ରାମାୟଣ, ମହାଭାରତ ଶୁଣି ବିତିଥିଲା ପୂର୍ବତନ ଆମେରିକା ରାଷ୍ଟ୍ରପତିଙ୍କ ପିଲାଦିନ

ଓ୍ବାଶିଂଟନ,୧୭।୧୧: ଆମେରିକାର ପୂର୍ବତନ ରାଷ୍ଟ୍ରପତି ବାରାକ ଓବାମା ଏବେ ନିଜ ପୁସ୍ତକ ପାଇଁ ବେଶ୍‌ ଚର୍ଚ୍ଚାରେ ଅଛନ୍ତି। ସେ ପୁସ୍ତକରେ କହିଛନ୍ତି ଯେ ତାଙ୍କ ମନରେ ଭାରତ ପାଇଁ ଏକ ସ୍ବତନ୍ତ୍ର ସ୍ଥାନ ଅଛି। କାରଣ ସେ ପିଲାଦିନେ ଇଣ୍ଡୋନେସିଆରେ ରହୁଥିବାବେଳେ ହିନ୍ଦୁ କାହାଣୀ ରାମାୟଣ ଏବଂ ମହାଭାରତର ଉପନ୍ୟାସ ଶୁଣିଥିଲେ। ସେ ତାଙ୍କ ପୁସ୍ତକ ‘ଏ ପ୍ରମିଜଡ୍‌ ଲ୍ୟାଣ୍ଡ’ରେ କହିଛନ୍ତି। ଓବାମା କୁହନ୍ତି, ସେ ୨୦୧୦ରେ ରାଷ୍ଟ୍ରପତି ହେବା ପୂର୍ବରୁ ଭାରତ ଗସ୍ତ କରି ନ ଥିଲେ, କିନ୍ତୁ ଏହି ଦେଶ ତାଙ୍କ କଳ୍ପନାରେ ସର୍ବଦା ଏକ ସ୍ବତନ୍ତ୍ର ସ୍ଥାନ ଅଧିକାର କରିଥାଏ। ବୋଧହୁଏ ଏହା ଏଥିପାଇଁ ଥିଲା ଇଣ୍ଡୋନେସିଆରେ ହିନ୍ଦୁ କାହାଣୀ ରାମାୟଣ ଏବଂ ମହାଭାରତର ଉପନ୍ୟାସ ଶୁଣିବା ରେ ବିତିଥିଲା। ଏହାସହ ମୋର ଅନ୍ୟ ଧର୍ମ ବିଷୟରେ ଜାଣିବା ଏବଂ କଲେଜ ସମୟରେ ଭାରତୀୟ ବନ୍ଧୁମାନଙ୍କ ପ୍ରତି ମୋର ଆଦର ବଲିଉଡ ଚଳଚ୍ଚିତ୍ର ପ୍ରତି ଆଗ୍ରହ ସୃଷ୍ଟି କରିଥିଲା। ଓବାମା ତାଙ୍କ ପୁସ୍ତକ ‘ଏ ପ୍ରମିଜଡ୍‌ ଲ୍ୟାଣ୍ଡ’ରେ ୨୦୦୮ ନିର୍ବାଚନ ପ୍ରଚାର ଠାରୁ ଆରମ୍ଭ କରି ତାଙ୍କର ପ୍ରଥମ କାର୍ଯ୍ୟକାଳ ଶେଷ ପର୍ଯ୍ୟନ୍ତ ଯାତ୍ରା ବିଷୟରେ ଏକ ହିସାବ ଲେଖିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

Video: ମେଟ୍ରୋରେ ଯାତ୍ରା କଲେ ପ୍ରଧାନମନ୍ତ୍ରୀ ମୋଦି, ପିଲାମାନଙ୍କ ସହିତ ଆଲୋଚନା ସମୟରେ ତାଙ୍କ ସଂସଦୀୟ କ୍ଷେତ୍ର କାଶୀକୁ ମନେ ପକାଇଲେ, ଯାହାକୁ ନେଇ ହେଲାଣି ଚର୍ଚ୍ଚା

ନୂଆଦିଲ୍ଲୀ,୬।୯: ଦିଲ୍ଲୀ ମେଟ୍ରୋରେ ଯାତ୍ରା କରୁଥିବା ଯାତ୍ରୀମାନେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କୁ, ଶନିବାର (ସେପ୍ଟେମ୍ବର 5, 2026) ସାରେ, ସେମାନଙ୍କ ସହିତ ଯାତ୍ରା କରୁଥିବା ଦେଖି ଖୁସିରେ…

ରୋନାଲ୍ଡୋ-ମେସିଙ୍କୁ ନେଇ ଇତିହାସରେ ପ୍ରଥମ ଥର ଘଟିବାକୁ ଯାଉଛି ଏମିତି ଘଟଣା, ଅପେକ୍ଷାରେ ପ୍ରଶଂସକ

ନୂଆଦିଲ୍ଲୀ,୬।୯: ପର୍ତ୍ତୁଗାଲର କ୍ରିଷ୍ଟିଆନୋ ରୋନାଲ୍ଡୋ ଏବଂ ଆର୍ଜେଣ୍ଟିନାର ଲିଓନେଲ ମେସି ଫୁଟବଲ ଜଗତର ଦୁଇ କିମ୍ବଦନ୍ତୀ ତାରକା। ପ୍ରାୟ 15 ବର୍ଷ ଧରି, ସେମାନଙ୍କର ପ୍ରତିଦ୍ୱନ୍ଦ୍ୱିତା ବିଶ୍ୱ…

୨୦୨୭ ଯାଏ ୩ ରାଶିଙ୍କୁ କଲବଲ କରିବେ ଶନି, ଛୋଟ ଛୋଟ ଭୁଲ ପଡିବ ଭାରି!

ବର୍ତ୍ତମାନ ସମୟରେ ଶନିଦେବ ମୀନ ରାଶିରେ ଅବସ୍ଥାନ କରୁଛନ୍ତି ଏବଂ ତାଙ୍କ ଗୋଚରର ପ୍ରଭାବ କିଛି ରାଶି ଉପରେ ବିଶେଷ ଭାବରେ ଦେଖିବାକୁ ମିଳୁଛି। ସାଢ଼େସାତୀ ଓ…

ବୈଭବ ସୂର୍ଯ୍ୟବଂଶୀଙ୍କ ନାଁରେ ପୁଣି ଲଜ୍ଜାଜନକ ରେକର୍ଡ!

ନୂଆଦିଲ୍ଲୀ,୬।୯: ୨୦୨୬ ଦୁଲୀପ ଟ୍ରଫି ଫାଇନାଲର ପ୍ରଥମ ଇନିଂସରେ ବୈଭବ ସୂର୍ଯ୍ୟବଂଶୀ ଅର୍ଦ୍ଧଶତକରୁ ବଞ୍ଚିତ ହୋଇଥିଲେ ଏବଂ ୧୫ତମ ଓଭରରେ ୪୪ ରନ କରି ଆଉଟ ହୋଇଥିଲେ।…

ଦୀପାବଳି ପାଇଁ ଏବେଠୁ ବୁକ୍‌ ହୋଇଗଲା ସବୁ ଟ୍ରେନ ଟିକେଟ୍‌! କିଛି ସମୟରେ…

ନୂଆଦିଲ୍‌ଲୀ,୬।୯: ଦୀପାବଳିରେ ଘରକୁ ଯିବା ପାଇଁ ପ୍ରସ୍ତୁତ ହେଉଥିବା ରେଳ ଯାତ୍ରୀମାନଙ୍କ ପାଇଁ ରିଜର୍ଭେସନ ୱିଣ୍ଡୋ ଖୋଲିଯାଇଛି। ନଭେମ୍ୱର ୮ ତାରିଖ ଦୀପାବଳିକୁ ଦୃଷ୍ଟିରେ ରଖି ଯାତ୍ରୀମାନେ…

କାର- ଅଟୋ ମୁହାଁମୁହିଁ ଧକ୍କା: ୨ ଜଣ ଗୁରୁତର

ଧାମନଗର, ୬/୯ (ସନ୍ତୋଷ କୁମାର ମହାପାତ୍ର): ଧାମନଗର ଥାନା ଅଧୀନ ୧୬ ନମ୍ବର ଜାତୀୟ ରାଜପଥର ଧାମନଗର ଛକ ଫ୍ଲାଏଓଭର ବ୍ରିଜ୍‌ ନିକଟରେ ରବିବାର ସକାଳ ପ୍ରାୟ…

ମହମ୍ମଦ ଶାମିଙ୍କୁ ନେଇ ଆସିଲା ବଡ଼ ଖବର, ଚୟନକର୍ତ୍ତାଙ୍କ ନଜର ଦୁଲୀପ ଟ୍ରଫି ଫାଇନାଲ ଉପରେ

ନୂଆଦିଲ୍ଲୀ,୬।୯: ଅଭିଜ୍ଞ ଭାରତୀୟ ଦ୍ରୁତ ବୋଲର ମହମ୍ମଦ ଶାମିଙ୍କ ODI ଦଳକୁ ଫେରିବା ପାଇଁ ପଥ ଖୋଲିପାରେ। ଭାରତ ସେପ୍ଟେମ୍ବର 27 ରୁ ୱେଷ୍ଟଇଣ୍ଡିଜ ବିପକ୍ଷରେ ଏକ…

ଜେଲ୍‌ରେ ବିଚାରାଧୀନ କଏଦୀଙ୍କ ମୃତ୍ୟୁ, ପରିବାର ପକ୍ଷରୁ କ୍ଷତିପୂରଣ ଦାବି କରି…

ପାରଳାଖେମୁଣ୍ଡି,୬ା୯(ଗିରିଧାରୀ ପରିଛା): ଗଜପତି ଜିଲା ପାରଳାଖେମୁଣ୍ଡି ସବ୍‌ଜେଲ୍‌ରେ ଜଣେ ବିଚାରାଧୀନ କଏଦୀଙ୍କ ଆକସ୍ମିକ ମୃତ୍ୟୁକୁ ନେଇ ଚର୍ଚ୍ଚା ଜୋର ଧରିଛି। ମୃତକ ହେଲେ ରାୟଗଡ଼ ବ୍ଲକ ଜିରାଙ୍ଗ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri