ବାରବାଟୀ ଲଢେଇ: ଟସ୍‌ ଜିତିଲା ଦକ୍ଷିଣ ଆଫ୍ରିକା

କଟକ ଅଫିସ୍‌,୧୨।୬: ଭାରତ ଏବଂ ଦକ୍ଷିଣ ଆଫିକା ମଧ୍ୟରେ ପାଞ୍ଚ ମ୍ୟାଚ୍‌ ବିଶିଷ୍ଟ ଟି-୨୦ ସିରିଜ୍‌ର ଦ୍ୱିତୀୟ ମ୍ୟାଚ୍‌ ରବିବାର କଟକର ବାରବାଟୀ ଷ୍ଟାଡିୟମରେ ଖେଳାଯାଉଛି। ଏହି ମ୍ୟାଚ୍‌ରେ ଦକ୍ଷିଣ ଆଫ୍ରିକା ଟସ୍‌ ଜିତି ପ୍ରଥମେ ବୋଲିଂ ନିଷ୍ପତ୍ତି ନେଇଛି। ଫଳରେ ଘରୋଇ ଦଳ ଭାରତ ପ୍ରଥମେ ବ୍ୟାଟିଂ କରିବ। ଏହି ମ୍ୟାଚ୍‌ରେ ଦକ୍ଷିଣ ଆଫ୍ରିକା ୨ଟି ପରିବର୍ତ୍ତନ କରିଥିବାବେଳେ ଭାରତୀୟ ଅପରିବର୍ତ୍ତିତ ରହିଛି।
ଦୀର୍ଘ ଅଢେଇ ବର୍ଷ ବ୍ୟବଧାନ ପରେ ପୁଣି ବାରବାଟୀରେ ମ୍ୟାଚ୍‌ ଅନୁଷ୍ଠିତ ହେଉଥିବାରୁ ଦର୍ଶକଙ୍କ ମଧ୍ୟରେ ପ୍ରବଳ ଉତ୍ସାହ ଦେଖିବାକୁ ମିଳିଛି।


Enter your email to get our daily news in your inbox.

All Right Reserved By Dharitri.Com

ବାତ୍ୟା ମୁକାବିଲା ପ୍ରସ୍ତୁତିର ସମୀକ୍ଷା କରିବେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର,୨୨।୫(ବ୍ୟୁରୋ): ସମ୍ଭାବ୍ୟ ବାତ୍ୟା ମୁକାବିଲା ପାଇଁ ଓଡ଼ିଶା ସରକାର ପୂର୍ବ ପ୍ରସ୍ତୁତି ଆରମ୍ଭ କରିଛନ୍ତି। ଏଥିପାଇଁ ପ୍ରଶାସନିକସ୍ତରରେ ଲଗାତର ବୈଠକ ଚାଲିଛି। ଏହିକ୍ରମରେ ଶନିବାର ଅପରାହ୍ନରେ...

ବଣରୁ ବାଉଁଶ ଆଣୁଥିବା ବେଳେ ୨ ଜଣଙ୍କୁ ଆକ୍ରମଣ

ବୁଗୁଡ଼ା,୧୯ ।୬(ଡି.ଏନ.ଏ.) ସ୍ତ୍ରୀ ଫରେଷ୍ଟର ହେଲେ ସ୍ବାମୀ ଚଳାଇଛନ୍ତି ଦୌରାତ୍ମ୍ୟ। ଗତ ଶୁକ୍ରବାର ବଣରୁ ବାଉଁଶ ଆଣୁଥିବା ବେଳେ ୨ ଜଣଙ୍କ ହାତ ଭାଙ୍ଗି ଦେଇଥିବା...

ଆଇସିସି ଓ୍ବାଲର୍‌ଡ ଟେଷ୍ଟ ଚାମ୍ପିୟନଶିପ୍‌: ଇଂଲଣ୍ଡ ତୃତୀୟ ସ୍ଥାନକୁ ଉନ୍ନୀତ

ଦୁବାଇ, ୨୯ା୭ (ପି.ଟି.)-ମଙ୍ଗଳବାର ଓ୍ବେଷ୍ଟଇଣ୍ଡଜି ବିପକ୍ଷ ୩ମ୍ୟାଚ ବିଶିଷ୍ଟ ସିରିଜ ୨-୧ରେ ଜିତିବା ପରେ ଆଇସିସି ଓ୍ବାଲର୍‌ଡ ଟେଷ୍ଟ ଚାମ୍ପିୟନଶିପ୍‌ ର଼୍ୟାଙ୍କିଙ୍ଗ ତାଲିକାରେ ଇଂଲଣ୍ଡ ତୃତୀୟ...

ସୁଧୁରୁନି ସମସ୍ୟା, ବଢୁଛି ଅସନ୍ତୋଷ

ଖୋର୍ଦ୍ଧା ଅଫିସ,୧୦ା୪: ଖୋର୍ଦ୍ଧା ସହରର ବିକାଶ ସ୍ଥାଣୁ ପାଲଟିଛି। ୩ ବର୍ଷ ପରେ ଜନତା ସିଧାସଳଖ ପୌରାଧ୍ୟକ୍ଷ ଏବଂ କାଉନସିଲରମାନଙ୍କୁ ଭୋଟ ଦେଇ ନିର୍ବାଚିତ କରିଥିଲେ।...

ବିଜେଡି ୨, କଂଗ୍ରେସ ଗୋଟିଏ ଆସନ ଦଖଲ

ନୂଆପଡ଼ା ଅଫିସ,୮।୪: ନୂଆପଡା ଜିଲାର ୩ଟି ଏନ୍‌ଏସି ଉପାଧ୍ୟକ୍ଷ ନିର୍ବାଚନ ଗୁରୁବାର ଶେଷ ହୋଇଛି। ୨ଟିରେ ବିଜେଡି ଓ ଗୋଟିଏରେ କଂଗ୍ରେସ ଦଖଲ କରିଛି। ନୂଆପଡା...

ଝଡବର୍ଷାରେ କ୍ଷତିଗ୍ରସ୍ତଙ୍କୁ ମିଳିଲା ପଲିଥିନ

ବିନିକା, ୨୭ା୪(ଡି.ଏନ୍‌.ଏ.): ସୁବଣ୍ଣର୍ର୍ପୁର ଜିଲା ବିନିକା ଅଞ୍ଚଳରେ ଗତ ୫ଦିନ ହେଲା ଅଦିନିଆ ଝଡ ତୋଫାନ ସହ ବର୍ଷା ଲାଗି ରହିଛି। ଏଥିଯୋଗୁ ଧନଜୀବନ ବ୍ୟତିବ୍ୟସ୍ତ...

ବିଦ୍ୟୁତ୍‌ ମରାମତିବେଳେ ଠିକା ମିସ୍ତ୍ରି ଜଳିଯିବା ଘଟଣା : -ମାରିଦେବା ପରେ ପୋଲିସ ଲଗାଇ ଚାପି ଦେବାକୁ ଉଦ୍ୟମ

ଭୁବନେଶ୍ୱର, ୧୭ା୫(ବ୍ୟୁରୋ)- ରାଜଧାନୀକୁ ଶୀଘ୍ର ବିଦ୍ୟୁତ୍‌ ଯୋଗାଇବା ପାଇଁ ଭୋକଶୋଷ ଭୁଲି ମରାମତିରେ ଲାଗି ପଡିଥିଲେ ବହୁ ଠିକା ମିସ୍ତ୍ରି ଓ ଶ୍ରମିକ। ବାତ୍ୟାବିପନ୍ନଙ୍କ ପାଇଁ...

‘ମୁଁ ମରିଯାଇଛି ବୋଲି କହିଦେଲେ’ ସମାଲୋଚକ ମାନଙ୍କୁ କଟାକ୍ଷ କରି…

ଦୁବାଇ,୩୦।୮: ଟିମ୍‌ ଇଣ୍ଡିଆ ଅଲରାଉଣ୍ଡର ରବିନ୍ଦ୍ର ଜାଡେଜାଙ୍କ ବିରୋଧରେ ଅନେକ ଗୁଜବ ଶୁଣିବାକୁ ମିଳିଥାଏ। ତେବେ ସେ ଗୁଜବ ଉପରେ ଧ୍ୟାନ ଦିଅନ୍ତି ନାହିଁ ବୋଲି...

Advertisement
Archives

Model This Week