ବାର୍ବିକ୍ୟୁ ନେସନ୍‌ର ଏକ୍ସକ୍ଲୁସିଭ ଆଉଟ୍‌ଲେଟ୍‌

କଟକ,୨୧।୧୦: ଦେଶର ପ୍ରମୁଖ ମଲ୍‌ଟି ରେଷ୍ଟୁରାଣ୍ଟ ବ୍ରାଣ୍ଡ୍‌ ‘ବାର୍ବିକ୍ୟୁ ନେସନ୍‌’ର ଏକ୍ସକ୍ଲୁସିଭ ଆଉଟ୍‌ଲେଟ୍‌ ସ୍ଥାନୀୟ ଦର୍‌ଘା ବଜାରସ୍ଥିତ ନେତାଜୀ ସୁଭାଷ ବୋଷ ଆର୍କେଡ୍‌ଠାରେ ଉଦ୍‌ଘାଟନ ହୋଇଯାଇଛି। ଏହି ଅବସରରେ ବାର୍ବିକ୍ୟୁ ନେସନ୍‌ର ଆସିଷ୍ଟାଣ୍ଟ ରିଜିଓନାଲ ମ୍ୟାନେଜର ତଉସିଫ ଏହମଦ ସମ୍ମାନିତ ଅତିଥି ଭାବେ ଯୋଗ ଦେଇ ଏହାର ଉଦ୍‌ଘାଟନ କରିଥିଲେ। ଅନ୍ୟମାନଙ୍କ ମଧ୍ୟରେ ବାର୍ବିକ୍ୟୁ ନେସନ୍‌ର ପାତ୍ରପଡ଼ା ଆଉଟଲେଟ୍‌ର ସା ଆଲାମ୍‌ ଏବଂ ଆଉଟଲେଟ୍‌ର ଅନ୍ୟ ସଦସ୍ୟ ପ୍ରମୁଖ ଉପସ୍ଥିତ ଥିଲେ। ଏପରିକି ୪୨୫୦ ବର୍ଗଫୁଟ୍‌ ପରିମିତ ସ୍ଥାନରେ ନିର୍ମିତ ଏହି ନୂତନ ଆଉଟ୍‌ଲେଟ୍‌ରେ ୧୮୦ଟି ସିଟ୍‌ ରହିଛି। ବିଶେଷକରି ଏଠାରେ କର୍ପୋରେଟ୍‌ ଲଞ୍ଚ ସାଙ୍ଗକୁ ପରିବାର ସହ ସମୟ ବିତାଇବାକୁ ସର୍ବୋକତ୍ୃଷ୍ଟ ସ୍ଥାନ ହୋଇପାରିବ ବୋଲି ଆଉଟଲେଟ୍‌ ପକ୍ଷରୁ କୁହାଯାଇଛି। ସେହିଭଳି ଏହାର ଆକର୍ଷଣୀୟ ଇଣ୍ଟେରିୟର ସାଙ୍ଗକୁ ଏକ ଅତ୍ୟାଧୁନିକ ପରିବେଶ(ବିଦେଶ)ର ଭ୍ରମ ମଧ୍ୟ ସୃଷ୍ଟି କରୁଛି। ଏ ସମ୍ପର୍କରେ ବାର୍ବିକ୍ୟୁ ନେସନ୍‌ ହସ୍ପିଟାଲିଟିର ମୁଖ୍ୟ କାର୍ଯ୍ୟନିର୍ବାହୀ ଅଧିକାରୀ ଫେଜ୍‌ ଅଜିମ୍‌ କହିଛନ୍ତି, କଟକଠାରେ ଏଭଳି ଏକ ଆଉଟ୍‌ଲେଟ୍‌ ହୋଇଥିବାରୁ ମଁୁ ବହୁତ ଖୁସି। ଗ୍ରାହକମାନଙ୍କୁ ଏହାର ପରିବେଶ ଅତ୍ୟନ୍ତ ଉସତ୍ାହିତ କରିବ। ଗ୍ରାହକମାନେ ଏଠାରୁ କେବେ ନିରାଶ ହୋଇ ଯିବେ ନାହିଁ। ୬ ବର୍ଷରୁ କମ୍‌ ଶିଶୁମାନଙ୍କ ପାଇଁ ମାଗଣା ଖାଦ୍ୟର ବ୍ୟବସ୍ଥା ରହିଥିବା ବେଳେ ଛାତ୍ରୀଛାତ୍ରୀଙ୍କ ପାଇଁ ମଧ୍ୟ ରିହାତି ବ୍ୟବସ୍ଥା ରହିଛି। ସେମାନେ ନିଜ ଆଇ କାର୍ଡ ଦେଖାଇ ଏହାର ସୁବିଧା ମଧ୍ୟ ପାଇପାରିବେ। ସମଗ୍ର ଭାରତରେ ବାର୍ବିକ୍ୟୁ ନେସନ୍‌ର ୨୦୦ଟି ଆଉଟ୍‌ଲେଟ୍‌ ଅଛି। ବାର୍ବିକ୍ୟୁ ନେସନ ଏହାର ବୁଫେଟ୍‌ରେ ଆମିଷ ଏବଂ ନିରାମିଷ ଖାଦ୍ୟରେ ବିଭିନ୍ନ ପ୍ରକାର ଖାଦ୍ୟ ଅନ୍ତର୍ଭୁକ୍ତ କରିଥାଏ।


Enter your email to get our daily news in your inbox.

All Right Reserved By Dharitri.Com

ଗ୍ୟାସ୍‌ ପାଇପ୍‌ ଫାଟି କଟକରେ ଭୟଙ୍କର ଅଗ୍ନିକାଣ୍ଡ, ହୁତୁହୁତୁ ହୋଇ ଜଳିଲା…

କଟକ,୧୩।୧୦(ପ୍ରଭୁକଲ୍ୟାଣ ପାଲ୍): ଗ୍ୟାସ୍‌ ପାଇପ୍‌ ଫାଟି କଟକରେ ଭୟଙ୍କର ଅଗ୍ନିକାଣ୍ଡ ଘଟିଛି । ମାଟି ତଳେ ଯାଇଥିବା ଘରୋଇ ଗ୍ୟାସ ପାଇପ ଲାଇନ ଲିକ୍ ହେବା ଫଳରେ…

ନିର୍ମାଣ ହୋଇ ୭ବର୍ଷ ବିତିଗଲାଣି, କାର୍ଯ୍ୟକ୍ଷମ ହୋଇପାରୁନି ଆଦିବାସୀ ହଷ୍ଟେଲ

କେସିଙ୍ଗା,୧୩।୧୦(ତୁମେଶ୍ୱର ସାହୁ): ଗରିବ ଆଦିବାସୀ ହରିଜନ ଛାତ୍ରୀଛାତ୍ରଙ୍କୁ ରହିବା ଖାଇବା ଠାରୁ ମାଗଣାରେ ପାଠ ପଢିବା ପାଇଁ ପୂର୍ବର ବିଜେଡି ସରକାର କଳାହାଣ୍ଡି ଜିଲା କେସିଙ୍ଗା ବ୍ଲକର…

ସମସ୍ୟା ଘେରରେ ଡୁମେରମୁଣ୍ଡା ଉଚ୍ଚ ପ୍ରାଥମିକ ବିଦ୍ୟାଳୟ: ଗେଟ ଆଗରେ ବସିଲେ ଛାତ୍ରୀଛାତ୍ର

ଲାଞ୍ଜିଗଡ଼, ୧୨।୧୦ (ରମେଶ ଚନ୍ଦ୍ର ନାୟକ): ବିଦ୍ୟାଳୟରେ ନାହିଁ ପିଇବା ପାଣିର ସୁବିଧା, ବିଜୁଳି ସଂଯୋଗ ଓ ସୁରକ୍ଷା ପାଚେରୀ। ଶୌଚାଳୟ ଓ ଜଳର ସୁବ୍ୟବସ୍ଥା ନଥିବାରୁ…

ଦକ୍ଷିଣ ଓଡ଼ିଶା ଜୋନ-ଏ କ୍ରିକେଟ ଟୁର୍ନାମେଣ୍ଟ: ପୋଡ଼ାମାରିକୁ ହରାଇ ପାଟପୁର ଚାମ୍ପିୟନ

ଦିଗପହଣ୍ଡି,୧୨।୧୦ (ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ପାଟପୁରସ୍ଥିତ ବିଶ୍ୱାସରାୟ ବିଜ୍ଞାନ ଉଚ୍ଚ ମାଧ୍ୟମିକ ବିଦ୍ୟାଳୟ ପରିସରରେ ଚାଲିଥିବା ଦକ୍ଷିଣ ଓଡ଼ିଶା ଜୋନ-ଏ ଆନ୍ତଃ…

ଜଙ୍ଗଲକୁ କାଠ ପାଇଁ ଯାଉଥିଲେ କବିତା, ନଦୀ ପାର୍‌ ହେବା ସମୟରେ ଘଟିଲା…

ମୋହନା.,୧୨।୧୦(ମନ୍ମଥ ମିଶ୍ର): ନଦୀ ପାର ହେବା ସମୟରେ ଭାସି ଯାଇ ମହିଳାଙ୍କ ମୃତ୍ୟୁ ଘଟିଛି l ଏଭଳି ଏକ ଦୁଃଖଦ ଘଟଣା ଘଟିଛି ଗଜପତି ଜିଲା ରା…

ମାଣିକେଶ୍ୱରୀ ଛକ ନିକଟରୁ ମିଳିଲା ଅଜଣା ବୃଦ୍ଧାଙ୍କ ମୃତଦେହ: ବଢୁଛି ସନ୍ଦେହ

ଭବାନୀପାଟଣା,୧୨।୧୦(ଉତ୍ତମ କୁମାର ଦାଶ):କଳାହାଣ୍ଡି ଜିଲା ଭବାନୀପାଟଣା ସହର ମାଣିକେଶ୍ୱରୀ ଛକ ଯାତ୍ରୀ ପ୍ରେକ୍ଷାଳୟରୁ ସୋମବାର ଅପରାହ୍ନରେ ଜଣେ ଅଜଣା ବୃଦ୍ଧାଙ୍କ ମୃତଦେହ ଉଦ୍ଧାର ହୋଇଛି। ଖବର ପାଇ…

ଥୁଆମୂଳ ରାମପୁରରେ ୧୭ ଦିନ ହେଲା ପାନୀୟ ଜଳ ସଙ୍କଟ: ‘ପାଣ୍ଠି ଅଭାବ’ ସଫେଇକୁ ନେଇ ଅସନ୍ତୋଷ

ଥୁଆମୂଳ ରାମପୁର, ୧୨।୧୦ (ଦୁର୍ଗା କୀର୍ତ୍ତି):କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ବ୍ଲକ ସଦର ମହକୁମାରେ ପାନୀୟ ଜଳ ସଙ୍କଟ ଗୁରୁତର ରୂପ ନେଇଛି। ‘ବସୁଧା’ ଯୋଜନାରେ ଜଳ…

୧୩ରୁ ୨୨ ଯାଏ ୧୦ ଟ୍ରେନ୍‌ ବାତିଲ, କେଉଁ କେଉଁ ଟ୍ରେନ୍‌ ହେଲା ବାତିଲ୍‌ ଜାଣନ୍ତୁ…

ଜୟପୁର,୧୨ା୧୦(ପବନ ପାଣିଗ୍ରାହୀ): କୋରାପୁଟ ଜିଲା ଜୟପୁରସ୍ଥିତ ମାଳିଗୁଡ଼ା ଓ ଛତ୍ରୀପୁଟ ରେଳ ଷ୍ଟେଶନ ମଧ୍ୟରେ ଭୂସ୍ଖଳନ ଯୋଗୁ ଚାଲିଥିବା ପୁନରୁଦ୍ଧାର କାର୍ଯ୍ୟ ପାଇଁ ପୂର୍ବତଟ ରେଲଓ୍ବେ ରାୟଗଡ଼ା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?