ବରଗଡ଼ ଏମ୍‌ପିଙ୍କୁ କରୋନା

ବରଗଡ଼ ଅଫିସ,୮।୮: ବରଗଡ଼ ଏମ୍‌ପି ତଥା ଭାଜପା ନେତା ସୁରେଶ ପୂଜାରୀ କରୋନାରେ ଆକ୍ରାନ୍ତ ହୋଇଛନ୍ତି। ଏନେଇ ସେ ନିଜେ ଟୁଇଟ୍‌ କରି ସୂଚନା ଦେଇଛନ୍ତି। କୋଭିଡ-୧୯ ଲକ୍ଷଣ ନ ଥାଇ ମଧ୍ୟ ସେ ଶୁକ୍ରବାର ନିଜର ପରୀକ୍ଷା କରାଇଥିଲେ। ଶନିବାର ରିପୋର୍ଟ ପଜିଟିଭ୍‌ ଆସଥିବା ବରଗଡ଼ ଜିଲାପାଳ ତାଙ୍କୁ ସୂଚନା ଦେଇଛନ୍ତି। ସମ୍ବଲପୁର ଓ ବରଗଡ଼ ଜିଲାପାଳ ତଥା ଡାକ୍ତରଙ୍କ ପରାମର୍ଶକ୍ରମେ ସେ ହୋମ୍‌ ଆଇସୋଲେଶନରେ ରହିଛନ୍ତି। ଏବେ ସେ ସୁସ୍ଥ ଥିବା ମଧ୍ୟ କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ମତଦାନ କେନ୍ଦ୍ର ନ ହେଲେ ଭୋଟ୍‌ ବର୍ଜନ କରିବେ ଗ୍ରାମବାସୀ

କୋକସରା,୨୦ା୪(ଦୁଷ୍ମନ୍ତ କୁମାର ପାଟ୍ଟଯୋଷୀ): କଳାହାଣ୍ଡି ଜିଲା କୋକସରା ବ୍ଲକ ଗମ୍ଭାରୀଗୁଡ଼ା ପଞ୍ଚାୟତ ସିର୍ଲିଗୁଡା ହେଉଛି ଏକ ରାଜସ୍ବ ଗ୍ରାମ। ତେବେ ଏହି ଗ୍ରାମର ଭୋଟର ପ୍ରତିବର୍ଷ...

ନାଳରେ ବୁଡ଼ି ଶିଶୁପୁତ୍ରର ଜୀବନ ଗଲା

କେନ୍ଦୁଝର,୨୦ା୪(ନରେଶ ଚନ୍ଦ୍ର ପଟ୍ଟନାୟକ): କେନ୍ଦୁଝର ସଦର ଥାନା ଅନ୍ତର୍ଗତ ଶୁଆକାଟି ମୁଣ୍ତାସାହିର ଲିଟୁ ମୁଣ୍ତାଙ୍କ ଏକମାତ୍ର ପୁଅ ବାଦଲ(୪)ର ନାଳରେ ବୁଡ଼ି ମୃତ୍ୟୁ ହୋଇଛି। ଶନିବାର...

ବଜ୍ରପାତରେ ଚାଲିଗଲା ଜଣଙ୍କ ଜୀବନ

କୋରାପୁଟ/ନାରାୟଣପାଟଣା,୨୦ା୪(ଅମିତାଭ ବେହେରା/ରାଜକିଶୋର ଜେନା): କୋରାପୁଟ ଜିଲାର ବନ୍ଧୁଗାଁ ବ୍ଲକର ଡିମିଟିଗୁଡ଼ାରେ ଶନିବାର ଅପରାହ୍ନରେ ବଜ୍ରପାତ ଘଟି ଗ୍ରାମର ଜଣଙ୍କର ମୃତ୍ୟୁ ହୋଇଥିବା ପୋଲିସ ସୂତ୍ରରୁ ଜଣାଯାଇଛି।...

ଭୋଟ୍‌ ଲାଳସାରେ ରାଜନୈତିକ ଚାପ, ଛୁଟିଦିନରେ ବି ସ୍କୁଲରେ ଚାଲିଛି ଭୋଜିଭାତ

ସରଣ୍ଡା,୨୦ା୪(ଯୁଧିଷ୍ଠିର ମହାପାତ୍ର): ବରଗଡ଼ ଲୋକ ସଭା କ୍ଷେତ୍ର ଅନ୍ତର୍ଗତ ଅତାବିରା ବିଧାନସଭା ଆସନରେ ନିର୍ବାଚନ ଆଉ ମାସେ ରହିଲା। ଆସନ୍ତା ମେ’  ୨୦ରେ ଏଠାରେ ନିର୍ବାଚନ...

ମୋହନଙ୍କ ପ୍ରାର୍ଥିତ୍ୱ ରଦ୍ଦ, ବିନୋଦ କଂଗ୍ରେସ ଏମ୍‌ପି ପ୍ରାର୍ଥୀ

କେନ୍ଦୁଝର,୨୦ା୪(ନରେଶ ଚନ୍ଦ୍ର ପଟ୍ଟନାୟକ): ଘୋଷଣା ହେବାର କିଛି ଦିନ ପରେ ଶନିବାର ଏଆଇସିସି କେନ୍ଦୁଝର ଲୋକ ସଭା ପ୍ରାର୍ଥୀ ମୋହନ ହେମ୍ବ୍ରମଙ୍କ ନାମ ପରିବର୍ତ୍ତନ କରି...

ଏହି ଆସନରେ ପ୍ରାର୍ଥୀ ବଦଳାଇଲା କଂଗ୍ରେସ

ଭୁବନେଶ୍ୱର,୨୦ା୪: ଶନିବାର କଂଗ୍ରେସ ୧୬ ବିଧାନସଭା ଏବଂ ୩ ଲୋକ ସଭା ପାଇଁ ପ୍ରାର୍ଥୀ ଘୋଷଣା କରିଛି। ତେବେ କଂଗ୍ରେସ ୩ଟି ବିଧାନସଭା ଆସନରେ ଆଜି...

ନିମାପଡ଼ାରୁ ସୁରଙ୍କ ବଡ଼ପୁଅକୁ ଟିକେଟ୍ ଦେଲା କଂଗ୍ରେସ

ନୂଆଦିଲ୍ଲୀ,୨୦ା୪: ଓଡ଼ିଶାର ଚର୍ଚ୍ଚିତ ରାଜନେତା ସୁରେଶ ରାଉତରାୟଙ୍କ ବଡ଼ ପୁଅ ସିଦ୍ଧାର୍ଥ ରାଉତରାୟଙ୍କୁ ପୁରୀ ନିମାପଡ଼ାରୁ ପ୍ରାର୍ଥୀ କରିଛି କଂଗ୍ରେସ। ନିର୍ବାଚନ ତାରିଖ ଘୋଷଣା ହେବା...

୩ ଲୋକ ସଭା ପ୍ରାର୍ଥୀଙ୍କ ନାମ ଘୋଷଣା କଲା କଂଗ୍ରେସ

ଭୁବନେଶ୍ୱର,୨୦ା୪: ଶନିବାର କଂଗ୍ରେସ ଆଉ ୩ ଲୋକ ସଭା ପ୍ରାର୍ଥୀଙ୍କ ନାମ ଘୋଷଣା କରିଛି। ସମ୍ବଲପୁରରୁ ଦୁଲାଲ ଚନ୍ଦ୍ର ପ୍ରଧାନଙ୍କୁ କଂଗ୍ରେସ ଲୋକ ସଭା ପ୍ରାର୍ଥୀ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri