri.Com

ରାସ୍ତା ମଝିରେ ବିଦ୍ୟୁତ୍‌ ଟ୍ରାନ୍ସଫର୍ମର

ଡେରାବିଶ,୨୫।୧୧(ସ୍ବ.ପ୍ର.): ଗ୍ରାମ୍ୟ ଉନ୍ନୟନ ବିଭାଗ ଦ୍ୱାରା ନିର୍ମାଣାଧୀନ ଚାନ୍ଦୋଳ ବସ୍‌ଷ୍ଟପ୍‌ ଠାରୁ ଦାନପୁର ପର୍ଯ୍ୟନ୍ତ ୧୨ ନଂ କେନାଲ୍‌ ବନ୍ଧର ମୁକୁନ୍ଦପୁର ଗ୍ରାମ ନିକଟରେ ଏକ...

ସୋର ଷ୍ଟେଶନରେ ୩ଘଣ୍ଟା ରେଳରୋକୋ

ସୋର, ୭।୬(ଡି.ଏନ୍‌.ଏ.) ବିଭିନ୍ନ ଏକ୍ସପ୍ରେସ ରହଣି ଦାବିରେ ସୋମବାର ସକାଳେ ସୋର ନାଗରିକ ମଞ୍ଚ ଆବାହକତ୍ୱରେ ସୋର ଲେଭଲକ୍ରସିଂ ନିକଟ ଧାରଣାରେ ରେଳରୋକୋ କରାଯାଇଥିଲା। ଏଥିରେ...

ମହିଳାଙ୍କ ଆତ୍ମହତ୍ୟା, ମଶାଣିରୁ ମୃତଦେହ ଜବତ କଲା ପୋଲିସ

ଗଞ୍ଜାମ,୨୦ା୪(ଡି.ଏନ୍‌.ଏ.)- ଗଞ୍ଜାମ ଥାନା ଅଞ୍ଚଳରେ ସୋମବାର ଜଣେ ମହିଳା ଲୁଗାରେ ଫାଶି ଲଗାଇ ଆତ୍ମହତ୍ୟା କରିଥିଲେ। ପରିବାର ଲୋକେ ଅପରାହ୍ନରେ ମୃତଦେହ ମଶାଣିକୁ ନେଇ ଦାହ...

ବସ୍‌ ଧକ୍କାରେ ୨ ସ୍କୁଟି ଆରୋହୀ ମୃତ

ପାଲଲହଡା,୨୯।୧୨(ଡି.ଏନ.ଏ.)- ଅନୁଗୋଳ ଜିଲା ପାଲଲହଡା ଥାନା ବତିସୁଆଁ ପଞ୍ଚାୟତ ଭୀମକାଣ୍ଡ ଛକ ନିକଟରେ ରବିବାର ଏକ ବସ୍‌ ସ୍କୁଟିକୁ ଧକ୍କା ଦେବାରୁ ୨ ଜଣଙ୍କ ମୃତ୍ୟୁ...

ଆଜି ସରିବ ଅନୁଗୋଳ ଲକ୍ଷ୍ମୀପୂଜା:ମଣ୍ଡପରୁ ମେଳା, ସବୁଠି ଗହଳି

ଅନୁଗୋଳ ଅଫିସ, ୨୨ା୧୦ ଲକ୍ଷ୍ମୀ ପୂଜା ପାଇଁ ଅନୁଗୋଳ ସହର ଉତ୍ସବମୁଖର ହୋଇପଡ଼ିଥିବା ବେଳେ ଦିନକୁ ଦିନ ଅଧିକ ଶ୍ରଦ୍ଧାଳୁଙ୍କ ଗହଳି ହେଉଛି। ପୂଜା ମଣ୍ଡପଠାରୁ...

ଥାନା ପରେ ଏସ୍‌ପି ଅଫିସ ଘେରିଲା ଭାଜପା

ଛତ୍ରପୁର,୪।୩(ଡି.ଏନ୍‌.ଏ.): ଭାଜପା ଯୁବ ମୋର୍ଚ୍ଚା କର୍ମକର୍ତ୍ତାଙ୍କୁ ପୋଲିସର ମାଡ଼ ପ୍ରତିବାଦରେ ଭାଜପା କର୍ମକର୍ତ୍ତା ଶନିବାର ଗଞ୍ଜାମ ଏସ୍‌ପି ଅଫିସ ଘେରାଉ କରିଥିଲେ। ବିଧାନସଭା ଘେରାଉ ବେଳେ...

ଜଗନ୍ନାଥ ଦର୍ଶନ ପାଇଁ ଏସ୍‌ଓପି

ପୁରୀ ଅଫିସ, ୧୨ା୮: ଦୀର୍ଘ ଅଢେଇ ମାସ ପରେ କରୋନା କଟକଣା କୋହଳ ଯୋଗୁ ଶ୍ରୀମନ୍ଦିର ଖୋଲିବା ନେଇ ବୁଧବାର ଶ୍ରୀମନ୍ଦିର ପ୍ରଶାସନ ପକ୍ଷରୁ ଏସ୍‌ଓପି...

ଘାଟିରେ ବସ୍‌-ଟ୍ରକ୍‌ ମୁହାଁମୁହିଁ ଧକ୍କା

କୋକସରା,୨୦ା୭(ଡି.ଏନ୍‌.ଏ.): ୨୬ ନମ୍ବର ଜାତୀୟ ରାଜପଥ କଳାହାଣ୍ଡି ନବରଙ୍ଗପୁର ସୀମା ଆମପାଣି ଘାଟିରେ ବୁଧବାର ବସ୍‌ ଓ ଟ୍ରକ ମଧ୍ୟରେ ମୁହାଁମୁହିଁ ଧକ୍କା ହୋଇଥିବା ଜଣାପଡିଛି।...

Advertisement
Archives

Model This Week