ବାରବାଟୀ ଲଢେଇ: ଟସ୍‌ ଜିତିଲା ଦକ୍ଷିଣ ଆଫ୍ରିକା

କଟକ ଅଫିସ୍‌,୧୨।୬: ଭାରତ ଏବଂ ଦକ୍ଷିଣ ଆଫିକା ମଧ୍ୟରେ ପାଞ୍ଚ ମ୍ୟାଚ୍‌ ବିଶିଷ୍ଟ ଟି-୨୦ ସିରିଜ୍‌ର ଦ୍ୱିତୀୟ ମ୍ୟାଚ୍‌ ରବିବାର କଟକର ବାରବାଟୀ ଷ୍ଟାଡିୟମରେ ଖେଳାଯାଉଛି। ଏହି ମ୍ୟାଚ୍‌ରେ ଦକ୍ଷିଣ ଆଫ୍ରିକା ଟସ୍‌ ଜିତି ପ୍ରଥମେ ବୋଲିଂ ନିଷ୍ପତ୍ତି ନେଇଛି। ଫଳରେ ଘରୋଇ ଦଳ ଭାରତ ପ୍ରଥମେ ବ୍ୟାଟିଂ କରିବ। ଏହି ମ୍ୟାଚ୍‌ରେ ଦକ୍ଷିଣ ଆଫ୍ରିକା ୨ଟି ପରିବର୍ତ୍ତନ କରିଥିବାବେଳେ ଭାରତୀୟ ଅପରିବର୍ତ୍ତିତ ରହିଛି।
ଦୀର୍ଘ ଅଢେଇ ବର୍ଷ ବ୍ୟବଧାନ ପରେ ପୁଣି ବାରବାଟୀରେ ମ୍ୟାଚ୍‌ ଅନୁଷ୍ଠିତ ହେଉଥିବାରୁ ଦର୍ଶକଙ୍କ ମଧ୍ୟରେ ପ୍ରବଳ ଉତ୍ସାହ ଦେଖିବାକୁ ମିଳିଛି।


Enter your email to get our daily news in your inbox.

All Right Reserved By Dharitri.Com

କ୍ଲାସେନଙ୍କ ବିସ୍ଫୋରକ ବ୍ୟାଟିଂ: ହାଇଦ୍ରାବାଦ୍‌ର ପ୍ରଥମ ବିଜୟ

କୋଲକାତା,୨ା୪: ହେନରିଚ୍‌ କ୍ଲାସେନଙ୍କ ଅର୍ଦ୍ଧଶତକ ଓ ନୀତୀଶ କୁମାର ରେଡ୍ଡୀଙ୍କ ଅଲରାଉଣ୍ଡ ପ୍ରଦର୍ଶନ ବଳରେ ସନରାଇଜର୍ସ ହାଇଦ୍ରାବାଦ୍‌(ଏସ୍‌ଆର୍‌ଏଚ୍‌) ୬୫ ରନରେ କୋଲକାତା ନାଇଟ୍‌ ରାଇଡର୍ସ (କେକେଆର)କୁ ପରାସ୍ତ…

ନା ହର୍ମୁଜ ଖୋଲୁଛି ନା ଇରାନ ନଇଁବାକୁ ରାଜି….ଦିନକୁ ଦିନ ଭାଙ୍ଗୁଛି ଟ୍ରମ୍ପଙ୍କ ସୁପରପାଓ୍ବାର ଦମ୍ଭ?

ୱାଶିଂଟନ୍/ତେହେରାନ୍,୨।୪: ବିଶ୍ୱର ସବୁଠାରୁ ଗୁରୁତ୍ୱପୂର୍ଣ୍ଣ ଜଳପଥ ‘ହର୍ମୁଜ ପ୍ରଣାଳୀ’କୁ ନେଇ ସୃଷ୍ଟି ହୋଇଥିବା ଯୁଦ୍ଧ ପରିସ୍ଥିତି ଏବେ ଅତି ଭୟଙ୍କର ରୂପ ଧାରଣ କରିଛି। ଗୋଟିଏ ପଟେ…

‘ତ୍ରିଲୋଚନଙ୍କ ବଳିଦାନକୁ ଓଡ଼ିଶା ପୋଲିସ ଭୁଲିବ ନାହିଁ’

ଭଞ୍ଜନଗର,୨।୪(ବାବୁଲା ପ୍ରଧାନ)-ଏପ୍ରିଲ ପହିଲାରେ ଓଡିଶା ପୋଲିସ ପ୍ରତିଷ୍ଠା ଦିବସ ପାଳନ ହେଉଛି। ଏହି ଅବସରରେ ଶହିଦ୍ ଯବାନମାନଙ୍କୁ ପୋଲିସ ପକ୍ଷରୁ ଶ୍ରଦ୍ଧାଞ୍ଜଳି ଦିଆଯାଉଛି । ଏହିଭଳି ଗଞ୍ଜାମ…

ବରଗଡ଼ରେ ଧରପଗଡ଼, ଅତର୍କିତ ଚଢ଼ାଉ କରି ୧୮ ସାର ବ୍ରିକ୍ରେତାଙ୍କ ଲାଇସେନ୍ସ ରବ୍ଦ

ବରଗଡ଼,୪।୨(ପ୍ରେମାନନ୍ଦ ଖମାରୀ)- ବରଗଡ଼ ଜିଲାରେ ସାରବିକ୍ରିରେ କଳାବଜାର ତଥା ଅନ୍ୟ ଅନିୟମିତତା ନେଇ କୃଷି ବିଭାଗ ପକ୍ଷରୁ ଧରପଗଡ଼ ଆରମ୍ଭ ହୋଇଛି। ଏହି କ୍ରମରେ ବୁଧବାର ଓ…

ପୂର୍ବ ଶତ୍ରୁତାରୁ ପଡୋଶୀଙ୍କୁ ମରଣାନ୍ତକ ଆକ୍ରମଣ, ଜାମିନ ନାମଞ୍ଜୁର ପରେ ଅଭିଯୁକ୍ତ…

ଦିଗପହଣ୍ଡି, ୨।୪ (ଅଶେଷ ନାଥ ମିଶ୍ର): ପୂର୍ବ ଶତ୍ରୁତାକୁ କେନ୍ଦ୍ର କରି ଜଣେ ପଡୋଶୀଙ୍କୁ ମରଣାନ୍ତକ ଆକ୍ରମଣ କରିବା ଅଭିଯୋଗରେ ଦିଗପହଣ୍ଡି ପୋଲିସ ଜଣେ ବ୍ୟକ୍ତିଙ୍କୁ ଗିରଫ…

ଧରିତ୍ରୀ’ ପ୍ରଭାବ: ପଲିଥିନ୍ ତଳେ ଛଟପଟ ହାନ୍ଦୁଙ୍କୁ ମିଳିବ ସ୍ୱପ୍ନର ପକ୍କା ଘର, ଖବର ପ୍ରକାଶ ପରେ…

ଥୁଆମୂଳ ରାମପୁର, ୨। ୪(ଦୁର୍ଗା କୀର୍ତ୍ତି): ଅସହାୟଙ୍କ ସ୍ୱର ସାଜିଛି ‘ଧରିତ୍ରୀ’। ଖବର ପ୍ରସାରଣର ମାତ୍ର କିଛି ଦିନ ମଧ୍ୟରେ ପ୍ରଶାସନିକ ସ୍ତରରେ ଦେଖାଦେଇଥିବା ତ୍ୱରିତ ପଦକ୍ଷେପ…

ମୃତ୍ୟୁ ପରେ ବି ଅମର ରମେଶ: ଅଙ୍ଗଦାନ ପରେ ପ୍ରଶାସନ ପକ୍ଷରୁ ଦିଆଗଲା’ଗାର୍ଡ ଅଫ ଅନର’

ମୋହନା, ୨।୪( ମନ୍ମଥ ମିଶ୍ର ): ମଣିଷ ଚାଲିଗଲେ ମଧ୍ୟ ତାଙ୍କର ଅଙ୍ଗ ଅନ୍ୟ ଜଣଙ୍କ ଶରୀରରେ ଜୀବିତ ରହିପାରେ, ଏହାର ଏକ ଜ୍ୱଳନ୍ତ ଉଦାହରଣ ସାଜିଛନ୍ତି…

ରନ୍ଧନ ଗ୍ୟାସ ସିଲିଣ୍ଡର ପିଛା ନେଉଥିଲେ ୩୦୦୦ ଟଙ୍କା, ଯୋଗାଣ ବିଭାଗର ଚଢ଼ାଉ, ଜବତ ହେଲା ୪୧…

ଦିଗପହଣ୍ଡି, ୨।୪ (ଅଶେଷ ନାଥ ମିଶ୍ର):  ଗଞ୍ଜାମ ଜିଲାରେ ରନ୍ଧନ ଗ୍ୟାସର କୃତ୍ରିମ ଅଭାବ ସୃଷ୍ଟି କରି ଚଢ଼ା ଦରରେ ବିକ୍ରି କରୁଥିବା ଅଭିଯୋଗରେ ଯୋଗାଣ ବିଭାଗ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri