Posted inଖେଳ

ଫେବୃଆରୀରେ ମୁହାଁମୁହିଁ ହେବେ ଭାରତ-ଇଂଲଣ୍ଡ: ବାରବାଟୀ ODI ପାଇଁ ବିକ୍ରି ହେବ ଟିକେଟ, ଦାମ୍‌ ରହିଛି…

କଟକ,୩।୧୧: ଆସନ୍ତା ଫେବୃଆରୀ ୯ତାରିଖରେ କଟକ ବାରବାଟୀ ଷ୍ଟାଡିୟମରେ ଭାରତ ଏବଂ ଇଂଲଣ୍ଡ ମଧ୍ୟରେ ଦିନିକିଆ ମ୍ୟାଚ୍‌ ଖେଳାଯିବ। ଏହି ପରିପ୍ରେକ୍ଷୀରେ ରବିବାର ଦିନିକିଆ ମ୍ୟାଚ୍‌ ପାଇଁ ଟିକେଟ ଦାମ୍‌ ଧାର୍ଯ୍ୟ ହୋଇଛି। ଷ୍ଟାଡିୟମର ୧ ନମ୍ବର, ୩ ନମ୍ବର, ୬ ନମ୍ବର ଗ୍ୟାଲେରୀ ଟିକେଟ ମୂଲ୍ୟ ୧୨ ଶହ ଟଙ୍କା ଧାର୍ଯ୍ୟ କରାଯାଇଛି।

ସେହିପରି ୨ ଏବଂ ୪ନଂ ଗ୍ୟାଲେରୀ ପାଇଁ ଟିକେଟ ମୂଲ୍ୟ ୧ ହଜାର ଟଙ୍କା ରହିଥିବା ବେଳେ ୫ ନମ୍ବର ଗ୍ୟାଲେରୀ ପାଇଁ ୧୫ ଶହ ଟଙ୍କା ରହିଛି। ୭ ନମ୍ବର ଗ୍ୟାଲେରୀ ପାଇଁ ଟିକେଟ ମୂଲ୍ୟ ୮ ଶହ ଟଙ୍କା ଧାର୍ଯ୍ୟ କରାଯାଇଛି। ଏପରିକି ଏସି୍‌ ବକ୍ସ ୯ ହଜାର ଟଙ୍କା ରହିଥିବା ବେଳେ କର୍ପୋରେଟ ବକ୍ସ ୨୦ ହଜାର, ନ୍ୟୁ- ପାଭିଲିଅନର ୧୦ ହଜାର


Enter your email to get our daily news in your inbox.

All Right Reserved By Dharitri.Com

ଝାରଖଣ୍ଡର ସନ୍ଦିଗ୍ଧ ଡକାୟତ ଗ୍ୟାଙ୍ଗ ସକ୍ରିୟ: ଜନସାଧାରଣଙ୍କ ପାଇଁ ସୂଚନା ଜାରି କଲା ନନ୍ଦିପଦା ପୋଲିସ

ହାଟଡିହୀ, ୪।୮(ଶୁଭକାନ୍ତ ନାୟକ): କେନ୍ଦୁଝର ଜିଲାରେ ଝାରଖଣ୍ଡର ଏକ ସନ୍ଦିଗ୍ଧ ଡକାୟତ ଗ୍ୟାଙ୍ଗ ସକ୍ରିୟ ଥିବା ନେଇ ସୂଚନା ମିଳିବା ପରେ, ନନ୍ଦିପଦା ପୋଲିସ ପକ୍ଷରୁ ଜନସାଧାରଣଙ୍କ…

ସୁୁପ୍ରିମକୋର୍ଟଙ୍କ କଡ଼ା ନିର୍ଦ୍ଦେଶ, ଏମାନଙ୍କୁ ଆଉ ମିଳିବନି ପେଟ୍ରୋଲ…

ନୂଆଦିଲ୍ଲୀ,୪।୮: ବିନା ଥାର୍ଡ ପାର୍ଟି ବୀମାରେ ଚାଲୁଥିବା ଗାଡ଼ିକୁ ନେଇ କଠୋର ହେଲେ ସୁପ୍ରିମକୋର୍ଟ। ଅଦାଲତ କହିଛନ୍ତି ଯେଉଁ ଗାଡ଼ିଗୁଡ଼ିକର ବୈଧ ଥାର୍ଡ ପାର୍ଟି ବୀମା ନାହିଁ…

ଉପନିର୍ବାଚନରେ ପରାଜୟ ପରେ ଭାଜପାର ବଡ଼ ଆକ୍ସନ, ଭାଙ୍ଗିଦେଲା ଦଳର…

ନୂଆଦିଲ୍ଲୀ,୪।୮: ଦତିଆ ବିଧାନସଭା ଉପନିର୍ବାଚନରେ ମିଳିଥିବା ଶୋଚନୀୟ ପରାଜୟ ପରେ ଭାଜପା ଏକ ବଡ଼ ନିଷ୍ପତ୍ତି ନେଇଛି। ଦଳ ସଂଗଠନରେ ପରିବର୍ତ୍ତନ ଆଣିବା ଉଦ୍ଦେଶ୍ୟରେ ସମଗ୍ର ଜିଲ୍ଲା…

ଆସନ୍ତାକାଲି ଠାରୁ ମିଳିବ ଶୁଦ୍ଧ ପେଟ୍ରୋଲ? E20ରୁ ମିଳିବ ମୁକ୍ତି, ବଡ଼ ବୟାନ ଦେଲେ ସରକାର…

ନୂଆଦିଲ୍ଲୀ,୪।୮:: ଗତ କିଛି ଦିନ ଧରି, ସୋସିଆଲ ମିଡିଆରେ ଏକ ଖବର ଭାଇରାଲ ହେଉଛି, ଯେଉଁଥିରେ ଦାବି କରାଯାଉଛି ଯେ, ସରକାର E20 ପେଟ୍ରୋଲକୁ ପର୍ଯ୍ୟାୟକ୍ରମେ ବନ୍ଦ…

ଭାରତକୁ ବଡ଼ ଝଟ୍‌କା: ଏସିଆନ୍‌ ଗେମ୍ସରେ ଖେଳିବେନି ହର୍ଡଲ୍ସ ଷ୍ଟାର ଶୀର୍ସେ, ଜାଣନ୍ତୁ…

ନୂଆଦିଲ୍ଲୀ,୪ା୮: ଆସନ୍ତା ମାସରେ ଜାପାନରେ ହେବାକୁ ଥିବା ଏସିଆନ ଗେମ୍ସରେ ଭାରତର ୧୧୦ ମି. ହର୍ଡଲ୍ସ ଷ୍ଟାର ତେଜସ ଶୀର୍ସେ ପ୍ରତିଦ୍ୱନ୍ଦ୍ୱିତା କରିବେ ନାହିଁ। ଏ ନେଇ…

ତପ୍ତପାଣି ଗସ୍ତ ସାରି ଫେରିଲେ ରାଷ୍ଟ୍ରପତି: ଉଷ୍ମ ପସ୍ରବଣର ଗନ୍ଧକଯୁକ୍ତ ପାଣିରେ ସ୍ନାନ, ମା’ କନ୍ଧୁଣି ଦେବୀଙ୍କୁ କଲେ ପୂଜାର୍ଚ୍ଚନା

ଦିଗପହଣ୍ଡି, ୪।୮ (ଅଶେଷ ନାଥ ମିଶ୍ର): ଦେଶର ପ୍ରଥମ ନାଗରିକ ତଥା ମାନ୍ୟବର ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ମଙ୍ଗଳବାର ଗଞ୍ଜାମ-ଗଜପତି ସୀମାନ୍ତର ପ୍ରସିଦ୍ଧ ପର୍ଯ୍ୟଟନ କ୍ଷେତ୍ର ତପ୍ତପାଣି…

ଅନ୍ତର୍ଜାତୀୟ କ୍ରୀଡ଼ା ଇଭେଣ୍ଟରେ ଲଜ୍ଜିତ ହେଲା ପାକିସ୍ତାନ, ଜାଣନ୍ତୁ ସମ୍ପୂର୍ଣ୍ଣ ଘଟଣା…

କରାଚି,୪ା୮: ପୁଣି ଥରେ ଅନ୍ତର୍ଜାତୀୟ କ୍ରୀଡ଼ା ଇଭେଣ୍ଟରେ ଲଜ୍ଜିତ ହୋଇଛି ପାକିସ୍ତାନ। ନିକଟରେ ଶେଷ ହୋଇଥିବା ରାଜ୍ୟଗୋଷ୍ଠୀ କ୍ରୀଡ଼ାରେ ଭାଗ ନେଇଥିବା ପାକିସ୍ତାନୀ ବକ୍ସର କୁଦ୍ରାତୁଲା ଦଳୀୟ…

ପୁଅର ଗିରଫଦାରୀକୁ ନେଇ ମୁହଁ ଖୋଲିଲେ ଷ୍ଟାଲିନ, କହିଲେ ଅହଙ୍କାରରେ…

ନୂଆଦିଲ୍ଲୀ,୪।୮: ତାମିଲନାଡୁରେ ପୂର୍ବତନ ଉପ-ମୁଖ୍ୟମନ୍ତ୍ରୀ ତଥା ଦ୍ରାବିଡ଼ ମୁନେତ୍ର କାଜାଗମ୍ (ଡିଏମକେ) ନେତା ଉଦୟନିଧି ଷ୍ଟାଲିନ୍‌ଙ୍କ ଗିରଫଦାରୀକୁ ନେଇ ରାଜ୍ୟର ରାଜନୈତିକ ପାରା ଚରମ ସୀମାରେ ପହଞ୍ଚିଛି।…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri