ବାରବାଟୀ-କଟକ ନିର୍ବାଚନୀ ମାମଲା: ମହଲତ ପାଇଁ ବିଧାୟକଙ୍କୁ ୧୦ ହଜାର ଜରିମାନା

କଟକ,୧୪ା୧୧ (କାର୍ତ୍ତିକ ସାହୁ): ବାରବାଟୀ-କଟକ ନିର୍ବାଚନୀ ମାମଲାର ବିଧାୟକ ମହମ୍ମଦ ମୋକିମ୍‌ଙ୍କ ପକ୍ଷରୁ ଯୁକ୍ତି ବାଢ଼ିବାକୁ ଓକିଲ ମହଲତ ମାଗିବାରୁ ହାଇକୋର୍ଟ ୧୦ ହଜାର ଟଙ୍କା ଜରିମାନା ଦାଖଲ କରିବାକୁ ଆଦେଶ ଦେଇଛନ୍ତି। ସୋମବାର ଶୁଣାଣିରେ ବିଧାୟକଙ୍କ ପକ୍ଷରୁ ଯୁକ୍ତି ଉପସ୍ଥାପନ ନିମନ୍ତେ ମହଲତ ନେବାକୁ ଆବେଦନ କରାଯାଥିଲା। ହାଇକୋର୍ଟର ବିଚାରପତି ସଙ୍ଗମ କୁମାର ସାହୁ ମାମଲାର ଶୁଣାଣି କରି ପରବର୍ତ୍ତୀ ଶୁଣାଣି ନିମନ୍ତେ ଆସନ୍ତା ୨୦ ତାରିଖକୁ ଧାର୍ଯ୍ୟ କରିଛନ୍ତି।

ପ୍ରକାଶ ଯେ, ବିଧାୟକ ମୋକିମ୍‌ଙ୍କ ସାକ୍ଷ୍ୟଗ୍ରହଣ ଶେଷ ହୋଇଥିବାରୁ ତାଙ୍କ ପକ୍ଷରୁ ପ୍ରଥମେ ଯୁକ୍ତି ଉପସ୍ଥାପନ ଆରମ୍ଭ କରିବାକୁ କୋର୍ଟ ଆଦେଶ ଦିଅନ୍ତୁ ବୋଲି ଦେବାଶିଷ ସାମନ୍ତରାୟଙ୍କ ପକ୍ଷରୁ ଦାଖଲ ପିଟିଶନ୍‌ରେ ଆବେଦନ କରାଯାଇଥିଲା। ଦେବାଶିଷଙ୍କ ଏହି ଆବେଦନର ଶୁଣାଣି ଶେଷ କରି ହାଇକୋର୍ଟ ବିଧାୟକ ମୋକିମ୍‌ଙ୍କୁ ପ୍ରଥମେ ଯୁକ୍ତି ଉପସ୍ଥାପନ କରିବାକୁ ଆଦେଶ ଦେଇଥିଲେ। ବିଧାୟକ ମୋକିମ୍‌ଙ୍କ ପକ୍ଷରୁ ତତ୍‌କାଳୀନ ରିଟର୍ଣ୍ଣିଂ ଅଫିସର୍‌ ତଥା ସବ୍‌ କଲେକ୍ଟର୍‌ ସୁକାନ୍ତ କୁମାର ପ୍ରଧାନଙ୍କୁ ଜେରା କରାଯାଇସାରିଛି। ଉଲ୍ଲେଖଯୋଗ୍ୟ, ବାରବାଟୀ-କଟକ ନିର୍ବାଚନ ମଣ୍ଡଳୀର ବିଜୟୀ ପ୍ରାର୍ଥୀ କଂଗ୍ରେସ ବିଧାୟକ ମହମ୍ମଦ୍‌ ମୋକିମ୍‌ଙ୍କ ନିର୍ବାଚନକୁ ଅସିଦ୍ଧ ଘୋଷଣା କରିବାକୁ ହାଇକୋର୍ଟରେ ପରାଜିତ ପ୍ରାର୍ଥୀ ଦେବାଶିଷ ସାମନ୍ତରାୟଙ୍କ ପକ୍ଷରୁ ଏହି ମାମଲା ରୁଜୁ କରାଯାଇଛି। ବିଧାୟକ ମୋକିମ୍‌ ତାଙ୍କ ସତ୍ୟପାଠରେ ଅନେକ ତଥ୍ୟ ଲୁଚାଇଥିବା ଆବେଦନକାରୀ ଅଭିଯୋଗ କରଛନ୍ତି। ମୋକିମ୍‌ଙ୍କ ପକ୍ଷରୁ ବରିଷ୍ଠ ଆଇନଜୀବୀ ବିଦ୍ୟାଧର ମିଶ୍ର ଓ ତରଣୀକାନ୍ତ ବିଶ୍ୱାଳ ମାମଲା ପରିଚାଳନା କରୁଛନ୍ତି ା


Enter your email to get our daily news in your inbox.

All Right Reserved By Dharitri.Com

ଓଲଟିଲା ଟୁରିଷ୍ଟ ବସ୍‌: ଚାଲିଗଲା ୫ ଜୀବନ

ନୟାଗଡ଼,୨୮।୩(ଲୋକନାତ ମିଶ୍ର):ନୟାଗଡ଼ ଜିଲା ଦଶପଲା ବ୍ଲକ ବାଣୀଗୋଛା ଥାନା ବଲାଙ୍ଗୀର ଖୋର୍ଦ୍ଧା ୫୭ ନଂ ଜାତୀୟ ରାଜପଥର ଟାକେରାରେ ଟୁରିଷ୍ଟ ବସ ଓଲଟି ଡ୍ରାଇଭର ସମେତ ୫…

LPG ପରେ ଆଉ ଏକ ବଡ଼ ସଙ୍କଟ; ୧୦ରୁ ୧୫ ପ୍ରତିଶତ ଯାଏ ବଢିପାରେ ଦର…

ନୂଆଦିଲ୍ଲୀ,୨୭।୩: LPG ସଙ୍କଟ ଭିତରେ ଜନତାଙ୍କୁ ବହୁ ଜଲଦି ଆଉ ଏକ ଝଟକା ଲାଗିବାକୁ ଯାଉଛି । ପଶ୍ଚିମ ଏସିଆରେ ଚାଲୁଥିବା ଏହି ଯୁଦ୍ଧ ଯୋଗ ବର୍ତ୍ତମାନ…

ରେଳମନ୍ତ୍ରୀ ଅଶ୍ୱିନୀ ବୈଷ୍ଣବଙ୍କ ବଡ଼ ଘୋଷଣା, ଓଡ଼ିଶାକୁ ୧୦,୫୯୯ କୋଟିର…

ନୂଆଦିଲ୍ଲୀ,୨୭।୩: ଓଡ଼ିଶାର ରେଳ ଭିତ୍ତିଭୂମି ବିକାଶ କ୍ଷେତ୍ରରେ କେନ୍ଦ୍ର ସରକାର ଏକ ବଡ଼ ପଦକ୍ଷେପ ଗ୍ରହଣ କରିଛନ୍ତି। ଆର୍ଥିକ ବର୍ଷ ୨୦୨୫-୨୬ ପାଇଁ ଓଡ଼ିଶାକୁ ରେଳବାଇ କ୍ଷେତ୍ରରେ…

ଚଳନ୍ତା ଟ୍ରେନ୍‌ରୁ ଡେଇଁ ପଡ଼ିଲେ ଯୁବକ, ଆଉ ତା’ପରେ…

ଛତ୍ରପୁର,୨୭ା୩(ଦିଲୀପ ସାମଲ): ଗଞ୍ଜାମ ଜିଲା ଛତ୍ରପୁର ନିକଟରେ ଚଳନ୍ତା ଟ୍ରେନରୁ ଖସିପଡି ଜଣେ ଯୁବକ ଆହତ ହୋଇଛନ୍ତି। ସେ ହେଲେ କେନ୍ଦୁଝର ଜିଲା ଗୁଣ୍ଠପୁର ଅଞ୍ଚଳର ବିକ୍ରମ…

ରାସ୍ତାକଡ଼ ବୁଦା ଭିତରୁ ମିଳିଲା ପୁଳାପୁଳା ସରକାରୀ ଔଷଧ, ଏକ୍ସପାଏରୀ ଡେଟ୍‌ ଥିଲେ ସୁଦ୍ଧା କିଏ ଫିଙ୍ଗିଲା ସେ ନେଇ…

ସୁନ୍ଦରଗଡ଼, ୨୭।୩(ଜୟ ନାରାୟଣ ମେଣ୍ଡୁଳି): ସରକାର ଗରିବ ଲୋକଙ୍କୁ ମାଗଣାରେ ସ୍ବାସ୍ଥ୍ୟସେବା ଓ ଔଷଧ ଯୋଗାଇବା ପାଇଁ କୋଟି କୋଟି ଟଙ୍କା ଖର୍ଚ୍ଚ କରୁଥିବା ବେଳେ, ସୁନ୍ଦରଗଡ଼ରେ…

ବିଦ୍ୟୁତ୍‌ କାଟ୍‌କୁ ନେଇ ବଢୁଛି ଅସନ୍ତୋଷ

ଶେରଗଡ଼,୨୭ା୩(ସୂର୍ଯ୍ୟ ନାରାୟଣ ଦାଶ): ଶେରଗଡ଼ରେ ବିଦ୍ୟୁତ୍‌ ବିଭ୍ରାଟ ଦିନକୁ ଦିନ ବଢ଼ିବାରେ ଲାଗିଛି। ମେଣ୍ଟେନାନ୍ସ ଆଳରେ ଏପରି ବିଦ୍ୟୁତ୍‌ କାଟ କରାଯାଉଥିବା ଅଭିଯୋଗ ହେଉଛି। ଏପରି ଦିନକୁ…

୩ୟ ବିଶ୍ୱଯୁଦ୍ଧର ଭୟଙ୍କର ରୂପ! ଆମେରିକା ସହ ଯୁଦ୍ଧ କରିବେ ୧୨ବର୍ଷର ପିଲା

ତେହରାନ,୨୭।୩: ଇରାନ-ଇସ୍ରାଏଲ ବିବାଦ ମଧ୍ୟରେ, ଯେତେବେଳେ ଆମେରିକା ଗୋଟିଏ ମୋର୍ଚ୍ଚାରେ ଇରାନରେ ତାର ସୈନ୍ୟ ମୁତୟନ କରିବାକୁ ପ୍ରସ୍ତୁତ ହେଉଛି, ଅନ୍ୟପଟେ ଇରାନ ଏବେ ତାର ସୈନ୍ୟବାହିନୀକୁ…

ଏପ୍ରିଲ ୧ରୁ ଆରମ୍ଭ ହେବ ମାରାଗୁଡ଼ା ଲୋକମହୋତ୍ସବ

ନୂଆପଡ଼ା,୨୭ା୩(ମକାରୁ ବେମାଲ): ନୂଆପଡ଼ା ଜିଲାର ଐତିହ୍ୟ, ଲୋକକଳା ଓ ସଂସ୍କୃତିର ମହାପାର୍ବଣ ମାରାଗୁଡ଼ା ଲୋକମହୋତ୍ସବ ଆସନ୍ତା ଏପ୍ରିଲ ୧ରୁ ୫ ତାରିଖ ପର୍ଯ୍ୟନ୍ତ ନୂଆପଡ଼ାର ନ୍ୟାଶନାଲ ମହାବିଦ୍ୟାଳୟ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri