Posted inଖେଳ

ବରାହୀପୁର ଫୁଟବଲ: ଗଣ୍ଡରପୁର ଚାମ୍ପିୟନ

କଣ୍ଟାପଡା, ୨।୧(ଡି.ଏନ୍‌.ଏ.): କଣ୍ଟାପଡା ବ୍ଲକ ଅନ୍ତର୍ଗତ ବରାହୀପୁର ଗୋପୀନାଥ ଆଥଲେଟିକ ଆସୋସିଏଶନ ପକ୍ଷରୁ ଆୟୋଜିତ ୪୦ ତମ ଦିନିକିଆ ଫୁଟବଲ ଟୁର୍ନାମେଣ୍ଟର ଫାଇନାଲରେ ଦହି ଗଁା ଫୁଟବଲ ଟିମକୁ ୨-୦ ଗୋଲରେ ହରାଇ ଗଣ୍ଡରପୁର ଚାମ୍ପିୟନ ହୋଇଛି। ପ୍ରଥମ କ୍ୱାର୍ଟରରେ ଉଷୁମାକୁ ହରାଇ ପ୍ରହରାଜପୁର, ୨ୟ କ୍ୱାର୍ଟରରେ ପ୍ରତାପନଗରୀକୁ ହରାଇ ଦହି ଗଁା, ୩ୟ କ୍ୱାର୍ଟରରେ ଶିବଶକ୍ତି କ୍ଲକବୁ ହରାଇ ଗଣ୍ଡରପୁର ଓ ୪ର୍ଥ କ୍ୱାର୍ଟରରେ ମାରୁ ଫୁଟବଲ କ୍ଲବକୁ ହରାଇ ରକି ଫୁଟବଲ କ୍ଲବ ସେମିଫାଇନାଲରେ ପ୍ରବେଶ କରିଥିଲା। ୧ମ ସେମି ଫାଇନାଲରେ ପ୍ରହରାଜପୁରକୁ ୧-୦ ଗୋଲରେ ହରାଇ ଦହିଗଁା ଓ ୨ୟ ସେମି ଫାଇନାଲରେ ରକି ଫୁଟବଲ କ୍ଲବକୁ ୧-୦ ଗୋଲରେ ହରାଇ ଗଣ୍ଡରପୁର ଫାଇନାଲରେ ପ୍ରବେଶ କରିଥିଲା। ବିଜୟୀ ଓ ରନରଅପ ଦଳକୁ ଟ୍ରଫିସହ ଅର୍ଥରାଶି ପୁରସ୍କାର ଆକାରରେ ପ୍ରଦାନ କରାଯାଇଥିଲା। ମ୍ୟାଚଗୁଡିକୁ ସନ୍ଦୀପ ଦାସ, ସଞ୍ଜିବ ଦାସ, ପ୍ରଦୀପ ନାୟକ ଓ ପ୍ରଦୀପ ନାୟକ ପରିଚାଳନା କରିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଜଳପ୍ରପାତରେ ଗାଧୋଉଥିବା ବେଳେ ଖସିପଡ଼ିଲେ ଶିକ୍ଷକ, ତାପରେ….

ବରଗଡ଼,୧୬।୮(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲା ଅମ୍ବାଭୋନା ଥାନା ଅଞ୍ଚଳରେ ଥିବା ପର୍ଯ୍ୟଟନସ୍ଥଳୀ ବାରବଖରା ଜଳପ୍ରପାତରେ ରବିବାର ଏକ ଅଭାବନୀୟ ଘଟଣା ଘଟିଛି । ଏହି ଜଳପ୍ରପାତରେ ଗାଧୋଉଥିବା…

ବର୍ଷାରେ ଧସିଲା ଗାର୍ଡ଼ ୱାଲ୍‌, ନଦୀକୂଳ ବାସୀ ଭୟଭିତ

ଆଳି,୧୬।୮(ବନମାଳୀ ସେନାପତି): କେନ୍ଦ୍ରାପଡ଼ା ଜିଲା ଆଳି ରିଙ୍ଗ ବନ୍ଧର ବଉଳଯୋଡି ନିକଟରେ ଥିବା ସଲୁଇସ୍‌ ଗେଟର ଗାର୍ଡ ୱାଲ୍‌ ବର୍ଷା ଯୋଗୁ ଧସି ଯାଇଛି। ଗାର୍ଡୱାଲ ଧସିବା…

ଦିନ ଦ୍ବିପ୍ରହରରେ ଆତଙ୍କ ମଚାଇଲେ ଦୁର୍ବୃତ୍ତ, ଦିବ୍ୟାଙ୍ଗଙ୍କ ଘର କବାଟ ଭାଙ୍ଗି ଲୁଟିନେଲେ…

ଦାରିଙ୍ଗବାଡି,୧୬।୮(ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡି ଥାନା ସିମନବାଡି ପଞ୍ଚାୟତ କାରିପାଙ୍ଗା ସାହିରେ ରବିବାର ଦିନ ଦ୍ବିପ୍ରହରରେ ଏକ ଲୁଟ୍ ଘଟଣା ସମଗ୍ର ଅଞ୍ଚଳରେ ଆତଙ୍କ ସୃଷ୍ଟି…

ଖୁଣ୍ଟରେ ଚଢ଼ି ମରାମତି ବେଳେ ଲାଗିଲା ବିଦ୍ୟୁତ ଝଟକା, ତାପରେ ହଠାତ୍….

ଦେବଗଡ଼,୧୬।୮(ଶଶାଙ୍କ ଶେଖର ଝାଙ୍କର): ଦେବଗଡ଼ ଜିଲା ବାରକୋଟ ଥାନା କଲା ଗ୍ରାମରେ ଅଘଟଣ । ବିଦ୍ୟୁତ ସ୍ପର୍ଶରେ ଆସି ଚାଲିଗଲା ବିଦ୍ୟୁତ କର୍ମଚାରୀଙ୍କ ଜୀବନ । ମୃତ…

ଅନ୍ତରୀଣ ଡିଜିପି ଭାବେ ଦାୟିତ୍ୱ ନେଲେ ବିନୟତୋଷ ମିଶ୍ର, ଆସୁଆସୁ କଲେ ବଡ଼ ଘୋଷଣା…

କଟକ,୧୬।୮: ୧୯୯୩ ବ୍ୟାଚ୍‌ ଆଇପିଏସ୍‌ ଅଫିସର ବିନୟତୋଷ ମିଶ୍ର ରବିବାରେ ଅନ୍ତରୀଣ ପୋଲିସ ଡିଜିପି ଭାବେ କଟକ ସ୍ଥିତ ପୋଲିସ ମୁଖ୍ୟାଳୟରେ ଦାୟିତ୍ୱ ଗ୍ରହଣ କରିଛନ୍ତି। ଦାୟୀତ୍ୱ…

ଜିଲା ମୁଖ୍ୟ ଚିକିତ୍ସାଳୟରେ ସ୍ବାସ୍ଥ୍ୟ ସେବାର ସମୀକ୍ଷା କଲେ ସ୍ବାସ୍ଥ୍ୟମନ୍ତ୍ରୀ, ଅଧିକାରୀମାନଙ୍କୁ କହିଲେ…

କୋରାପୁଟ/ଜୟପୁର,୧୬ା୮(ଅମିତାଭ ବେହେରା/ପବନ ପାଣିଗ୍ରାହୀ): କୋରାପୁଟ ଜିଲାର ଜୟପୁରସ୍ଥିତ ଜିଲା ମୁଖ୍ୟ ଚିକିତ୍ସାଳୟରେ ନୂତନ କ୍ରିଟିକାଲ କେୟାର ୟୁନିଟ୍‌ ଉଦ୍‌ଘାଟିତ ହୋଇଛି। ରାଜ୍ୟ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ…

କୂଳ ଲଙ୍ଘିଲା ବ୍ରାହ୍ମଣୀ ନଦୀ, ବନ୍ୟାପାଣିରେ ଫସିଲେ ୩ ଶହ ସ୍କୁଲ୍‌ ପିଲା

ପଟ୍ଟାମୁଣ୍ଡାଇ,୧୬।୮(କଳ୍ପତରୁ ନାୟକ): ବନ୍ୟାପାଣିରେ ଫସିଲେ ୩ ଶହ ସ୍କୁଲ୍‌ ପିଲା । ଏଭଳି ଏକ ଅଭାବନୀୟ ଘଟଣା ସାମ୍ନାକୁ ଆସିଛି କେନ୍ଦ୍ରାପଡ଼ା ଜିଲା ପଟ୍ଟାମୁଣ୍ଡାଇ ବ୍ଲକ୍ କୁଳସାହି…

ତାତିଲେ ଚାଷୀ, ଜେସିବି ଲଗାଇ କାଟିଦେଲେ ଘାଇ, ପାଣିରେ ବୁଡ଼ିଲା ଶହଶହ ଏକର ଚାଷଜମି

ମହାକାଳପଡ଼ା,୧୬ା୮(ପ୍ରତାପ ଚନ୍ଦ୍ର ସ୍ବାଇଁ): ମହାନଦୀରେ ବନ୍ୟା ଓ ବର୍ଷା ଜଳ ଖରିଫ ଋତୁରେ ଧାନ ଫସଲ ପ୍ରଭାବିତ ହୋଇଛି। ଫଳରେ ୫ ହଜାରରୁ ଅଧିକ ହେକ୍ଟର ଜମିରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri