୧୭ବର୍ଷ ଧରି ଚାଲିଥିଲା ହତ୍ୟା ମାମଲା, ଶେଷରେ ଅଭିଯୁକ୍ତଙ୍କୁ ମିଳିଲା ଏମିତି ଦଣ୍ଡ

ବରଗଡ଼,୩୧।୧୦(ପ୍ରେମାନନ୍ଦ ଖମାରୀ)- ବରଗଡ଼ ଜିଲା ଭଟଲି ଥାନା ଅନ୍ତର୍ଗତ ସୁକୁଡା ଗ୍ରାମରେ ଗତ ୨୦୦୮ ମସିହାରେ ଘଟିଥିବା ଏକ ହତ୍ୟାକାଣ୍ଡର ରାୟ ଶୁକ୍ରବାର ପ୍ରକାଶ ପାଇଛି। ବରଗଡ଼ ଅତିରିକ୍ତ ଜିଲା ଦୌରାଜଜ୍ ମାମଲାର ଶୁଣାଣି କରି ୨ ଅଭିଯୁକ୍ତ ନାରାୟଣ ନାଏକ ଏବଂ ମୋହନ ନାଏକଙ୍କୁ ଦୋଷୀ ସାବ୍ୟସ୍ତ କରିଛନ୍ତି । ଉଭୟଙ୍କୁ ଆଜୀବନ କାରାଦଣ୍ଡାଦେଶ ଦିଆଯାଇଛି। ଏହା ସହିତ ଜୋରିମାନା ଦେବାକୁ ଆଦେଶ ରହିଛି। ଜୋରିମାନା ଅନାଦେୟ ହେଲେ କାରାଦଣ୍ଡ ଅବଧି ଆହୁରି ଅଧିକ ୬ମାସ ବୃଦ୍ଧି ହେବ ବୋଲି ସୂଚାଇ ଦିଆଯାଇଛି।

ପ୍ରକାଶ ଥାଉକି, ଗତ ୨୦୦୮ ମସିହା ଜୁଲାଇ ୨୦ତାରିଖରେ ଏହି ହତ୍ୟାକାଣ୍ଡ ଘଟିଥିଲା। ଅଭିଯୁକ୍ତମାନେ ଗ୍ରାମର ସଞ୍ଜୟ ଓରଫ୍ ପ୍ରଫୁଲ୍ଲ ନାଏକଙ୍କୁ ହତ୍ୟା କରିଥିଲେ। ସରକାରଙ୍କ ପକ୍ଷରୁ ଅତିରିକ୍ତ ପବ୍ଲିକ ପ୍ରୋସିକ୍ୟୁଟର ଅନୁପ କୁମାର ଶତପଥୀ ମାମଲା ପରିଚାଳନା କରୁଥିଲେ।

Dharitri – Odisha’s No.1 Odia Daily

Enter your email to get our daily news in your inbox.

All Right Reserved By Dharitri.Com

ବ୍ଲକ୍‌ ଅଫିସରେ ଚାଲିଛି ପିସି କାରବାର: ଡ୍ରେନ୍‌ କାମର ବିଲ୍‌ କରିଦେବା ପାଇଁ…

ଖଡ଼ିଆଳ,୫ା୮ (ସୁଜିତ କୁମାର ପ୍ରଧାନ): ଖଡ଼ିଆଳ ବ୍ଲକ୍‌ କାର୍ଯ୍ୟାଳୟରେ ପିସି କାରବାର ହେଉଥିବାର ଏକ ଭିଡିଓ ଭାଇରାଲ ହେବାରେ ଲାଗିଛି। ଭିଡିଓରେ ଜଣେ ବ୍ୟକ୍ତିଙ୍କଠାରୁ ଅଫିସ କର୍ମଚାରୀ…

ଭାଙ୍ଗିଲା କେନାଲ: ଉଜୁଡିଲା ଚାଷୀଙ୍କ ଫସଲ

ରିଷିଡା,୫।୮(ସୁଶାନ୍ତ ମଲ୍ଲିକ): କଳାହାଣ୍ଡି ଜିଲା ଉତେଇ ଜଳସେଚନ ବିଭାଗ ପକ୍ଷରୁ କର୍ଲାମୁଣ୍ଡା ବ୍ଲକ ରାଜପୁର ଗ୍ରାମର ଭୋରପଡା( ଆର ୧) ସବମାଇନର କେନାଲ ବିଭିନ୍ନ ସ୍ଥାନରେ ନୂତନ…

ସାହାଜଲଥା ସ୍କୁଲରେ ଯୋଗଦେଲେ ନୂଆ ଶିକ୍ଷକ: ଖୁସି ବ୍ୟକ୍ତ କଲେ ଛାତ୍ରୀଛାତ୍ର, ଅଭିଭାବକ

ଅମରପାଲି,୫ା୮(ପୀତାମ୍ବର ସାହୁ): ସୁବର୍ଣ୍ଣପୁର ଜିଲା ବୀରମହାରାଜପୁର ବ୍ଲକ ଅନ୍ତର୍ଗତ ଖଣ୍ଡହତା ପଞ୍ଚାୟତର ଉପାନ୍ତ ତଥା ଜଙ୍ଗଲଘେରା ସାହାଜଲଥା ଗ୍ରାମ ସରକାରୀ ପ୍ରାଥମିକ ବିଦ୍ୟାଳୟରେ ଦୀର୍ଘଦିନ ଧରି ଲାଗି…

ଲାଞ୍ଚ ନେବା ପଡିଲା ମହଙ୍ଗା: ପଞ୍ଚାୟତ ସମିତିର ବରିଷ୍ଠ ରାଜସ୍ବ ସହାୟକଙ୍କୁ ଚାକିରିରୁ ନିଲମ୍ବନ କଲେ ଜିଲାପାଳ

ଖଡ଼ିଆଳ,୫।୮(ସୁଜିତ କୁମାର ପ୍ରଧାନ ): ଦୁର୍ନୀତି ପ୍ରତି ନୂଆପଡ଼ା ଜିଲା ପ୍ରଶାସନର ଶୂନ୍ୟ ସହନଶୀଳତା ନୀତିକୁ ପୁନର୍ବାର ସ୍ପଷ୍ଟ କରି ଜିଲାପାଳ ମଧୁସୂଦନ ଦାଶ ଜଣେ ସରକାରୀ…

ସାର ପଳାଉଛି ଛତିଶଗଡ଼: ଚାଷୀ ହତାଶ

ବରଗଡ଼,୫।୮(ପ୍ରେମାନନ୍ଦ ଖମାରୀ): ରାଜ୍ୟରେ ସର୍ବାଧିକ ଧାନ ଫସଲ ହେଉଥିବା ବରଗଡ଼ ଜିଲାରେ ବର୍ତ୍ତମାନ ସାର ସଙ୍କଟ ଚାଷୀମାନଙ୍କୁ ଚିନ୍ତାରେ ପକାଇଦେଇଛି। ଜିଲାରେ ସାର ମହଜୁଦ ଅଛି, ଅଭାବ…

ଘରୁ ଡାକିନେଇ ଯୁକ୍ତ୨ ଛାତ୍ରଙ୍କୁ ବାଡ଼େଇ ମାରିଦେଲେ ୨ ସାଥୀ: ମଦ ପିଆଇ…

ଡେରାବିଶ, ୫ା୮(ବେବର୍ତ୍ତା ଅଜୟ ଦାସ): କେନ୍ଦ୍ରାପଡ଼ା ଜିଲା ଡେରାବିଶ ଥାନା ଅଞ୍ଚଳର ଜଣେ ଯୁକ୍ତ୨ କଲେଜ ଛାତ୍ରଙ୍କୁ ଘରୁ ଡାକି ନେଇ ତାଙ୍କର ୨ଜଣ ସାଙ୍ଗ ମାଡ଼ମାରି…

ଆବାସିକ ବିଦ୍ୟାଳୟରେ ହିଂସାକାଣ୍ଡ: ୯ମ ଶ୍ରେଣୀ ପିଲାଙ୍କୁ ନିସ୍ତୁକ ପିଟିଲେ ୧୦ମ ଛାତ୍ର

କଲ୍ୟାଣସିଂହପୁର/ରାୟଗଡ଼ା, ୫।୮ (ଦୀପକ କୁମାର ପରିଡ଼ା/ କୈଳାଶ ଚନ୍ଦ୍ର ପୃଷ୍ଟି): ରାୟଗଡ଼ା ଜିଲାରେ ଥିବା ଆବାସିକ ବିଦ୍ୟାଳୟରେ ହିଂସାକାଣ୍ଡ ବଢ଼ିବାରେ ଲାଗିଛି। କୋଲନରା ବ୍ଲକ୍‌ ଅନ୍ତର୍ଗତ ରିଭଲକଣାସ୍ଥିତ…

ସୁନାବେଡ଼ା ଅଞ୍ଚଳରେ କଲରାପତରିଆ ବାଘ ଆତଙ୍କ: ଭିଡିଓ ଭାଇରାଲ ହେବା ପରେ…

ନୂଆପଡ଼ା,୫ା୮ (ମକାରୁ ବେମାଲ): ନୂଆପଡ଼ା ଜିଲା କୋମନା ବ୍ଲକ ଅନ୍ତର୍ଗତ ସୁନାବେଡ଼ା ଅଭୟାରଣ୍ୟରେ କଲରାପତରିଆ ବାଘ ଆତଙ୍କ ଦେଖାଦେଇଛି। ବାଘ ରାସ୍ତାରେ ବୁଲୁଥିବା ଭିଡିଓ ସୋସିଆଲ ମିଡିଆରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri