ସୀମା ଟପିଲା ଶିକାରୀଙ୍କ ବର୍ବରତା; ବୋମା ଖାଇ ବାରହା ମୃତ, ୩ ଗିରଫ

ଭଞ୍ଜନଗର,୪/୧(ବାବୁଲା ପ୍ରଧାନ)- ଗଞ୍ଜାମ ଜିଲା ଭଞ୍ଜନଗର ସ୍ଥିତ ଘୁମୁସର ଉତ୍ତର ବନଖଣ୍ଡ ଅନ୍ତର୍ଗତ ବେଲଗୁଣ୍ଠା ରୋଡ କନ୍ଧସାହି ନିକଟରୁ ପୋଲିସ ରବିବାର ପ୍ରତ୍ୟୁଷରେ ୩ ଜଣ ବାରହା ଶିକାରୀଙ୍କୁ ଗିରଫ କରିଛି । ଏହାପରେ ବନ ବିଭାଗକୁ ହସ୍ତାନ୍ତର କରିଛି । ଏଥିସହ ମୃତ ବାରହାକୁ ମଧ୍ଯ ହସ୍ତାନ୍ତର କରାଯାଇଛି । ଏହାପରେ ବନ ବିଭାଗ ମୃତ ବାରହାର ବ୍ୟବଛେଦ କରିଛି ।

ଏନେଇ ବନ ବିଭାଗ ପକ୍ଷରୁ ଘଟଣାର ଅଧିକ ତଦନ୍ତ ଚାଲିଛି । ଘଟଣାରୁ ପ୍ରକାଶ ଯେ କିଛି ଯୁବକ ଲୋହରାଖଣ୍ଡି ନଦୀରେ ବାରହା ଶିକାର ପାଇଁ ବୋମାରେ ମାଂସ ଗୁଣ୍ଡ ବୋଳି ନଦୀରେ ବିଛାଇଥିଲେ । ଗୋଟିଏ ବାରହା ଉକ୍ତ ବୋମାକୁ ମାଂସ ଗୁଳା ଭାବି ଖାଇବା ପରେ ବୋମାଟି ଫୁଟି ଯାଇଥିଲା। ଫଳରେ ବାରହାର ମୁହଁ ଫାଟି ଯିବା ସହ ସେଠାରେ ହିଁ ମୃତ୍ୟୁବରଣ କରିଥିଲା। ଏହାପରେ ଅଭିଯୁକ୍ତମାନେ ବାରହା ମାଂସକୁ କାଟିବା ପାଇଁ ପ୍ରସ୍ତୁତ ହେଉଥିଲେ । ଏନେଇ ପୋଲିସ ସୂଚନା ପାଇବା ପରେ ଘଟଣା ସ୍ଥଳରେ ଚଢାଉ ହୋଇଥିଲା।

 

Dharitri – Odisha’s No.1 Odia Daily

Enter your email to get our daily news in your inbox.

All Right Reserved By Dharitri.Com

୪ ମାସ ବିତିନି ପୁଣି ବାଣ ବିସ୍ଫୋରଣ: ଲୋକେ ଭୟଭୀତ

ବୌଦ୍ଧ,୨୧ା୨(ଅଜିତ କୁମାର ବାରିକ): ବୌଦ୍ଧ ଜିଲା ପୁରୁଣା କଟକ ଥାନା ଜିଆକଟା ଗ୍ରାମରେ ବାଣ ବିସ୍ଫୋରଣ ଘଟଣାକୁ ୪ ମାସ ବିତି ନ ଥିବା ବେଳେ ପୁଣି…

ଜିରୋ ବାଲାନ୍ସ ଆକାଉଣ୍ଟରୁ ଉଠାଇପାରିବେ ୧୦ହଜାର ଟଙ୍କା, ଜାଣନ୍ତୁ କେମିତି…

ନୂଆଦିଲ୍ଲୀ,୨୧।୨: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ପ୍ରଥମ କାର୍ଯ୍ୟକାଳର ସବୁଠାରୁ ଲୋକପ୍ରିୟ ଯୋଜନାଗୁଡ଼ିକ ମଧ୍ୟରୁ ଗୋଟିଏ ହେଉଛି ଜନ ଧନ (ପ୍ରଧାନମନ୍ତ୍ରୀ ଜନ ଧନ) ଆକାଉଣ୍ଟ। ଏହି ଯୋଜନା…

‘AI ସମ୍ମିଳନୀରେ କଂଗ୍ରେସର ସାର୍ଟଲେସ ପ୍ରତିବାଦ ନେପାଳର GenZ ଆନ୍ଦୋଳନ ଦ୍ୱାରା ଅନୁପ୍ରାଣିତ’, ଦିଲ୍ଲୀ ପୋଲିସର ବଡ଼ ଦାବି

ନୂଆଦିଲ୍ଲୀ,୨୧।୨: ଦିଲ୍ଲୀର ଭାରତ ମଣ୍ଡପମରେ ଇଣ୍ଡିଆ ଏଆଇ ଇମ୍ପାକ୍ଟ ଶିଖର ସମ୍ମିଳନୀରେ ଯୁବ କଂଗ୍ରେସ କର୍ମୀଙ୍କ ପ୍ରତିବାଦ ଦେଶରେ ରାଜନୀତିକୁ ଉଷ୍ମ କରିଛି। ବିଭିନ୍ନ ରାଜ୍ୟର ଭାଜପା…

ଯନ୍ତ୍ରୀ-ଠିକାଦାରଙ୍କୁ ଏକାଠି ବସାଇ ବୁଝାମଣା ପ୍ରୟାସ: ୩ ଘଣ୍ଟା ପରେ ବି କେସ୍‌ ରୁଜୁ କରିନି ପୋଲିସ

ବଲାଙ୍ଗୀର,୨୧ା୨(ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ରାସ୍ତା ଓ କୋଠା ବିଭାଗ ନିର୍ବାହୀ ଯନ୍ତ୍ରୀ ଓ ଠିକାଦାରମାନେ ମୁହାଁମୁହିଁ ହୋଇଛନ୍ତି। ପରସ୍ପର ବିରୋଧରେ ଉଭୟ ପକ୍ଷ ଟାଉନ ଥାନାରେ…

ଭାରତ ନା ଦକ୍ଷିଣ ଆଫ୍ରିକା T20ରେ କେଉଁ ଟିମ ଅଧିକ ମଜଭୁତ? ସୁପର ୮ ମୁକାବିଲା ପୂର୍ବରୁ ଜାଣନ୍ତୁ…

ନୂଆଦିଲ୍ଲୀ,୨୧।୨: ଭାରତ ଏବଂ ଦକ୍ଷିଣ ଆଫ୍ରିକା ଉଭୟ ଲିଗ ପର୍ଯ୍ୟାୟରେ ସେମାନଙ୍କର ଚାରୋଟି ମ୍ୟାଚ ଜିତିବା ପରେ ସୁପର ୮ ପର୍ଯ୍ୟାୟରେ ପହଞ୍ଚିଛନ୍ତି। ୨୦୨୬ ଟି୨୦ ବିଶ୍ୱକପର…

ଲାଇଭ୍‌ ଇଭେଣ୍ଟରେ ଖସିପଡ଼ିଲା ମୃଣାଳଙ୍କ କାନ ଝୁମୁକା: ଆଉ ତା’ପରେ…ଦେଖନ୍ତୁ Video

ଅଭିନେତ୍ରୀ ମୃଣାଲ ଠାକୁର ରୂପରେ ଯେମିତି, ଅଭିନୟରେ ବି ସେମିତି ନିପୂଣ। ଖୁବ୍‌ କମ୍‌ ଦିନରେ ସେ ଦର୍ଶକଙ୍କ ହୃଦୟରେ ରାଜ୍‌ କରିଛନ୍ତି। ସେ ଏବେ ବଲିଉଡ୍‌ର…

ବିବାହ ଭୋଜି ଖାଇ ଫେରିବାବେଳେ ଟ୍ରକ୍‌ ପଛରେ ପିଟିହେଲା କାର୍‌, ବିଜୁ ଛାତ୍ର ଜନତା ଦଳର ରାଜ୍ୟ ସମ୍ପାଦକଙ୍କ ସହ…

ଅନୁଗୋଳ,୨୧ା୨(ମାନସ ବିଶ୍ୱାଳ): ଅନୁଗୋଳ ଜିଲା ଜରପଡ଼ା ଥାନା ଅନ୍ତର୍ଗତ ମରାତିରା ନିକଟରେ ଏକ ସଡ଼କ ଦୁର୍ଘଟଣାରେ ଦୁଇ ଜଣଙ୍କ ଜୀବନ ଯାଇଥିବାବେଳେ ଜଣେ ଗୁରୁତର ହୋଇଛନ୍ତି। ସୂଚନା…

IND vs SA ମ୍ୟାଚ ପୂର୍ବରୁ ଭାରତୀୟ ଟିମକୁ ଲାଗିଲା ବଡ଼ ଝଟକା, ଆହତ ହେଲେ ଏହି ଖେଳାଳି

ନୂଆଦିଲ୍ଲୀ,୨୧।୨: ଲିଗ ପର୍ଯ୍ୟାୟରେ ସମସ୍ତ ଚାରୋଟି ମ୍ୟାଚ ଜିତି T20 World Cup 2026 ର ସୁପର ୮ପର୍ଯ୍ୟାୟରେ ପହଞ୍ଚିଥିବା ଟିମ ଇଣ୍ଡିଆ, ରବିବାର, ଫେବୃଆରୀ ୨୨ରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri