ଭିଜିଲାନ୍ସ ଜାଲରେ ବାରଙ୍ଗ ତହସିଲଦାର

ଭୁବନେଶ୍ୱର,୬।୪(ବ୍ୟୁରୋ): ଭିଜିଲାନ୍ସ ଜାଲରେ ବାରଙ୍ଗ ତହସିଲଦାର ବିଚିତ୍ରାନନ୍ଦ ନାୟକ। ତହସିଲଦାରଙ୍କ ଗାଡ଼ିରୁ ୧ ଲକ୍ଷ ୭ହଜାର ଟଙ୍କା ଜବତ ହୋଇଛି। ଏହାକୁ ନେଇ ଭିଜିଲାନ୍ସ ପକ୍ଷରୁ ତାଙ୍କୁ ଅଟକ ରଖାଯାଇ ପଚରାଉଚରା କରାଯାଉଥିବା ସୂଚନା ଦେଇଛନ୍ତି। ଖବର ଲେଖାଯିବା ପର୍ଯ୍ୟନ୍ତ କେଉଁ କାରଣ ଯୋଗୁ ତାଙ୍କ ଗାଡ଼ିରେ ଏହି ଟଙ୍କା ଥିଲା ତାହା ଜଣାପଡ଼ିନାହିଁ।


Enter your email to get our daily news in your inbox.

All Right Reserved By Dharitri.Com

‘ଶିକ୍ଷକଙ୍କ ହାତରେ ରହିଛି ଉତ୍ତମ ଶିଶୁ ଗଠନର ଦାୟିତ୍ୱ’

ଭୁବନେଶ୍ୱର,୫ା୯: ବାଲିପୁଟର ଇଂରାଜୀ ମାଧ୍ୟମ ବିଦ୍ୟାଳୟ ସେଣ୍ଟ୍‌ ଜାଭିଅର କିଡ୍ସରେ ନିଆରା ଢଙ୍ଗରେ ପାଳିତ ହୋଇଯାଇଛି ଗୁରୁଦିବସ। ବିଦ୍ୟାଳୟର ପ୍ରାର୍ଥନା ପର୍ବ ପରେ ପୂର୍ବତନ ରାଷ୍ଟ୍ରପତି ତଥା…

ରାଜରାସ୍ତାରେ ଶିକ୍ଷକଙ୍କ ରଣହୁଙ୍କାର, ଲୋୟର ପିଏମ୍‌ଜିରେ ହଜାର ହଜାର ଶିକ୍ଷକଙ୍କ ବିକ୍ଷୋଭ

ଭୁବନେଶ୍ୱର, ୫।୯: ଯେଉଁ ଦିନଟି ଶିକ୍ଷକଙ୍କୁ ସମ୍ମାନ ଓ ଶ୍ରଦ୍ଧା ଜଣାଇବାର ଦିନ, ସେହି ଗୁରୁଦିବସରେ ରାଜରାସ୍ତାକୁ ଓହ୍ଲାଇ ନିଜ ହକ୍‌ ପାଇଁ ଗର୍ଜିଲେ ରାଜ୍ୟର ହଜାର…

ଥାନା ହାଜତରେ ରେଳ କର୍ମଚାରୀଙ୍କୁ ନିର୍ଯାତନା: ହାତ, ଗୋଡ଼ ଭାଙ୍ଗିଦେଲେ, ଯୌନାଙ୍ଗରେ…

ପୁରୁଣା ଭୁବନେଶ୍ୱର,୫ା୯(ସୁବାସ ଚନ୍ଦ୍ର ପ୍ରଧାନ): ବ୍ରହ୍ମପୁର ରେଳ ସୁରକ୍ଷା ବଳ (ଆର୍‌ପିଏଫ୍‌) ଦ୍ୱାରା ଅମାନୁଷିକତାର ସବୁ ସୀମା ଟପିଯାଇଛି। ଚୋରି ସନ୍ଦେହରେ ସୌମ୍ୟରଞ୍ଜନ ମିଶ୍ର ନାମକ ଜଣେ…

ଚାଷୀଙ୍କ ଶ୍ରମକୁ ଉଚିତ ସମ୍ମାନ ମିଳୁଛି: ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର,୫।୯ (ସୁନିତ୍‌ ମିଶ୍ର): ଜନ୍ମାଷ୍ଟମୀ ଅବସରରେ ରାଜ୍ୟର ଚାଷୀମାନଙ୍କ ପାଇଁ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଶୁକ୍ରବାର ଓୟୁଏଟିର କୃଷି ଶିକ୍ଷା ସଦନଠାରେ ସିଏମ୍‌ କିଷାନ ଯୋଜନାର…

ସ୍ବାମୀ ଲକ୍ଷ୍ମଣାନନ୍ଦଙ୍କ ତଦନ୍ତ ଫାଇଲ ଗାଏବ୍‌ ମାମଲା, ସିବିଆଇ ତଦନ୍ତ ଦାବି କଲେ ପୁଅ-ବୋହୂ

ଭୁବନେଶ୍ୱର,୪।୯(ତ୍ରିନାଥ ମହାନ୍ତି): ସ୍ବାମୀ ଲକ୍ଷ୍ମଣାନନ୍ଦ ସରସ୍ବତୀଙ୍କ ହତ୍ୟାକୁ ୧୮ ବର୍ଷ ପୂରିଛି। ଶୁକ୍ରବାର ସାରା ରାଜ୍ୟରେ ବଳିଦାନ ଦିବସ ପାଳନ କରାଯାଇ ସ୍ବାମିଜୀଙ୍କୁ ଶ୍ରଦ୍ଧାଞ୍ଜଳି ଦିଆଯାଇଛି। କିନ୍ତୁ…

ବିରୋଧୀ ଦଳ ଉପନେତା ପ୍ରସନ୍ନ ଆଚାର୍ଯ୍ୟଙ୍କ ହ୍ବାଟ୍ସଆପ୍ ହ୍ୟାକ୍

ଭୁବନେଶ୍ବର,୪।୯: ବିରୋଧୀ ଦଳ ଉପନେତା ତଥା ରେଢ଼ାଖୋଲ ବିଧାୟକ ପ୍ରସନ୍ନ ଆଚାର୍ଯ୍ୟଙ୍କ ଫୋନ୍ / ହ୍ୱାଟ୍ସଆପ୍ ହ୍ୟାକ୍ ହୋଇଯାଇଛି। ସୋସିଆଲ ମିଡିଆରେ ଆଚାର୍ଯ୍ୟ ଏ ନେଇ ଜଣାଇଛନ୍ତି।…

ଖୁଆଡ଼ରୁ ଖସି ବାହାରକୁ ଆସିଲା ହୁଲକ୍ ଗିବନ୍

ଭୁବନେଶ୍ୱର, ୪।୯ : ନନ୍ଦନକାନନ ପ୍ରାଣୀ ଉଦ୍ୟାନରେ ଖୁଆଡ଼ରୁ ଖସି ଏକ ହୁଲକ୍ ଗିବନ୍ ବାହାରକୁ ଆସିଯିବା ଘଟଣାକୁ ନେଇ କିଛି ସମୟ ପାଇଁ ଚର୍ଚ୍ଚା ସୃଷ୍ଟି…

ଛାତ୍ରୀଛାତ୍ରଙ୍କ ଦୁର୍ଘଟଣା ସହାୟତାକୁ ନେଇ ଆସିଲା ନୂଆ ନିର୍ଦ୍ଦେଶାବଳୀ: ମୃତ୍ୟୁ ଘଟିଲେ ମିଳିବ…

ଭୁବନେଶ୍ୱର,୪।୯: ଛାତ୍ରୀଛାତ୍ରଙ୍କ ଦୁର୍ଘଟଣାଜନିତ ସମସ୍ୟାରେ ସହାୟତା ପ୍ରଦାନକୁ ନେଇ ନୂଆ ନିର୍ଦ୍ଦେଶାବଳୀ ଜାରି ହୋଇଛି। ଶିଶୁ ବାଟିକାରୁ ଦ୍ୱାଦଶ ଶ୍ରେଣୀ ପର୍ଯ୍ୟନ୍ତ ପଢୁଥିବା ଛାତ୍ରୀଛାତ୍ର ଏହି ବ୍ୟବସ୍ଥାରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri